ମା’ଙ୍କ ୩୩ ବର୍ଷ ପୁରୁଣା ଶାଢ଼ିକୁ ପିନ୍ଧି ବିବାହ ମଣ୍ଡପରେ ବସିଥିଲେ ଏହି ଅଭିନେତ୍ରୀ; କିଛି ଏଭଳି ଥିଲା…
ବମ୍ବେ: ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଅଭିନେତ୍ରୀ ୟାମି ଗୌତମ। ହିମାଚଳ ପ୍ରଦେଶରେ ଆୟୋଜିତ ଉତ୍ସବରେ ପରିବାରଲୋକଙ୍କ ଗହଣରେ ଆଦିତ୍ୟ ଧରଙ୍କ ହାତ ଧରିଥିଲେ ସେ। ଉଭୟ ଅନେକ ସମୟ ଧରି ନିଜର ସମ୍ପର୍କକୁ ଲୋକଲୋଚନକୁ ଆଣି ନ ଥିବାରୁ…
ପାକିସ୍ତାନୀ ଗାୟକ ଫର୍ହାଦ୍ଙ୍କ ପରଲୋକ
ଇସ୍ଲାମାବାଦ: ପାକିସ୍ତାନୀ ଗାୟକ ଫର୍ହାଦ୍ ହୁମାୟନ୍ଙ୍କ ପରଲୋକ ହୋଇଛି। ତାଙ୍କୁ ୪୨ ବର୍ଷ ହୋଇଥିଲା। ଗାୟକ ଅତିଫ୍ ଅସ୍ଲାମ, ଅଭିନେତା ଅଲି ଜାଫର୍, ଅର୍ଜୁନ ମାଥୁରଙ୍କ ସମେତ ଅନେକ ଭାରତୀୟ ଓ ପାକିସ୍ତାନୀ କଳାକାର ତାଙ୍କ ଅକାଳ ବିୟୋଗରେ ଶୋକ ବ୍ୟକ୍ତ…
ରିୟାଙ୍କ ନିକଟକୁ ଆସୁଛି ଅଫର ପରେ ଅଫର, ବଡ଼ ପ୍ରୋଜେକ୍ଟରେ ଆସିବେ ନଜର
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଏକ ବଡ଼ ପ୍ରୋଜେକ୍ଟରେ ନଜର ଆସିବେ। ଏହି ପ୍ରୋଜେକ୍ଟ ବିଷୟରେ ରିୟା ଏବେ ଚିନ୍ତା କରୁଛନ୍ତି। ରିୟା ଶେଷଥର ପାଇଁ ଫିଲ୍ମ ‘ଜଲେବୀ’ରେ ନଜର ଆସିଥିଲେ। ଯାହା ଏକ ରୋମାଣ୍ଟିକ୍ ଡ୍ରାମା ଫିଲ୍ମ ଥିଲା।…
ଭଉଣୀଙ୍କୁ ଇର୍ଷା କରୁଛନ୍ତି ପ୍ରିୟଙ୍କା ଚୋପ୍ରା
ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ଆଜିକାଲି ତୁର୍କୀରେ ଛୁଟି କାଟୁଛନ୍ତି। ସେ ଇନଷ୍ଟାଗ୍ରାମରେ ଏହାର ଫଟୋ ମଧ୍ୟ ଶେୟାର କରୁଛନ୍ତି। ଯାହା ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଥି ସହ ତାଙ୍କ ବଡ଼ ଭଉଣୀ ପ୍ରିୟଙ୍କା ଚୋପ୍ରା ମଧ୍ୟ ତାଙ୍କ ପୋଷ୍ଟ…
ଆଖିବୁଜିଲେ ପ୍ରସିଦ୍ଧ ଫିଲ୍ମ ନିର୍ମାତା
କିମ୍ବଦନ୍ତୀ ବଙ୍ଗଳା ଫିଲ୍ମ ନିର୍ମାତା ବୁଦ୍ଧଦେବ ଦାସଗୁପ୍ତାଙ୍କ ଆଜି ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିଲା। ସେ ଦକ୍ଷିଣ କୋଲକାତାରେ ଥିବା ତାଙ୍କ ବାସଭବନରେ ରହି…
ସ୍ବାମୀଙ୍କ ସହ ସମସ୍ତ ଫଟୋ ସୋସିଆଲ୍ ମିଡିଆରୁ ହଟାଇଲେ ଏହି ଅଭିନେତ୍ରୀ
ତୃଣମୂଳ କଂଗ୍ରେସ ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍ରତ୍ ଜାହାଁଙ୍କ ବିବାହ ବିଚ୍ଛେଦ ହେବାକୁ ଯାଉଛି। ଏବେ ଚର୍ଚ୍ଚା ହେଉଛି ନୁଶ୍ରତ୍ କୁଆଡେ ୬ ମାସର ଗର୍ଭବତୀ ଅଛନ୍ତି। କିନ୍ତୁ ତାଙ୍କ ସ୍ବାମୀ ନିଖିଲ ଜୈନଙ୍କୁ ଏହି ଗର୍ଭଧାରଣ ବିଷୟରେ କୌଣସି…
ଏହି ଅଭିନେତ୍ରୀଙ୍କ ସହ ଚାଲିଛି ସଲମାନଙ୍କ ଲୁଚାଛପା ପ୍ରେମ
ମୁମ୍ବାଇ: ସୁନ୍ଦରୀ ନାୟିକା କ୍ୟାଟ୍ରିନା କୈଫଙ୍କ ସହ ବ୍ରେକଅପ୍ ପରେ ଦବଙ୍ଗ ଖାନ ସଲମାନଙ୍କ ନାମ ଆଉ ଜଣେ ମଡେଲଙ୍କ ସହ ଯୋଡ଼ା ଯାଇଛି। ସେ ଆଉ କେହି ନୁହନ୍ତି, ସେ ହେଉଛନ୍ତି ରୋମାନିଆର ବିଉଟି କୁଇନ୍ ୟୁଲିଆ ବନ୍ତୁର। ମାତ୍ର…
ପାଣି ଟିକକ ପାଇଁ ହାତୀ କରୁଛି ଏମିତି
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ବଡ଼ ଘରେ ଜନ୍ମ ହୋଇ ସୁଦ୍ଧା ହୋଟେଲରେ ଓ୍ବେଟର ଭାବେ କାମ କରିଥିଲେ ଏହି ଅଭିନେତ୍ରୀ , ଜାଣନ୍ତୁ କାହିଁକି
ବଡ ପରିବାରରେ ଜନ୍ମ ହେବା ପରେ ମଧ୍ୟ ଏପରି ଅନେକ କଳାକାର ଅଛନ୍ତି ଯେଉଁମାନେ ଫିଲ୍ମରେ ପ୍ରବେଶ କରିବା ପୂର୍ବରୁ କାମ କରିଥିଲେ। ସେହି ଅଭିନେତ୍ରୀ ମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ‘ନୀରଜା’ ଅଭିନେତ୍ରୀ ସୋନମ କପୁର। ସୋନମ ବଲିଉଡର କପୁର…
ସ୍ବାମୀଙ୍କ ନାଁରେ ଅଭିଯୋଗ ଆଣିଲେ ନୁଶ୍ରତ୍: ବ୍ୟାଙ୍କ୍ରୁ ନେଇଯାଇଛନ୍ତି ମୋ ଟଙ୍କା, ପୈତୃକ ଅଳଙ୍କାର
ତୃଣମୂଳ କଂଗ୍ରେସ ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍ରତ୍ ଜାହାଁ ଏବେ ଚର୍ଚ୍ଚାରେ ଅଛନ୍ତି। ଏବେ ଚର୍ଚ୍ଚା ହେଉଛି ନୁଶ୍ରତ୍ କୁଆଡେ ୬ ମାସର ଗର୍ଭବତୀ ଅଛନ୍ତି। କିନ୍ତୁ ତାଙ୍କ ସ୍ବାମୀ ନିଖିଲ ଜୈନଙ୍କୁ ଏହି ଗର୍ଭଧାରଣ ବିଷୟରେ କୌଣସି ସୂଚନା…
ଭିକି-କ୍ୟାଟ୍ରିନାଙ୍କ ପ୍ରେମ ସମ୍ପର୍କକୁ ସତ ବୋଲି କହିଲେ ଏହି ଅଭିନେତା
ମୁମ୍ବାଇ: ଭିକି କୌଶଲ ଏବଂ କ୍ୟାଟ୍ରିନା କୈଫ୍ଙ୍କ ପ୍ରେମସମ୍ପର୍କକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ହେଉଛି। ତେବେ ଉଭୟ ଏହି ସମ୍ପର୍କ ବିଷୟରେ ଏପର୍ଯ୍ୟନ୍ତ ବିଧିବଦ୍ଧ ଭାବେ କୌଣସି ଘୋଷଣା କରିନାହାନ୍ତି। କିନ୍ତୁ ବର୍ତ୍ତମାନ ଅନିଲ କପୁରଙ୍କ ପୁଅ ତଥା ଅଭିନେତା…
ରାମଦେବଙ୍କୁ କରୋନା ସହିତ ତୁଳନା କଲେ ରାକ୍ଷୀ ସାଓ୍ବନ୍ତ…
ମୁମ୍ବାଇ,୯।୬: ସବୁବେଳେ ନିଜ ମନ୍ତବ୍ୟ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ବଲିଉଡ୍ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ଏକ ଭିଡ଼ିଓ ଏବେ ଇନଷ୍ଟାଗ୍ରାମ୍ରେ ଭାଇରାଲ ହେବାରେ ଲାଗିଛି। ଇଣ୍ଡିଆନ୍ ଆଇଡଲ୍-୧୨ର ଶୁଟିଂ ସାରି ମୁମ୍ବାଇ ଫେରି ପୁଣି…

