ମନୋରଞ୍ଜନ

ନାଗିନ୍‌ ଫେମ୍‌ ଏହି ଲୋକପ୍ରିୟ ଅଭିନେତାଙ୍କୁ ବାନ୍ଧିଲା ପୋଲିସ: ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ…

ବମ୍ବେ: ଲୋକପ୍ରିୟ ଟେଲି ଅଭିନେତା କରନ୍‌ ମେହେରା ସ୍ତ୍ରୀଙ୍କୁ ମାରପିଟ୍‌ କରି ଗିରଫ ହେବା ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଆଉ ଜଣେ ଅଭିନେତାଙ୍କୁ ବାନ୍ଧିଛି ପୋଲିସ। ହେଲେ ଏଥର ମାମଲା ଅଧିକ ସଙ୍ଗୀନ ରହିଛି। ବଳାତ୍କାର ଅଭିଯୋଗରେ…

ୟାମି ଗୌତମୀଙ୍କ ଲୁଚାଛପା ବିବାହ ଫଟୋ ଭାଇରାଲ…

ମୁମ୍ବାଇ,୫।୬: ବଲିଉଡ୍‌ ଅଭିନେତ୍ରୀ ୟାମି ଗୌତମୀଙ୍କ ଲୁଚାଛପା ବିବାହ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ଏବେ ଏହାର ଫଟୋ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୟାମି ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କ ସହିତ ବିବାହ କରିଥିବା ଖବର ବିଷୟରେ କାହାକୁ ଜଣାଯାଇ…

ବାପା ହେବାକୁ ଯାଉଛନ୍ତି ଅଭିନେତା ଅପାରଶକ୍ତି, ବିବାହର ୭ ବର୍ଷ ପରେ…

ବମ୍ବେ: ବାପା ହେବାକୁ ଯାଉଛନ୍ତି ବଲିଉଡ୍‌ ଅଭିନେତା ତଥା ଆୟୁଷ୍ମାନ ଖୁରାନ୍ନାଙ୍କ ଭାଇ ଅପାରଶକ୍ତି। ଖୁବ୍‌ଶୀଘ୍ର ତାଙ୍କ ଘରକୁ ନୂଆ ଅତିଥି ଆସିବାକୁ ଯାଉଛି। ବିବାହର ସାତ ବର୍ଷ ପରେ ସେ ବାପା ହେବାକୁ ଯାଉଥିବା ନେଇ ସୋସିଆଲ ମିଡିଆରେ ସୂଚନା…

୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…

ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ କ୍ଷେତ୍ର। ବର୍ତ୍ତମାନ ସମୟରେ ଆଗଧାଡ଼ିର ନାୟିକା ଭାବେ ସେ ଅର୍ଜିଛନ୍ତି ସୁନାମ।…

ନିଶାଙ୍କ ସମର୍ଥନରେ ବାହାରିଲେ ରାମାୟଣର ‘ସୀତା’: ମୁଣ୍ଡର କ୍ଷତ ଦେଖି କହିଲେ…

ବମ୍ବେ: କିଏ ସତ କହୁଛି ଆଉ କିଏ ମିଛ। କିଛି ଜଣାପଡ଼ୁନାହିଁ। ଏପରିସ୍ଥଳେ ଦିନକୁ ଦିନ ନୂଆ ନୂଆ ବିବାଦ ମୁଣ୍ଡ ଟେକୁଛି। ଆମେ କଥା ହେଉଛି ଅଭିନେତ୍ରୀ ନିଶା ରାଓ୍ବଲ ଏବଂ ତାଙ୍କ ସ୍ବାମୀ ତଥା ଅଭିନେତା କରନ୍‌ ମେହେରାଙ୍କ…

ସତ ହେଲା ନିଶାଙ୍କ କଥା! ଏହି ଯୁବତୀଙ୍କ ପ୍ରେମରେ ପଡ଼ିଛନ୍ତି କରନ୍‌; ରୋମାଣ୍ଟିକ୍‌ ଚାଟ୍‌ ଭାଇରାଲ

ବମ୍ବେ: ନିକଟରେ ଅଭିନେତା କରନ୍‌ ମେହେରା ଗିରଫ ହେବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ତାଙ୍କ ବିରୋଧରେ ଘରୋଇ ହିଂସାର ଅଭିଯୋଗ ଆଣିଥିଲେ। ଏପରିକି କରନ୍‌ ଅନ୍ୟ ଯୁବତୀଙ୍କ ପ୍ରେମରେ ପଡ଼ି ପରିବାରକୁ ଅଣଦେଖା କରୁଥିବାରୁ ଦୁହେଁ…

କରୋନାରେ ଡ୍ରିମ୍‌ଗର୍ଲ ଫେମ୍‌ ରିଙ୍କୁ ସିଂଙ୍କ ପରଲୋକ

ମୁମ୍ବାଇ,୪।୬: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍‌ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମେ’୨୫ରେ ରିଙ୍କୁ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ସେ ହୋମ୍‌ ଆଇସୋଲେଶନ୍‌ରେ ରହିଥିଲେ।…

ମୋ ଭାଇ ମୃତ୍ୟୁର ଫାଇଦା ନ ଉଠାଯାଉ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଆଜି ବି ରହସ୍ୟ ଘେରରେ। ଦୀର୍ଘ ଦିନ ଧରି ଅନୁସନ୍ଧାନ ଏବଂ ତଦନ୍ତ ସତ୍ତ୍ୱେ ମୃତ୍ୟୁ ସହ ଜଡିତ ସତ୍ୟତା ଏଯାବତ୍‌ ଜଣାପଡ଼ି ନାହିଁ। । ସୁଶାନ୍ତଙ୍କ ପରିବାର ଏବଂ ପ୍ରଶଂସକମାନେ ସୋସିଆଲ ମିଡିଆରେ…

ଶୁଟିଂ ସେଟ୍‌ରେ ମାଗାଜିନ୍‌ ପଢ଼ୁପଢ଼ୁ ହିରୋଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ, ଜାଣନ୍ତୁ କାହିଁକି

ଅଭିନେତ୍ରୀ ନୂତନ ତାଙ୍କ ଅଭିନୟ ଏବଂ ସୌନ୍ଦର୍ଯ୍ୟରେ ପ୍ରଶଂସକଙ୍କୁ ପାଗଳ କରି ଦେଉଥିଲେ। ସେ ୪ ଜୁନ୍‌ ୧୯୩୬ ରେ ଜନ୍ମଗ୍ରହଣ କରିଥିଲେ। ନୂତନ ସର୍ବଦା ନିଜର ସରଳତା ଏବଂ ଶାନ୍ତ ବ୍ୟବହାର ପାଇଁ ଜଣାଶୁଣା। ମାତ୍ର ପ୍ରଶଂସକମାନେ ଜାଣି ଆଶ୍ଚର୍ଯ୍ୟ…

ଧୋନୀଙ୍କ ଘରକୁ ଆସିଲା ନୂଆ ଅତିଥି: ଝିଅର ଖୁସି କହିଲେ ନ ସରେ

ରାଞ୍ଚି,୪।୬: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସୋସିଆଲ ମିଡିଆରେ କମ ସକ୍ରିୟ ରୁହନ୍ତି। କିନ୍ତୁ ତାଙ୍କ ସହ ଜଡିତ ଖବର, ଫଟୋ କିମ୍ବା ଭିଡିଓ କିନ୍ତୁ ଭାଇରାଲ ହେଉଛି। ଆଇପିଏଲର ୧୪ତମ ସିଜିନ ସ୍ଥଗିତ ରଖାଯିବା…

ବିବାହ ପୂର୍ବରୁ ଗର୍ଭବତୀ ଥିଲେ ଏହି ଅଭିନେତ୍ରୀ, ଭାଙ୍ଗିଯାଇଥିଲା ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ର ଜଣାଶୁଣା ଅଭିନେତ୍ରୀ ସାରିକାଙ୍କ ପରିଚୟର ଆବଶ୍ୟକତା ନାହିଁ। କାରଣ ତାଙ୍କ ଅଭିନୟ ଯିଏ ଦେଖିଛି ସେ ଜାଣିଛି ସେ କେତେ ଦକ୍ଷ। ତାଙ୍କର ଦୀର୍ଘଦିନର ବଲିଉଡ୍‌ ଯାତ୍ରାରେ ସେ ଅନେକ ଭେଟେରାନ ଅଭିନେତାଙ୍କ ସହ କାମ କରିଛନ୍ତି ଏବଂ…

‘ବିବାହ ଉପରୁ ଭରସା ତୁଟି ଗଲାଣି’

ଟିଭି ଶୋ’ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ୍‌ ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ନିଶା ରାୱଲଙ୍କ ବୈବାହିକ ଜୀବନରେ ସଙ୍କଟ ଦେଖଦେଇଛି। ପାରସ୍ପରିକ ବିବାଦ ପରେ ନିଶା ତାଙ୍କ ସ୍ବାମୀଙ୍କ ବିରୋଧରେ ଅନେକ ଅଭିଯୋଗ ଆଣିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri