ଫିଲ୍ମ ଦୁନିଆରେ ଏଣ୍ଟ୍ରି ମାରିଲେ ଧୋନି! ଏହି ଫିଲ୍ମରେ କରିବେ ଅଭିନୟ
ନୂଆଦିଲ୍ଲୀ,୬।୯: ଦୁଇ ତାରକା ଗୋଟିଏ ଫିଲ୍ମରେ ଥିଲେ ଫିଲ୍ମର କ୍ରେଜ ହିଁ ବଢିଯାଏ। ଲୋକେ ତାଙ୍କ ପ୍ରିୟର ସୁପରଷ୍ଟାରଙ୍କୁ ଦେଖିବାକୁ ଭିଡ ଜମାଇଥା’ନ୍ତି। ଦକ୍ଷିଣ ଫିଲ୍ମର ଆଗାମୀ ଚଳଚ୍ଚିତ୍ର GOAT ରେ ମଧ୍ୟ ସମାନ ଘଟଣା ଘଟିଛି। ଏଥିରେ ତେଲଗୁ...
କେତେ ଟଙ୍କା ଟ୍ୟାକ୍ସ ଦିଅନ୍ତି ବଲିଉଡ୍ ସେଲିବ୍ରିଟି: ଜାଣନ୍ତୁ ଲିଷ୍ଟର ସର୍ବାଗ୍ରେ ଅଛନ୍ତି କିଏ
ଚଳଚ୍ଚିତ୍ର ତାରକାମାନେ ପ୍ରତିବର୍ଷ କୋଟି କୋଟି ଟଙ୍କାର ଟ୍ୟାକ୍ସ ଦିଅନ୍ତି। ଅଭିନେତା ଶାହାରୁଖ ଖାନ ୨୦୨୪ରେ ସମସ୍ତ ଭାରତୀୟ ସେଲିବ୍ରିଟିଙ୍କ ମଧ୍ୟରେ ସର୍ବାଧିକ ଟିକସ ଦେଇଛନ୍ତି। ଫର୍ଚୁନ ଇଣ୍ଡିଆ ଅନୁଯାୟୀ, ଶାହାରୁଖ ୯୨ କୋଟି ଡଲାରର ଟ୍ୟାକ୍ସ ଦେଇଛନ୍ତି। କିଙ୍ଗ...
ଲାଇଭ୍ ସାକ୍ଷାତକାରରେ କ୍ୟାଟ୍ରିନାଙ୍କ ଉପରେ ରାଗିଗଲେ ରଣବୀର, କହିଲେ ଚୁପ୍ ରୁହ…
ମୁମ୍ବାଇ: ଏକ ରେଡିଓ ରୁମ୍ ସାକ୍ଷାତକାରରେ ଅଭିନେତା ରଣବୀର କପୁର କ୍ୟାଟ୍ରିନା କାଫେଙ୍କୁ ରାଗିଯାଇ ପାଟି କରୁଥିବାର ନଜର ଆସିଛନ୍ତି। ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି। ରେଡିଟ୍ ଦ୍ୱାରା ଶେୟାର କରାଯାଇଥିବା ଭିଡିଓରେ କ୍ୟାଟ୍ ରଣବୀରଙ୍କ ପାଖରେ ବସିଥିବାର...
ଭାବି ସ୍ତ୍ରୀଙ୍କ ଫଟୋରେ ଏମିତି କମେଣ୍ଟ ଦେଲେ ନାଗା ଚୈତନ୍ୟ
ସାଉଥ୍ ସୁପରଷ୍ଟାର୍ ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲାଙ୍କ ନିର୍ବନ୍ଧ ସରିଛି। ଏବେ ଉଭୟଙ୍କ ବିବାହ ଡେଟ୍କୁ ପ୍ରଶଂସକ ଅପେକ୍ଷା କରିଛନ୍ତି। ଏସବୁ ଭିତରେ ଶୋଭିତାଙ୍କ କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭାଇରାଲ ଫଟୋରେ ଶୋଭିତା ଶାଢି...
‘ଏମର୍ଜେନ୍ସି’କୁ ହାଇକୋର୍ଟ ଝଟକା
ମୁମ୍ବାଇ, ୫।୯:ସେନସରଶିପ୍କୁ ନେଇ ଅଭିନେତ୍ରୀ ତଥା ଏମ୍ପି କଙ୍ଗନା ରାଣାଓ୍ବାତଙ୍କ ‘ଏମର୍ଜେନ୍ସି’ ଫିଲ୍ମକୁ ବୁଧବାର ବମ୍ବେ ହାଇକୋର୍ଟଙ୍କ ନିକଟରୁ ଆଶ୍ୱସ୍ତି ମିଳିନାହିଁ। ଫିଲ୍ମର ସହ ନିର୍ମାତା ‘ଜି ଷ୍ଟୁଡିଓଜ୍’ ପକ୍ଷରୁ କରାଯାଇଥିବା ଏକ ଆବେଦନର ଶୁଣାଣି କରି ଉଚ୍ଚ ନ୍ୟାୟାଳୟ...
‘ଯେତେବେଳେ ମୁଁ ଏହି ଦୁନିଆ ଛାଡି ଚାଲିଯିବି…’, ସମ୍ପତ୍ତି ଭାଗବଣ୍ଟାକୁ ନେଇ ଏମିତି କହିଦେଲେ ବିଗ୍ ବି, ଐଶ୍ୱର୍ଯ୍ୟାଙ୍କୁ ଦେବେ…
ମୁମ୍ବାଇ: ଅମିତାଭ ବଚ୍ଚନ ହେଉଛି ଶତାବ୍ଦୀର ମେଗାଷ୍ଟାର । ବିଗ୍ ବି ୫୦ ବର୍ଷରୁ ଅଧିକ ସମୟ ଧରି ଇଣ୍ଡଷ୍ଟ୍ରିରେ ସକ୍ରିୟ ଥିଲେ। ଏହି ୫୦ ବର୍ଷରେ ସେ ଅନେକ ଉତ୍ଥାନ-ପତନ ଦେଇ ଗତି କରିଥିଲେ। ଏକ ସମୟ ଥିଲା...
କଙ୍ଗନାଙ୍କ ପରବର୍ତ୍ତୀ ଫିଲ୍ମ ‘ଭାରତ ଭାଗ୍ୟ ବିଧାତା’
ମୁମ୍ବାଇ: ଅଭିନେତ୍ରୀ ତଥା ଲୋକ ସଭା ଏମ୍ପି କଙ୍ଗନା ରାଣାଓ୍ବତ ମଙ୍ଗଳବାର ନିଜର ପରବର୍ତ୍ତୀ ପ୍ରୋଜେକ୍ଟ ବିଷୟରେ ଘୋଷଣା କରିଛନ୍ତି। ମନୋଜ ତାପାଡ଼ିଆଙ୍କର ନିର୍ଦ୍ଦେଶନାରେ ଏବଂ ବବିତା ଆଶିଓ୍ବାଲ ଓ ଆଦି ଶର୍ମାଙ୍କ ପ୍ରଯୋଜନାରେ ନିର୍ମିତ ହେବାକୁ ଥିବା ‘ଭାରତ...
‘ତାଙ୍କୁ ବୟକଟ କରିବା ଉଚିତ୍’, ଲଣ୍ଡନରୁ ମୁମ୍ବାଇ ଫେରିବା ମାତ୍ରେ ଅନୁଷ୍କାଙ୍କୁ ଏମିତି କହିଦେଲେ…
ମୁମ୍ବାଇ: ପୁଅ ଅକାୟଙ୍କ ଜନ୍ମର ୭ ମାସ ପରେ ଅଭିନେତ୍ରୀ ଅନୁଷ୍କା ଶର୍ମା ଲଣ୍ଡନରୁ ଭାରତ ଫେରିଛନ୍ତି। ଗତ କିଛି ସପ୍ତାହ ପୂର୍ବରୁ, ସେ ଏକ ପୋଷ୍ଟ ଶେୟାର କରିଥିଲେ, ଯାହା ପରେ ପ୍ରଶଂସକମାନେ ଅନୁମାନ କରୁଥିଲେ ଯେ ଅନୁଷ୍କା...
ଆହତ ଥିବା ସତ୍ତ୍ୱେ ‘ସିକନ୍ଦର’ର ଶୁଟିଂ ଜାରି ରଖିଛନ୍ତି ସଲ୍ମାନ
ମୁମ୍ବାଇ: କୌଣସି ପ୍ରକାରର ବାଧାବିଘ୍ନ ଆସିଲେ ମଧ୍ୟ ବଲିଉଡ୍ ଅଭିନେତା ସଲ୍ମାନ ଖାନ୍ ସର୍ବଦା ନିଜର କାର୍ଯ୍ୟ ପ୍ରତିଶ୍ରୁତିକୁ ପାଳନ କରି ଆସିଛନ୍ତି। ଏହାକୁ ସେ ପୁଣି ପ୍ରମାଣିତ କରି ଦେଖାଇଛନ୍ତି। ପିଞ୍ଜରା ହାଡ଼ରେ ଆଘାତ ଥିବା ସତ୍ତ୍ୱେ ମଧ୍ୟ ସଲ୍ମାନ...
ଛାଡପତ୍ର ଚର୍ଚ୍ଚା ମଧ୍ୟରେ ଶାଶୁଘର ଗଲେ ଐଶ୍ୱର୍ଯ୍ୟା ରାୟ, ସାଙ୍ଗରେ ଥିଲେ…
ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନଙ୍କ ବୈବାହିକ ଜୀବନ ମଧ୍ୟରେ ସବୁକିଛି ଠିକ ନ ଥିବା ଚର୍ଚ୍ଚା ହେଉଛି। ଉଭୟଙ୍କ ଛାଡପତ୍ର ହେବାର ଗୁଜବ ମଧ୍ୟ ସାମ୍ନାକୁ ଆସିଛି। ଏସବୁ ଚର୍ଚ୍ଚା ମଧ୍ୟରେ ଐଶ୍ୱର୍ଯ୍ୟା ତାଙ୍କ ଶାଶୁଘର ଅର୍ଥାତ୍...
ଐଶ୍ୱର୍ଯ୍ୟା-ଅଭିଷେକଙ୍କର ହେବ ଗ୍ରେ-ଡିଭୋର୍ସ! ଜାଣନ୍ତୁ ଗ୍ରେ-ଡିଭୋର୍ସ କ’ଣ…
ମୁମ୍ବାଇ: ଅଭିନେତା ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟ ଆଜିକାଲି ଛାଡପତ୍ର ଖବରକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଦୁହିଁଙ୍କ ମଧ୍ୟରେ କିଛି ଠିକ୍ ଚାଲିନଥିବା କୁହାଯାଇଛି। ହେଲେ ଦୁହିଁଙ୍କ ପକ୍ଷରୁ ଏନେଇ କୌଣସି ସୂଚନା ପ୍ରକାଶ କରାଯାଇନାହିଁ। ନିକଟରେ ଯେତେବେଳେ...
ମନ୍ଦିରରେ ବିବାହ କରିବେ ଆଦିତି
ହାଇଦ୍ରାବାଦ: ଅଭିନେତ୍ରୀ ଆଦିତି ରାଓ ହାଇଦରି ଖୁବ୍ଶୀଘ୍ର ନିଜ ଦୀର୍ଘ ଦିନର ପ୍ରେମିକ ତଥା ଅଭିନେତା ସିଦ୍ଧାର୍ଥଙ୍କୁ ବିବାହ କରିବାକୁ ଯାଉଛନ୍ତି। ଏହି ଯୋଡ଼ି ଚଳିତ ବର୍ଷ ମାର୍ଚ୍ଚରେ ଗୁପ୍ତ ଭାବରେ ନିର୍ବନ୍ଧ କରିଥିଲେ। ପରିବାର ସଦସ୍ୟ ଓ ଘନିଷ୍ଠ ବନ୍ଧୁଙ୍କ...
Archives


