‘ରାଧେ’ଗୀତରେ ଜବରଦସ୍ତ ଡ୍ୟାନ୍ସ କଲେ ମେଡିକାଲ ଷ୍ଟାଫ୍, ଭିଡିଓ ଭାଇରାଲ
ମୁମ୍ବାଇ: କରୋନା ସମୟରେ ଡାକ୍ତର ଏବଂ ମେଡିକାଲ ଷ୍ଟାଫ୍ ରୋଗୀଙ୍କ ଜୀବନ ବଞ୍ଚାଇବା ପାଇଁ ଦିନରାତି ଏକ କରି ଦେଇଛନ୍ତି। ଏହି ସମୟରେ ମେଡିକାଲ ଷ୍ଟାଫ୍ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହା ଆପଣଙ୍କ ମନରେ ସକାରାତ୍ମକ ଭାବନା…
ପିଲାଦିନର ବନ୍ଧୁ ହେଉଛନ୍ତି କୋହଲି-ଧୋନୀଙ୍କ ସ୍ତ୍ରୀ; ଗୋଟିଏ ସ୍କୁଲରେ ପଢ଼ିଛନ୍ତି ପାଠ…
ବମ୍ବେ: ମହେନ୍ଦ୍ର ସିଂହ ଧୋନୀଙ୍କ ସ୍ତ୍ରୀ ସାକ୍ଷୀ ଧୋନୀଙ୍କ ପିଲାଦିନର ସାଙ୍ଗ ହେଉଛନ୍ତି ଅନୁଷ୍କା ଶର୍ମା। ଉଭୟ ସାଙ୍ଗ ହୋଇ ଗୋଟିଏ ସ୍କୁଲରେ ପଢ଼ୁଥିଲେ। ସୋସିଆଲ ମିଡିଆରେ ଏବେ ଉଭୟଙ୍କ ପୁରୁଣା ଫଟୋ ଘୁରିବୁଲୁଛି। ଫଳରେ ଅନୁଷ୍କା ସାକ୍ଷୀଙ୍କ ସହ ଏକ…
ହୃଦ୍ଘାତରେ ଏହି ଅଭିନେତ୍ରୀଙ୍କ ବାପାଙ୍କ ପରଲୋକ
ମୁମ୍ବାଇ,୧୬।୫: ଫିଲ୍ମ ଜଗତରୁ ଏକ ଦୁଃଖଦ ଖବର ଆସିଛି। ବଲିଉଡ୍ ଅଭିନେତ୍ରୀ ସୁଧା ଚନ୍ଦ୍ରନଙ୍କ ବାପା ତଥା ବିଶିଷ୍ଟ ଅଭିନେତା କେ.ଡି ଚନ୍ଦ୍ରନଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ରବିବାର ସକାଳେ ହୃହ୍ଘାତ ହେବାରୁ ତାଙ୍କର…
ବିଗ୍ ବି ନେଲେ ଦ୍ୱିତୀୟ ଡୋଜ୍…
ମୁମ୍ବାଇ,୧୬।୫: ବିଗ୍ ବି ଅମିତାଭ ବଚ୍ଚନ ରବିବାର ଦ୍ୱିତୀୟ ଡୋଜ୍ କରୋନା ଟିକା ନେଇଛନ୍ତି। ଏସମ୍ପର୍କରେ ସେ ନିଜ ଇନଷ୍ଟାଗ୍ରାମ୍ ହ୍ୟାଣ୍ଡେଲରେ ଫଟୋ ଅପ୍ଲୋଡ୍ କରିଛନ୍ତି। ଗତମାସରେ ସେ କରୋନା ଟିକାର ପ୍ରଥମ ଡୋଜ୍ ନେଇଥିଲେ। ସେ କହିଛନ୍ତି ‘ ଦୁସରା…
କଥା ଥିଲା ସାତ ଜନ୍ମର, ହେଲେ କେଇ ମାସ ବି ଚାଲିଲାନି; ଅଲଗା ହୋଇଗଲେ ଏସବୁ କଳାକାର ଦମ୍ପତି
ବମ୍ବେ: କଥା ଥିଲା ସାତ ଜନ୍ମର। ହେଲେ କିଛି ଦିନରେ ହିଁ ଭାଙ୍ଗିଗଲା ସମ୍ପର୍କ। ବୋଲ୍ଡ ଅଭିନେତ୍ରୀ ପୁନମ୍ ପାଣ୍ଡେ ମାତ୍ର ଚଉଦ ଦିନ ପରେ ନିଜ ବିବାହ ଭାଙ୍ଗିବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ସ୍ବାମୀ ସାମ୍ ବମ୍ବେ ମାରପିଟ୍ କରିଥିବାରୁ…
ବବି-କୋଏଲଙ୍କ ବିବାହ ବିଚ୍ଛେଦ; ଇନ୍ଷ୍ଟା ପୋଷ୍ଟରେ ଅଭିନେତ୍ରୀ କହିଲେ…
ଇନ୍ଷ୍ଟାଗ୍ରାମରେ ଲମ୍ବା ଚଉଡ଼ା ପୋଷ୍ଟ ଲେଖି ବିବାହ ବିଚ୍ଛେଦ ନେଇ ସଙ୍କେତ ଦେଇଛନ୍ତି ଅଭିନେତ୍ରୀ କୋଏଲ ବାନାର୍ଜୀ। ପଶ୍ଚିମବଙ୍ଗର ହୋଇଥିଲେ ହେଁ ଓଲିଉଡ୍ରେ ତାଙ୍କର ଖ୍ୟାତି ରହିଛି। ଅଭିନେତା ବବି ମିଶ୍ରଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଉଭୟ…
ମାଧୁରୀଙ୍କୁ ପତଳି ବୋଲି କହି ବାହା ହେବାକୁ ମନା କରିଦେଇଥିଲେ ଏହି ଗାୟକ; ଆଜି କରୁଛନ୍ତି…
ବମ୍ବେ: ଅଶି ଏବଂ ନବେ ଦଶକର ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରୁ ଧକ୍ ଧକ୍ ଗର୍ଲ ମାଧୁରୀ ଦୀକ୍ଷିତ ଜଣେ। ସୌନ୍ଦର୍ଯ୍ୟ ହେଉ ଅଥବା ଅଭିନୟ କି ନୃତ୍ୟ ସବୁଥିରେ ପାରଙ୍ଗମ ସେ। ଆଜି ବି ସେ କୋଟି ହୃଦୟର ରାଣୀ। ଏକ…
ଏହି ଅଭିନେତା କରିଥିଲେ ମନା; ସେଥିପାଇଁ ତ ବିଗ୍ ବିଙ୍କ ସହ ଗୋଟିଏ ଫିଲ୍ମ କରିନାହାନ୍ତି ଧକ୍ ଧକ୍ ଗର୍ଲ
ବମ୍ବେ: ଆଜି ହେଉଛି ଧକ୍ ଧକ୍ ଗର୍ଲ ମାଧୁରୀ ଦୀକ୍ଷିତଙ୍କ ହାପି ବର୍ଥ ଡେ’ ଅର୍ଥାତ ଜନ୍ମଦନ। ମେ’ ୧୫ରେ ସେ ନିଜର ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ତେବେ…
୧୦ ବର୍ଷ ହେଲାଣି ଏହି ରୋଗ ସହ ଲଢ଼ୁଛନ୍ତି ସୁମୋନା: ଏବେ ଚତୁର୍ଥ ଷ୍ଟେଜ୍ରେ…
ବମ୍ବେ: ଲକ୍ଡାଉନ୍ରେ ଦୁଃଖ ବଖାଣିଛନ୍ତି କମେଡିଆନ୍ ତଥା ଅଭିନେତ୍ରୀ ସୁମୋନା ଚକ୍ରବର୍ତ୍ତୀ। ‘ଦ କପିଲ ଶର୍ମା ଶୋ’ରେ ନଜର ଆସୁଥିବା ସୁମୋନାଙ୍କ ପାଖରେ ଏବେ କୌଣସି କାମ ନାହିଁ। କେବଳ ଏତିକି ନୁହେଁ, ଗତ ୧୦ ବର୍ଷ ଧରି ଏକ ରୋଗ…
ଖୁବ୍ଶୀଘ୍ର ବାଜିବ ସାହାନାଇ: ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ଏହି ଲୋକପ୍ରିୟ ଅଭିନେତ୍ରୀ
ବମ୍ବେ: ବିବାହ କରିବାକୁ ଯାଉଛନ୍ତି ଲୋକପ୍ରିୟ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ। ପ୍ରେମିକ ବିକ୍କି ଜୈନଙ୍କ ସେ ହାତ ଧରିବେ। ଦୀର୍ଘ ୩ ବର୍ଷ ଧରି ଉଭୟ ଡେଟ୍ କରି ଆସୁଛନ୍ତି। ହେଲେ ଏବେ ଆଗକୁ ବଢ଼ିବାର ସମୟ ଉପନୀତ ବୋଲି ସେ…
ଟୁଇଟରରେ ଟ୍ରେଣ୍ଡ କରୁଛି ‘ବୟକଟ ରାଧେ ’
ମୁମ୍ବାଇ,୧୪।୫ : ବହୁ ପ୍ରତିକ୍ଷୀତ ସଲମାନ ଖାନଙ୍କ ଫିଲ୍ମ ‘ ରାଧେ : ୟୋର ମୋଷ୍ଟ ଓ୍ବାଣ୍ଟେଡ୍ ଭାଇ ’ ଗୁରୁବାର ଓଟିଟି ପ୍ଲାଟଫର୍ମରେ ରିଲିଜ ହୋଇଯାଇଛି। ଫିଲ୍ମରେ ସଲମାନଙ୍କ ବ୍ୟତୀତ ଦୀଶା ପଟନି ଓ ରଣଦୀପ ହୁଡା ମୁଖ୍ୟ ଭୂମିକାରେ…
ବାପା ହେବାକୁ ଯାଉଛନ୍ତି ଟେଲି ପରଦାର ଏହି ହ୍ୟାଣ୍ଡସମ୍ ଅଭିନେତା; ନଭେମ୍ବରରେ କରିଥିଲେ ବିବାହ
ବମ୍ବେ: ବାପା ହେବାକୁ ଯାଉଛନ୍ତି ଟେଲି ପରଦାର ହ୍ୟାଣ୍ଡସମ୍ ହଙ୍କ ଭାବେ ପରିଚିତ ସାହିର ଶେଖ। ନଭେମ୍ବରରେ ସେ ପ୍ରେମିକା ରୁଚିକା କପୁରଙ୍କୁ ବିବାହ କରିଥିଲେ। ଏବେ ଉଭୟ ପ୍ରଥମ ସନ୍ତାନକୁ ନେଇ ବେଶ ଉତ୍ସାହିତ ଅଛନ୍ତି। ନିଜର ବ୍ୟକ୍ତିଗତ କଥାକୁ…
Archives


