ରାଖୀ ସାୱନ୍ତଙ୍କ ଉପରେ ବାୟୋପିକ କରିବାକୁ ଚାହୁଁଛନ୍ତି ଜାଭେଦ ଅଖତର
ରାଖୀ ସାୱନ୍ତ ସର୍ବଦା ଚର୍ଚ୍ଚାରେ ରହିଥା’ନ୍ତି । ବେଳେବେଳେ ବିବାଦକୁ ନେଇ ତ ଆଉ କେବେ ତାଙ୍କ ପାଗଳାମୀ ପାଇଁ। ବର୍ତ୍ତମାନ ସେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ରାଖୀ କହିଛନ୍ତି ଯେ, ଜାଭେଦ ଅଖତର ତାଙ୍କ ବାୟୋପିକ କରିବାକୁ ଚାହୁଁଛନ୍ତି।…
ରିଲିଜ ନ ହେଉଣୁ ୨୦୦ କୋଟି କମାଇଲା ସଲମାନଙ୍କ ‘ରାଧେ’
ବମ୍ବେ: ଇଦ୍ରେ ରିଲିଜ ହେବାକୁ ଯାଉଛି ବଲିଉଡ୍ ଦବଙ୍ଗ ଖାନ୍ଙ୍କ ଫିଲ୍ମ ‘ରାଧେ’। ସିନେମାଘର ସହ ଓଟିଟି ପ୍ଲାଟଫର୍ମରେ ଏହାକୁ ଦର୍ଶକେ ଦେଖିପାରିବେ। ଏଣୁ ସିନେମାଟି ଭଲ ବ୍ୟବସାୟ କରିବ ବୋଲି ଆଶା କରାଯାଉଥିଲା। ଏବେ କଥାଟି ସତ ହେବା ପରି…
ଅଡ଼ୁଆରେ ଏକତା କପୁରଙ୍କ ବାଲାଜୀ ଫିଲ୍ମସ୍: ବର୍ସୋବା ଥାନାରେ ଏତଲା ଦେଲେ ସୁନିଲ ସେଟ୍ଟୀ
ବମ୍ବେ: ଅଡ଼ୁଆରେ ବାଲାଜୀ ଫିଲ୍ମସ୍। ଏକତା କପୁରଙ୍କ ଏହି କମ୍ପାନୀ ନାଁରେ ବର୍ସୋବା ଥାନାରେ ଏତଲା ଦେଇଛନ୍ତି ଅଭିନେତା ସୁନିଲ ସେଟ୍ଟୀ। ତାଙ୍କୁ ନଜଣାଇ ତାଙ୍କର ଫଟୋ ବ୍ୟବହାର କରିବା, ଏପରିକି ସେ ମୁଖ୍ୟ ଚରିତ୍ରରେ ଆସୁଥିବା ନେଇ ମିଥ୍ୟା ପୋଷ୍ଟ…
ଗୋଟିଏ ଫିଲ୍ମ କରିବାକୁ ଏତିକି କୋଟି ଚାର୍ଜ କରନ୍ତି ଏହି ଅଭିନେତ୍ରୀ
ମୁମ୍ବାଇ: ନିଜର ସୁନ୍ଦର ଚେହେରା ଏବଂ ବଳିଷ୍ଠ ଅଭିନୟ ପାଇଁ ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରିରେ ବେଶ୍ ପରିଚିତ। କାଜଲ କେବଳ ସାଉଥ୍ ନୁହଁ ବଲିଉଡ୍ରେ ବି କାମ କରିଛନ୍ତି। ତାଙ୍କର ଦମ୍ଦାର ଅଭିନୟ ପାଇଁ ସେ ପ୍ରଶଂସକମାନଙ୍କ…
ଧର୍ମେନ୍ଦ୍ରଙ୍କୁ ଏକୁଟିଆ ନ ଭେଟିବା ପାଇଁ ହେମାମାଳିନୀଙ୍କ ପିତା କରିଥିଲେ ଏମିତି କାମ
ବଲିଉଡର ଭେଟେରାନ ଅଭିନେତ୍ରୀ ହେମାମାଳିନୀ ନିଜ ଅଭିନୟ ଯାଦୁରେ ଦର୍ଶକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ଦୀର୍ଘ ୬ ଦଶନ୍ଧି ଧରି ସେ ଅନେକ ଫିଲ୍ମରେ ଅଭିନୟ କରିଛନ୍ତି। କିନ୍ତୁ ଅଭିନେତା ଧର୍ମେନ୍ଦ୍ରଙ୍କ ସହ ତାଙ୍କ ପ୍ରେମ କାହାଣୀକୁ ନେଇ…
ବିବାହର ମାତ୍ର ୧୧ ମାସ ପରେ ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେଇଥିଲେ ଏହି ଅଭିନେତା, ପଡ଼ିଥିଲେ ଗୌରୀଙ୍କ ପ୍ରେମରେ
ବମ୍ବେ: ବଡ଼ ପରଦା ହେଉ ଅଥବା ଛୋଟ ପରଦାର ଅନେକ କଳାକାର ଏଭଳି ଅଛନ୍ତି ଯେଉଁମାନେ ବିବାହ ପରେ ପ୍ରେମରେ ପଡ଼ିଛନ୍ତି। କଥା ଛାଡ଼ପତ୍ର, ତା ପରେ ପୁଣି ବିବାହ ପର୍ଯ୍ୟନ୍ତ ପହଞ୍ଚିଥିବା ବେଳେ ଏବେ ସେମାନେ ଖୁସିରେ ବୈବାହିକ ଜୀବନ…
ବିବେକ ଓବରୟଙ୍କୁ ଖାଦ୍ୟରେ ମିଳିଲା ହେଲମେଟ୍: ଆଉ ତାପରେ…
ବଲିଉଡ୍ ଅଭିନେତା ବିବେକ ଓବରୟ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସବୁ ସମୟରେ ସେ ନିଜର ଫଟୋ ଏବଂ ଭିଡିଓ ଶେୟାର କରି ଚର୍ଚ୍ଚାରେ କରିଥାନ୍ତି। ଏବେ ଅଭିନେତା ଏମିତି ଏକ ଭିଡିଓ ଶେୟାର କରିଛନ୍ତି, ଯାହାକି ଖୁବ୍ ଭାଇରାଲ ହେବାରେ…
ପରପାରିରେ ଅଭିନେତ୍ରୀ ଗୌହରଙ୍କ ପିତା
ବମ୍ବେ: ପ୍ରତି ସନ୍ତାନ ଜୀବନରେ ମାତାପିତାଙ୍କ ସ୍ଥାନ ସ୍ବତନ୍ତ୍ର। ଏଣୁ କେହି ଜଣେ ହାତ ଛାଡ଼ି ଦେଲେ ଶୂନ୍ୟସ୍ଥାନ ସୃଷ୍ଟି ହେବା ନିଶ୍ଚିତ। ସେଭଳି କିଛି ଘଟିଛି ବିଗ୍ ବସ୍ ୭ ବିଜେତା ଗୌହର ଖାନଙ୍କ କ୍ଷେତ୍ରରେ। ଅଭିନେତ୍ରୀଙ୍କ ବାପା ଜଫର…
ବିବାହ କରିବାକୁ ଚାହୁଁଛନ୍ତି ବଲିଉଡ୍ର ଏହି ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ଶମିତା ଶେଟ୍ଟୀ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ଅନେକ ସମୟରେ ସେ ଭଉଣୀ ଶିଳ୍ପା ଶେଟ୍ଟୀଙ୍କ ସହ ଫଟୋ ଶେୟାର କରି ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ତାଙ୍କର ଓ୍ବେବ୍ ସିରିଜ୍ ‘ବ୍ଲାକ୍ ଓ୍ବିଡୋଜ୍’ ରିଲିଜ୍ ହୋଇଥିଲା। ଶମିତାଙ୍କ ବିବାହକୁ…
ପ୍ରଥମ ଥର: ଏହି ଫିଲ୍ମରେ ଡବଲ ରୋଲରେ ନଜର ଆସିବେ ଐଶ୍ୱର୍ଯ୍ୟା
ଗୁରୁ, ବମ୍ବେ, ରୋଜା, ଥାଲାପତି ଭଳି ସୁପରହିଟ୍ ଫିଲ୍ମ ନିର୍ମାଣ କରିସାରିଥିବା ନିର୍ଦ୍ଦେଶକ ମଣି ରତ୍ନମ ଏବେ ତାଙ୍କର ଡ୍ରିମ୍ ପ୍ରୋଜେକ୍ଟ ‘ପୋନ୍ନିୟିନ ସେଲଭନ’ କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ନିକଟରେ ଫିଲ୍ମର ଟିମ୍ ୫୦ ଦିନର ମାରାଥନ୍ ସିଡ୍ୟୁଲ ଶୁଟିଂ…
ଦମ୍ଦାର ଲୁକ୍ରେ ନଜର ଆସିଲେ ପରିଣୀତି
ବ୍ୟାଟମିଣ୍ଟନ ଖେଳାଳି ସାଇନା ନେହଓ୍ବାଲଙ୍କ ବାୟୋପିକ୍ ‘ସାଇନା’ର ଟିଜର ଇତିମଧ୍ୟରେ ରିଲିଜ୍ ହୋଇଯାଇଛି। ଫିଲ୍ମରେ ସାଇନାଙ୍କ ଚରିତ୍ରରେ ଅଭିନୟ କରୁଥିବା ଅଭିନେତ୍ରୀ ପରିଣୀତିଙ୍କୁ ଦମ୍ଦାର ଲୁକ୍ରେ ଦେଖିବାକୁ ମିଳୁଛି। ଟିଜର ରିଲିଜ୍ ପରେ ପରିଣୀତି ଚର୍ଚ୍ଚାକୁ ଆସିଛନ୍ତି। ବ୍ୟାଡମିଣ୍ଟନ ଚାମ୍ପିଅନ୍ ସାଇନାଙ୍କ…
ମେକଅପ୍ ନ ନେଇ ବିୟୁଟିଫୁଲ୍…
ମୁମ୍ବାଇ: ଫିଲ୍ମ ଶୁଟିଂ ସମୟରେ ଅଭିନେତ୍ରୀ, ଅଭିନେତା ତଥା ଅନ୍ୟ କଳାକାରଙ୍କୁ ମେକଅପ୍ ନେବାକୁ ପଡ଼ିଥାଏ। କିନ୍ତୁ ବିଲିଉଡର ଏଭଳି କେତେକ ଅଭିନେତ୍ରୀ ଅଛନ୍ତି, ସେମାନଙ୍କୁ କୌଣସି ମେକଅପ୍ ନେବାକୁ ପଡ଼ି ନ ଥାଏ।ଅଭିନେତ୍ରୀ ତମନ୍ନା ଭାଟ୍ଟିଆ, ନୋରା ଫତେହି, ଉର୍ବଶୀ…
Archives


