ମା’ ହେବାକୁ ଯାଉଛନ୍ତି ନୁଶ୍ରତ୍! ସ୍ବାମୀ କହିଲେ ଜାଣିନି, ୬ ମାସ ହେବ ମୁଁ ଅଲଗା ରହୁଛି
ତୃଣମୂଳ କଂଗ୍ରେସ ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍ରତ୍ ଜାହାଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ଚଳଚ୍ଚିତ୍ରରେ ସଫଳ କ୍ୟାରିୟର, ନିର୍ବାଚନରେ ଜିତିବା ଏବଂ ନିଖିଲ ଜୈନଙ୍କୁ ଅନ୍ୟ ଧର୍ମରେ ବିବାହ କରିବା ପାଇଁ ଚର୍ଚ୍ଚାରେ ଥିଲେ ନୁଶ୍ରତ୍। ଏବେ ସେ ଏକ…
ଦୀପିକା-ଯୁବରାଜଙ୍କ ମଧ୍ୟରେ କାହିଁକି ହୋଇଥିଲା ବ୍ରେକ୍ଅପ୍
କ୍ରିକେଟ ଏବଂ ବଲିଉଡ ମଧ୍ୟରେ ସର୍ବଦା ସମ୍ପର୍କ ରହିଆସିଛି। ଅଭିନେତ୍ରୀ ଏବଂ କ୍ରିକେଟ୍ରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସବୁବେଳେ ଲାଗି ରହିଥାଏ। ଅନେକ କଳାକାର କ୍ରିକେଟର୍ଙ୍କୁ ବିବାହ କରିଛନ୍ତି। ଏପରି ଅନେକ କଳାକାର ଅଛନ୍ତି ଯିଏ କି କ୍ରିକେଟ୍ରଙ୍କ ସହ ସମ୍ପର୍କରେ…
ପ୍ରଧାନମନ୍ତ୍ରୀ ହେବେ କି; ଉତ୍ତରରେ ସୋନୁ ସୁଦ୍ କହିଲେ..
କରୋନାର ଦ୍ୱିତୀୟ ଲହର ଦେଶରେ ଆତଙ୍କ ଖେଳାଇ ଦେଇଛି। ଏଭଳି ପରିସ୍ଥିତିରେ ବଲିଉଡ୍ ଅଭିନେତା ସୋନୁ ସୁଦ ଲୋକଙ୍କୁ ସମସ୍ତ ଉପାୟରେ ସାହାଯ୍ୟ କରୁଛନ୍ତି। ଅନେକ ଥର ସୋସିଆଲ ମିଡିଆରେ ପ୍ରଶଂସକମାନେ ତାଙ୍କୁ ରାଜନୀତିରେ ଯୋଗଦେବା ବିଷୟରେ ପ୍ରଶ୍ନ କରିଛନ୍ତି। ଏହାର…
ଜନ୍ମଦିନରେ ସ୍ବାମୀଙ୍କଠାରୁ ଏମିତି ଖାସ୍ ପ୍ରତିଶ୍ରୁତି ପାଇଲେ ନେହା କକ୍କର
ବଲିଉଡ୍ ଗାୟିକା ନେହା କକ୍କର ଆଜି ନିଜର ୩୩ତମ ଜନ୍ମଦିନ ପାଳନ କରୁଛନ୍ତି। ବିବାହ ପରେ ଏହା ତାଙ୍କର ପ୍ରଥମ ଜନ୍ମଦିନ। ସ୍ବାମୀ ରୋହନପ୍ରୀତ ସିଂଙ୍କ ସହ ଏହି ଜନ୍ମଦିନକୁ ଅତି ସ୍ବତନ୍ତ୍ର ଭାବରେ ସେ ପାଳନ କରିଛନ୍ତି। ରୋନପ୍ରୀତ ଏହି…
ବିଶ୍ୱାସ କରିପାରୁନାହାନ୍ତି ରଣବୀର
ଗତ କିଛି ବର୍ଷ ମଧ୍ୟରେ ରଣବୀର ସିଂ ନିଜକୁ ଜଣେ ଲୋକପ୍ରିୟ ଅଭିନେତା ଭାବରେ ପ୍ରତିପାଦିତ କରିସାରିଛନ୍ତି। ଯେ କୌଣସି ଭୂମିକା ହେଉ ତାହାକୁ ବେଶ୍ ସୁଚାରୂ ରୂପେ ତୁଲାଉଛନ୍ତି। ନିକଟରେ ଏପରି ଏକ ଘଟଣା ଘଟିଛି, ଯାହାକୁ ସେ ସହଜରେ…
ଚିତ୍ର ଆଙ୍କିବାରେ ମନ
କରୋନା ଦ୍ୱିତୀୟ ଲହର ପାଇଁ ଏବେ ତ ଶୁଟିଂ ବନ୍ଦ ଅଛି। ବସିବା ଅପେକ୍ଷା କାଶିବା ଭଲ। ତେଣୁ ଘରେ ବସି ରହିବା ଅପେକ୍ଷା ଜାହ୍ନବୀ କପୁର ଏବେ ଗୋଟିଏ କାମରେ ମନୋନିବେଶ କରିଛନ୍ତି। ତାହା କ’ଣ ଜାଣନ୍ତି ? ଚିତ୍ର…
ବୋଲ୍ଡ ଶଟ୍ ପାଇଁ..
କିଆରା ଆଡଓ୍ବାନୀଙ୍କୁ ନେଇ ଏବେ ଚର୍ଚ୍ଚା। କାରଣ କ’ଣ ଜାଣନ୍ତି ? ନିକଟରେ ଏକ ସିନେମାରେ ଅଭିନୟ କରିବାକୁ ତାଙ୍କୁ ଅଫର ମିଳିଥିଲା। କିନ୍ତୁ ଏଥିରେ ଗୋଟିଏ କଥାକୁ ନେଇ ସେ ଆଗପଛ ହେଉଥିଲେ। ହେଲେ କିଛି ଦିନ ପରେ ସେ…
ପ୍ରଥମେ ନା, ପରେ ହଁ
କଥାରେ ଅଛି, ‘ଆରେ ଢାମଣା, ବୁଲି ବୁଲି ପୁଣି ସେଇ ଅଗଣା।’ ଦେଖୁନାହାନ୍ତି, ଫିଲ୍ମଟିର କାହାଣୀ ବିଷୟରେ ଶୁଣିବା ପରେ ସେ ଏଥିରେ ଅଭିନୟ କରିବେ କି ନାହିଁ ସେ ନେଇ ଦୋଛକିରେ ପଡିଥିଲେ। କିନ୍ତୁ ସେପଟେ ପ୍ରଯୋଜକ ମାଇଣ୍ଡ ମେକଅପ…
ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…
ମୁମ୍ବାଇ,୬।୬: ବଲିଉଡ୍ ଅଭିନେତା ଦିଲ୍ଲୀପ୍ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ରବିବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତର ଜଲିଲ୍ ପାରକର ତାଙ୍କର…
‘ଦ ଫାମିଲି ମ୍ୟାନ୍-୨’ର ଏହି ଅଭିନେତା କିଏ କାଣନ୍ତି: ଅଭିନୟ ପାଇଁ ଛାଡ଼ିଥିଲେ ଚାକିରି, ବିକିଥିଲେ ସ୍ତ୍ରୀଙ୍କ ଗହଣା
ବମ୍ବେ: ଆମାଜନ୍ ପ୍ରାଇମ୍ରେ ରିଲିଜ ହୋଇଛି ଲୋକପ୍ରିୟ ଓ୍ବେବ୍ ସିରିଜ୍ ‘ଦ ଫାମିଲି ମ୍ୟାନ୍’ର ଦ୍ୱିତୀୟ ସିଜିନ। ଏହି ସିଜିନ୍ରେ ପୁରୁଣା ଅଭିନେତାଙ୍କ ସହ ଅନେକ ନୂଆଁ ମୁହଁ ଦେଖିବାକୁ ମିଳୁଛି। ସେଭଳି ଏକ ଚରିତ୍ର ହେଲା ଜେ.କେ.ତଲପଡେ। ଶାରିବ ହାସମୀ…
କଥା ରଖିଲେ ସଲମାନ, ୨୫୦୦୦ ସିନେ କଳାକାରଙ୍କ ଆକାଉଣ୍ଟକୁ ପଠାଇଲେ ଟଙ୍କା
ମୁମ୍ବାଇ: ବଲିଉଡ୍ ଦବଙ୍ଗ ଖାନ୍ ସଲମାନ ସିନେ କଳାକାରଙ୍କୁ ଦେଇଥିବା କଥା ରଖିଛନ୍ତି। ସଲମାନ ୨୫୦୦୦ ସିନେ କଳାକାରଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୫୦୦ ଟଙ୍କା ଲେଖାଏ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ତେବେ ଏହି ଟଙ୍କା କଳାକାରଙ୍କ ଆକାଉଣ୍ଟକୁ ଆସିବା ଆରମ୍ଭ…
କିଛି ଏଭଳି ୟାମି-ଆଦିତ୍ୟଙ୍କ ଲଭ୍ଷ୍ଟୋରୀ: କେହି ବି ଟେର୍ ପାଇଲେନି; ଶୁଟିଂ ସେଟ୍ରୁ…
ବମ୍ବେ: ଲୁଚିଛପି ବିବାହ କରିଛନ୍ତି ବଲିଉଡ୍ର ସୁନ୍ଦରୀ ଅଭିନେତ୍ରୀ ୟାମି ଗୌତମ। ଆଦିତ୍ୟ ଧରଙ୍କୁ ସେ ବିବାହ କରିଥିବା ନେଇ ଏକ ପୋଷ୍ଟ କରି ପ୍ରଶଂସକଙ୍କୁ ଜଣାଇଥିଲେ। ପୂର୍ବରୁ ଉଭୟଙ୍କ ସମ୍ପର୍କକୁ ନେଇ କେହି ଟେର ପାଇ ନ ଥିବା ବେଳେ…
Archives


