ମନୋରଞ୍ଜନ

ପୁଅର ପ୍ରଥମ ଝଲକ୍‌ ଦେଖାଇଲେ କପିଲ୍‌ ଶର୍ମା

କମେଡି କିଙ୍ଗ୍‌ କପିଲ୍‌ ଶର୍ମା ଏବେ ଶୁଟିଂରୁ କିଛି ଦିନ ବିରତି ନେଇ ନିଜ ପରିବାର ସହ ସମୟ ବିତାଉଛନ୍ତି। ସେ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ପ୍ରାୟତଃ ବଡ଼ ଝିଅ ଅନାୟାରଙ୍କ ଫଟୋ ପ୍ରଶଂସକଙ୍କ ସହ ଶେୟାର କରନ୍ତି। କିନ୍ତୁ…

ଟାଇଗରଙ୍କ ପ୍ରେମ ସମ୍ପର୍କକୁ ନେଇ ଏମିତି କହିଲେ ବାପା

ବଲିଉଡ ଅଭିନେତା ଟାଇଗର ଶ୍ରଫ ଏବଂ ଦିଶା ପଟାନୀଙ୍କ ମଧ୍ୟରେ ଦୀର୍ଘ ଦିନ ହେବ ପ୍ରେମ ସମ୍ପର୍କ ଚାଲିଛି। ଉଭୟ ଅନେକ ପାର୍ଟିରେ ଏକତ୍ର ନଜର ଆସନ୍ତି। ଦିଶା ପ୍ରାୟତଃ ଟାଇଗରଙ୍କ ମା’ ଆୟେଶା ଏବଂ ଭଉଣୀ କୃଷ୍ଣା ଶ୍ରଫଙ୍କ ସହ…

ମୃତ୍ୟୁର ୪ ଘଣ୍ଟା ପୂର୍ବରୁ ଶୁଟିଂ କରୁଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡରେ କିଛି ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ବଡ ପରଦାରେ ମା’ ଭୂମିକା ପାଇଁ ଫିଟ ବିବେଚିତ ହୋଇଥିଲେ। ରିମା ଲାଗୁ ଏହି ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ ଥିଲେ। ବଡ ପରଦା ହେଉ କି ଛୋଟ, ସେ ସବୁବେଳେ ମା’ ଚରିତ୍ରରେ ହିଟ…

ଗାନ୍ଧୀ ଡକ୍ୟୁମେଣ୍ଟାରି ପୁରସ୍କୃତ

ମହାତ୍ମା ଗାନ୍ଧୀଙ୍କ ଉପରେ ନିର୍ମିତ ଡକ୍ୟୁମେଣ୍ଟାରି ‘ଅହିଂସା ଗାନ୍ଧୀ: ଦି ପାଓ୍ବାର ଅଫ୍‌ ଦି ପାଓ୍ବାର ଲେସ୍‌’ ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲରେ ସର୍ବଶ୍ରେଷ୍ଠ ଡକ୍ୟୁମେଣ୍ଟାରି ଫିଚର ପୁରସ୍କାର ହାସଲ କରିଛି। ଅନ୍ତର୍ଜାତୀୟସ୍ତରର ଖ୍ୟାତନାମା ଦକ୍ଷିଣ ଆଫ୍ରିକୀୟ ଫିଲ୍ମ ନିର୍ମାତା ଅନନ୍ତ…

ସ୍ବାମୀଙ୍କ ସହ ବୋଲ୍ଡ ଲୁକ୍‌ରେ ନଜର ଆସିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ‘କାଣ୍ଟା ଲଗା’ ଗର୍ଲ ଭାବରେ ବଲିଉଡ୍‌ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଶେଫାଳି ଜରିଓ୍ବାଲା ନିଜର ସାହସିକତା ଯୋଗୁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ବର୍ତ୍ତମାନ ଶେଫାଳି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ସେ ତାଙ୍କ ସ୍ବାମୀଙ୍କ ସହ ଅନେକ…

ଅଜୟ ଦେବଗନ୍‌ଙ୍କ କିଣିଲେ ନୂଆ ଘର: ଦାମ୍‌ ରହିଛି…

ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କର ଜୁହୁରେ ଏକ ସୁନ୍ଦର ବଙ୍ଗଳା ଅଛି। ଏଠାରେ ସେ ତାଙ୍କ ପରିବାର ସହିତ ରୁହନ୍ତି। ଏକ ଇନଡୋର ଜିମ ବ୍ୟତୀତ ଏହି ଘରେ ସମସ୍ତ ବିଳାସପୂର୍ଣ୍ଣ ସୁବିଧା ଅଛି। ଏବେ ଅଜୟ ତାଙ୍କ ଘରକୁ ଏକ…

‘ଜୀବନରେ ଦୁଇ ଆଦର୍ଶ ପୁରୁଷଙ୍କୁ ଭେଟିଛି’

ଆଜି ପିତୃଦିବସ। ଏହି ଅବସରରେ ଅନେକ ବଲିଉଡ୍‌ ସେଲିବ୍ରିଟି ସୋସିଆଲ ମିଡିଆରେ ଫଟୋ ଶେୟାର କରି ନିଜ ପିତାଙ୍କୁ ମନେ ପକାଇଛନ୍ତି। ଏଥିରେ ସାମିଲ ଅଛନ୍ତି ଅଭିନେତ୍ରୀ ଅନୁଷ୍କା ଶର୍ମା। ଅନୁଷ୍କା ନିଜ ଇନଷ୍ଟାଗ୍ରାମରେ ୩ଟି ସୁନ୍ଦର ଫଟୋ ଶେୟାର କରି…

ସମାନ୍ଥାଙ୍କୁ ଭେଟିବା ପୂର୍ବରୁ ଅନ୍ୟଜଣଙ୍କୁ ପ୍ରେମ କରୁଥିଲେ ଚେତନ୍ୟ; ଏମିତି ଆଗକୁ ବଢ଼ିଥିଲା କଥା

ବମ୍ବେ: ଅଭିନୟ କରୁକରୁ ସତସତିକା ପ୍ରେମରେ ପଡ଼ିଛନ୍ତି ଅନେକ କଳାକାର। ସେଥିରୁ କିଛି ପ୍ରେମ ସଫଳ ମଧ୍ୟ ହୋଇଛି। ଦକ୍ଷିଣ ଭାରତୀୟ ଅଭିନେତ୍ରୀ ସମାନ୍ଥା ଅକ୍କିନେନୀ ଏବଂ ନାଗା ଚୈତନ୍ୟଙ୍କ ଲଭ୍‌ଷ୍ଟୋରୀ ଠିକ୍‌ ସେଭଳି। ନାଗା ଚୈତନ୍ୟ ସାଉଥ୍‌ ସୁପରଷ୍ଟାର ନାଗାର୍ଜୁନଙ୍କ…

ଆବର୍ଜନାରୁ ଉଠାଇ ଆଣିଥିବା ଝିଅକୁ ବାପାର ପରିଚୟ ଦେଇଛନ୍ତି ଏହି ଅଭିନେତା

ବଲିଉଡ ଅନେକ ତାରକା ଅଛନ୍ତି, ଯେଉଁମାନଙ୍କ ନିଜର ପିଲା ଥାଇ ସୁଦ୍ଧା ସେମାନେ ଅନାଥ ପିଲାମାନଙ୍କୁ ପୋଷ୍ୟ କରି ସେମାନଙ୍କୁ ବଞ୍ଚାଇ ଏକ ନୂତନ ଜୀବନ ଦେଇଛନ୍ତି । ସେମାନଙ୍କୁ ନିଜର ପରିଚୟ ଦେଇଛନ୍ତି। ନିଷ୍ପାପ ଶିଶୁ ମୁହଁରେ ହସ ଫୁଟାଇ…

ପ୍ରଥମ ସ୍ବାମୀଙ୍କୁ ଛାଡ଼ପତ୍ର ଦେବା ପରେ ଭାଙ୍ଗିପଡ଼ିଥିଲେ ଅଭିନେତ୍ରୀ; କିଛି ଏଭଳି ପଡ଼ିଥିଲେ ଶୋଏବଙ୍କ ପ୍ରେମରେ…

ବମ୍ବେ: ଟେଲି ପରଦାର ରୋମାଣ୍ଟିକ୍‌ ଯୋଡ଼ିମାନଙ୍କ ମଧ୍ୟରୁ ଅଭିନେତା ଶୋଏବ ଇବ୍ରାହିମ ଏବଂ ସ୍ତ୍ରୀ ଦୀପିକା କକ୍କଡଙ୍କ ଯୋଡ଼ି ଅନ୍ୟତମ। ସାଙ୍ଗ ହୋଇ କାମ କରୁକରୁ ପ୍ରେମରେ ପଡ଼ିଥିଲେ ଉଭୟ। ପରେ କରିଥିଲେ ବିବାହ। ହେଲେ ଏହା ସେତେଟା ସହଜ ନ…

ପିତାଙ୍କୁ ମନେ ପକାଇଲେ ମାଧୁରୀ, ସୋସିଆଲ ମିଡିଆରେ ଲେଖିଲେ ଏମିତି କିଛି…

ମୁମ୍ବାଇ: ଜୁନ୍‌ ୨୦ ଅର୍ଥାତ୍‌ ରବିବାର ସମଗ୍ର ଦେଶରେ ପିତୃ ଦିବସ ପାଳନ କରାଯାଉଛି। ପିଲାମାନେ ଏହି ଦିନଟିକୁ ନିଜ ପିତାଙ୍କ ସହିତ ଏକ ବିଶେଷ ଢଙ୍ଗରେ ପାଳନ କରନ୍ତି ଏବଂ ମନେ ପକାଇଥାନ୍ତି। ଏଥିରୁ ମଧ୍ୟ ବାଦ୍‌ ପଡ଼ିନାହାନ୍ତି ବଲିଉଡ୍‌…

ବିବାହ ବନ୍ଧନରେ ଅକ୍ଷୟ, ଡାକ୍ତରାଣୀଙ୍କ ଧରିଲେ ହାତ

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଟେଲି ଧାରାବାହିକ ପାଣ୍ଡ୍ୟା ଷ୍ଟୋର ଅଭିନେତା ଅକ୍ଷୟ ଖରୋଦିୟା। ପ୍ରେମିକା ତଥା ପେସାରେ ଡାକ୍ତର ଥିବା ଦିବ୍ୟା ପୁନେଥାଙ୍କ ହାତ ଧରିଛନ୍ତି ସେ। ଶନିବାର ରାତିରେ ପ୍ରିୟଜନଙ୍କ ଉପସ୍ଥିତିରେ ବିବାହ ସମ୍ପନ୍ନ ହୋଇଛି। ମହାମାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?