ମନୋରଞ୍ଜନ

ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

ହଲିଉଡ ଅଭିନେତ୍ରୀ ଲିସା ବାନେସଙ୍କ ପରଲୋକ ଘଟିଛି। ନ୍ୟୁୟର୍କ ସହରରେ ଘଟିଥିବା ଏକ ଦୁର୍ଘଟଣାରେ ସେ ଗୁରୁତର ଆହତ ହୋଇଥିଲେ, ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଲିଙ୍କନ ସେଣ୍ଟର ନିକଟରେ ଥିବା ମ୍ୟାନହଟନର ଉପର ପଶ୍ଚିମ ପାର୍ଶ୍ୱରେ…

ବମ୍ବେର ଟ୍ରକ୍‌ ଡ୍ରାଇଭରଙ୍କ କଲୋନୀରେ ରହୁଥିଲେ ବିପାଶା, ଏହି କାରଣରୁ ସବୁବେଳେ ପାଖରେ ରଖୁଥିଲେ ହାତୁଡ଼ି

ବମ୍ବେ: ବ୍ୟକ୍ତିଗତ ଜୀବନ ହେଉ ଅଥବା ଅଭିନୟ, ସବୁଥିରେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାନ୍ତି ଅଭିନେତ୍ରୀ ବିପାଶା ବସୁ। ଜଣେ ମଡେଲରୁ ସୁପର ମଡେଲ ଓ ପରେ ଅଭିନେତ୍ରୀ ହେବାର ତାଙ୍କର ଯାତ୍ରା ସେତେଟା ସହଜ ନ ଥିଲା। ଅନେକ ସଂଘର୍ଷ…

ବିରାଟ କୋହଲିଙ୍କ ଏହି କାମ ଦେଖି ଅନୁଷ୍କାଙ୍କ ଆଖିରେ ଆସିଯାଇଥିଲା ଲୁହ

ଲଣ୍ଡନ,୧୬।୬: ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ପାଇଁ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଆଜିକାଲି ଇଂଲଣ୍ଡରେ ଅଛନ୍ତି। ଚାରି ମାସର ଯାତ୍ରା ସମୟରେ ବିରାଟ ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଏବଂ ଝିଅ ଭାମିକାଙ୍କ ସହ…

ବିଗ୍‌ବିଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ

ଚଳଚ୍ଚିତ୍ର ଜଗତରେ ଶୁଟିଂ ସମୟରେ ଏପରି କିଛି ଘଟଣା ଘଟି ଥାଏ ଯାହା ସର୍ବଦା ସ୍ମରଣୀୟ। ଏପରି ଅନେକ କାହାଣୀ ଅଛି, ଯାହାକୁ ଅଭିନେତ୍ରୀ ୱାହିଦା ରେହମାନ ମନେପକାଇ ହସନ୍ତି। ଏକ ସାକ୍ଷାତକାରରେ ସେ ଅମିତାଭ ବଚ୍ଚନଙ୍କ ସହ ଶୁଟିଂର ଏକ…

ଆଉ ଥରେ ପରଦାକୁ ଆସିବ ‘ପବିତ୍ର ରିସ୍ତା’: ଅଙ୍କିତାଙ୍କ ସହ ମାନବ ଭୂମିକାରେ ନଜର ଆସିବେ ଏହି ଲୋକପ୍ରିୟ ଅଭିନେତା

ବମ୍ବେ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ କ୍ୟାରିୟର ବଦଳାଇ ଦେଇଥିଲା ଟେଲି ଧାରାବାହିକ ‘ପବିତ୍ର ରିସ୍ତା’। ତାଙ୍କ ମୃତ୍ୟୁ ପରେ ଓଟିଟି ପ୍ଲାଟଫର୍ମରେ ଏହି ଧାରାବାହିକ ପୁଣି ଥରେ ଦେଖିବାକୁ ପାଇବେ ଦର୍ଶକ। ସେ ବି ନୂଆ ରୂପରେ। ନୂଆ ଅଭିନେତାଙ୍କ…

ଶେଷରେ ମିଳିଲା ଜାମିନ; ଟ୍ରେଣ୍ଡ ହେଉଛି ‘ଉଇ ସପୋର୍ଟ ପର୍ଲ’

ବମ୍ବେ: ଟେଲି ପରଦାର ଅନ୍ୟତମ ଲୋକପ୍ରିୟ ଅଭିନେତା ପର୍ଲ ବି ପୁରୀ ନାବାଳିକା ବଳାତ୍କାର ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଏହା ପରିବାର ସହ ପ୍ରଶଂସକଙ୍କୁ ଶକ୍ତ ଆଘାତ ଦେଇଥିଲା। ଏବେ ପର୍ଲ ଜାମିନରେ ମୁକୁଳିଛନ୍ତି। ଜୁନ୍‌ ୪ରେ ପର୍ଲଙ୍କୁ ଗିରଫ କରିଥିଲା…

ମାଧୁରୀଙ୍କ ସହ ସମ୍ପର୍କକୁ ଗୁଜବ ବୋଲି କହିଥିଲେ ସଞ୍ଜୁବାବା, ହେଲେ ଏହି କାରଣରୁ ମାଗିଥିଲେ କ୍ଷମା

ବମ୍ବେ: ନବେ ଦଶକରେ ବଲିଉଡ୍‌ର ସବୁଠାରୁ ସୁନ୍ଦର ଯୋଡ଼ିଙ୍କ ମଧ୍ୟରୁ ଗୋଟିଏ ଥିଲା ସଞ୍ଜୟ ଦତ୍ତ ଏବଂ ମାଧୁରୀ ଦିକ୍ଷୀତଙ୍କ ଯୋଡ଼ି। ‘ସାଜନ୍‌’, ‘ଖଳନାୟକ’ ଭଳି ଚଳଚ୍ଚିତ୍ରରେ କାମ କରିବା ପରେ ଉଭୟ ଉଭୟଙ୍କ ପ୍ରେମରେ ପଡ଼ିଥିବା ନେଇ ଚର୍ଚ୍ଚା ଜୋର…

ଲିପ୍‌ଷ୍ଟିକ୍‌ କି ଚପଲ ନୁହେଁ, ଯେଉଁ ସହରକୁ ଯାଆନ୍ତି ଏହି ଜିନିଷ କିଣିବାକୁ ଭଲ ପାଆନ୍ତି ଆଲିଆ ଭଟ୍ଟ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ଅଭିନେତା ବରୁଣ ଧାୱନ ପରସ୍ପରର ଭଲ ବନ୍ଧୁ। ଉଭୟ ଅନେକ ହିଟ ଫିଲ୍ମରେ ଏକାଠି କାମ କରିଛନ୍ତି। ବରୁଣ ଏବଂ ଆଲିଆ ବଦ୍ରିନାଥ କି ଦୁଲହନିଆ, ହମ୍ପ୍ଟି ଶର୍ମା କି ଦୁଲହନିଆ, କଳଙ୍କ ଭଳି…

ପ୍ରଥମ ସ୍ତ୍ରୀଙ୍କ ଚିଠି ପଢି ପ୍ରବଳ କାନ୍ଦିଥିଲେ ଅମିର ଖାନ୍‌

ବଲିଉଡ୍‌ ଅଭିନେତା ଅମିର ଖାନଙ୍କ ପ୍ରଥମ ଚଳଚ୍ଚିତ୍ର ‘ଲଗାନ’ ରିଲିଜ ହେବାର ଇତିମଧ୍ୟରେ ୨୦ ବର୍ଷ ବିତିଗଲାଣି। ଏହି ଚଳଚ୍ଚିତ୍ରଟି ଅମିରଙ୍କ ପାଇଁ ସ୍ବତନ୍ତ୍ର ଥିଲା। ଏହି ଚଳଚ୍ଚିତ୍ର ତାଙ୍କୁ ଜଣେ ପରଫେକ୍ଟନିଷ୍ଟ ଅଭିନେତା ଭାବରେ ପ୍ରତିଷ୍ଠିତ କରିଥିଲା। ସେହି ସମୟରେ…

ଅଭିନେତ୍ରୀଙ୍କ ଅଜବ ଇଚ୍ଛା ଶୁଣି ସ୍ବାମୀ ହେଲେ ଚକିତ

ପ୍ରସିଦ୍ଧ ଅଭିନେତ୍ରୀ ମୋନାଲିସା ଭୋଜପୁରୀ ଫିଲ୍ମ ଇଣ୍ଡଷ୍ଟ୍ରି ଏବଂ ହିନ୍ଦୀ ଟିଭି ଜଗତରେ ଏକ ଜଣାଶୁଣା ନାମ। ସେ ଫିଲ୍ମ ଅପେକ୍ଷା ସୋସିଆଲ ମିଡିଆରେ ଅଧିକ ସକ୍ରିୟ ଥିବା ଦେଖାଯାଏ। ମୋନାଲିସା ପ୍ରାୟତଃ ତାଙ୍କ ଫଟୋ ଏବଂ ଭିଡିଓ ଶେୟାର କରି…

ସ୍ବତନ୍ତ୍ର ବିମାନରେ ଚିକିତ୍ସା ପାଇଁ ଆମେରିକା ଯିବେ ରଜନୀକାନ୍ତ

ସୁପରଷ୍ଟାର ରଜନୀକାନ୍ତ ମେଡିକାଲ ଯାଞ୍ଚ ପାଇଁ ଆମେରିକା ଯିବେ। କରୋନା ମହାମାରୀ ହେତୁ ସେ ଏଥିପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ଲୋଡିଥିଲେ। କେନ୍ଦ୍ର ତାଙ୍କୁ ଯିବା ପାଇଁ ସବୁଜ ସଙ୍କେତ ଦେଇଛନ୍ତି। ସେ ଖୁବଶୀଘ୍ର ଏକ ସ୍ବତନ୍ତ୍ର ବିମାନ ଯୋଗେ ଆମେରିକା…

ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ

ଭେଟେରାନ ଅଭିନେତା ନେଡ ବିଟିଙ୍କ ପରଲୋକ ହୋଇଛି। ସୁପରମ୍ୟାନ, ନେଟୱାର୍କ ପରି  ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ସେ ନଜର ଆସିଥିଲେ। ମୃତ୍ୟୁବେଳକୁ ନେଡଙ୍କୁ ୮୩ ବର୍ଷ ହୋଇଥିଲା। ସେ ଦୀର୍ଘ ପାଞ୍ଚ ଦଶନ୍ଧି ଧରି ଦର୍ଶକଙ୍କୁ ବହୁତ ମନୋରଞ୍ଜନ କରିଥିଲେ। ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri