ମନୋରଞ୍ଜନ

ଏହି ଅଭିନେତ୍ରୀଙ୍କ ଦ୍ୱିତୀୟ ବିବାହ ଭାଙ୍ଗିଯିବା ପରେ ପ୍ରଥମ ସ୍ବାମୀ ଖୋଲିଲେ ମୁହଁ, କହିଦେଲେ ଏମିତି କିଛି..

ଟେଲି ଅଭିନେତ୍ରୀ ଶ୍ୱେତା ତିଓ୍ବାରୀ ଏବେ ଟିଭି ରିଆଲିଟି ଶୋ ଖତରୋଂ କେ ଖିଲାଡି ୧୧ ପାଇଁ କେପଟାଉନରେ ଶୁଟିଂ କରୁଛନ୍ତି। କିନ୍ତୁ କେପଟାଉନରେ ପହଞ୍ଚିବା ମାତ୍ରେ ଶ୍ୱେତା ପୁଣି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଫସିଯାଇଛନ୍ତି। ତାଙ୍କ ଚାରି ବର୍ଷର…

ପପ୍‌ ଷ୍ଟାର ରିହାନାଙ୍କୁ ଡେଟ୍‌ କରୁଛନ୍ତି ଏହି ରାପର ବୟ

ହଲିଉଡ୍‌ର ପପ୍‌ ଷ୍ଟାର ରିହାନାଙ୍କୁ ଆମେରିକାର ରାପର ଆସପ ରକି ଡେଟିଂ କରୁଛନ୍ତି। ଏକଥା ନିଜେ ସ୍ବୀକାର କରିଛନ୍ତି ରକି। ସେ କହିଛନ୍ତି, ମୁଁ ରିହାନାଙ୍କ ସହ ଡେଟ୍‌ରେ ଅଛି। ଏକ ସାକ୍ଷାତକାରରେ ରିହାନାଙ୍କୁ ଜୀବନର ପ୍ରେମ ବୋଲି କହିଥିଲେ ରକି।…

ବାତ୍ୟାରେ ଭାଙ୍ଗିଲା ଏହି ଅଭିନେତ୍ରୀଙ୍କ ଘର

ମୁମ୍ବାଇ: ମୁମ୍ବାଇରେ କିଛିଦିନ ତଳେ ବାତ୍ୟା ‘ତାଉକ୍‌ତାଏ’ ତାଣ୍ଡବ ରଚିଥିଲା। ଫଳରେ ଅନେକ ଘରଦ୍ୱାର ଭାଙ୍ଗିବା ସହ ବଡ଼ବଡ଼ ଗଛ ବି ଉପୁଡ଼ିପଡ଼ିଥିଲା। ଏହି ବାତ୍ୟା ମୁହଁରୁ ବର୍ତ୍ତିନି ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତଙ୍କ ଘର। ସମୁଦ୍ରରୁ ଆସୁଥିବା ବଡ଼ ବଡ଼…

ଆପତ୍ତି ଜନକ ସିନ୍‌ ପାଇଁ ଏହି ହଲିଉଡ୍‌ ଫିଲ୍ମ ଭାରତରେ ବ୍ୟାନ୍‌: ରାହୁଲଙ୍କ ବିରୋଧରେ ଗୁଜବ…

ନୂଆଦିଲ୍ଲୀ,୨୦।୫: କେତେକ ଆପତ୍ତି ଜନକ ଦୃଶ୍ୟ ଥିବାରୁ ୨୦୧୫ରେ ହଲିଉଡ୍‌ ଫିଲ୍ମ ଫିଫ୍ଟି ଶେଡସ୍‌ ଅଫ୍‌ ଗ୍ରେକୁ ଭାରତୀୟ ସେନସର ବୋର୍ଡ ପକ୍ଷରୁ ରିଲିଜ୍‌ ପାଇଁ ଅନୁମତି ମିଳି ନ ଥିଲା। ଫିଲ୍ମରେ ଆପତ୍ତିଜନକ ଦୃଶ୍ୟ ସହିତ ଅଶ୍ଳୀଳ ଦ୍ୱି ଅର୍ଥ…

ଐଶ୍ୱର୍ଯ୍ୟାଙ୍କ ପାଇଁ ବିଦେଶରୁ ୧୬ କିଲୋର ଏକ ପାର୍ଶଲ ପଠାଇଥିଲେ ଜଣେ ବ୍ୟକ୍ତି: ଖୋଲିଲା ବେଳକୁ…

ବଲିଉଡର ସୁନ୍ଦର ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ମା’ ହେବା ପରେ ଆଉ ବେଶୀ ଫିଲ୍ମ ଜଗତରେ ସକ୍ରିୟ ନାହାନ୍ତି। କିନ୍ତୁ ତାଙ୍କ ପ୍ରଶଂସକଙ୍କ ସଂଖ୍ୟା କମିନାହିଁ। ୨୦୦୬ରେ ମୁମ୍ବାଇର ଏକ ଡାକଘରକୁ ଐଶ୍ୱର୍ଯ୍ୟାଙ୍କ ପାଇଁ ନେଦରଲ୍ୟାଣ୍ଡରୁ ୧୬ କିଲୋଗ୍ରାମ ଏକ…

ଗୋଟିଏ ଫଟୋ ଯୋଗୁ ଜନ୍‌-ବିପାଶାଙ୍କ ମଧ୍ୟରେ ଭାଙ୍ଗିଯାଇଥିଲା ପ୍ରେମ ସମ୍ପର୍କ

ବଲିଉଡ୍‌ ଅଭିନେତ୍ରୀ ବିପାଶା ବସୁ ଏବଂ ଅଭିନେତା ଜନ ଅବ୍ରହାମଙ୍କ ପ୍ରେମ ସମ୍ପର୍କ ବିଷୟରେ କାହାକୁ ଅଛପା ନାହିଁ। ଉଭୟ ଅନେକ ଦିନ ଧରି ପ୍ରେମ ସମ୍ପର୍କରେ ଥିଲେ। ଏପରିକି ଉଭୟ ଲିଭ୍‌ ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିଲେ। ଫିଲ୍ମ ‘ଜିସ୍ମ’ର ଶୁଟିଂ…

ଏହି ଅଭିନେତାଙ୍କର ଥିଲେ ୨୫ ଗର୍ଲଫ୍ରେଣ୍ଡ, ଶେଷରେ ଆଉ ଜଣଙ୍କ ସହ ପଡ଼ିଥିଲା ହାତଗଣ୍ଠି

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ ପ୍ରେମ କାହାଣୀ ଅଛି। ଯାହା ଲୋକଙ୍କ ପାଇଁ ଏକ ଉଦାହରଣ। ପ୍ରଥମ ଦେଖାରେ ପ୍ରେମ ପରେ ବିବାହ। ଏହା କେବଳ ଫିଲ୍ମ ନୁହେଁ ବଲିଉଡ୍‌ର ଅନେକ ଷ୍ଟାରଙ୍କ କ୍ଷେତ୍ରରେ ମଧ୍ୟ ଏହା ଦେଖିବାକୁ ମିଳିଛି।…

ଏହି ପ୍ରସିଦ୍ଧ ଅଭିନେତା ଐଶ୍ୱର୍ଯ୍ୟାଙ୍କୁ କହିଥିଲେ ସେକ୍ସି , ପାଗଳ ପରି ତାଙ୍କୁ ଦେଖେ

ବଲିଉଡରେ ଅନେକ ସୁନ୍ଦରୀ ଅଛନ୍ତି, ଯାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶକ ପାଗଳ। ମାତ୍ର ଯେତେବେଳେ ସବୁଠାରୁ ସୁନ୍ଦରୀ ଅଭିନେତ୍ରୀଙ୍କ କଥା ଆସେ, ସେତେବେଳେ ପ୍ରଥମ ନାମ ଐଶ୍ୱର୍ଯ୍ୟା ରାୟଙ୍କ ଆସେ। ଐଶ୍ୱର୍ଯ୍ୟାଙ୍କ ସୌନ୍ଦର୍ଯ୍ୟରେ ପୁରା ଦୁନିଆ ପାଗଳ। ତାଙ୍କର ଲକ୍ଷ ଲକ୍ଷ ପ୍ରଶଂସକ…

‘ଦ ଫ୍ୟାମିଲି ମ୍ୟାନ-୨’ର ଟ୍ରେଲର ରିଲିଜ୍‌: ଏଥିରେ ଦେଖିବାକୁ ମିଳିବ ଏହି ଅଭିନେତାଙ୍କ ଶେଷ ଅଭିନୟ

ମୁମ୍ବାଇ: ଆମାଜନ ପ୍ରାଇମ୍‌ ଭିଡିଓର ସବୁଠାରୁ ପପୁଲାର ଓ୍ବେବ୍‌ ସିରିଜ୍‌ ‘ଦ ଫ୍ୟାମିଲି ମ୍ୟାନ-୨’ର ଟ୍ରେଲର ରିଲିଜ୍‌ ହୋଇଛି। ଏହି ଟ୍ରେଲରଟି ୨ ମିନିଟ୍‌ ୪୯ ସେକେଣ୍ଡର ରହିଥିବା ବେଳେ ଏଥିରେ ବହୁ ଷ୍ଟାରରଙ୍କ ଦମ୍‌ଦାର ଅଭିନୟ ଦେଖିବାକୁ ମିଳିଛି। ଏହି…

ପ୍ରିୟଙ୍କା-ନିକ୍‌ଙ୍କ ବାର୍ଷିକ ରୋଜଗାର କେତେ ଜାଣନ୍ତି

ବଲିଉଡରେ ଏକ ସଫଳ ଇନିଂସ ଖେଳିବା ପରେ ପ୍ରିୟଙ୍କା ଏବେ ହଲିଉଡରେ ମଧ୍ୟ ନିଜ ଜଲଓ୍ବା ଦେଖିଛନ୍ତି। ଚମତ୍କାର କାର୍ଯ୍ୟ କରୁଛନ୍ତି। ଏଥିରୁ ସ୍ପଷ୍ଟ ଯେ ଏଭଳି ପରିସ୍ଥିତିରେ ଅଭିନେତ୍ରୀଙ୍କ ଆୟରେ ମଧ୍ୟ ବହୁତ ଅଭିବୃଦ୍ଧି ଘଟିଛି। ଏହା ସହିତ ପ୍ରିୟଙ୍କାଙ୍କ…

କୋହଲି-ଅନୁଷ୍କାଙ୍କ ଉପରେ ପ୍ରବଳ ରାଗିଗଲେ ଏହି ଅଭିନେତା

ସମଗ୍ର ଦେଶରେ କରୋନା ଆତଙ୍କ ସୃଷ୍ଟି କରିଛି। ଏଭଳି ପରିସ୍ଥିତିରେ ବଲିଉଡର ଅନେକ ତାରକା ଅସହାୟ ଲୋକଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି। ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା…

ଗଞ୍ଜାମ ଜିଲାପାଳଙ୍କୁ ସବୁ ପ୍ରମାଣ ଦେଲେ ସୋନୁ ସୁଦ୍‌, ପରେ ବଦଳିଲା ସ୍ବର

ବ୍ରହ୍ମପୁର ଅଫିସ୍‌,୧୮।୫: କରୋନା ସହ ଏବେ ସାରା ଦେଶ ଲଢୁଛି। ଏଭଳି କଠିନ ପରିସ୍ଥିତିରେ ଲୋକଙ୍କୁ ସହାୟତା ପାଇଁ ଆଗେଇ ଆସିଛନ୍ତି କିଛି ସେଲିବ୍ରିଟି। ସେମାନଙ୍କ ମଧ୍ୟରେ ବଲିଉଡ ଅଭିନେତା ସୋନୁ ସୁଦ ଅନ୍ୟତମ। କରୋନା ଆରମ୍ଭରୁ ଲୋକଙ୍କୁ ସାହାଯ୍ୟ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri