ମାଳଦ୍ୱୀପରେ ଲୁଚିଛପି ପ୍ରେମିକାଙ୍କ ସହ ଛୁଟି କାଟୁଛନ୍ତି ସୈଫ୍ଙ୍କ ପୁଅ ଇବ୍ରାହିମ୍! ଫଟୋ ଖୋଲିଦେଲା ଗୁମର…
ବମ୍ବେ: ପ୍ରେମରେ ଉବୁଟୁବୁ ହେଉଛନ୍ତି ବଲିଉଡ୍ ଷ୍ଟାର ସୈଫ ଅଲ୍ଲି ଖାନ୍ଙ୍କ ବଡ଼ ପୁଅ ଇବ୍ରାହିମ୍ ଅଲି ଖାନ୍। ଟେଲି ପରଦାର ଚର୍ଚ୍ଚିତ ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ଝିଅଙ୍କୁ ଡେଟ୍ କରୁଛନ୍ତି ସେ। ଉଭୟଙ୍କୁ ଅନେକ ଥର ଏକାଠି ଦେଖିବାକୁ ମିଳିଥିବା…
ଐଶ୍ୱର୍ଯ୍ୟା-ଅଭିଷେକଙ୍କୁ ନେଇ ଏ କ’ଣ କହିଦେଲେ ନିଖିଲ, ତେବେ କ’ଣ…
ବମ୍ବେ: ପୁଣି ଚର୍ଚ୍ଚାରେ ଅଭିନେତା ଅଭିଷେକ ବଚ୍ଚନ-ଐଶ୍ୱର୍ଯ୍ୟା ରାୟ। ଉଭୟଙ୍କ ସମ୍ପର୍କ ତୁଟିବା ନେଇ ଖବର ଶୁଣିବାକୁ ମିଳୁଥିବା ବେଳେ ଦୁହେଁ କିନ୍ତୁ ମୁହଁ ଖୋଲୁ ନାହାନ୍ତି। ଏମିତିରେ ତାଙ୍କ ସହ କାମ କରିଥିବା ଅଭିନେତା ନିଖିଲ ଦ୍ୱିବେଦୀ ବଡ଼ ବୟାନ…
ଦାଦା ପବନ କଲ୍ୟାଣଙ୍କ ସହ ଅଲ୍ଲୁ ଅର୍ଜୁନଙ୍କ ମନାନ୍ତରରେ ପଡ଼ିଲା ପୂର୍ଣ୍ଣଚ୍ଛେଦ!
ହାଇଦ୍ରାବାଦ: ଚଳଚ୍ଚିତ୍ର ‘ପୁଷ୍ପା ୨: ଦ ରୁଲ୍’କୁ ନେଇ ଚର୍ଚ୍ଚାରେ ରହୁଛନ୍ତି ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ । ଡିସେମ୍ବର ୫ରେ ଏହା ସିନେମାଘରେ ରିଲିଜ ହେବ। ପ୍ରଶଂସକ ଏନେଇ ଦିନ ଗଣୁଥିବା ବେଳେ ଏବେ ଭିନ୍ନ କିଛି ଘଟଣାକୁ ନେଇ…
ଛାଡପତ୍ର ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଅଭିଷେକ, କହିଲେ ଜୀବନ ବଦଳିଗଲା…
ମୁମ୍ବାଇ: ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିବା ଖବର ଫିଲ୍ମ ଇଣ୍ଡଷ୍ଟ୍ରିରେ ଆଲୋଡ଼ନ ସୃଷ୍ଟି କରିଛି। ତେବେ ଏହି ଫାଟ ପଛରେ ନିମ୍ରତ କୌରଙ୍କୁ ଦାୟୀ କରାଯାଉଛି। ତେବେ ଏହି ଛାଡପତ୍ର ଏବଂ ଆଫେୟାର ଖବର…
ତିନିବର୍ଷ ପାଇଁ ଘୋଷଣା ହେଲା ରାଜ୍ୟ ଚଳଚିତ୍ର ପୁରସ୍କାର: ବାଜି ମାରିନେନେଲା ଏହି ଚାରି ସିନେମା
ଭୁବନେଶ୍ୱର,୧୪।୧୧: ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଗୁରୁବାର ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରର ବିଜେତାମାନଙ୍କ ନାମ ଘୋଷଣା କରାଯାଇଛି। ଏକାସାଙ୍ଗରେ ତିନି ବର୍ଷ ପାଇଁ ପୁରସ୍କାର ଘୋଷଣା ହୋଇଥିବା ବେଳେ ୨୦୨୦ ପାଇଁ ସହିଦ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା…
ଭରା ଦର୍ଶକଙ୍କ ଆଗରେ ପ୍ରଦର୍ଶନ କରୁଥିଲେ ମିକା ସିଂହ; ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଲେ ପାକିସ୍ତାନୀ ପ୍ରଶଂସକ
ମୁମ୍ବାଇ: ବଲିଉଡ ତଥା ପଞ୍ଜାବୀ ଗାୟକ ମିକା ସିଂହ ନିଜର ହିଟ୍ ଗୀତ ପାଇଁ କେବଳ ଭାରତରେ ନୁହେଁ ବିଶ୍ୱରେ ପ୍ରସିଦ୍ଧ। ଅନେକ ବ୍ଲକବଷ୍ଟର ଗୀତାରେ ସେ ନିଜର ନିଜର ସ୍ୱର ଦେଇଛନ୍ତି। ଏବେ ମିକା ଆମେରିକାରେ କନସର୍ଟ କରୁଛନ୍ତି। ମିକାଙ୍କ…
ସାତସାନ ଯୁବକଙ୍କ ପ୍ରେମରେ ଉବୁଟୁବୁ ୪୯ ବର୍ଷୀୟା ଅଭିନେତ୍ରୀ
ବଲିଉଡ ଅଭିନେତ୍ରୀ ଅମିଶା ପଟେଲ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସେ ତାଙ୍କ ବୃତ୍ତିଗତ ଜୀବନ ଅପେକ୍ଷା ବ୍ୟକ୍ତିଗତ ଜୀବନ ପାଇଁ ଆଲୋଚନାକୁ ଆସିଛନ୍ତି। ୪୯ ବର୍ଷୀୟ ଅମିଷାଙ୍କର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ସେ ଜଣେ ଯୁବକଙ୍କ…
ସଲମାନଙ୍କ ପୂର୍ବ ପ୍ରେମିକାଙ୍କୁ ମରଣାନ୍ତକ ଆକ୍ରମଣ
ବମ୍ବେ: ବିବାଦରେ ରହି ଆସୁଥିବା ଅଭିନେତ୍ରୀ ସୋମି ଅଲିଙ୍କ ଉପରେ ହୋଇଛି ମରଣାନ୍ତକ ଆକ୍ରମଣ। ମାନବ ଚାଲାଣ ଶିକାର ହୋଇଥିବା ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ତାଙ୍କ ହାତ ଭାଙ୍ଗି ଯାଇଛି। ଏପରିକି ତାଙ୍କ ଶରୀରର ଅନେକ ସ୍ଥାନରେ ଆଘାତ…
ମୁଁ ବେଦାଙ୍ଗଙ୍କୁ ଡେଟ୍ କରୁନାହିଁ: ଖୁସି କପୁର
ମୁମ୍ବାଇ: ସ୍ବର୍ଗତା ଅଭିନେତ୍ରୀ ଶ୍ରୀଦେବୀ ଏବଂ ଫିଲ୍ମ ନିର୍ମାତା ବୋନି କପୁରଙ୍କ ସାନ ଝିଅ ଖୁସି କପୁର ବଡ଼ ପରଦାରେ ପାଦ ଥାପି ସାରିଛନ୍ତି। ଗତବର୍ଷ ରିଲିଜ୍ ହୋଇଥିବା ଜୋୟା ଅଖତରଙ୍କ ନିର୍ଦ୍ଦେଶିତ ‘ଦି ଆର୍କିଜ୍’ ଫିଲ୍ମ ଜରିଆରେ ସେ ବଡ଼…
ଅଭିଷେକଙ୍କୁ ଡେଟିଂ ଗୁଜବକୁ ନେଇ ମୁହଁ ଖୋଲିଲେ ନିମ୍ରତ, କହିଲେ ଲୋକେ ଜଳି ଯାଉଛନ୍ତି…
ମୁମ୍ବାଇ: ଗତ କିଛି ଦିନ ହେବ ବଲିଉଡ ଅଭିନେତ୍ରୀ ନିମ୍ରତ କୌର ଖବର ଶିରୋନାମାରେ ଅଛନ୍ତି। ଏହାର କାରଣ ହେଉଛି ଅଭିଷେକ ବଚ୍ଚନଙ୍କ ସହିତ ତାଙ୍କର ସମ୍ପର୍କ ଗୁଜବ। ଏପର୍ଯ୍ୟନ୍ତ କେହି ମୁହଁ କୋଲି ନ ଥିବାବେଳେ ସୋସିଆଲ ମିଡିଆ ୟୁଜର୍ସମାନେ…
‘ଲାପତା ଲେଡିଜ୍’ରୁ କାହିଁକି ହେଲା ‘ଲଷ୍ଟ ଲେଡିଜ୍’, ଭାଇରାଲ ହେଉଥିବା ପୋଷ୍ଟରର ସତ୍ୟତା ଜାଣନ୍ତୁ…
ମୁମ୍ବାଇ: କିରଣ ରାଓଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ‘ଲାପତା ଲେଡିଜ୍’ ହେଉଛି ୨୦୨୫ ବର୍ଷ ଓସ୍କାର ପାଇଁ ଏଣ୍ଟ୍ରି କରିଛି। ଓସ୍କାର ପୁରସ୍କାର ପୂର୍ବରୁ ଆମିର ଖାନ ଏବଂ କିରଣ ରାଓ ଅନ୍ତର୍ଜାତୀୟ ପ୍ଲାଟଫର୍ମରେ ଏହି ଫିଲ୍ମକୁ ପ୍ରମୋଟ କରିବାକୁ ନିଷ୍ପତ୍ତି ନେଇଛନ୍ତି।…
ଅଭିନେତ୍ରୀଙ୍କୁ ହତ୍ୟା ଧମକ: ୨ ଦିନରେ ୫୦ ଲକ୍ଷ ଟଙ୍କା ନ ଦେଲେ ଉଡାଇଦେବୁ
ନୂଆଦିଲ୍ଲୀ,୧୩।୧୧: ସଲମାନ ଖାନ ଏବଂ ଶାହାରୁଖ ଖାନଙ୍କ ପରେ ଭୋଜପୁରୀ ଅଭିନେତ୍ରୀ ଅକ୍ଷରା ସିଂଙ୍କୁ ହତ୍ୟା ଧମକ ଦିଆଯାଇଛି। ଅଜଣା ନମ୍ବରରୁ ତାଙ୍କୁ ଧମକପୂର୍ଣ୍ଣ କଲ୍ ଆସିଛି। କଲର୍ ତାଙ୍କ ସହ ଅସଦାଚରଣ କରିବା ସହ ୫୦ ଲକ୍ଷ ଟଙ୍କା ମାଗିଥିବା…
Archives


