ହାତକୁ ଦି’ ହାତ ହେଲେ ଏହି ପ୍ରସିଦ୍ଧ ଅଭିନେତା
ବଲିଉଡ ଅଭିନେତା ହରମନ ବାୱେଜା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ଶଶା ରାମଚାନ୍ଦାନୀଙ୍କୁ ବିବାହ କରିଛନ୍ତି। ଶଶା ଜଣେ ସ୍ବାସ୍ଥ୍ୟ ବିଶେଷଜ୍ଞ ଭାବେ କାର୍ଯ୍ୟ କରନ୍ତି। ଗୁରୁଦ୍ୱାରରେ ଉଭୟ ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଘୋଡାରେ ବସି ବିବାହ ସ୍ଥଳରେ…
ସମୁଦ୍ର କୂଳରେ ନଜର ଆସିଲେ ପ୍ରିୟଙ୍କା
ମୁମ୍ବାଇ: ହଲିଉଡ୍ରେ ବ୍ୟସ୍ତ ରହୁଥିବା ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ସୋସିଆଲ ମିଡିଆରେ ବହୁ ଆକ୍ଟିଭ୍। ଏବେ ସେ ତାଙ୍କ ସୋସିଆଲ ମିଡିଆରେ କିଛି ଫଟୋ ଶେୟାର କରିଛନ୍ତି। ଯାହାକୁ ପ୍ରଶଂସକମାନେ ଖୁବ୍ ପସନ୍ଦ କରିଛନ୍ତି। ଏବେ ପ୍ରିୟଙ୍କା ନିଜର କିଛି…
ପରଦାରେ ‘ଚୁମ୍ବନ’ରେ କରିବାରେ ଅସୁବିଧା ନାହିଁ, କିନ୍ତୁ…
ବଲିଉଡ ଅଭିନେତା ଇମ୍ରାନ ହାସମିଙ୍କୁ ‘ସିରିଏଲ କିସର’ ଆଖ୍ୟା ଦିଆଯାଇଛି। ୨୦୦୩ରେ ‘ଫୁଟପାଥ’ ଫିଲ୍ମରୁ କ୍ୟାରିଅର୍ ଆରମ୍ଭ କରିଥିବା ଇମ୍ରାନ ପରେ ଅନେକ ବଡ ଫିଲ୍ମର ଅଂଶ ହୋଇଥିଲେ। ଫିଲ୍ମରେ ଅଭିନୟ ବ୍ୟତୀତ ତାଙ୍କ ବୋଲ୍ଡ ଏବଂ ଚୁମ୍ବନ ଦୃଶ୍ୟ ଯୋଗୁ…
ଏହି ପ୍ରସିଦ୍ଧ ଗାୟିକାଙ୍କୁ ଡାକ୍ତର କହିଥିଲେ, ତୁମେ ମାତ୍ର ୧୦ ମିନିଟ ପର୍ଯ୍ୟନ୍ତ ଜୀବନ୍ତ ରହିପାରିବ
ଆମେରିକାନ ଗାୟିକା ଏବଂ ଗୀତ ଲେଖିକା ଡେମି ଲୋଭାଟୋଙ୍କ ଜୀବନୀ ଉପରେ ଏକ ଡକ୍ୟୁମେଣ୍ଟାରୀ ଫିଲ୍ମ ଆସୁଛି। ପିପୁଲ୍ସ ମାଗାଜିନ ଅନୁଯାୟୀ ଏହି ଫିଲ୍ମ ମାର୍ଚ୍ଚ ୨୩ରେ ୟୁଟ୍ୟୁବରେ ମୁକ୍ତିଲାଭ କରିବାକୁ ଯାଉଛି। ଡେମି ତାଙ୍କ ନିଶା ସେବନ ବିଷୟରେ ଏକ…
ସ୍ତ୍ରୀଙ୍କ ସହ ମହାପ୍ରଭୁଙ୍କୁ ଦର୍ଶନ କଲେ ଗୋବିନ୍ଦା, ପ୍ରଭୁ ଆସିଥିଲେ ସ୍ବପ୍ନରେ
ପୁରୀ ଅଫିସ,୨୧।୩: ବଲିଉଡ ଅଭିନେତା ଗୋବିନ୍ଦା ଓ ତାଙ୍କ ସ୍ତ୍ରୀ ସୁନିତା ଆହୁଜାଙ୍କ ସହ ରବିବାର ଶ୍ରୀ ମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କୁ ସେ ଅତି ନିକଟକୁ ଦର୍ଶନ କରି ବିଭୋର ହୋଇଯାଇଛନ୍ତି। ସେ କହିଛନ୍ତି, ମୋ…
ପ୍ରଥମେ ନିକ୍ଙ୍କ ପ୍ରତି ଧ୍ୟାନ ଦେଉ ନଥିଲେ ପ୍ରିୟଙ୍କା, ଏହି କାରଣ ପାଇଁ ପରେ ପଡ଼ିଗଲେ ପ୍ରେମରେ
ବଲିଉଡର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା କୌଣସି ନା କୌଣସି କାରଣକୁ ନେଇ ସର୍ବଦା ଚର୍ଚ୍ଚାରେ ରହିଥା’ନ୍ତି। ବର୍ତ୍ତମାନ ସୋସିଆଲ ମିଡିଆରେ ତାଙ୍କର ଏକ ସାକ୍ଷାତକାର କ୍ଲିପ ବହୁତ ଭାଇରାଲ ହେଉଛି। ଏହି ସାକ୍ଷାତକାରରେ ପ୍ରିୟଙ୍କା ଚୋପ୍ରା ନିଜ ସହ ଜଡିତ…
ସୋନୁଙ୍କୁ ସ୍ପାଇସ୍ଜେଟ୍ର ସାଲ୍ୟୁଟ୍
ନୂଆଦିଲ୍ଲୀ: କରୋନା ସଙ୍କଟ କାଳରେ ଅସୁବିଧାରେ ପଡ଼ିଥିବା ଅନେକ ଲୋକଙ୍କୁ ସହାୟତାର ହାତ ବଢ଼ାଇ ଅଭିନେତା ସୋନୁ ସୁଦ୍ ଉଦାହରଣ ପାଲଟିଛନ୍ତି। ସୋନୁଙ୍କର ଏହି ମହନୀୟ ଉଦ୍ୟମ ଲାଗି ଘରୋଇ ଏୟାରଲାଇନ୍ସ ସ୍ପାଇସ୍ଜେଟ୍ ଏହାର ବୋଇଂ ୭୩୭ ବିମାନରେ ତାଙ୍କ ଫଟୋ…
ଖଣ୍ଡାଲା ଗର୍ଲରୁ ଆଦିତ୍ୟଙ୍କ ଜୀବନସାଥୀ…
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କୁ ରବିିବାର ୪୩ ବର୍ଷ ପୂରଣ ହୋଇଛି। ସେ ୧୯୭୮ ମାର୍ଚ୍ଚ ୨୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ରାଣୀଙ୍କ ଅଭିନୟ ଦକ୍ଷତାକୁ ଦର୍ଶକ ବେଶ ପସନ୍ଦ କରିଥାନ୍ତି। ୧୯୯୬ରେ ରାଜା କି ଆୟେଗି ବାରାତ୍ରେ ସେ…
୪୦ ବର୍ଷରେ ବିବାହ କରିବାକୁ ଯାଉଛନ୍ତି ପ୍ରିୟଙ୍କା ଚୋପ୍ରାଙ୍କ ପୂର୍ବତନ ପ୍ରେମିକ
ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ପୂର୍ବତନ ପ୍ରେମିକ ତଥା ହ୍ରିତିକ୍ ରୋଶନଙ୍କ ଲୁକ୍ ଆଇକନ୍ ହରମନ ବାବେଜା(୪୦) ତାଙ୍କ ଭାବି ସ୍ତ୍ରୀଙ୍କୁ ମାର୍ଚ୍ଚ ୨୧ରେ ବିବାହ କରିବାକୁ ଯାଉଛନ୍ତି। ଏବେଠାରୁ ତାଙ୍କର ପ୍ରି ଓ୍ବେଡିଂ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଶୁକ୍ରବାର ରାତିରେ…
ହୋଟେଲ ରୁମ୍ ବାହାରେ ବିରାଟ-ଅନୁଷ୍କାଙ୍କ ନାମ ସହ ଲେଖାହେଲା ଝିଅ ଭାମିକାଙ୍କ ନାମ
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ବାମା’ମା ହେବା ପରେ ବହୁତ ଖୁସି ଅଛନ୍ତି। ଏହି ଦମ୍ପତି ନିଜ ଝିଅର ନାମ ରଖିଛନ୍ତି ଭାମିକା। ଛୁଟି ପରେ କୋହଲି ପୁଣିଥରେ ଖେଳ ପଡ଼ିଆକୁ…
କରୋନା ଟିକା ନେବା ହେଲା ଏପରି ଅବସ୍ଥା, ଅଭିନେତ୍ରୀ ମାଗିଲେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସାହାଯ୍ୟ
ମୁମ୍ବାଇ: ସମଗ୍ର ଦେଶରେ କରୋନା ଟିକାକରଣ ଜାରି ରହିଛି। କିଛି ବଲିଉଡ୍ ଅଭିନେତ୍ରୀ କରୋନା ଟିକା ଲଗାଇ ସାରିଛନ୍ତି। ଏଥିମଧ୍ୟରୁ ଅଭିନେତ୍ରୀ ଆହାନା କୁମରାଙ୍କ ମା-ବାପା କରୋନା ଟିକା ନେଇଥିଲେ। ବର୍ତ୍ତମାନ ଏହି ଟିକାକରଣର ପ୍ରମାଣପତ୍ର ହାସଲ କରିବାକୁ ନାନା ଅସୁବିଧା…
ଅଳ୍ପ ଦିନରେ ବିଗ୍ବସ୍ରୁ ୨ କୋଟି ୨୫ ଲକ୍ଷ ଟଙ୍କା କମାଇଥିଲେ ଏହି ଅଭିନେତ୍ରୀ
ବିଗ ବସ୍ ସିଜନ ୯ର ପ୍ରତିଯୋଗୀ ବଲିଉଡ ଅଭିନେତ୍ରୀ ରିମି ସେନ୍ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଶୋ’ରେ ତାଙ୍କର ପ୍ରବେଶକୁ ନେଇ ଅନେକ ଖୁଲାସା କରିଛନ୍ତି। ୫୦ ଦିନ ଧରି ବିଗ ବସ୍ ଘରକୁ ଯାତ୍ରା କରିଥିବା ଏହି ଅଭିନେତ୍ରୀ…

