ମନୋରଞ୍ଜନ

ଜାତିସଂଘ ସଂସ୍ଥାରୁ ରଣଦୀପ ବିଦା

ବଲିଉଡ୍‌ ଅଭିନେତା ରଣଦୀପ ହୁଡା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀଙ୍କୁ କଟାକ୍ଷ କରିଥିବା ନେଇ ଏକ ପୁରୁଣା ଭିଡିଓ ଏବେ ସାମ୍ନାକୁ ଆସିଛି। ଏହା ଭାଇରାଲ ହେବା ପରେ ରଣଦୀପଙ୍କୁ ଜାତିସଂଘର ଏକ ପରିବେଶ ସମ୍ପର୍କିତ ଚୁକ୍ତି କନ୍‌ଭେନ୍‌ଶନ୍‌ ଫର୍‌ ଦି…

ଇଣ୍ଟିମେଟ୍‌ ସିନ୍‌ ପାଇଁ ସର୍ତ୍ତ ରଖିଥିଲେ ଏହି ଅଭିନେତ୍ରୀ…

ମୁମ୍ବାଇ,୨୯।୫: ନିଜ ଅଭିନୟରେ ଦର୍ଶକଙ୍କୁ ବାନ୍ଧି ରଖି ପାରିଥିବା ଅନୁପ୍ରିୟା ଗୋଏଙ୍କାଙ୍କୁ ଶନିବାର ୩୪ ବର୍ଷ ପୂରଣ ହୋଇଛି। ୧୯୮୭ ମେ’ ୨୯ରେ କାନପୁରଠାରେ ଜନ୍ମଗ୍ରହଣ କରିଥିଲେ। ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ କମର୍ସରେ ଗ୍ରାଜୁଏଟ୍‌ ହେବା ପରେ ଅଭିନୟକୁ କ୍ୟାରିଅର ଭାବେ ଗ୍ରହଣ…

କୋଭିଡ୍‌ ପାଇଁ ମାସେ ଘୁଞ୍ଚତ୍ଲା ଓସ୍କାର

କୋଭିଡ୍‌ ମହାମାରୀ କାରଣରୁ ଓସ୍କାର ଫିଲ୍ମୋତ୍ସବ-୨୦୨୨କୁ ଗୋଟିଏ ମାସ ଘୁଞ୍ଚାଇ ଦିଆଯାଇଛି। ଏକାଡେମୀ ଅଫ୍‌ ମୋଶନ ପ୍ରିକ୍‌ଚର ଆଟର୍‌ସ ଆଣ୍ଡ୍‌ ସାଇନ୍ସ (ଏଏମ୍‌ପିଏଏସ୍‌) ଏହି ନିଷ୍ପତ୍ତି ନେଇଛି। ଏହି ପୁରସ୍କାର ବିତରଣୀ ଉତ୍ସବ ୨୦୨୨ ଫେବୃୟାରୀ ୨୭ରେ ହେବାକୁ ପୂର୍ବରୁ ସ୍ଥିର…

ସ୍ବାମୀଙ୍କ ଏମିତି ପୋଷ୍ଟ ଦେଖି ରହିପାରିଲେନି ଏହି ଅଭିନେତ୍ରୀ: ସିଧା କହିଲେ ବେଡ୍‌କୁ ଆସ, ପରେ ୟୁଜର୍ସ ଲେଖିଲେ ଏମିତି

ବଲିଉଡ ଅଭିନେତ୍ରୀ ତଥା ଫ୍ୟାଶନ୍‌ ସେନ୍ସେଶନ ସୋନମ କପୁର ତାଙ୍କ ଷ୍ଟାଇଲ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥା’ନ୍ତି। ସେ ସୋସିଆଲ ମିଡିଆରେ ମଧ୍ୟ ବହୁତ ସକ୍ରିୟ। ଅନେକ ସମୟରେ ସେ ସ୍ବାମୀଙ୍କ ସହ ଫଟୋ ଏବଂ ଭିଡିଓ ଶେୟାର କରନ୍ତି। ସେ…

ପ୍ରଶଂସକଙ୍କ ମନ ଜିଣୁଛି କାଜଲ ଅଗ୍ରଓ୍ବାଲଙ୍କ ଅନ୍ତରଙ୍ଗ ଫଟୋ

ବଲିଉଡ ଓ ଟଲିଉଡ୍‌ ଫ୍ୟାନ୍ସଙ୍କ ଅନ୍ୟତମ ଫେଭରାଇଟ୍‌ ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ ଲକ୍‌ଡାଉନ ସମୟରେ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି କିଛି ଅନ୍ତିରଙ୍ଗ ଫଟୋ। ଫଟୋରେ ଅବଶ୍ୟ ସ୍ବାମୀ ଗୌତମ କିଚଲୁ ଅଛନ୍ତି। ଏହାସତ୍ତ୍ୱେ କାଜଲଙ୍କ ଫଟୋ ପ୍ରଶଂସକଙ୍କ ମନ ଜିଣୁଛି। ଅପଲୋଡ୍‌…

ନୀଳ ନୟନା ଐଶ୍‌ଙ୍କ ପାଇଁ ସଲମାନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଥିଲେ ଏହି ଅଭିନେତା: ପରେ ଯାହା ଘଟିଲା ସ୍ବପ୍ନରେ ଭାବି ନ ଥିଲେ

ବମ୍ବେ: ଏକଦା ଅଭିନେତ୍ରୀ ଐଶ୍ୱର୍ଯ୍ୟାଙ୍କ ପ୍ରେମରେ ପଡ଼ି ସଲମାନଙ୍କ ଆକ୍ରୋଶର ଶିକାର ହୋଇଥିଲେ ଅଭିନେତା ବିବେକ ଓବରୟ। ଏହାକୁ ଅନେକ ବର୍ଷ ବିତିଥିଲେ ହେଁ ଅନେକ ସମୟରେ ଏହି ପ୍ରସଙ୍ଗ ଉଠେ। ଐଶ୍‌ଙ୍କ ସହ ପ୍ରେମ ପାଇଁ ବିବେକଙ୍କ ଅଭିନୟ ଜୀବନ…

୨୯ ବର୍ଷ ପୂର୍ବେ ମୁସଲମାନ ଯୁବତୀଙ୍କ ହାତ ଧରିଥିଲେ ସୁନିଲ ସେଟ୍ଟୀ; ପରିବାରକୁ ବୁଝାଇବାକୁ ଲାଗିଥିଲା ନଅ ବର୍ଷ

ବମ୍ବେ: ବଲିଉଡ୍‌ରେ ଡେବ୍ୟୁ କରିବା ପୂର୍ବରୁ ହାତକୁ ଦୁଇ ହାତ ହୋଇସାରିଥିଲେ ଅଭିନେତା ସୁନିଲ ସେଟ୍ଟୀ। ୧୯୯୧ରେ ମାନାଙ୍କୁ ପ୍ରେମ ବିବାହ କରିଥିଲେ ସୁନିଲ। କୋନେପିୟନ ସି ରୋଡରେ ଥିବା ଏକ କେକ୍‌ ଦୋକାନରୁ ଆରମ୍ଭ ହୋଇଥିଲା ଉଭୟଙ୍କ ପ୍ରେମକାହାଣୀ। ମାନା…

ଟ୍ବିଙ୍କିଲଙ୍କୁ ମେକ୍‌ଅପ୍‌ କଲେ ଝିଅ ନିତାରା: ମା’ କହିଲେ ଏଭଳି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଟ୍ବିଙ୍କିଲ ଖନ୍ନା ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହିଥାନ୍ତି। ନିଜର ପର୍ସନାଲ ଲାଇଫ୍‌ ହେଉ ଅବା କାର୍ଯ୍ୟକଳାପର କେତେକ ଫଟୋ ଓ ଭିଡିଓ ପ୍ରଶଂସକ ସହ ଶେୟାର କରିଥାନ୍ତି। ଏଥିସହ ପ୍ରାୟ ସମୟରେ ସେ ସାମାଜିକ ସମସ୍ୟା…

ପିଲାମାନଙ୍କ ଦାନ୍ତ ଭାଙ୍ଗିବାଠାରୁ ଆରମ୍ଭ କରି ଶିକ୍ଷକଙ୍କୁ ହଇରାଣ କରିଥିଲେ ଏହି ଅଭିନେତା, ପୂରା ଘଟଣା ଜାଣିଲେ…

ଶାହାରୁଖ ଖାନଙ୍କୁ ବଲିଉଡର କିଙ୍ଗ ଖାନ କୁହାଯାଏ। ଏହି ପଦବୀ ହାସଲ ପାଇଁ ସେ କଠିନ ପରିଶ୍ରମ କରିଛନ୍ତି। ପିଲାଦିନ ଦିଲ୍ଲୀରେ ବିତାଇଥିବା ଶାହାରୁଖ ମୁମ୍ବାଇର ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରିବାର ସ୍ବପ୍ନ ଦେଖିଥିଲେ ଏବଂ ସେ ମଧ୍ୟ ତାଙ୍କର ଏହି…

ଏହି ଅଭିନେତାଙ୍କ ଗୋଟିଏ ସର୍ତ୍ତ ଲାଗି ବଜାର ମଝିରେ ପୁଶ୍‌ଅପ୍‌ ମାରିଲେ ମହିଳା; କାରଣ ଜାଣିଲେ…

ବମ୍ବେ: ନିଜ ଫିଟ୍‌ନେସ୍‌କୁ ନେଇ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି ମଡେଲ ତଥା ଅଭିନେତା ମିଲିନ୍ଦ ସୋମେନ। ଲୋକପ୍ରିୟତା ଦୃଷ୍ଟିରୁ ତାଙ୍କର ପ୍ରଶଂସକ ମଧ୍ୟ ଅଧିକ। ଅଭିନେତାଙ୍କ ଝଲକ ହେଉ ଅଥବା ତାଙ୍କସହ ଫଟୋଟିଏ ପାଇଁ ସେମାନେ ଅପେକ୍ଷା କରି ରହିଥାନ୍ତି। ଆଉ…

ଗିନିଜ୍‌ ବୁକ୍‌ରେ ସ୍ଥାନ ପାଇଛନ୍ତି ଏହିସବୁ ବଲିଉଡ୍‌ ଷ୍ଟାର୍‌: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହିନ୍ଦୀ ସିନେମା ଏହାର ୧୦୦ ବର୍ଷ ପୂରଣ କରିସାରିଛି। ଏହାର ଯାଦୁ ଆଜି ବି ଦର୍ଶକଙ୍କ ହୃଦୟରେ ଅଛି। ବଲିଉଡ ତାରକାଙ୍କ ଗ୍ଲାମରସ ଜୀବନ ଏବଂ ସେମାନଙ୍କ ଶୈଳୀକୁ ଦର୍ଶକ ବେଶଖ ପସନ୍ଦ କରନ୍ତି। ପ୍ରଶଂସକମାନେ ସେମାନଙ୍କର ପ୍ରିୟ ଷ୍ଟାରକୁ କପି…

ଫିଲ୍ମ ‘ରାଧେ’କୁ ନାପସନ୍ଦ କଲେ ସଲମାନଙ୍କ ବାପା

ମୁମ୍ବାଇ, ୨୭।୫: ଚଳିତ ବର୍ଷ ଇଦ୍‌ରେ ଓଟିଟି ପ୍ଲାଟଫର୍ମ ଜି୫’ରେ ରିଲିଜ ହୋଇଛି ସଲମାନ ଖାନଙ୍କ ଫିଲ୍ମ ‘ରାଧେ: ୟୋର ମୋଷ୍ଟ ଓ୍ବାଣ୍ଟେଡ୍‌ ଭାଇ’। ଫିଲ୍ମକୁ କ୍ରିଟିକ୍‌ ଓ ଫ୍ୟାନ୍ସଙ୍କ ପରେ ଭେଟେରାନ ସ୍କ୍ରିନରାଇଟର ତଥା ସଲମାନଙ୍କ ବାପା ସଲିମ ଖାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri