ମନୋରଞ୍ଜନ

ଆତ୍ମହତ୍ୟା କଲେ ଚର୍ଚ୍ଚିତ ଅଭିନେତ୍ରୀ: ବାସଭବନରୁ ମିଳିଲା ମୃତଦେହ

ହାଇଦ୍ରାବାଦ,୧।୧୨: ଟେଲିଭିଜନ ଏବଂ ସିନେମା ଜଗତର ଚର୍ଚ୍ଚିତ ଅଭିନେତ୍ରୀ ଶୋବିଥା ଶୋଭାନ୍ନାଙ୍କ ମୃତଦେହ ହାଇଦ୍ରାବାଦସ୍ଥିତ ତାଙ୍କ ଘରୁ ଉଦ୍ଧାର କରାଯାଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି। ୩୦ ବର୍ଷୀୟ ଶୋବିଥା ଗତ ରାତିରେ ନିଜର ଜୀବନ ହାରିଥିବା…

ବିଜୟ ଦେବରକୋଣ୍ଡା ନୁହନ୍ତି ରଶ୍ମିକାଙ୍କ ହୃଦୟରେ ଏହି ଷ୍ଟାରଙ୍କ ରାଜ୍‌, ନିଜେ କରିଦେଲେ ବଡ଼ ଖୁଲାସା

ମୁମ୍ବାଇ: ବର୍ତ୍ତମାନ ସାଉଥ ଇଣ୍ଡଷ୍ଟ୍ରିରେ କେବଳ ଜଣେ ହିରୋଇନଙ୍କ ନାମ ଚର୍ଚ୍ଚାରେ। ସେ ହେଉଛନ୍ତି ‘ପୁଷ୍ପା’ର ଶ୍ରୀବଲି ’ ଅଭିନେତ୍ରୀ ରଶ୍ମିକା ମନ୍ଦନା। ‘ପୁଷ୍ପା ୨’ ମାଧ୍ୟମରେ ଆଲୁ ଅର୍ଜୁନଙ୍କ ସହ ଖୁବ ଶୀଘ୍ର ବଡ ପରଦାରେ ନଜର ଆସିବାକୁ ଯାଉଛନ୍ତି…

ସଲମାନଙ୍କ ଜନ୍ମଦିନରେ ‘ସିକନ୍ଦର’ର ପ୍ରଥମ ପୋଷ୍ଟର

ମୁମ୍ବାଇ: ଖୁବ୍‌ଶୀଘ୍ର ବଲିଉଡ୍‌ ଅଭିନେତା ସଲମାନ ଖାନ୍‌ ନିଜର ପରବର୍ତ୍ତୀ ବ୍ଲକ୍‌ବଷ୍ଟର ପ୍ରୋଜେକ୍ଟ ‘ସିକନ୍ଦର’ ସହ ନିଜ ପ୍ରଶଂସକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇବାକୁ ଯାଉଛନ୍ତି। ଏ. ମୁରୁଗଦାସଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ସଲମାନଙ୍କ ‘ସିକନ୍ଦର’ ଅବତାରକୁ ଦର୍ଶକମାନେ ଉତ୍ସାହର ସହ ଅପେକ୍ଷାକରି…

ଛାଡ଼ପତ୍ର ନିଷ୍ପତ୍ତି ବଦଳାଇବେ ରେହମାନ-ସାଇରା, ପୁଣି ହେବେ ଏକାଠି!

ବମ୍ବେ: ପୁଣି ଚର୍ଚ୍ଚାରେ ଓସ୍କାର ବିଜେତା ସଙ୍ଗୀତକାର ଏ ଆର୍‌ ରେହମାନଙ୍କ ବ୍ୟକ୍ତିଗତ ଜୀବନ। କିଛିଦିନ ତଳେ ପତ୍ନୀ ସାଇରା ବାନୁଙ୍କ ସହ ୨୯ ବର୍ଷର ସମ୍ପର୍କରେ ପୂର୍ଣ୍ଣଚ୍ଛେଦ ପଡ଼ିବା ଖବର ଆସିଥିଲା। ଏହାକୁ ନେଇ ଆଲୋଚନା ଥମି ନ ଥିବା…

ସମାନ୍ଥାଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼

ହାଇଦ୍ରାବାଦ: ସାଉଥ୍‌ ଚୁଲବୁଲି ସମାନ୍ଥା ରୁଥ ପ୍ରଭୁଙ୍କ ଉପରେ ଭାଙ୍ଗିଛି ଦୁଃଖର ପାହାଡ଼। ତାଙ୍କ ବାପା ଜୋସେଫ ପ୍ରଭୁଙ୍କ ନିଧନ ହୋଇଛି। ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଅଭିନେତ୍ରୀ ଏନେଇ ସୂଚନା ଦେଇଛନ୍ତି। ସମାନ୍ଥା ବାପାଙ୍କୁ ବହୁତ ଭଲପାଉଥିଲେ। କାରଣ…

ଛାଡ଼ପତ୍ର ଚର୍ଚ୍ଚା ମଧ୍ୟରେ ଐଶ୍ୱର୍ଯ୍ୟା ଫୋନ ୱାଲପେପର ଭାଇରାଲ୍‌: ରଖିଛନ୍ତି ଏହି ଫଟୋ

ମୁମ୍ବାଇ,୨୯।୧୧: ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଅଭିଷେକଙ୍କ ମଧ୍ୟରେ ଛାଡପତ୍ରର ଗୁଜବ କିଛି ସମୟ ଧରି ଚାଲିଆସୁଛି। କୁହାଯାଉଛି ଐଶ୍ୱର୍ଯ୍ୟା ଏବଂ ବଚ୍ଚନ ପରିବାର ମଧ୍ୟରେ ପାରିବାରିକ କଳହ ଚାଲିଛି। ଐଶ୍ୱର୍ଯ୍ୟା ଏବଂ ତାଙ୍କ ଝିଅ ଆରାଧ୍ୟା ଗତ କିଛି…

ପୁଣି ଅଡ଼ୁଆରେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ: ଘରେ ପଶିଲା ଇଡି

ମୁମ୍ବାଇ,୨୯।୧୧: ମୋବାଇଲ ଆପ ମାଧ୍ୟମରେ ଅଶ୍ଳୀଳ ଭିଡ଼ିଓ ପ୍ରଚାର ଏବଂ ପ୍ରସାର ସହ ଜଡିତ ଅର୍ଥ ହେରଫେର ଘଟଣାରେ ଶୁକ୍ରବାର ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ବ୍ୟବସାୟୀ ତଥା ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ଘର ଏବଂ କାର୍ଯ୍ୟାଳୟ ଉପରେ…

ମଲାଇକାଙ୍କ ସହ ବ୍ରେକ୍‌ଅପ୍‌ ପରେ ଏହି ଅଭିନେତ୍ରୀଙ୍କ ପ୍ରେମରେ ଉବୁଟୁବୁ ଅର୍ଜୁନ

ମୁମ୍ବାଇ: ବଲିଉଡ ଅଭିନେତା ଅର୍ଜୁନ କପୁର ଓ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ଏବେ ଅଫିସିଆଲି ସିଙ୍ଗିଲ୍‌ ଅଛନ୍ତି। ଅର୍ଜୁନ କିଛିଦିନ ତଳେ ମଲାଇକାଙ୍କ ଠାରୁ ଅଲଗା ହେବା ଖବର ସୁନିଶ୍ଚିତ କରିଥିବା ବେଳେ ସାମନ୍ଥା ମଧ୍ୟ ନାଗର୍ଜୁନଙ୍କ…

ଓଡ଼ିଶାରେ ଟିକସମୁକ୍ତ ହେଲା ‘ଦି ସାବରମତୀ ରିପୋର୍ଟ’ ଚଳଚ୍ଚିତ୍ର

ଭୁବନେଶ୍ୱର,୨୯ା୧୧(ଅନିଲ ଦାସ):ହିନ୍ଦୀ ଚଳଚ୍ଚିତ୍ର ‘ଦି ସାବରମତୀ ରିପୋର୍ଟ’କୁ ଓଡ଼ିଶା ସରକାର ଟିକସମୁକ୍ତ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏବଂ ରାଜ୍ୟର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ଏହି ସିନେମାକୁ ଓଡ଼ିଶାରେ କରମୁକ୍ତ ଘୋଷଣା କରାଗଲା ବୋଲି ରାଜ୍ୟ…

‘ବଚ୍ଚନ’ ସରନେମ ହଟାଇଲେ ଐଶ୍ୱର୍ଯ୍ୟା, ରାଗିଗଲେ ଭାଉଜ, ଅଭିଷେକ ନେଲେ ବଡ଼ ନିଷ୍ପତ୍ତି

ମୁମ୍ବାଇ: ଛାଡପତ୍ରର ଗୁଜବ ମଧ୍ୟରେ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ସରନେମ ‘ବଚ୍ଚନ’ ହଟାଇବାକୁ ନେଇ ଲୋକମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସୋସିଆଲ ମିଡିଆରେ ଲୋକମାନେ କହିଛନ୍ତି ଯେ ଐଶ୍ୱର୍ଯ୍ୟା ତାଙ୍କ ନାମରୁ ବଚ୍ଚନ ସରନେମ ହଟାଇ ଏକ ବଡ଼ ସୂଚନା ଦେଇଛନ୍ତି। ଏଥି…

କପି କରି ନୟନତାରା ହଟହଟା

ଚେନ୍ନାଇ:ଅଭିନେତ୍ରୀ ନୟନତାରା କପି କରି ହଟହଟା ହୋଇଛନ୍ତି। ଅଭିନେତା ଧନୁଷଙ୍କର ‘ୱଣ୍ଡରବାର ଫିଲ୍ମସ୍‌ ପ୍ରାଇଭେଟ ଲିମିଟେଡ୍‌’ ପକ୍ଷରୁ ବୁଧବାର ତାଙ୍କ ବିରୋଧରେ ମାଡ୍ରାସ ହାଇକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଛି। ତାମିଲ ଚଳଚ୍ଚିତ୍ର ‘ନାନୁମ୍‌ ରୋଡି ଧାନ୍‌’ର କିଛି ଭିଜୁଆଲକୁ ନୟନତାରା…

ଐଶ୍ୱର୍ଯ୍ୟାଙ୍କୁ ଧନ୍ୟବାଦ ଦେଲେ ଅଭିଷେକ: ଜାଣନ୍ତୁ କାହିଁକି

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ଏବଂ ତାଙ୍କ ସ୍ତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ମଧ୍ୟରେ ଛାଡପତ୍ରକୁ ନେଇ ଚର୍ଚ୍ଚା ଜୋର ଧରିଛି। ନିକଟରେ ଏକ ସାକ୍ଷାତକାରରେ ଅଭିଷେକ ଐଶ୍ୱର୍ଯ୍ୟାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଅଭିଷେକ କହିଛନ୍ତି, ଐଶ୍ୱର୍ଯ୍ୟା ମା’ ହେବା ପରେ ନିଜ କ୍ୟାରିୟରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri