ବିଶ୍ୱାସ କରିପାରୁନାହାନ୍ତି ରଣବୀର
ଗତ କିଛି ବର୍ଷ ମଧ୍ୟରେ ରଣବୀର ସିଂ ନିଜକୁ ଜଣେ ଲୋକପ୍ରିୟ ଅଭିନେତା ଭାବରେ ପ୍ରତିପାଦିତ କରିସାରିଛନ୍ତି। ଯେ କୌଣସି ଭୂମିକା ହେଉ ତାହାକୁ ବେଶ୍ ସୁଚାରୂ ରୂପେ ତୁଲାଉଛନ୍ତି। ନିକଟରେ ଏପରି ଏକ ଘଟଣା ଘଟିଛି, ଯାହାକୁ ସେ ସହଜରେ…
ଚିତ୍ର ଆଙ୍କିବାରେ ମନ
କରୋନା ଦ୍ୱିତୀୟ ଲହର ପାଇଁ ଏବେ ତ ଶୁଟିଂ ବନ୍ଦ ଅଛି। ବସିବା ଅପେକ୍ଷା କାଶିବା ଭଲ। ତେଣୁ ଘରେ ବସି ରହିବା ଅପେକ୍ଷା ଜାହ୍ନବୀ କପୁର ଏବେ ଗୋଟିଏ କାମରେ ମନୋନିବେଶ କରିଛନ୍ତି। ତାହା କ’ଣ ଜାଣନ୍ତି ? ଚିତ୍ର…
ବୋଲ୍ଡ ଶଟ୍ ପାଇଁ..
କିଆରା ଆଡଓ୍ବାନୀଙ୍କୁ ନେଇ ଏବେ ଚର୍ଚ୍ଚା। କାରଣ କ’ଣ ଜାଣନ୍ତି ? ନିକଟରେ ଏକ ସିନେମାରେ ଅଭିନୟ କରିବାକୁ ତାଙ୍କୁ ଅଫର ମିଳିଥିଲା। କିନ୍ତୁ ଏଥିରେ ଗୋଟିଏ କଥାକୁ ନେଇ ସେ ଆଗପଛ ହେଉଥିଲେ। ହେଲେ କିଛି ଦିନ ପରେ ସେ…
ପ୍ରଥମେ ନା, ପରେ ହଁ
କଥାରେ ଅଛି, ‘ଆରେ ଢାମଣା, ବୁଲି ବୁଲି ପୁଣି ସେଇ ଅଗଣା।’ ଦେଖୁନାହାନ୍ତି, ଫିଲ୍ମଟିର କାହାଣୀ ବିଷୟରେ ଶୁଣିବା ପରେ ସେ ଏଥିରେ ଅଭିନୟ କରିବେ କି ନାହିଁ ସେ ନେଇ ଦୋଛକିରେ ପଡିଥିଲେ। କିନ୍ତୁ ସେପଟେ ପ୍ରଯୋଜକ ମାଇଣ୍ଡ ମେକଅପ…
ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…
ମୁମ୍ବାଇ,୬।୬: ବଲିଉଡ୍ ଅଭିନେତା ଦିଲ୍ଲୀପ୍ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ରବିବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତର ଜଲିଲ୍ ପାରକର ତାଙ୍କର…
‘ଦ ଫାମିଲି ମ୍ୟାନ୍-୨’ର ଏହି ଅଭିନେତା କିଏ କାଣନ୍ତି: ଅଭିନୟ ପାଇଁ ଛାଡ଼ିଥିଲେ ଚାକିରି, ବିକିଥିଲେ ସ୍ତ୍ରୀଙ୍କ ଗହଣା
ବମ୍ବେ: ଆମାଜନ୍ ପ୍ରାଇମ୍ରେ ରିଲିଜ ହୋଇଛି ଲୋକପ୍ରିୟ ଓ୍ବେବ୍ ସିରିଜ୍ ‘ଦ ଫାମିଲି ମ୍ୟାନ୍’ର ଦ୍ୱିତୀୟ ସିଜିନ। ଏହି ସିଜିନ୍ରେ ପୁରୁଣା ଅଭିନେତାଙ୍କ ସହ ଅନେକ ନୂଆଁ ମୁହଁ ଦେଖିବାକୁ ମିଳୁଛି। ସେଭଳି ଏକ ଚରିତ୍ର ହେଲା ଜେ.କେ.ତଲପଡେ। ଶାରିବ ହାସମୀ…
କଥା ରଖିଲେ ସଲମାନ, ୨୫୦୦୦ ସିନେ କଳାକାରଙ୍କ ଆକାଉଣ୍ଟକୁ ପଠାଇଲେ ଟଙ୍କା
ମୁମ୍ବାଇ: ବଲିଉଡ୍ ଦବଙ୍ଗ ଖାନ୍ ସଲମାନ ସିନେ କଳାକାରଙ୍କୁ ଦେଇଥିବା କଥା ରଖିଛନ୍ତି। ସଲମାନ ୨୫୦୦୦ ସିନେ କଳାକାରଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୫୦୦ ଟଙ୍କା ଲେଖାଏ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ତେବେ ଏହି ଟଙ୍କା କଳାକାରଙ୍କ ଆକାଉଣ୍ଟକୁ ଆସିବା ଆରମ୍ଭ…
କିଛି ଏଭଳି ୟାମି-ଆଦିତ୍ୟଙ୍କ ଲଭ୍ଷ୍ଟୋରୀ: କେହି ବି ଟେର୍ ପାଇଲେନି; ଶୁଟିଂ ସେଟ୍ରୁ…
ବମ୍ବେ: ଲୁଚିଛପି ବିବାହ କରିଛନ୍ତି ବଲିଉଡ୍ର ସୁନ୍ଦରୀ ଅଭିନେତ୍ରୀ ୟାମି ଗୌତମ। ଆଦିତ୍ୟ ଧରଙ୍କୁ ସେ ବିବାହ କରିଥିବା ନେଇ ଏକ ପୋଷ୍ଟ କରି ପ୍ରଶଂସକଙ୍କୁ ଜଣାଇଥିଲେ। ପୂର୍ବରୁ ଉଭୟଙ୍କ ସମ୍ପର୍କକୁ ନେଇ କେହି ଟେର ପାଇ ନ ଥିବା ବେଳେ…
ନାଗିନ୍ ଫେମ୍ ଏହି ଲୋକପ୍ରିୟ ଅଭିନେତାଙ୍କୁ ବାନ୍ଧିଲା ପୋଲିସ: ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ…
ବମ୍ବେ: ଲୋକପ୍ରିୟ ଟେଲି ଅଭିନେତା କରନ୍ ମେହେରା ସ୍ତ୍ରୀଙ୍କୁ ମାରପିଟ୍ କରି ଗିରଫ ହେବା ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଆଉ ଜଣେ ଅଭିନେତାଙ୍କୁ ବାନ୍ଧିଛି ପୋଲିସ। ହେଲେ ଏଥର ମାମଲା ଅଧିକ ସଙ୍ଗୀନ ରହିଛି। ବଳାତ୍କାର ଅଭିଯୋଗରେ…
ୟାମି ଗୌତମୀଙ୍କ ଲୁଚାଛପା ବିବାହ ଫଟୋ ଭାଇରାଲ…
ମୁମ୍ବାଇ,୫।୬: ବଲିଉଡ୍ ଅଭିନେତ୍ରୀ ୟାମି ଗୌତମୀଙ୍କ ଲୁଚାଛପା ବିବାହ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ଏବେ ଏହାର ଫଟୋ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୟାମି ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କ ସହିତ ବିବାହ କରିଥିବା ଖବର ବିଷୟରେ କାହାକୁ ଜଣାଯାଇ…
ବାପା ହେବାକୁ ଯାଉଛନ୍ତି ଅଭିନେତା ଅପାରଶକ୍ତି, ବିବାହର ୭ ବର୍ଷ ପରେ…
ବମ୍ବେ: ବାପା ହେବାକୁ ଯାଉଛନ୍ତି ବଲିଉଡ୍ ଅଭିନେତା ତଥା ଆୟୁଷ୍ମାନ ଖୁରାନ୍ନାଙ୍କ ଭାଇ ଅପାରଶକ୍ତି। ଖୁବ୍ଶୀଘ୍ର ତାଙ୍କ ଘରକୁ ନୂଆ ଅତିଥି ଆସିବାକୁ ଯାଉଛି। ବିବାହର ସାତ ବର୍ଷ ପରେ ସେ ବାପା ହେବାକୁ ଯାଉଥିବା ନେଇ ସୋସିଆଲ ମିଡିଆରେ ସୂଚନା…
୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…
ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ କ୍ଷେତ୍ର। ବର୍ତ୍ତମାନ ସମୟରେ ଆଗଧାଡ଼ିର ନାୟିକା ଭାବେ ସେ ଅର୍ଜିଛନ୍ତି ସୁନାମ।…

