୫୩ ବର୍ଷରେ ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କ ସରିଥିଲା ନିର୍ବନ୍ଧ: ବିବାହ ପୂର୍ବରୁ ଆତ୍ମହତ୍ୟା କରିଥିଲେ ଭାବି ସ୍ବାମୀ
ଭେଟେରାନ ଅଭିନେତ୍ରୀ ନନ୍ଦାଙ୍କର ଆଜି ହେଉଛି ୭ମ ମୃତ୍ୟୁ ବାର୍ଷିକୀ। ମାର୍ଚ୍ଚ ୨୫, ୨୦୧୪ରେ ମୁମ୍ବାଇରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ବଲିଉଡ୍ରେ ତାଙ୍କର ଇମେଜ୍ ଛୋଟ ଭଉଣୀର ଥିଲା। ଅର୍ଥାତ୍ କ୍ୟାରିୟର ଆରମ୍ଭରେ ଅଧିକାଂଶ ସିନେମାରେ ସେ ସାନ…
ଆର୍. ମାଧବନ କରୋନା ପଜିଟିଭ୍
ମୁମ୍ବାଇ,୨୫।୩: ରାଞ୍ଚୋଙ୍କ ପରେ ଏବେ ଫରହାନ୍ଙ୍କ ପାଳି ପଡ଼ିଛି। ବଲିଉଡ୍ ଅଭିନେତା ଆମୀର ଖାଁ ବୁଧବାର କରୋନା ପଜିଟିଭ୍ ହୋଇଥିଲେ। ହିନ୍ଦୀ ଫିଲ୍ମ ଥ୍ରୀ ଇଡିୟଟ୍ରେ ଦ୍ୱିତୀୟ ଇଡିୟଟ୍ ସାଜିଥିବା ବଲିଉଡ୍ ଅଭିନେତା ଆର୍.ମାଧବନଙ୍କ ନମୁନା ପରୀକ୍ଷା ରିପୋର୍ଟ ଏବେ କରୋନା…
ଦୀପିକାଙ୍କ ସହ ରୋମାଣ୍ଟିକ୍ ଫଟୋ ଶେୟାର କଲେ ରଣବୀର
ମୁମ୍ବାଇ: ବଲିଉଡ୍ ଅଭିନେତା ରଣବୀର ସିଂହ ସ୍ତ୍ରୀ ଦୀପିକା ପାଦୁକୋନଙ୍କ ସହ ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋରେ ଦୁଇଜଣ ଖୁବ୍ ରୋମାଣ୍ଟିକ୍ ଦେଖାଯାଉଛନ୍ତି। ଫଟୋରେ ଦୀପିକାଙ୍କ ଆଖିକୁ ଚାହିଁଛନ୍ତି ରଣବୀର। ଦୀପିକା ମଧ୍ୟ ରଣବୀରଙ୍କୁ ହଟ୍…
ସୋସିଆଲ ମିଡିଆକୁ ବାଏ ବାଏ
ବମ୍ବେ: ସାମାଜିକ ଗଣମାଧ୍ୟମକୁ ବାଏ ବାଏ କହିଲେ ଲୋକପ୍ରିୟ ଟେଲି ଅଭିନେତା ରବି ଦୁବେ। ନିକଟରେ ‘ଜମାଇ:୨.୦’ ରେ ତାଙ୍କର ଅଭିନୟ ଦର୍ଶକଙ୍କୁ ମତୁଆଲା କରିଥିଲା। ହେଲେ ଏବେ ହଠାତ୍ ସୋସିଆଲ ମିଡିଆରେ ରବିଙ୍କ ଏକ ପୋଷ୍ଟ ସମସ୍ତଙ୍କୁ ଚକିତ କରିଛି।…
ଭଉଣୀଙ୍କ ଜନ୍ମଦିନ ପାର୍ଟିରେ ରୋମାଣ୍ଟିକ୍ ହେଲେ ମଲାଇକା-ଅର୍ଜୁନ: ଫଟୋ ଭାଇରାଲ ପରେ…
ବମ୍ବେ: କଥା ଦାଣ୍ଡରେ ପଡ଼ି ହାଟରେ ଗଡିଲାଣି। ଖାଲି ବିବାହକୁ ଅପେକ୍ଷା। ଆମେ କହୁଛୁ ମଲାଇକା ଅରୋରାଙ୍କ କଥା। ସ୍ବାମୀ ଅରବାଜ୍ ଖାନ୍ଙ୍କୁ ଛାଡ଼ପତ୍ର ଦେବା ପରେ ଏବେ ଅଭିନେତା ଅର୍ଜୁନ କପୁରଙ୍କ ପ୍ରେମରେ ସେ। ବେଶ କିଛି ଦିନ ଉଭୟ…
ଟିକା ନେଲେ ସଲମାନ
ଦେଶରେ କରୋନା ପ୍ରକୋପ ଧୀରେ ଧୀରେ ବଢୁଛି। ଏହାକୁ ଦୃଷ୍ଟିରେ ରଖି ବଲିଉଡ୍ ଷ୍ଟାର୍ମାନେ କରୋନା ଟିକା ନେଉଥିବାର ନଜର ଆସିଛନ୍ତି। ଏଥିରେ ସାମିଲ ହୋଇଛନ୍ତି ଦବଙ୍ଗ ଷ୍ଟାର ସଲମାନ ଖାନ। ସେ କରୋନା ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ଏନେଇ…
ପତଳା ଅଣ୍ଟା ଦେଖାଇବାକୁ ଏମିତି ଚ୍ୟାଲେଞ୍ଜ ଦେଲେ ଏହି ଅଭିନେତ୍ରୀ, ଏବେ ହେଉଛନ୍ତି ଟ୍ରୋଲ
କୁହାଯାଏ, ଚାଇନାରେ ନିଜସ୍ବ ସୋସିଆଲ ମିଡିଆ ପ୍ଲାଟ୍ଫର୍ମ ରହିଛି ଏବଂ ଏଠାରେ ବିଭିନ୍ନ ସ୍ତରରେ ପ୍ରତିବନ୍ଧକ ବି ରହିଛି। ମାତ୍ର ଏଥିମଧ୍ୟରେ କିଛି ଲୋକ ଅଛନ୍ତି, ଯେଉଁମାନେ ଅଜବ ଧରଣର ଚ୍ୟାଲେଞ୍ଜ କରନ୍ତି ଏବଂ ଅନ୍ୟମାନଙ୍କୁ ଏମିତି କରିବା ପାଇଁ ଚ୍ୟାଲେଞ୍ଜ…
ମଲାଇକାଙ୍କୁ ଏମିତି ଉପହାର ଦେଲେ ଏକ୍ସ ହଜ୍ବ୍ୟାଣ୍ଡ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ମଲାଇକା ଆରୋରାଙ୍କୁ ତାଙ୍କ ଏକ୍ସ ହଜ୍ବ୍ୟାଣ୍ଡ ଅରବାଜ ଖାନ୍ ଏକ ଉପହାର ଦେଇଛନ୍ତି। ଏହା କୌଣସି ଜୁଏଲାରି ନୁହେଁ, କେବଳ ସ୍ବାଦିଷ୍ଟ ଆମ୍ବର ଏକ ପ୍ୟାକେଟ ଦେଇଛନ୍ତି। ଏହାକୁ ମଲାଇକା ତାଙ୍କ ଇନ୍ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଭିଡିଓ…
ଫିଲ୍ମରେ ସୁଯୋଗ ବଦଳରେ ରାତି ବିତାଇବାର ଅଫର୍ ଦେଇଥିଲେ ପ୍ରଯୋଜକ, ଏବେ ଅଭିନେତ୍ରୀ ବଖାଣିଲେ ଦୁଃଖ
ବମ୍ବେ: ଅଭିନୟଜଗତରେ କାଷ୍ଟିଂ କାଉଚ୍ର ଅନେକ ଘଟଣା ସାମ୍ନାକୁ ଆସିଛି। ସେଥିରୁ କିଛିରେ ଅଭିନେତ୍ରୀମାନେ ଫସି ଯାଉଥିବା ବେଳେ ଅନେକେ ରୋକଠୋକ୍ ନା ବୋଲି ଶୁଣାଇଦେଇଥାନ୍ତି। ସେଭଳି ଜଣେ ହେଲେ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ। ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ…
ମାଧୁରୀ ଦୀକ୍ଷିତଙ୍କୁ କାହିଁକି କ୍ଷମା ମାଗିଥିଲେ ବଲିଉଡ୍ର ଏହି ଲଭର୍ ବୟ? ଟୁଇଟ୍ କରି କହିଥିଲେ ଏଭଳି କଥା…
ବମ୍ବେ: ବଲିଉଡ୍ର ସଫଳ ଅଭିନେତାଙ୍କ ମଧ୍ୟରୁ ଦିବଂଗତ ଅଭିନେତା ଋଷି କପୁର ଜଣେ। କେବଳ ଫିଲ୍ମ ଏବଂ କାମ ପାଇଁ ନୁହେଁ ବରଂ ନିଜର ବୟାନକୁ ନେଇ ସେ ଚର୍ଚ୍ଚାରେ ରହୁଥିଲେ। ୨୦୧୫ରେ ସେ ଏକ ଟୁଇଟ୍ କରିଥିଲେ। ସେଥିରେ ସେ…
ମଲ୍ଲିକାଙ୍କୁ ସବୁଠୁ ଖରାପ କିସର୍ ବୋଲି କହିଥିଲେ ଇମରାନ୍: ମିଳିଥିଲା ଏଭଳି ଜବାବ
ବମ୍ବେ: ଅଭିନେତା ଭାବେ କମ୍ ବରଂ ସିରିୟଲ କିସର୍ ଭାବେ ଅଧିକ ଲୋକପ୍ରିୟ ଇମରାନ୍ ହାସମୀ। ତାଙ୍କ ଅଭିନୀତ ପ୍ରତିଟି ଫିଲ୍ମ ଥାଏ ବେଶ୍ ରୋମାଣ୍ଟିକ୍। ୨୦୦୪ରେ ରିଲିଜ ହୋଇଥିବା ଫିଲ୍ମ ‘ମର୍ଡର’ରୁ ତାଙ୍କୁ ମିଳିଥିଲା ଖ୍ୟାତି। ମଲ୍ଲିକାଙ୍କ ସହ ଫିଲ୍ମରେ…
ଆମିର ଖାଁ କରୋନା ପଜିଟିଭ୍
ମୁମ୍ବାଇ,୨୪।୩: ବଲିଉଡ୍ ଅଭିନେତା ଆମିର ଖାଁଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏହାପରେ ଆମିର ନିଜକୁ ଘରେ ସେଲଫ୍ କ୍ୱାରାଣ୍ଟାଇନ୍ରେ ରଖିଥିବା ଟୁଇଟ୍ କରି ସୂଚନା ଦେଇଛନ୍ତି। ତାଙ୍କ ସହିତ ମିଳାମିଶା କରିଥିବା ଲୋକେ ନିଜର ନମୁନା ପରୀକ୍ଷା…

