ମନୋରଞ୍ଜନ

ରାତାରାତି ମିଳିଥିଲା ଷ୍ଟାର୍‌ ଡମ୍‌…

ମୁମ୍ବାଇ,୮।୬: ବଲିଉଡ୍‌ ଅଭିନେତ୍ରୀ ଡିମ୍ପଲ କପାଡ଼ିଆ ମଙ୍ଗଳବାର ୬୪ ବର୍ଷ ପୂରଣ ହୋଇଛି। ୧୯୫୭ ଜୁନ ୮ରେ ସେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କୁ ୧୬ ବର୍ଷ ବୟସ ହୋଇଥିବାବେଳେ ରାଜକପୁର ଡିମ୍ପଲଙ୍କୁ ଫିଲ୍ମ ବବି ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ…

ୟାମିଙ୍କୁ ରାଧେ ମା’ ଡାକିଲେ ଏହି ଅଭିନେତା: କଙ୍ଗନା କହିଲେ, ଆଣ ମୋ ଚପଲ

ବଲିଉଡ୍‌ ଅଭିନେତ୍ରୀ ୟାମି ଗୌତମ ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛନ୍ତି। ସୋସିଆଲ୍‌ ମିଡିଆରେ ୟାମୀଙ୍କ ବିବାହ ଫଟୋ ଭାଇରାଲ ହେଉଛି। ଫଟୋ ପାରମ୍ପରିକ ଲାଲ୍‌…

ଏକତା କପୁର କଳା ପୋଷାକ ପିନ୍ଧିବା ପଛରେ ରହିଛି ଏପରି ରାଜ୍‌

ଟିଭି କ୍ୱିନ୍‌ କୁହାଯାଉଥିବା ଏକତା କପୁର ପ୍ରାୟତଃ ସବୁ ବେଳେ କଳା ପୋଷାକ ପିନ୍ଧି ଥିବା ନଜର ଆସିଥାନ୍ତି। ତେବେ ଅନେକ ତାଙ୍କ କଳା ପୋଷାକ ଦେଖି ଏହା ତାଙ୍କର ପ୍ରିୟ ବୋଲି ଭାବୁଥିବେ ମାତ୍ର ଏହା ପଛରେ ଏକ ବଡ଼…

ହସ୍ପିଟାଲରେ ଭର୍ତ୍ତି ହେଲେ ଏହି ଅଭିନେତାଙ୍କ ଭଉଣୀ

ମୁମ୍ବାଇ: ଫିଲ୍ମ ନିର୍ମାତା ବୋନି କପୁରଙ୍କ ଝିଅ ତଥା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଳା କପୁର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। କାରଣ ତାଙ୍କର ବ୍ଲଡ୍‌ପ୍ରେସର ଏବଂ ସୁଗାର ଲେବୁଲରେ ସମସ୍ୟା ଦେଖାଦେଇଥିଲା। ଅଂଶୁଳାଙ୍କୁ ଦେଖିବା ପାଇଁ ତାଙ୍କ ପିତା ବୋନି…

ଆଖିବୁଜିଲେ ଏହି ଅଭିିନେତ୍ରୀ

ଅଭିନେତ୍ରୀ ତାର୍‌ଲା ଜୋଷୀଙ୍କ ପରଲୋକ ଘଟିଛି। ‘ସାରାଭାଇ ଭର୍ସେସ ସାରାଭାଇ’, ଏକ ହଜାରୋଁ ମେଁ ମେରୀ ବେହନା ହୈ ଭଳି ଅନେକ ସିରିଏଲରେ କାମ କରିଥିବା ତାରଲା ଯୋଶୀଙ୍କର ମୃତ୍ୟୁ ବିଷୟରେ ଅଭିନେତ୍ରୀ ନିଆ ଶର୍ମା ସୋସିଆଲ ମିଡିଆ ଜରିଆରେ ତାଙ୍କ…

କେବଳ ବାପାଙ୍କ ଏହି ସର୍ତ୍ତ ପାଇଁ ଆଜି ବି କୁଆଁରୀ ଅଛନ୍ତି ଏକତା କପୁର, ହେଲେ ପୁଅକୁ ନେଇ ଭାରି ଖୁସି

ଟିଭିର କ୍ୱିନ୍‌ କୁହାଯାଉଥିବା ଏକତା କପୁରଙ୍କ ଆଜି ଜନ୍ମ ଦିନ। ସେ ତାଙ୍କର ୪୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଅଭିନେତା ଜିତେନ୍ଦ୍ର ଏବଂ ଶୋଭା କପୁରଙ୍କ ଝିଅ ଏକତା ଛୋଟ ପରଦାରୁ ଆରମ୍ଭ କରି ବଲିଉଡ ପର୍ଯ୍ୟନ୍ତ ସେ ଅନେକ…

ଏହି ଅଭିନେତ୍ରୀଙ୍କ ସୌନ୍ଦର୍ଯ୍ୟରେ ପାଗଳ ଥିଲେ ଏମ୍‌ଏଫ୍‌ ହୁସେନ୍‌

ବଲିଉଡ୍‌ ଅଭିନେତ୍ରୀ ଅମୃତା ରାଓ ଆଜି ନିଜର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି। ଅମୃତା ଇଶ୍କ-ଭିସ୍କ, ମେଁ ହୁଁ ନା, ବିବାହ, ମସ୍ତି ଏବଂ ଜଲି ଏଲ୍‌ଏଲ୍‌ବି ଭଳି ଚଳଚ୍ଚିତ୍ରରେ ଦମ୍‌ଦାର୍‌ ଅଭିନୟ ପାଇଁ ବେଶ ଜଣାଶୁଣା। ହିନ୍ଦୀ ଚଳଚ୍ଚିତ୍ର ପରେ…

ହାତକୁ ଦି’ ହାତ ହେଲେ ଏହି ଅଭିନେତ୍ରୀ

ନିକଟରେ ବଲିଉଡ ଅଭିନେତ୍ରୀ ୟାମି ଗୌତମ ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛନ୍ତି। ଏବେ ଅଭିନେତ୍ରୀ ଏଭଲିନ ଶର୍ମା ମଧ୍ୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଏଭଲିନ ନିକଟରେ ଅଷ୍ଟ୍ରେଲିୟ ପ୍ରେମିକ ତୁଷାନ…

ମା’ ହେବାକୁ ଯାଉଛନ୍ତି ନୁଶ୍‌ରତ୍‌! ସ୍ବାମୀ କହିଲେ ଜାଣିନି, ୬ ମାସ ହେବ ମୁଁ ଅଲଗା ରହୁଛି

ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍‌ରତ୍‌ ଜାହାଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ଚଳଚ୍ଚିତ୍ରରେ ସଫଳ କ୍ୟାରିୟର, ନିର୍ବାଚନରେ ଜିତିବା ଏବଂ ନିଖିଲ ଜୈନଙ୍କୁ ଅନ୍ୟ ଧର୍ମରେ ବିବାହ କରିବା ପାଇଁ ଚର୍ଚ୍ଚାରେ ଥିଲେ ନୁଶ୍‌ରତ୍‌। ଏବେ ସେ ଏକ…

ଦୀପିକା-ଯୁବରାଜଙ୍କ ମଧ୍ୟରେ କାହିଁକି ହୋଇଥିଲା ବ୍ରେକ୍‌ଅପ୍‌

କ୍ରିକେଟ ଏବଂ ବଲିଉଡ ମଧ୍ୟରେ ସର୍ବଦା ସମ୍ପର୍କ ରହିଆସିଛି। ଅଭିନେତ୍ରୀ ଏବଂ କ୍ରିକେଟ୍‌ରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସବୁବେଳେ ଲାଗି ରହିଥାଏ। ଅନେକ କଳାକାର କ୍ରିକେଟର୍‌ଙ୍କୁ ବିବାହ କରିଛନ୍ତି। ଏପରି ଅନେକ କଳାକାର ଅଛନ୍ତି ଯିଏ କି କ୍ରିକେଟ୍‌ରଙ୍କ ସହ ସମ୍ପର୍କରେ…

ପ୍ରଧାନମନ୍ତ୍ରୀ ହେବେ କି; ଉତ୍ତରରେ ସୋନୁ ସୁଦ୍‌ କହିଲେ..

କରୋନାର ଦ୍ୱିତୀୟ ଲହର ଦେଶରେ ଆତଙ୍କ ଖେଳାଇ ଦେଇଛି। ଏଭଳି ପରିସ୍ଥିତିରେ ବଲିଉଡ୍‌ ଅଭିନେତା ସୋନୁ ସୁଦ ଲୋକଙ୍କୁ ସମସ୍ତ ଉପାୟରେ ସାହାଯ୍ୟ କରୁଛନ୍ତି। ଅନେକ ଥର ସୋସିଆଲ ମିଡିଆରେ ପ୍ରଶଂସକମାନେ ତାଙ୍କୁ ରାଜନୀତିରେ ଯୋଗଦେବା ବିଷୟରେ ପ୍ରଶ୍ନ କରିଛନ୍ତି। ଏହାର…

ଜନ୍ମଦିନରେ ସ୍ବାମୀଙ୍କଠାରୁ ଏମିତି ଖାସ୍‌ ପ୍ରତିଶ୍ରୁତି ପାଇଲେ ନେହା କକ୍କର

ବଲିଉଡ୍‌ ଗାୟିକା ନେହା କକ୍କର ଆଜି ନିଜର ୩୩ତମ ଜନ୍ମଦିନ ପାଳନ କରୁଛନ୍ତି। ବିବାହ ପରେ ଏହା ତାଙ୍କର ପ୍ରଥମ ଜନ୍ମଦିନ। ସ୍ବାମୀ ରୋହନପ୍ରୀତ ସିଂଙ୍କ ସହ ଏହି ଜନ୍ମଦିନକୁ ଅତି ସ୍ବତନ୍ତ୍ର ଭାବରେ ସେ ପାଳନ କରିଛନ୍ତି। ରୋନପ୍ରୀତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?