ମନୋରଞ୍ଜନ

ଅଭିନେତ୍ରୀ ପାୟଲ ଗିରଫ

ଅହମଦାବାଦ,୨୫।୬: ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଶୁକ୍ରବାର ଅହମଦାବାଦ ସେଟେଲାଇଟ ପୋଲିସ ଗିରଫ କରିଛି। ପାୟଲ ସୋସାଇଟିର ଲୋକଙ୍କ ସହ ବାରମ୍ବାର ଝଗଡ଼ା କରିବା ଓ ଚେୟାରମ୍ୟାନଙ୍କୁ ଜୀବନରେ ମାରିଦେବାକୁ ଧମକ ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଛି। ସୋସିଆଲ ମିଡିଆରେ ସୋସାଇଟିର…

ବିବାହକୁ ନେଇ ଚର୍ଚ୍ଚାରେ ଏହି ଅଭିନେତା: ୩୮ ବର୍ଷ ବୟସରେ ସ୍ତ୍ରୀଙ୍କୁ କରିଥିଲେ ଦ୍ୱିତୀୟ ବିବାହ

ବଲିଉଡ୍‌ ଅଭିନେତା ଆଫତାବ ଶିବଦାସାନିଙ୍କ ଆଜି ଜନ୍ମଦିନ। ଏହି ଅବସରରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନ ସମ୍ପର୍କିତ କିଛି କଥା। ହୁଏତ ଆଫତାବ ଚଳଚ୍ଚିତ୍ର କ୍ୟାରିୟର ଫ୍ଲପ୍‌ ହୋଇଥାଇପାରେ, କିନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସେ ଅନେକ ସମୟରେ ଚର୍ଚ୍ଚାରେ…

ଗୋଟିଏ ପରେ ଗୋଟିଏ ଫିଲ୍ମ ଫ୍ଲପ୍‌ ହେବା ହେବା ପରେ ଏମିତି କରିଥିଲେ ଏହି ଅଭିନେତା

ଫିଲ୍ମ ଇଣ୍ଡଷ୍ଟ୍ରିର ରଙ୍ଗୀନ ଦୁନିଆରେ କେଉଁ ଷ୍ଟାର ଆଗକୁ ଯିବେ ତାହା କହିବା ଅତ୍ୟନ୍ତ କଷ୍ଟକର। ଏହି ଲାଇନ୍‌ରେ ଆସି ଅନେକ ଭଲ ତାରକା ମଧ୍ୟ କ୍ୟାରିୟର କରି ପାରି ନାହାନ୍ତି। କାରଣ ଉତ୍ଥାନ-ପତ୍ତନ ଏହି ଲାଇନ୍‌ରେ ସାଧାରଣ କଥା। ବେଳେବେଳେ…

କଙ୍ଗନାଙ୍କ ରାଗ ଦେଖି କରଣ ଛାନିଆ

ମୁମ୍ବାଇ: ବଲିଉଡ୍‌ କ୍ୱିନ୍‌ କଙ୍ଗନା ରାଣାଓ୍ବତ୍‌ ସବୁବେଳେ ନିଜ ଢଙ୍ଗରେ ଜବାବ ଦେବା ନେଇ ବେଶ୍‌ ଜଣାଶୁଣା। ପ୍ରତ୍ୟେକ ପ୍ରସଙ୍ଗରେ ସେ କିଛି ନା କିଛି କଥା କହି ଚର୍ଚ୍ଚାକୁ ଆସିଥାନ୍ତି। ଥରେ କଙ୍ଗନା କରଣ ଜୋହରଙ୍କ ପ୍ରସିଦ୍ଧି ଚାଟ୍‌ ଶୋ’…

୧୦ କୋଟି ଟଙ୍କାର ଅଫର୍‌ ଛାଡିଲେ ଶିଳ୍ପା ସେଟ୍ଟୀ: କାରଣ ଜାଣିଲେ କରିବେ ବାଃ ବାଃ

ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ କୁନ୍ଦ୍ରା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ସେ ଅନେକ ସମୟରେ ଯୋଗ କିମ୍ବା ରୋଷେଇ ଭିଡିଓ ପ୍ରଶଂସକଙ୍କ ପାଇଁ ଶେୟାର କରନ୍ତି। ୪୬ ବର୍ଷ ବୟସରେ ମଧ୍ୟ ଶିଳ୍ପା ନିଜ ଫିଟନେସକୁ ନେଇ ବେଶ୍‌ ଚର୍ଚ୍ଚାରେ…

ଏକଦା ଶାହାରୁଖ୍‌ କହିଥିଲେ ଯାହା ମୋ’ ପାଖରେ ଅଛି ଅମିତାଭଙ୍କ ପାଖରେ ନାହିଁ, କାରଣ ଜାଣିଲେ…

ମୁମ୍ବାଇ: କିଙ୍ଗ୍‌ଖାନ୍‌ ଶାହାରୁଖ୍‌ଙ୍କୁ ପ୍ରଥମେ ‘କଫି ଓ୍ବିଥ୍‌ କରଣ’ର ପ୍ରଥମ ସିଜିନରେ କରଣଙ୍କ ସହ ଦେଖିବାକୁ ମିଳିଥିଲା। ତେଣୁ ତାଙ୍କର ମଜାଳିଆ ଶୈଳୀକୁ ସେଠାରେ ଥିବା ଲୋକମାନେ ମଧ୍ୟ ପସନ୍ଦ କରିଥିଲେ। ସେହି ସମୟରେ ଶୋ’ରେ ଅମିତାଭ ବଚ୍ଚନ ପହଞ୍ଚିଥିଲେ। ସେ…

ସାଇକେଲ୍‌ରେ ବ୍ରେଡ୍‌-ଅଣ୍ଡା ବିକ୍ରି କରୁଛନ୍ତି ସୋନୁ

ମୁମ୍ବାଇ: ଗରୀବ ଓ ଅସହାୟ ଲୋକଙ୍କ ପାଇଁ ଦେବଦୂତ ପାଲଟିଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଲଗାତର ଭାବେ ଆବଶ୍ୟକୀୟ ଲୋକଙ୍କୁ ସାହାଯ୍ୟ କରିଆସୁଛନ୍ତି। ରିଲ ଲାଇଫ୍‌ରୁ ଏବେ ରିୟଲ ଲାଇଫ୍‌ର ହିରୋ ସାଜିଛନ୍ତି ସୋନୁ। କରୋନା କାଳରେ ଲୋକଙ୍କ ସହାୟତା…

ସର୍ବସମ୍ମୁଖରେ କଟ୍ରିନାଙ୍କୁ ଲୋକହସା କରାଇଦେଇଥିଲେ ସଲମାନ୍‌: କହିଥିଲେ ‘କଟ୍ରିନା କପୁର, ଷ୍ଟେଜ୍‌କୁ ଆସ’; ପୁରା ଘଟଣା କିଛି…

ବମ୍ବେ: ଏକଦା କଟ୍ରିନା କୈଫ-ସଲମାନ ଖାନଙ୍କୁ ବଲିଉଡର ଲୋକପ୍ରିୟ ଯୋଡ଼ି ମଧ୍ୟରେ ଗଣାଯାଉଥିଲା। ‘ମୈନେ ପ୍ୟାର କ୍ୟୁ କିୟା’ରେ ସଲମାନଙ୍କ ସହ ଅଭିନୟ କରିବା ପରେ ଅଭିନେତ୍ରୀ ବେଶ ନାମ କମାଇଥିଲେ। କଥିତ ଭାବେ ଏହି ସମୟରୁ ହିଁ ଉଭୟ ଡେଟ୍‌…

ଏତିକି ଟଙ୍କାର ଶାଢି ପିନ୍ଧି ଚର୍ଚ୍ଚାରେ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏଥର ସେ ନବବଧୂ ପରି ସଜେଇ ହୋଇ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଉର୍ବଶୀ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ପାରମ୍ପରିକ ଲୁକ୍‌ରେ ଫଟୋ ଶେୟାର କରିଛନ୍ତି। ଫଟୋରେ ସେ ଏକ ଗୁଜରାଟର…

ସଞ୍ଜୁଙ୍କ ଛାତିରେ ରହିଛି ଏହି ନାଁରେ ଟାଟୁ

ମୁମ୍ବାଇ: ଅଭିନେତା ସଞ୍ଜୟ ଦତ୍ତ ଏବଂ ତାଙ୍କ ପିତା ସୁନିଲ ଦତ୍ତଙ୍କ ସମ୍ପର୍କକୁ ବୁଝିବା ବହୁତ କଷ୍ଟକର। ଫିଲ୍ମ ସଞ୍ଜୁରେ ପିତା-ପୁତ୍ରଙ୍କ ବଣ୍ଡିଂର ଝଲକ ଦେଖିବାକୁ ମିଳିଥିଲା। ସଞ୍ଜୁ ତାଙ୍କ ପିତାଙ୍କ ପ୍ରତି ଥିବା ଭଲପାଇବାକୁ ଶବ୍ଦରେ ପ୍ରକାଶ କରିପାରିଲେନି। ତେଣୁ…

ଗର୍ଭବତୀ ପରେ ନୁସରତଙ୍କ ଏପରି ଭିଡିଓ ହେଉଛି ଭାଇରାଲ

ପଶ୍ଚିମବଙ୍ଗରେ ଟିଏମ୍‌ସି ଏମ୍‌ପି ତଥା ଅଭିନେତ୍ରୀ ନୁସରତ ଜାହାଁ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ବର୍ତ୍ତମାନ ସେ ତାଙ୍କ ବିବାହ ଏବଂ ମା’ହେବା ଖବର ପାଇଁ ଚର୍ଚ୍ଚାରେ ରହିଛନ୍ତି। ଏସବୁ ମଧ୍ୟରେ ସେ ସୋସିଆଲ ମିଡିଆରେ ଫଟୋ ଏବଂ ଭିଡିଓ ପୋଷ୍ଟ…

ସତ୍ୟନାରାୟଣ କି କଥାରେ କାର୍ତ୍ତିକ

ମୁମ୍ବାଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟନ କିଛି ଦିନ ପୂର୍ବରୁ ବେଶ୍‌ ଚର୍ଚ୍ଚାରେ ରହିଥିଲେ। ନିକଟରେ କାର୍ତ୍ତିକଙ୍କୁ ଫିଲ୍ମ ଦୋସ୍ତାନା-୨ରୁ ବାହାର କରାଯିବା ଖବର ଲାଇମ୍‌ଲାଇଟ୍‌ରେ ରହିଥିଲା। ନିର୍ଦ୍ଦେଶକ କରନ ଜୋହରଙ୍କ ସହ ତାଙ୍କର ଝଗଡ଼ା ପରେ କାର୍ତ୍ତିକଙ୍କୁ ବହୁ କ୍ଷତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri