ସ୍ବାମୀଙ୍କ ଆତ୍ମହତ୍ୟା ପରେ ଏମିତି କହିଥିଲେ ରେଖା, ହନିମୁନ୍ରେ ସବୁ ଜାଣି ସାରିଥିଲି…
ପ୍ରସିଦ୍ଧ ଅଭିନେତ୍ରୀ ରେଖା ତାଙ୍କ ଫିଲ୍ମ କ୍ୟାରିୟର ସହ ବ୍ୟକ୍ତିଗତ ଜୀବନ ପାଇଁ ସର୍ବଦା ଚର୍ଚ୍ଚାରେ ରହିଥା’ନ୍ତି । ତାଙ୍କ ଫିଲ୍ମ ଜୀବନ ଯେତିକି ସଫଳ ବ୍ୟକ୍ତିଗତ ଜୀବନ ସେତିକି ସମସ୍ୟାରେ ପରିପୂର୍ଣ୍ଣ । ସେ ନିଜ ପରିବାରକୁ ଚଳାଇବା ପାଇଁ…
କାହାକୁ ବେଶି ଭୟ କରନ୍ତି ଅଭିଷେକ; ସ୍ତ୍ରୀ ନା ମା’
ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ୨୦୦୭ରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ବିବାହ କରିଥିଲେ। ସେହି ଦିନଠାରୁ ଏହି ଯୋଡି ପ୍ରଶଂସକଙ୍କ ପ୍ରିୟ ଯୋଡି ଆଖ୍ୟା ପାଇଛନ୍ତି। ଏଥି ସହିତ, କିଛି ଦିନ ପୂର୍ବରୁ ଅଭିଷେକ ତାଙ୍କ ଭଉଣୀ ଶ୍ୱେତା ନନ୍ଦାଙ୍କ ସହ…
ସୁଶାନ୍ତଙ୍କୁ ମନେ ପକାଇଲେ ଅଙ୍କିତା
ଟିଭିରୁ ବଲିଉଡରେ ପ୍ରବେଶ କରିଥିବା ଜଣାଶୁଣା ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ କିଛି ଦିନ ପୂର୍ବରୁ ସୋସିଆଲ ମିଡିଆରୁ ବିରତି ନେଇଥିଲେ। କିନ୍ତୁ ତାଙ୍କ ପୂର୍ବତନ ପ୍ରେମିକ ସୁଶାନ୍ତ ସିଂ ରାଜପୁତଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀ ପୂର୍ବରୁ ସେ ଇନଷ୍ଟାଗ୍ରାମରେ ପ୍ରତ୍ୟାବର୍ତ୍ତନ କରିଛନ୍ତି।…
ବେବି ବମ୍ପ୍ରେ ନଜର ଆସିଲେ ନୁସରତ
ମୁମ୍ବାଇ: ଟିଏମ୍ସି ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁସରତ ଜାହାଁ ଗର୍ଭବତୀ ଥିବା ଚର୍ଚ୍ଚା ହେଉଛି। ଖାଲି ଏତିକି ନୁହେଁ ନୁସରତଙ୍କ ସ୍ବାମୀ ନିଖିଲ ଜୈନ କହିଛନ୍ତି ମୁଁ ତାଙ୍କଠାରୁ ୬ ମାସ ଧରି ଅଲଗା ରହୁଛି। ସେ ପିଲା ମୋର…
ସାଢ଼େ ଚାରି ବର୍ଷ ସମ୍ପର୍କରେ ରହିବା ପରେ ଶାହିଦଙ୍କଠାରୁ ଅଲଗା ହୋଇଥିଲେ କରିନା, ବ୍ରେକ୍ଅପ୍ ନେଇ…
ବମ୍ବେ: ଏକ ସମୟରେ ଅଭିନେତ୍ରୀ କରିନା କପୁର ଏବଂ ଅଭିନେତା ଶାହିଦ କପୁରଙ୍କ ଯୋଡ଼ିକୁ ଆଦର୍ଶ କୁହାଯାଉଥିଲା। ହେଲେ ଯେତେବେଳେ ସେମାନେ ଅଲଗା ହୋଇଥିଲେ ସବୁକିଛି ବଦଳିଯାଇଥିଲା। ପ୍ରଶଂସକ ଏହାକୁ ସହଜରେ ଗ୍ରହଣ କରିପାରି ନ ଥିଲେ। ଏକ ଟେଲିଭିଜନ ଚାଟ୍…
ଐଶ୍ଙ୍କ ଉପରେ ହାତ ଉଠାଇ ଦେଉଥିଲେ ସଲମାନ୍, ସହକଳାକାରଙ୍କ ସହ ସମ୍ପର୍କ ଥିବା ନେଇ କରୁଥିଲେ ସନ୍ଦେହ
ବମ୍ବେ: ବଲିଉଡ୍ର ଚର୍ଚ୍ଚିତ ପ୍ରେମ କାହାଣୀ ଭିତରୁ ସଲମାନ ଖାନ-ଐଶ୍ୱର୍ଯ୍ୟା ରାୟଙ୍କ ସମ୍ପର୍କ ଅନ୍ୟତମ। ଏକ ସମୟରେ ସେମାନଙ୍କ ବ୍ରେକ୍ଅପ୍ ପ୍ରଶଂସକଙ୍କୁ ଶକ୍ତ ଧକ୍କା ଦେଇଥିଲା। ପରଦାରେ ହିଟ୍ ଥିବା ଏହି ଯୋଡି କାହିଁକି ଅଲଗା ହେଲେ ତାହା ଜାଣିବାକୁ ସମସ୍ତେ…
ଅକ୍ଷୟ କୁମାର ମୋ’ ଅତୀତର ଏକ ଭୁଲି ଯାଇଥିବା ଅଧ୍ୟାୟ: ଶିଳ୍ପା
ବମ୍ବେ: ପ୍ରେମ ଯେତିକି ସୁନ୍ଦର, ପ୍ରତାରଣା ସେତିକି ଯନ୍ତ୍ରଣାଦାୟକ। ସାଥୀଙ୍କଠାରୁ ଅଲଗା ହେବା ଅନେକଙ୍କ ପାଇଁ ସହଜ ହୋଇ ନ ଥାଏ। ବେଳେବେଳେ ଏହା ଘୃଣାରେ ପରିବର୍ତ୍ତିତ ହୋଇଯାଇଥାଏ। ବଲିଉଡ୍ରେ ଅନେକ କଳାକାର ଏଭଳି ଅଛନ୍ତି ଯେଉଁମାନେ ଏଭଳି ସମୟ ଦେଇ…
କରୋନାରୁ ସୁସ୍ଥ ହୋଇ ଓ୍ବାର୍କଆଉଟ୍ରେ ମନ ଦେଲେ କ୍ୟାଟ୍ରିନା
ମୁମ୍ବାଇ: କରୋନାରେ ଆକ୍ରାନ୍ତ ହୋଇଥିଲେ ବଲିଉଡ୍ ସୁନ୍ଦରୀ କ୍ୟାଟ୍ରିନା କୈଫ୍। ତେବେ ସେ ଏପ୍ରିଲରୁ ସୁସ୍ଥ ହୋଇସାରିଲେଣି। ଏବେ ଅଭିନେତ୍ରୀ ନିଜର ଫିଟ୍ନେସ୍କୁ ଫେରିଛନ୍ତି। କ୍ୟାଟ୍ ଏବେ ତାଙ୍କର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏଥିରେ ସେ କ୍ୟାପଶନ…
ପ୍ରଥମ ଦେଖାରେ ପତ୍ରଲେଖାଙ୍କୁ ହୃଦୟ ଦେଇ ବସିଥିଲେ ରାଜକୁମାର, ଏବେ…
ବମ୍ବେ: ପ୍ରଥମ ଦେଖାରେ ପ୍ରେମ। ଏଭଳି କିଛି ଘଟିଛି ବଲିଉଡ୍ ଅଭିନେତା ରାଜକୁମାର ରାଓଙ୍କ କ୍ଷେତ୍ରରେ। ଏକ ବିଜ୍ଞାପନ ଶୁଟିଂ ସମୟରେ ଅନ୍ବିତା ପଲ୍ ଓରଫ ପତ୍ରଲେଖାଙ୍କୁ ଭେଟିଥିଲେ ସେ। ପ୍ରଥର ଦେଖାରେ ହିଁ ରାଜକୁମାର ତାଙ୍କ ପ୍ରେମରେ ପଡ଼ିଯାଇଥିଲେ। କେବଳ…
ଚୁମ୍ବନକୁ ନେଇ ଚର୍ଚ୍ଚାରେ ଥିବା ଏହି ଅଭିନେତ୍ରୀ ସର୍ବଦା କୁହନ୍ତି ମୁଁ ଅବିବାହିତା
ବଲିଉଡ୍ ଅଭିନେତା ଅଭିନେତ୍ରୀ ସେମାନଙ୍କ ଅଭିନୟ ପାଇଁ ଯେତିକି ନୁହେଁ ତାଠୁ ଅଧିକ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥାନ୍ତି। ସେମାନଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ଜାଣିବାକୁ ପ୍ରାୟ ସମସ୍ତଙ୍କ ଇଚ୍ଛା ଥାଏ। ଅବଶ୍ୟ, ବେଳେବେଳେ ଏପରି କିଛି ଜିନିଷ ଥାଏ,…
ବୋଲ୍ଡ ଫଟୋ ଶେୟାର କରି ଚର୍ଚ୍ଚାରେ ଏହି ଅଭିନେତ୍ରୀ
ମୁମ୍ବାଇ: ପ୍ରସିଦ୍ଧ ଟେଲି ଅଭିନେତ୍ରୀ ତଥା ‘ଉତ୍ରନ’ ଫେମ୍ ଟିନା ଦତ୍ତ ତାଙ୍କ ବୋଲ୍ଡ ଫଟୋ ଏବଂ ଭିଡିଓ ଯୋଗୁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଟିନା ପ୍ରତିଦିନ ପ୍ରଶଂସକଙ୍କ ସହ ଯୋଡ଼ି ହୋଇ ରହିବାକୁ ସେକ୍ସି ଏବଂ ହଟ୍ ଫଟୋ ଶେୟାର…
ସୁଶାନ୍ତ ସିଂ ରାଜପୁତଙ୍କୁ ପ୍ରଥମେ ଏମିତି ମିଳିଥିଲା ଅଭିନୟର ସୁଯୋଗ
ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ ୧୪ ଜୁନ୍ ୨୦୨୦ରେ ନିଜ ବାନ୍ଦ୍ରା ଫ୍ଲାଟରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ। ଯାହା ପରେ ସୁଶାନ୍ତ ହେଡ୍ଲାଇନ ଖବର ପାଲଟି ଯାଇଥିଲେ। ବଲିଉଡ୍ର ଅନେକ ଫିଲ୍ମରେ ଅଭିନୟ କରିଥିବା ଏହି ଅଭିନେତା…

