ମନୋରଞ୍ଜନ

ପ୍ରଥମ ଦେଖାରେ ପତ୍ରଲେଖାଙ୍କୁ ହୃଦୟ ଦେଇ ବସିଥିଲେ ରାଜକୁମାର, ଏବେ…

ବମ୍ବେ: ପ୍ରଥମ ଦେଖାରେ ପ୍ରେମ। ଏଭଳି କିଛି ଘଟିଛି ବଲିଉଡ୍‌ ଅଭିନେତା ରାଜକୁମାର ରାଓଙ୍କ କ୍ଷେତ୍ରରେ। ଏକ ବିଜ୍ଞାପନ ଶୁଟିଂ ସମୟରେ ଅନ୍ବିତା ପଲ୍‌ ଓରଫ ପତ୍ରଲେଖାଙ୍କୁ ଭେଟିଥିଲେ ସେ। ପ୍ରଥର ଦେଖାରେ ହିଁ ରାଜକୁମାର ତାଙ୍କ ପ୍ରେମରେ ପଡ଼ିଯାଇଥିଲେ। କେବଳ…

ଚୁମ୍ବନକୁ ନେଇ ଚର୍ଚ୍ଚାରେ ଥିବା ଏହି ଅଭିନେତ୍ରୀ ସର୍ବଦା କୁହନ୍ତି ମୁଁ ଅବିବାହିତା

ବଲିଉଡ୍‌ ଅଭିନେତା ଅଭିନେତ୍ରୀ ସେମାନଙ୍କ ଅଭିନୟ ପାଇଁ ଯେତିକି ନୁହେଁ ତାଠୁ ଅଧିକ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥାନ୍ତି। ସେମାନଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ଜାଣିବାକୁ ପ୍ରାୟ ସମସ୍ତଙ୍କ ଇଚ୍ଛା ଥାଏ। ଅବଶ୍ୟ, ବେଳେବେଳେ ଏପରି କିଛି ଜିନିଷ ଥାଏ,…

ବୋଲ୍ଡ ଫଟୋ ଶେୟାର କରି ଚର୍ଚ୍ଚାରେ ଏହି ଅଭିନେତ୍ରୀ

ମୁମ୍ବାଇ: ପ୍ରସିଦ୍ଧ ଟେଲି ଅଭିନେତ୍ରୀ ତଥା ‘ଉତ୍‌ରନ’ ଫେମ୍‌ ଟିନା ଦତ୍ତ ତାଙ୍କ ବୋଲ୍ଡ ଫଟୋ ଏବଂ ଭିଡିଓ ଯୋଗୁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଟିନା ପ୍ରତିଦିନ ପ୍ରଶଂସକଙ୍କ ସହ ଯୋଡ଼ି ହୋଇ ରହିବାକୁ ସେକ୍ସି ଏବଂ ହଟ୍‌ ଫଟୋ ଶେୟାର…

ସୁଶାନ୍ତ ସିଂ ରାଜପୁତଙ୍କୁ ପ୍ରଥମେ ଏମିତି ମିଳିଥିଲା ଅଭିନୟର ସୁଯୋଗ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ୧୪ ଜୁନ୍‌ ୨୦୨୦ରେ ନିଜ ବାନ୍ଦ୍ରା ଫ୍ଲାଟରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ। ଯାହା ପରେ ସୁଶାନ୍ତ ହେଡ୍‌ଲାଇନ ଖବର ପାଲଟି ଯାଇଥିଲେ। ବଲିଉଡ୍‌ର ଅନେକ ଫିଲ୍ମରେ ଅଭିନୟ କରିଥିବା ଏହି ଅଭିନେତା…

ଅଭିନୟକୁ ବାଏ ବାଏ କହିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ବମ୍ବେ: କଥାରେ ଅଛି ମା’ ହେବା ପରେ ନାରୀଟିଏ ପୂର୍ଣ୍ଣତା ପାଏ। ନିଜର ସନ୍ତାନକୁ ଠିକ୍‌ ଭାବେ ଲାଳନପାଳନ କରିବା ପାଇଁ ମା’ଟିଏ ସବୁ ତ୍ୟାଗ କରିପାରେ। ସେଭଳି କିଛି କରିଛନ୍ତି ଅଭିନେତ୍ରୀ ଅନିତା ହସନନ୍ଦାନୀ। ଟେଲି ପରଦାର ଏହି ଲୋକପ୍ରିୟ…

ଶିଳ୍ପା ଦୋଷୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ କରି…

ବମ୍ବେ: ବଲିଉଡ୍‌ର ପରଫେକ୍ଟ କପଲଙ୍କ ମଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ-ରାଜ କୁନ୍ଦ୍ରା ଜଣେ। ଉଭୟଙ୍କ ଲଭ୍‌ଷ୍ଟୋରୀ କୌଣସି ସିନେମାଠାରୁ କମ୍‌ ନୁହେଁ। ପ୍ରଥମ ସ୍ତ୍ରୀଙ୍କଠାରୁ ଅଲଗା ହେବା ପରେ ଶିଳ୍ପାଙ୍କ ହାତ ଧରିଥିଲେ ରାଜ। ହେଲେ ଉଭୟଙ୍କ ବିବାହ ସେତେଟା ସହଜ…

ଏହି କାରଣ ପାଇଁ ଅଭିନେତ୍ରୀ ହେବାକୁ ଚାହୁଁ ନ ଥିଲେ ସୋନମ କପୁର, ପ୍ରଥମ ଫିଲ୍ମ ପାଇଁ ରାଜିହେବାକୁ ଲାଗିଥିଲା ଦେଢ଼ ବର୍ଷ

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ୨୦୦୭ ମସିହାରେ ସଞ୍ଜୟ ଲିଲା ଭଁସାଲୀଙ୍କ ଫିଲ୍ମ ସାୱରିୟାରୁ କ୍ୟାରିୟର ଆରମ୍ଭ କରିଥିଲେ । ଏହି ଫିଲ୍ମରେ ତାଙ୍କ ସହ ରଣବୀର କପୁର ମୁଖ୍ୟ ଭୂମିକାରେ ନଜର ଆସି ଥିଲେ। ବଲିଉଡର ଏ-ଲିଷ୍ଟର ଅଭିନେତ୍ରୀମାନଙ୍କ ମଧ୍ୟରୁ…

ଭିଣୋଇଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ ପ୍ରଥମ ସ୍ତ୍ରୀ କବିତା, ମା’ ସେମାନଙ୍କୁ ଅସଂଯତ ଅବସ୍ଥାରେ ଧରିଥିଲେ: ରାଜ କୁନ୍ଦ୍ରା

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ୨୦୦୯ରେ ବିବାହ କରିଥିଲେ। ସେ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ହାତ ଧରିଥିଲେ। ବିବାହ ପୂର୍ବରୁ ରାଜ ବିବାହିତ ଥିଲେ ହେଁ ପ୍ରଥମ ସ୍ତ୍ରୀ କବିତାଙ୍କୁ ଛାଡ଼ପତ୍ର ଦେଇ ଶିଳ୍ପାଙ୍କୁ ଜୀବନସାଥୀ କରିଥିଲେ ସେ। ସେତେବେଳେ…

ଆଇଶାଙ୍କ ବିରୋଧରେ ଦେଶଦ୍ରୋହ

କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍‌ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍‌-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା ଅଭିଯୋଗରେ ତାଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ହୋଇଛି। ଅଭିନେତ୍ରୀଙ୍କ ବିରୋଧରେ ଭାଜପା ନେତା…

ଏହି ଅଭିନେତ୍ରୀଙ୍କ ପାଇଁ ଅର୍ଜୁନ କପୁରଙ୍କୁ ବହୁତ ମାଡ଼ ଖାଇବାକୁ ପଡ଼ିଥିଲା, କାରଣ ଜାଣିଲେ…

ବଲିଉଡ୍‌ ଅଭିନେତ୍ରୀ ଅଭିନେତା ସେମାନଙ୍କ ଅଭିନୟ ପାଇଁ ଯେତିକି ନୁହେଁ ତାଠୁ ଅଧିକ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥାନ୍ତି। ସେମାନଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ଜାଣିବାକୁ ପ୍ରାୟ ସମସ୍ତଙ୍କ ଇଚ୍ଛା ଥାଏ। ଆଜି ଆମେ ଏପରି ୨ ଜଣ ଭାଇ…

ଶୁଟିଂ ସମୟରେ ନିଆ ଶର୍ମାଙ୍କୁ ପ୍ରପୋଜ କରିଥିଲେ କୋ-ଷ୍ଟାର, ଆଉ ତା ପରେ ଘଟିଥିଲା…

ଛୋଟ ପରଦାର ପ୍ରସିଦ୍ଧ ଅଭିନେତ୍ରୀ ନିଆ ଶର୍ମା ଷ୍ଟାଇଲିଷ୍ଟ ସହ ଫ୍ୟାଶନ ଆଇକନ ମଧ୍ୟ। ନିୟାଙ୍କ ସିରିଏଲ୍‌ ‘ଏକ ହଜାରୋଁ ମେ ମେରି ବେହନା ହୈ’ର ଫଟୋ ଏବଂ ନୃତ୍ୟ ଭିଡିଓ ସୋସିଆଲ ମିଡିଆରେ ପ୍ରତିଦିନ ଭାଇରାଲ ହେବାରେ ଲାଗିଛି। ନିଆ…

କିଏ ଆପଣଙ୍କ ପସନ୍ଦର ଭାରତୀୟ ଅଭିନେତା; ଜବାବରେ ଏଭଳି କହି ହୃଦୟ ଜିଣିଲେ ପାକିସ୍ତାନର ଏହି ପୂର୍ବ ଦ୍ରୁତ ବୋଲର

ନୂଆଦିଲ୍ଲୀ,୧୧।୬: କ୍ରିକେଟ ଇତିହାସର ସବୁଠାରୁ ଆକ୍ରମଣାତ୍ମକ ଦ୍ରୁତ ବୋଲରଙ୍କ ମଧ୍ୟରୁ ଶୋଏବ ଅଖତର ଜଣେ। ସେ ନିଜର ଗତିକୁ ନେଇ ବ୍ୟାଟ୍ସମ୍ୟାନଙ୍କ ମନରେ ଭୟ ଜାତ କରାଇ ଦେଉଥିଲେ। କ୍ରିକେଟରୁ ସନ୍ୟାସ ନେବା ପରେ ଅଖତର କ୍ରିକେଟ ବିଶେଷଜ୍ଞ ହୋଇଛନ୍ତି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri