ଝିଅର ଏପରି କାର୍ଯ୍ୟକଳାପରେ ବିରକ୍ତ ହେଲେ ଟ୍ବିଙ୍କଲ, କହିଲେ ଏମିତି…
ବଲିଉଡ୍ର ଖିଲାଡି ହିରୋ ଅକ୍ଷୟ କୁମାରଙ୍କ ଅଭିନେତ୍ରୀ ସ୍ତ୍ରୀ ଟ୍ବିଙ୍କଲ ଖନ୍ନା ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସେ ନିଜର ପୋଷ୍ଟକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନିଜର ପ୍ରତିଟି ମୁହୂର୍ତ୍ତକୁ ପ୍ରଶଂସକଙ୍କ ସହ ସେ ଶେୟାର କରିଥାନ୍ତି। ନିକଟରେ ଟ୍ବିଙ୍କଲ…
ମା’ ଶ୍ରୀଦେବୀଙ୍କ ଅଭାବକୁ ଅନୁଭବ କରୁଛନ୍ତି ଜାହ୍ନବୀ: ଯନ୍ତ୍ରଣା ବିଷୟରେ କହିଲେ ଏମିତି…
ବଲିଉଡ୍ ଅଭିନେତ୍ରୀ ଜାହ୍ନବୀ କପୁର ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ତାଙ୍କର ଆଗାମୀ ଫିଲ୍ମ‘ରୋହି’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ରାଜକୁମାର ରାଓ ଏବଂ ଜାହ୍ନବୀଙ୍କ ଏହି ଫିଲ୍ମକୁ ପ୍ରଶଂସକମାନେ ଅପେକ୍ଷା କରି ରହିଛନ୍ତି। ନିକଟରେ ଏକ ସାକ୍ଷାତକାରରେ ଜାହ୍ନବୀ ତାଙ୍କ ଜୀବନ…
ଷ୍ଟଣ୍ଟ ଦେଖାଇବାକୁ ଦକ୍ଷିଣ କୋରିଆ ଟିମ୍ଙ୍କ ସହ ଟ୍ରେନିଂ ନେଉଛନ୍ତି କ୍ୟାଟ୍ରିନା
ମୁ୍ମ୍ବାଇ: ବଲିଉଡ୍ର ମୋଷ୍ଟ ଟ୍ୟାଲେଣ୍ଟେଡ୍ ଅଭିନେତ୍ରୀ କ୍ୟାଟ୍ରିନା କୈଫ ମାର୍ଚ୍ଚ ୮ରୁ ତାଙ୍କର ମୋଷ୍ଟ ଆୱେଟେଡ ଫିଲ୍ମ ‘ଟାଇଗର ୩’ ଶୁଟିଂ ଆରମ୍ଭ କରିବାକୁ ଯାଉଛନ୍ତି । ତେବେ ଶୁଟିଂ ପୂର୍ବରୁ ଅଭିନେତ୍ରୀ ଦକ୍ଷିଣ କୋରିଆ ଟିମ୍ ସହ ଆକ୍ସନ ସିନ୍…
ଅପେରା ଖବର ସ୍ବର୍ଣ୍ଣ ମହଲର ସୁନା ବୋହୂ
ସେ ବୋହୂ ନୁହଁ, ସୁନା ବୋହୂ। ତା’ ନୀତି ଆଦର୍ଶ, ଆଚାର ବ୍ୟବହାର ସମସ୍ତଙ୍କୁ ଏପରି ପ୍ରଭାବିତ କରିଛି ସେ ସମସ୍ତଙ୍କ ମୁହଁରେ ଯେ କେହି ବି ତାଙ୍କୁ ପ୍ରଶଂସା କରିବାକୁ ପଛାଇବ ନାହିଁ। କାରଣ ସେ ହେଉଛି ‘ସ୍ବଣ୍ଣମହଲର ସୁନା…
ତୋର ମୋର ଯୋଡ଼ି ସୁନ୍ଦର
କେତେବେଳେ ସେ ଥିଲେ ଅର୍ଚ୍ଚିତାଙ୍କ ପାଉଁଜି ପାଇଁ ପାଗଳ। ପୁଣି ତାଙ୍କ ପ୍ରେମରେ ପାଗଳ ହୋଇ ସାଜିଥିଲେ ସପନର ସୌଦାଗର। ପୁଣି ସେ କହୁଥିଲେ, ‘କେବେ ତମେ ନାହଁ କେବେ ମୁଁ ନାହିଁ’। କାରଣ ତାଙ୍କର ଆକ୍ଟିଂ କ୍ୟାରିୟର ଆରମ୍ଭ ହୋଇଥିଲା…
ବଲିଉଡ୍ ହାଲ୍ଚାଲ୍
‘ହେଲେନ୍’ ସିନେମାର ହିନ୍ଦୀ ରିମେକ୍ ହେବାକୁ ଯାଉଛି। ଜାହ୍ନବୀ କପୁର ଏହାର ଟାଇଟଲ ଭୂମିକାରେ ଅଭିନୟ କରିବେ। ଉକ୍ତ ଫିଲ୍ମର ଶୁଟିଂ ଚଳିତ ବର୍ଷ ଜୁନ୍ରୁ ଆରମ୍ଭ ହେବାକୁ ଯାଉଛି। ୟଶରାଜ ଫିଲ୍ମସ ବ୍ୟାନରରେ ନିର୍ମିତ ହେବାକୁ ଯାଉଥିବା ନୂଆ ସିନେମାର…
ପ୍ରଥମେ ନା, ପରେ ହଁ
ସୋନାକ୍ଷୀ ସିହ୍ନାଙ୍କ ଅଭିନୀତ ପ୍ରଥମ ସିନେମା ଥିଲା ‘ଦବଙ୍ଗ’। ହେଲେ ତାଙ୍କୁ ଯେତେବେଳେ ଏହି ଅଫର ମିଳିଲା ସେ ରାଜି ହୋଇ ନ ଥିଲେ। ତା’ପରେ ତାଙ୍କ କାନରେ ଏହି ସିନେମାର ନାୟକ ସଲମାନ ଖଁା କି ମନ୍ତ୍ର ଫୁଙ୍କିଲେ କେଜାଣି…
ଆଇଟମ୍ ପାଇଁ ଟେନ୍ସନ
ଦୀପିକା ପାଦୁକୋନଙ୍କ ଟେନ୍ସନ ନିକଟରେ ବଢ଼ିଯାଇଛି। କଥା କ’ଣ କି ତାଙ୍କୁ ଏକ ଅନଟାଇଟଲଡ ଫିଲ୍ମରେ ଅଭିନୟ କରିବାକୁ ଅଫର ମିଳିଛି। ହେଲେ ସେଥିରେ ଟିକେ କେଁ ରହିଯାଇଛି। କାହାଣୀ ହେଉ ଅବା ନିଜ ଭୂମିକା କେହି କାହାକୁ କମ୍ ନୁହେଁ।…
ଫଟୋଗ୍ରାଫରଙ୍କ ପ୍ରେମରେ ଉବୁଟୁବୁ ହେଲେଣି ଶ୍ରଦ୍ଧା, ଭାବି ଶ୍ୱଶୁର ବିବାହକୁ ନେଇ ଦେଲେ ସବୁଜ ସଙ୍କେତ
ବମ୍ବେ: ଫଟ୍ରୋଗ୍ରାଫର ରୋହନ ଶ୍ରେଷ୍ଠାଙ୍କ ସହ ସମ୍ପର୍କକୁ ନେଇ ଚର୍ଚ୍ଚାରେ ବଲିଉଡ୍ ଅଭିନେତ୍ରୀ ଶ୍ରଦ୍ଧା କପୁର। ମୁହଁ ଖୋଲି କହୁ ନ ଥିଲେ ହେଁ ଉଭୟଙ୍କ ସମ୍ପର୍କ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ନିକଟରେ ମାଳଦ୍ୱୀପରେ ପ୍ରେମିକଙ୍କ ସହ ପ୍ରିୟାଙ୍କ…
ପାପା ଦି ଗ୍ରେଟ୍
ଶ୍ରଦ୍ଧା କପୁର ଆଜି ଅଭିନୟ କ୍ଷେତ୍ରରେ ଯେଉଁ ସ୍ଥାନରେ ପହଞ୍ଚତ୍ଛନ୍ତି ତା’ ପଛରେ ଜଣେ ବ୍ୟକ୍ତିଙ୍କର ଯଥେଷ୍ଟ ଅବଦାନ ରହିଛି। କାରଣ ସେ ତାଙ୍କ ପଛରେ ଛାଇ ପରି ରହିଛନ୍ତି। କେଉଁଠି ଭୁଲ ଭଟକା ହେଲେ ତୁରନ୍ତ ସତର୍କ କରାଇ ଦେବା…
କ୍ଲବ୍-୬୯
ସାଇବର କ୍ରାଇମ୍ ଏବେ ଏକ ବଡ଼ ସମସ୍ୟା ଭାବରେ ଉଭା ହୋଇଛି କହିଲେ ଆଦୌ ଭୁଲ ହେବ ନାହିଁ। ମୋବାଇଲ୍ରେ ଫେକ୍ କଲ୍ ମାଧ୍ୟମରେ ମିଠା ମିଠା କଥା କହି ଅନ୍ୟମାନଙ୍କୁ ଅସୁବିଧାରେ ପକାଇବା ଲାଗି କେତେକ ଗ୍ୟାଙ୍ଗ ବେଶ୍ ତତ୍ପର।…
ମା’ ହେବେ ଶ୍ରେୟା !
ମୁମ୍ବାଇ: ବଲିଉଡ୍ର ସୁପ୍ରତିଷ୍ଠିତ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ ଘରକୁ ଖୁବ୍ଶୀଘ୍ର ଆସିବେ ନୂଆ ଅତିଥି । ପର୍ସନାଲ ଲାଇଫକୁ ନେଇ ସବୁବେଳେ ଚୁପ୍ ରହୁଥିବା ଏହି କଣ୍ଠଶିଳ୍ପୀ କିନ୍ତୁ ପ୍ରଫେସନାଲ ଲାଇଫକୁ ନେଇ ଅଧିକାଂଶ ସମୟରେ ଆସି ଥାଆନ୍ତି ଚର୍ଚ୍ଚାକୁ ।…
Archives


