ମନୋରଞ୍ଜନ

ଏହି ଅଭିନେତ୍ରୀ ବିବାହ କରନ୍ତୁ ବୋଲି ଚାହୁଁ ନ ଥିଲେ ବାପା

ବଲିଉଡ ଅଭିନେତା ଅଜୟ ଦେବଗନ ଏବଂ ଅଭିନେତ୍ରୀ କାଜଲଙ୍କ ୧୯୯୯ ମସିହା ଫେବୃୟାରୀ ୨୪ ତାରିଖରେ ବିବାହ କରିଥିଲେ। ମାତ୍ର ଉଭୟଙ୍କ ଏହି ବିବାହା ପ୍ରସ୍ତାବକୁ ପ୍ରଥମେ କାଜଲଙ୍କ ବାପା ଗ୍ରହଣ କରି ନ ଥିଲେ। ଏନେଇ ସେ ଏକ ସପ୍ତାହ…

ଫିଲ୍ମର ଉଲଗ୍ନ ଦୃଶ୍ୟ ଯୋଗୁ ରାତି ସାରା କାନ୍ଦୁଥିଲେ ଏହି ଅଭିନେତ୍ରୀ, ଶୁଟିଂ ବେଳେ କେବଳ ରହୁଥିଲେ ନିର୍ଦ୍ଦେଶକ

ବମ୍ବେ: ଅଭିନେତ୍ରୀ ସୀମା ବିଶ୍ୱାସ ବଣ୍ଡିତ୍‌ କୁଇନ୍‌ ନାମରେ ଖ୍ୟାତ। ଫୁଲନ ଦେବୀଙ୍କ ବାସ୍ତବ ଜୀବନ ଉପରେ ଆଧାରିତ ଫିଲ୍ମରେ ସେ ନଜର ଆସିଥିଲେ। ଫିଲ୍ମରେ ଜଣେ ସାଧାରଣ ଯୁବତୀଙ୍କ ଉପରେ କିଭଳି ଅତ୍ୟାଚାର ହେଉଛି, ପ୍ରତିଶୋଧ ପରାୟଣ ହୋଇ ସେ…

ଗୌହରଙ୍କଠାରୁ କରନ୍‌ ସିଂହ ଗ୍ରୋଭର: ସର୍ବସମ୍ମୁଖରେ ଚାପୁଡ଼ା ଖାଇଛନ୍ତି ଏସବୁ କଳାକାର; କାରଣ ଜାଣିଲେ…

ବମ୍ବେ: ବଲିଉଡ୍‌ କଳାକାରଙ୍କ ପରି ଟେଲି କଳାକାରମାନେ ନିଜର ଅଭିନୟ ସାଙ୍ଗକୁ ବ୍ୟକ୍ତିଗତ ଜୀବନକୁ ନେଇ ଥାଆନ୍ତି ଚର୍ଚ୍ଚାରେ। ପ୍ରଶଂସକମାନେ ମଧ୍ୟ ସେମାନଙ୍କ ଜୀବନର ଛୋଟବଡ଼ କଥା ପଛର ରହସ୍ୟକୁ ଜାଣିବାକୁ ଚାହିଁ ରହିଥାନ୍ତି। ସେଭଳି ଏକ ଚର୍ଚ୍ଚିତ ଘଟଣା ହେଲା…

ଅନ୍‌ସ୍କ୍ରିନ ଦିଅରଙ୍କ ପ୍ରେମରେ ପଡ଼ିଛନ୍ତି ଐଶ୍ୱର୍ଯ୍ୟା; ସରିଲାଣି ନିର୍ବନ୍ଧ

ବମ୍ବେ: ଅନେକ କଳାକାର ଏଭଳି ଅଛନ୍ତି ଯେଉଁମାନେ ଅଭିନୟ କରୁ କରୁ ସତସତିକା ପ୍ରେମରେ ପଡ଼ିଛନ୍ତି। ପରଦାରେ ଚରିତ୍ର ଥାଏ ଭିନ୍ନ। ହେଲେ ଅସଲ ଜୀବନରେ ସେ ହୋଇଥାନ୍ତି ସାଥୀ। ଟେଲିପରଦାର ଲୋକପ୍ରିୟ ଧାରାବାହିକ ‘ଗୁମ ହୈ କିସି କେ ପ୍ୟାର…

କାହିଁକି ନାମରେ ଅଛି ଦୁଇଥର ‘ଏନ୍‌’ ଆଉ ‘ଆର୍‌’; ଅଭିନେତା କହିଲେ…

ବମ୍ବେ: ନିଜର ନିଖୁଣ ଅଭିନୟ ଦ୍ୱାରା ବଲିଉଡ୍‌ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଅଭିନେତା ଆୟୁଷ୍ମାନ ଖୁରାନ୍ନା। ସେ ସର୍ବଦା ନିଜର ସଫଳତାର ଶ୍ରେୟ ଦେଇଥାନ୍ତି ପିତାଙ୍କୁ। ବିଶ୍ୱ ପିତୃ ଦିବସ ଅବସରରେ ବାପାଙ୍କର ଏକ ଫଟୋ ଶେୟାର କରି…

ଅଟୋ ଡ୍ରାଇଭରଙ୍କୁ ନୃତ୍ୟ ଶିଖାଇଲେ ରାଖି ସାଓ୍ବନ୍ତ, ଭିଡ଼ିଓ ଭାଇରାଲ…

ମୁମ୍ବାଇ,୨୨।୬: ବଲିଉଡ୍‌ ଅଭିନେତ୍ରୀ ରାଖି ସାଓ୍ବନ୍ତ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଆକ୍ଟିଭ୍‌ ରହିଛନ୍ତି। କିଛି ଦିନ ତଳେ ବାବା ରାମଦେବଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିବା ରାଖି ଏବେ ଜଣେ ଅଟୋ ଡ୍ରାଇଭରଙ୍କୁ ନୃତ୍ୟ ଶିଖାଇ ଚର୍ଚ୍ଚାରେ ରହିଛନ୍ତିି। ରାଖି…

ପ୍ରଶଂସକଙ୍କୁ ମନ ଦେଇ ବସିଥିଲେ ଏହି ସୁପରଷ୍ଟାର୍‌

ଦକ୍ଷିଣର ସୁପରଷ୍ଟାର ବିଜୟ ଚନ୍ଦ୍ରଶେଖର ଆଜି ୪୭ ବର୍ଷରେ ପଦାର୍ପଣ କରିଛନ୍ତି। ଏପର୍ଯ୍ୟନ୍ତ ଅନେକ ହିଟ୍‌ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ତାଙ୍କର ସମ୍ପୂର୍ଣ୍ଣ ନାମ ଜୋସେଫ ବିଜୟ ଚନ୍ଦ୍ରଶେଖର, କିନ୍ତୁ ପ୍ରଶଂସକମାନେ ତାଙ୍କୁ ବିଜୟ ବୋଲି ଜାଣନ୍ତି। ବିଜୟ ପ୍ରାୟତଃ ତାମିଲ…

ନିଜଠୁ ୧୮ ବର୍ଷ ବଡ ଅଭିନେତାଙ୍କ ସହ ପ୍ରେମ ସମ୍ପର୍କ ଚର୍ଚ୍ଚାକୁ ନେଇ ଏମିତି କହିଲେ ଅଭିକା

ଟେଲିଭିଜନ ଅଭିନେତ୍ରୀ ଅଭିକା ଗୋର ତାଙ୍କ ପ୍ରେମ ସମ୍ପର୍କକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ଥାନ୍ତି। ଦୀର୍ଘ ଦିନ ଧରି ସସୁରାଲ ସିମରରେ ତାଙ୍କ ସହ-ଅଭିନେତା ମନୀଷ ରାଇସିଂଘନଙ୍କ ତାଙ୍କ ନାଁ ଯୋଡା ଯାଇଥିଲା। ଏପରିକି ଉଭୟଙ୍କ ଏକ ସନ୍ତନ ଅଛି…

‘ଏ’ ନାଁ ଲେଖି ହାତରେ ଟାଟୁ କଲେ ଅର୍ଜୁନ କପୁର : ଜାଣନ୍ତୁ ସେ କିଏ

ବଲିଉଡ ଅଭିନେତା ଅର୍ଜୁନ କପୁର ଆଜିକାଲି ତାଙ୍କ ଫିଲ୍ମ ‘ସନ୍ଦୀପ ଔର ପିଙ୍କି ଫରାର’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କର ଅଭିନୟକୁ ବହୁତ ପ୍ରଶଂସା କରାଯାଉଛି। ଏଥି ସହିତ ନିକଟରେ ଅର୍ଜୁନ କପୁର ନିଜ ହାତରେ ‘ଏ’ ନାମକ…

ହିରୋ ହେବାକୁ ଚାହିଁଥିଲେ ଅମ୍‌ରୀଶକ ପୁରୀ, ହେଲେ ମିଳିଲା ‘ସୁପର ଭିଲେନ’ ଟ୍ୟାଗ

ଅମ୍‌ରୀଶ ପୁରୀ, ଯିଏ ବଲିଉଡ୍‌ର ଜଣାଶୁଣା ଭିଲେନଙ୍କ ମଧ୍ୟରୁ ଅନ୍ୟତମ। ନିଜର ଡାଏଲଗ କହିବା ଶୈଳୀ, ଭୟାନକ ଗେଟଅପ ଏବଂ ଚିତ୍ତାକର୍ଷକ ବ୍ୟକ୍ତିତ୍ୱ ସହିତ ବର୍ଷ ବର୍ଷ ଧରି ଚଳଚ୍ଚିତ୍ର ପ୍ରେମୀଙ୍କ ହୃଦୟରେ ଭୟ ସୃଷ୍ଟି କରିଥିଲେ। ହେଲେ ସେ ପ୍ରକୃତରେ…

ଯୋଗ କଲେ ଶିଳ୍ପା, ଭିଡିଓ ଶେୟାର କରି କହିଲେ…

ମୁମ୍ବାଇ: ଆଜି ଅର୍ଥାତ୍‌ ଜୁନ୍‌ ୨୧ରେ ସାରା ବିଶ୍ୱରେ ୭ତମ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ନେତା, ଅଭିନେତାମାନେ ଯୋଗ କରିବା ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଶେୟାର କରି ପ୍ରଶଂସକମାନଙ୍କୁ ଯୋଗ କରିବାକୁ ପରାମର୍ଶ ଦେଉଛନ୍ତି।…

କବୀର ସିଂର ଦୁଇ ବର୍ଷ ପରେ ସାହିଦ୍‌ ଶେୟାର କଲେ ଏମିତି ଭିଡିଓ, ପ୍ରଶଂସକ କହିଲେ…

ବଲିଉଡ୍‌ ଅଭିନେତା ସାହିଦ କପୁର ଏଯାବତ୍‌ ତାଙ୍କ କ୍ୟାରିୟରରେ ଅନେକ ଫିଲ୍ମରେ ଅଭିନୟ କରିଛନ୍ତି। ତେବେ ‘କବୀର ସିଂ’ ଫିଲ୍ମ ଇଣ୍ଡଷ୍ଟ୍ରିରେ ହଇଚଇ ସୃଷ୍ଟି କରିଥିଲା। ତାଙ୍କର ଲୁକ ପ୍ରଶଂସକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲା । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?