ମନୋରଞ୍ଜନ

ତୁମ ବିନା ଜୀବନ ନାହିଁ; ଅପେକ୍ଷା କରିଛି ଫେରିଆସ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀରେ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଏକ ଭାବପ୍ରବଣ ନୋଟ ଲେଖି ତାଙ୍କୁ ସ୍ମରଣ କରିଛନ୍ତି। ଏହି ପୋଷ୍ଟରେ ରିୟା ସୁଶାନ୍ତଙ୍କ ସହ ଏକ ଫଟୋ ପୋଷ୍ଟ କରି ଲେଖିଛନ୍ତି, ଗୋଟିଏ ମୁହୂର୍ତ୍ତ ମଧ୍ୟ…

ଆଖିବୁଜିଲେ ଜାତୀୟ ପୁରସ୍କାର ବିଜେତା ଏହି ଅଭିନେତା

ଜାତୀୟ ପୁରସ୍କାର ବିଜେତା କନ୍ନଡ ଅଭିନେତା ସଞ୍ଚାରୀ ବିଜୟ ସୋମବାର ପରଲୋକ ଘଟିଛି। ଶନିବାର ରାତିରେ ବେଙ୍ଗାଲୁରୁ ନିକଟରେ ବିଜୟଙ୍କର ଗାଡି ଦୁର୍ଘଟଣା ଘଟିଥିଲା। ଏଥିରେତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଏହି କାରଣରୁ, ୨୮ ବର୍ଷିୟ ସଞ୍ଚାରୀ କୋମାକୁ ପଳାଇଥିଲେ।…

ସୁଶାନ୍ତଙ୍କ ପୁଣ୍ୟତିଥିରେ ଭାବୁକ ହେଲେ ପରିବାର ଲୋକେ, କହିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କୁ ଆଜି ମନେ ପକାଇ ଭାବୁକ ହୋଇଛନ୍ତି ତାଙ୍କ ପରିବାର ଲୋକେ। କାରଣ ଗତବର୍ଷ ଆଜିର ଦିନରେ ଅର୍ଥାତ୍‌ ଜୁନ୍‌ ୧୪ରେ ସୁଶାନ୍ତଙ୍କ ମୃତଦେହ ତାଙ୍କ ଘରୁ ଝୁଲନ୍ତା ଅବସ୍ଥାରେ ଜବତ ହୋଇଥିଲା। ଆଜିର…

ସୁଶାନ୍ତଙ୍କ ପ୍ରଥମ ପୁଣ୍ୟତିଥିରେ ଘରେ ପୂଜା କଲେ ଅଙ୍କିତା

ମୁମ୍ବାଇ: ବଲିଉଡ୍‌ ଭେଟେରାନ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆଜି ପ୍ରଥମ ପୁଣ୍ୟତିଥି। ଜୁନ ୧୪ ୨୦୨୦ରେ ମୁମ୍ବାଇ ସ୍ଥିତ ଆପାର୍ଟମେଣ୍ଟରେ ସୁଶାନ୍ତ ଆତ୍ମହତ୍ୟା କରିଥିଲେ। ତାଙ୍କ ମୃତ୍ୟୁକୁ ବର୍ଷେ ବିତିଯାଇଥିଲେ ମଧ୍ୟ ସେ ଆଜି ବି ପ୍ରଶଂସକଙ୍କ ହୃହୟରେ ଜୀବିତ…

ସ୍ବାମୀଙ୍କ ଆତ୍ମହତ୍ୟା ପରେ ଏମିତି କହିଥିଲେ ରେଖା, ହନିମୁନ୍‌ରେ ସବୁ ଜାଣି ସାରିଥିଲି…

ପ୍ରସିଦ୍ଧ ଅଭିନେତ୍ରୀ ରେଖା ତାଙ୍କ ଫିଲ୍ମ କ୍ୟାରିୟର ସହ ବ୍ୟକ୍ତିଗତ ଜୀବନ ପାଇଁ ସର୍ବଦା ଚର୍ଚ୍ଚାରେ ରହିଥା’ନ୍ତି । ତାଙ୍କ ଫିଲ୍ମ ଜୀବନ ଯେତିକି ସଫଳ ବ୍ୟକ୍ତିଗତ ଜୀବନ ସେତିକି ସମସ୍ୟାରେ ପରିପୂର୍ଣ୍ଣ । ସେ ନିଜ ପରିବାରକୁ ଚଳାଇବା ପାଇଁ…

କାହାକୁ ବେଶି ଭୟ କରନ୍ତି ଅଭିଷେକ; ସ୍ତ୍ରୀ ନା ମା’

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ୨୦୦୭ରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ବିବାହ କରିଥିଲେ। ସେହି ଦିନଠାରୁ ଏହି ଯୋଡି ପ୍ରଶଂସକଙ୍କ ପ୍ରିୟ ଯୋଡି ଆଖ୍ୟା ପାଇଛନ୍ତି। ଏଥି ସହିତ, କିଛି ଦିନ ପୂର୍ବରୁ ଅଭିଷେକ ତାଙ୍କ ଭଉଣୀ ଶ୍ୱେତା ନନ୍ଦାଙ୍କ ସହ…

ସୁଶାନ୍ତଙ୍କୁ ମନେ ପକାଇଲେ ଅଙ୍କିତା

ଟିଭିରୁ ବଲିଉଡରେ ପ୍ରବେଶ କରିଥିବା ଜଣାଶୁଣା ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ କିଛି ଦିନ ପୂର୍ବରୁ ସୋସିଆଲ ମିଡିଆରୁ ବିରତି ନେଇଥିଲେ। କିନ୍ତୁ ତାଙ୍କ ପୂର୍ବତନ ପ୍ରେମିକ ସୁଶାନ୍ତ ସିଂ ରାଜପୁତଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀ ପୂର୍ବରୁ ସେ ଇନଷ୍ଟାଗ୍ରାମରେ ପ୍ରତ୍ୟାବର୍ତ୍ତନ କରିଛନ୍ତି।…

ବେବି ବମ୍ପ୍‌ରେ ନଜର ଆସିଲେ ନୁସରତ

ମୁମ୍ବାଇ: ଟିଏମ୍‌ସି ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁସରତ ଜାହାଁ ଗର୍ଭବତୀ ଥିବା ଚର୍ଚ୍ଚା ହେଉଛି। ଖାଲି ଏତିକି ନୁହେଁ ନୁସରତଙ୍କ ସ୍ବାମୀ ନିଖିଲ ଜୈନ କହିଛନ୍ତି ମୁଁ ତାଙ୍କଠାରୁ ୬ ମାସ ଧରି ଅଲଗା ରହୁଛି। ସେ ପିଲା ମୋର…

ସାଢ଼େ ଚାରି ବର୍ଷ ସମ୍ପର୍କରେ ରହିବା ପରେ ଶାହିଦଙ୍କଠାରୁ ଅଲଗା ହୋଇଥିଲେ କରିନା, ବ୍ରେକ୍‌ଅପ୍‌ ନେଇ…

ବମ୍ବେ: ଏକ ସମୟରେ ଅଭିନେତ୍ରୀ କରିନା କପୁର ଏବଂ ଅଭିନେତା ଶାହିଦ କପୁରଙ୍କ ଯୋଡ଼ିକୁ ଆଦର୍ଶ କୁହାଯାଉଥିଲା। ହେଲେ ଯେତେବେଳେ ସେମାନେ ଅଲଗା ହୋଇଥିଲେ ସବୁକିଛି ବଦଳିଯାଇଥିଲା। ପ୍ରଶଂସକ ଏହାକୁ ସହଜରେ ଗ୍ରହଣ କରିପାରି ନ ଥିଲେ। ଏକ ଟେଲିଭିଜନ ଚାଟ୍‌…

ଐଶ୍‌ଙ୍କ ଉପରେ ହାତ ଉଠାଇ ଦେଉଥିଲେ ସଲମାନ୍‌, ସହକଳାକାରଙ୍କ ସହ ସମ୍ପର୍କ ଥିବା ନେଇ କରୁଥିଲେ ସନ୍ଦେହ

ବମ୍ବେ: ବଲିଉଡ୍‌ର ଚର୍ଚ୍ଚିତ ପ୍ରେମ କାହାଣୀ ଭିତରୁ ସଲମାନ ଖାନ-ଐଶ୍ୱର୍ଯ୍ୟା ରାୟଙ୍କ ସମ୍ପର୍କ ଅନ୍ୟତମ। ଏକ ସମୟରେ ସେମାନଙ୍କ ବ୍ରେକ୍‌ଅପ୍‌ ପ୍ରଶଂସକଙ୍କୁ ଶକ୍ତ ଧକ୍କା ଦେଇଥିଲା। ପରଦାରେ ହିଟ୍‌ ଥିବା ଏହି ଯୋଡି କାହିଁକି ଅଲଗା ହେଲେ ତାହା ଜାଣିବାକୁ ସମସ୍ତେ…

ଅକ୍ଷୟ କୁମାର ମୋ’ ଅତୀତର ଏକ ଭୁଲି ଯାଇଥିବା ଅଧ୍ୟାୟ: ଶିଳ୍ପା

ବମ୍ବେ: ପ୍ରେମ ଯେତିକି ସୁନ୍ଦର, ପ୍ରତାରଣା ସେତିକି ଯନ୍ତ୍ରଣାଦାୟକ। ସାଥୀଙ୍କଠାରୁ ଅଲଗା ହେବା ଅନେକଙ୍କ ପାଇଁ ସହଜ ହୋଇ ନ ଥାଏ। ବେଳେବେଳେ ଏହା ଘୃଣାରେ ପରିବର୍ତ୍ତିତ ହୋଇଯାଇଥାଏ। ବଲିଉଡ୍‌ରେ ଅନେକ କଳାକାର ଏଭଳି ଅଛନ୍ତି ଯେଉଁମାନେ ଏଭଳି ସମୟ ଦେଇ…

କରୋନାରୁ ସୁସ୍ଥ ହୋଇ ଓ୍ବାର୍କଆଉଟ୍‌ରେ ମନ ଦେଲେ କ୍ୟାଟ୍ରିନା

ମୁମ୍ବାଇ: କରୋନାରେ ଆକ୍ରାନ୍ତ ହୋଇଥିଲେ ବଲିଉଡ୍‌ ସୁନ୍ଦରୀ କ୍ୟାଟ୍ରିନା କୈଫ୍‌। ତେବେ ସେ ଏପ୍ରିଲରୁ ସୁସ୍ଥ ହୋଇସାରିଲେଣି। ଏବେ ଅଭିନେତ୍ରୀ ନିଜର ଫିଟ୍‌ନେସ୍‌କୁ ଫେରିଛନ୍ତି। କ୍ୟାଟ୍‌ ଏବେ ତାଙ୍କର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏଥିରେ ସେ କ୍ୟାପଶନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri