ମନୋରଞ୍ଜନ

ଝିଅକୁ କଥା ଦେଇ ରଖିପାରି ନ ଥିଲେ ଶାହାରୁଖ, ପରେ ଶୁଣିଥିଲେ ଗାଳି

ବଲିଉଡର ବାଦ୍‌ଶାହା ଶାହାରୁଖ ଖାନ ଅନେକ ସମୟରେ ଚର୍ଚ୍ଚାକୁ ଆସିଥାନ୍ତି। ତେବେ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଦୂରରେ ରହିଥିବା ଶାହାରୁଖଙ୍କ ଝିଅ ସୁହାନା ବାପାଙ୍କୁ ନେଇ ଅନେକ ଯତ୍ନବାନ। ଶାହାରୁଖଙ୍କ ସିଗାରେଟ ପିଇବା ଅଭ୍ୟସ ପାଇଁ ସୁହାନା ତାଙ୍କୁ ଅନେକ ଥର ବାରଣ…

ଦୁଇଥର ବିବାହ ପରେ ବି ଏହି ୨୭ ବର୍ଷ ସାନ ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଥିଲେ ଧର୍ମେନ୍ଦ୍ର, ହେମାମାଳିନୀ ଜାଣିବା ପରେ…

ବମ୍ବେ: ବଲିଉଡ୍‌ର ଅନେକ ଅଭିନେତ୍ରୀଙ୍କ ସହ ଯୋଡ଼ି ହୋଇଛି ଧର୍ମେନ୍ଦ୍ରଙ୍କ ନାମ। ପୂର୍ବରୁ ବିବାହିତ ଥିବା ସତ୍ତ୍ୱେ ସେ ଅଭିନେତ୍ରୀ ହେମା ମାଳିନୀଙ୍କ ପ୍ରେମରେ ପଡ଼ିଥିଲେ। କଥା ଆଗକୁ ବଢ଼ିବା ପରେ ଉଭୟ ବିବାହ କରିନେଇଥିଲେ। ହେଲେ ସେଇଠି ଧର୍ମେନ୍ଦ୍ରଙ୍କ ରଙ୍ଗୀଲା…

ଫଟୋଗ୍ରାଫର୍‌ଙ୍କ ପାଇଁ ସର୍ତ୍ତ ରଖିଲେ କରୀନା

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ୍‌ ନିକଟରେ ଦ୍ୱିତୀୟଥର ପୁତ୍ର ସନ୍ତାନର ମା’ ହୋଇଛନ୍ତି। ମା’ ହେବାର ଅଳ୍ପ କିଛିଦିନ ପରେ ସେ କର୍ମ କ୍ଷେତ୍ରକୁ ଫେରିଛନ୍ତି। ସେ କାମକୁ ଯାଉଥିବାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏତେ…

ଝିଅ ସାମ୍ନାରେ ଅଭିନେତ୍ରୀଙ୍କୁ ପିଟୁଥିଲେ ସ୍ବାମୀ

ବମ୍ବେ: ଅଭିନୟ ସହ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ଛୋଟ ପରଦାର ହିଟ୍‌ ଅଭିନେତ୍ରୀ ଶ୍ୱେତା ତିଓ୍ବାରୀ। ଭୋଜପୁରୀ ସମେତ ବଲିଉଡ୍‌ ଫିଲ୍ମରେ କାମ କରିଥିବା ଶ୍ୱେତା ଦୁଇ ଦୁଇ ଥର ବିବାହ କରିଥିଲେ ହେଁ ହୋଇଛନ୍ତି ବିଫଳ। ଜୀବନସାଥୀ…

ଅର୍ଚ୍ଚିତାଙ୍କ ଘରେ ରଙ୍ଗ ସାଙ୍ଗକୁ ପଖାଳର ମଜାନେଲେ ସବ୍ୟସାଚୀ

ନିକଟରେ ବିବାହ ବନ୍ଧନରେ ବାନ୍ଧି ହୋଇଥିବା ଓଲିଉଡ୍‌ର ସୁପରହିଟ୍‌ ଯୋଡି ସବ୍ୟସାଚୀ ଓ ଅର୍ଚ୍ଚିତା ଖୁବ୍‌ ଧୁମ୍‌ଧାମ୍‌ର ସହ ହୋଲି ପାଳନ କରିଛନ୍ତି। ବିବାହ ପରେ ଏହା ସେମାନଙ୍କର ପ୍ରଥମ ହୋଲି ହୋଇଥିବାରୁ ସେମାନଙ୍କ ପାଇଁ ବିଶେଷ ଗୁରୁତ୍ୱ ବହନ କରିଥିଲା।…

ଅଭିନେତାଙ୍କୁ ବାନ୍ଧିଲା ଏନ୍‌ସିବି

ବମ୍ବେ: ଏନ୍‌ସିବି ପଞ୍ଝାରେ ଆଉ ଜଣେ ଅଭିନେତା। ଡ୍ରଗ୍ସ ସମ୍ବନ୍ଧୀତ ମାମଲାରେ ଛନ୍ଦି ହୋଇଛନ୍ତି ଏଜାଜ୍‌ ଖାନ୍‌। ରାଜସ୍ଥାନରୁ ମୁମ୍ବାଇ ଫେରିବା ପରେ ମଙ୍ଗଳବାର ଏନ୍‌ସିବି ତାଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ପୂର୍ବରୁ ବଲିଉଡ୍‌ ଡ୍ରଗ୍ସ ମାମଲାରେ ଶାଦାବ ବାଟାଟା ଗିରଫ…

୧୮ ସଦସ୍ୟଙ୍କୁ କରୋନା: ‘ଡ୍ୟାନ୍ସ ଦିଓ୍ବାନେ ୩’ର ଶୁଟିଂ ବାତିଲ

ବମ୍ବେ: କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଶୁଟିଂ ଆରମ୍ଭ କରିଥିଲେ ବଲିଉଡ୍‌ ତଥା ଟେଲି ପରଦାର କଳାକାର। ହେଲେ ସେମାନଙ୍କ ଚିନ୍ତା ବଢ଼ାଇଲାଣି ମହାମାରୀର ଦ୍ୱିତୀୟ ଲହର। କାରଣ ଜଣଙ୍କ ପରେ ଜଣେ ଅଭିନେତା ନଚେତ ସହାୟକ କର୍ମଚାରୀ ହେଉଛନ୍ତି…

ଅକ୍ଷୟଙ୍କ ଖୁସି କହିଲେ ନ ସରେ

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ନିଜ ଆଗାମୀ ଚଳଚ୍ଚିତ୍ର ‘ରାମ ସେତୁ’ର ଶୁଟିଂ ଆରମ୍ଭ କରିଛନ୍ତି। ନିକଟରେ ଅକ୍ଷୟ ଫିଲ୍ମର ମୁଖ୍ୟ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜ ଏବଂ ନୁଶରତ ଭରୁଚାଙ୍କ ସହ ପହଞ୍ଚିଥିଲେ। ରାମଲାଲାଙ୍କ ଆଶୀର୍ବାଦ ନେବା ପରେ ଫିଲ୍ମ ଶୁଟିଂ…

୧୯୯୭ରେ କରୋନା ବିଷୟରେ ଜାଣିପାରିଥିଲେ ବବି ଦେଓଲ! ଐଶ୍ୱର୍ଯ୍ୟାଙ୍କର କରିଥିଲେ ସ୍ବାବ୍‌ ପରୀକ୍ଷା

ମହାମାରୀ କରୋନା ଦିନକୁ ଦିନ ହଇଚଇ ସୃଷ୍ଟି କରିବାରେ ଲାଗିଛି। ଏଇ କିଛି ଦିନ ମଧ୍ୟରେ ଦେଶରେ କରୋନାର ନୂଆ ମାମଲା ସାମ୍ନାକୁ ଆସିଛି। କରୋନାକୁ ନେଇ ବଲିଉଡ୍‌ କଳାକାରମାନେ ମଧ୍ୟ ଲୋକଙ୍କୁ ନିରନ୍ତର ପରାମର୍ଶ ଦେଉଛନ୍ତି। ଏହି କ୍ରମରେ ନିକଟରେ…

ସଡ଼କ ଦୁର୍ଘଟଣାରେ ଚାଲିଗଲା ପ୍ରସିଦ୍ଧ ଗାୟକଙ୍କ ଜୀବନ

ଚଣ୍ଡିଗଡ,୩୦।୩: ସଡ଼କ ଦୁର୍ଘଟଣାରେ ପଞ୍ଜାବର ଜଣାଶୁଣା ଗାୟକ ଦିଲଜାନଙ୍କ ମୃତ୍ୟୁ ଘଟିଛି। ଅମୃତସରର ଜାଣ୍ଡିଆଲା ଗୁରୁ ନିକଟରେ ଏହି ଦୁର୍ଘଟଣା ଘଟିଛି। ସୂଚନାନୁସାରେ, ୩୧ ବର୍ଷୀୟ ଦିଲଜାନ ମଙ୍ଗଳବାର ସକାଳେ ନିଜ କାରରେ ଅମୃତସରରୁ କରତାରପୁର ଯାଉଥିଲେ। ତାଙ୍କ କାର ଜାଣ୍ଡିଆଲା…

୬ କୋଟିର ଏହି ବିଳାସପୂର୍ଣ୍ଣ କାର କିଣିଲେ ପ୍ରଭାସ!

ହୋଲି ଅବସରରେ ‘ବାହୁବଳୀ’ ଅଭିନେତା ପ୍ରଭାସଙ୍କର କିଛି ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଧୂମ୍‌ ମଚାଇବାରେ ଲାଗିଛି। ଶୁଣିବାକୁ ମିଳୁଛି ଯେ, ପ୍ରଭାସ ଲମ୍ବୋର୍ଗିନି ଆଭେଣ୍ଟାଡୋର ରୋଡଷ୍ଟର କାର କିଣିଛନ୍ତି। ଏହି କାରର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ…

ଘରକୁ ଆସୁଛନ୍ତି ନୂଆ ଅତିଥି ମା’ ହେବେ ସେଲିବ୍ରିଟି

କରୋନା ମହାମାରୀ ଭିତରେ ବଲିଉଡ୍‌ରୁ ଆସିଛି ଖୁସି ଖବର। ଜଣେ କି ଦୁଇଜଣ ନୁହେଁ, ଚଳିତବର୍ଷ ଏକାଧିକ ସେଲିବ୍ରିଟି ମାତୃତ୍ୱ ଲାଭ କରିବେ। ମା’ ହେବାରୁ କଳ୍ପନାତୀତ ଖୁସି ବିଷୟରେ ସେମାନେ ସୋସିଆଲ ମଡ଼ିଆରେ ନିୟମିତ ସୂଚନା ଦେଇ ଚାଲିଛନ୍ତି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?