ମନୋରଞ୍ଜନ

ଋଷି କପୁର-ନୀତୁଙ୍କ ବିବାହରେ ପ୍ରଥମଥର ପାଇଁ ଧଳା ଶାଢ଼ୀ ସହ ମଥାରେ ସିନ୍ଦୁର ଭରି ପହଞ୍ଚିଥିଲେ ରେଖା: ଆଖି ଖୋଜୁଥିଲା ଅମିତାଭଙ୍କୁ, ହେଲେ…

ବମ୍ବେ: ବଲିଉଡ୍‌ର ଏଭରଗ୍ରୀନ୍‌ ଡିଭା କହିଲେ ରେଖାଙ୍କୁ ବୁଝାଯାଏ। ନିଜର ଅଭିନୟ ସାଙ୍ଗକୁ ସୁନ୍ଦରତାକୁ ନେଇ ସେ ଚର୍ଚ୍ଚାର ବିଷୟ ପାଲଟିଥାନ୍ତି। କୌଣସି ପାର୍ଟି ଅଥବା ଫଙ୍କଶନ୍‌ରେ ରେଖା ପହଞ୍ଚିଗଲେ ଦେଖଣାହାରୀଙ୍କ ଭିଡ ବଢ଼ିଯାଏ। ବୟସାଧିକ ହେଲେ ହେଁ ଆଜି ବି…

ତୃତୀୟଥର ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ

ହଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ଗାଲ ଗାଡୋଟ ତୃତୀୟ ଥର ପାଇଁ ମା’ ହେବାକୁ ଯାଉଛନ୍ତି। ୩୫ ବର୍ଷୀୟା ଗାଲ ଇନଷ୍ଟାଗ୍ରାମ ଫଟୋ ଶେୟାର କରି ଏହି ସୂଚନା ଦେଇଛନ୍ତି। ଏହି ଫଟୋରେ, ତାଙ୍କ ସ୍ବାମୀ ଏବଂ ତାଙ୍କର ଦୁଇ ଝିଅ ଧରି…

ଶୁଟିଂ ସମୟରେ ସାନିଟାଇଜର ସିଞ୍ଚନ କଲେ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ରବୀନା ଟଣ୍ଡନ ନିଜର ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ତାଙ୍କୁ ଏକ ଭିନ୍ନ ଶେଳୀରେ ଦେଖିବାକୁ ମିଳୁଛି। ଏହି ଭିଡିଓର ବିଶେଷତ୍ୱ ହେଉଛି, କରୋନା ଠାରୁ ରକ୍ଷା ପାଇବାର ମାଧ୍ୟମ ଏଥିରେ ସ୍ପଷ୍ଟ ଦେଖିବାକୁ…

ତକିଆ ଧରି ବୋଲ୍ଡ ହେଲେ ଜନ୍‌

ବଲିଉଡ୍‌ର ଆକ୍ସନ ହିରୋ ଜନ୍‌ ଆବ୍ରାହମ୍‌ ନିଜର ଫିଟ୍‌ ବଡ଼ିକୁ ଫିଲ୍ମ ହେଉ ଅବା ଫଟୋ ମାଧ୍ୟମରେ ପ୍ରଶଂସକଙ୍କ ସହ ଅଧିକାଂସ ସମୟରେ ଶେୟାର କରିଥାନ୍ତି। ଅନେକ ଫିଲ୍ମରେ ତାଙ୍କର ବୋଲ୍ଡ ରୂପ ଦେଖିବାକୁ ମିଳିଛି। ପ୍ରଶଂସକମାନେ ତାଙ୍କର ଶୈଳୀକୁ ବହୁତ…

ପ୍ରେମ ଏବେ, ନା ବାବା ନା…

ମୁମ୍ବାଇ : ବଲିଉଡ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କୁ ବୁଧବାର ୩୪ ବର୍ଷ ପୂରଣ ହୋଇଛି। ସେ ୧୯୮୭ ମାର୍ଚ୍ଚ ୩ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପିତା ଶକ୍ତି କପୁର ଏବଂ ମାଉସୀ ପଦ୍ମିନୀ କୋହ୍ଳାପୁରୀ ଫିଲ୍ମ ଇଣ୍ଡଷ୍ଟ୍ରିରେ ଥିବାରୁ ବଲିଉଡ୍‌ରେ ଅଭିନୟ…

ଜଙ୍ଗଲରେ ସାଇକେଲ ଚଲାଇଲେ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ବିପାଶା ବସୁ ଏବେ ମାଲଦ୍ୱୀପରେ ସ୍ବାମୀଙ୍କ ସହ ସମୟ ବିତାଉଛନ୍ତି। ଏହି ସମୟର ଫଟୋ ଏବଂ ଭିଡିଓ ଅଭିନେତ୍ରୀ ପ୍ରଶଂସକଙ୍କ ସହ ଶେୟାର କରୁଛନ୍ତି। ଏବେ ବିପାଶ ଏକ ଭିଡିଓ ଶେୟାର କରିଛନ୍ତି, ଯେଉଁଥିରେ ସେ ମାଲଦ୍ୱୀପ ଜଙ୍ଗଲରେ…

ଦ୍ୱିତୀୟ ବିବାହ କରିବାକୁ ଚାହୁଁଛନ୍ତି ବେବି ଡଲ୍‌: ଦେଲେ ଏମିତି ପ୍ରସ୍ତାବ…

ବଲିଉଡ୍‌ର ବେବି ଡଲ୍‌ ସନ୍ନି ଲିଓନି ସୋସିଆଲ ମିଡିଆରେ ବହୁତ ସକ୍ରିୟ। ନିକଟରେ ଅଭିନେତ୍ରୀ ଖ୍ରୀଷ୍ଟିଆନର ବିବାହ ପୋଷାକ ପିନ୍ଧି ସଜ ହୋଇଥିବାର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଧଳା ରଙ୍ଗର ଏହି ବିବାହ ପୋଷାକରେ ସନ୍ନି ବହୁତ…

ହଲିଉଡ୍ ଅନୁଭୁତି କହିଲେ ଦେଶୀଗର୍ଲ

ମୁମ୍ବାଇ: ବଲିଉଡ୍ ଦେଶୀଗର୍ଲ ପ୍ରିୟଙ୍କା ଚୋପ୍ରା ହଲିଉଡ୍‌ରେ ବି ନିଜ ପାଇଁ ତିଆରି କରିଛନ୍ତି ଏକ ସ୍ୱତନ୍ତ୍ର ପରିଚୟ । ନିକଟରେ ସେ ତାଙ୍କର ପୁସ୍ତକ ‘ଅନଫିନିସ୍‌ଡ’ ଲଞ୍ଚ କରିଛନ୍ତି । ଆଉ ଏହି ପୁସ୍ତକକୁ ଭଲ ରେସପନ୍ସ ମିଳିଛି ।…

ଲେହେଙ୍ଗା ପିନ୍ଧି ସମୁଦ୍ର କୂଳରେ ମଜା ଉଠାଉଛନ୍ତି ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍ ନାୟିକା ଶ୍ରଦ୍ଧା କପୁର ତାଙ୍କ ନୂଆ ନୂଆ ଫଟୋ ଓ ଭିଡିଓକୁ ନେଇ ଅଛନ୍ତି ଚର୍ଚ୍ଚାରେ । ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ଏହି ନାୟିକା ଏବେ ଏକ ଭିଡିଓକୁ ନେଇ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ।…

ସୁଶାନ୍ତଙ୍କ ପ୍ରଶଂସକଙ୍କୁ ଏମିତି ନିବେଦନ କଲେ ଅଙ୍କିତା

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଦୀର୍ଘ ଦିନ ବିତିଯାଇଛି, କିନ୍ତୁ ପ୍ରଶଂସକମାନେ ତାଙ୍କ ମୃତ୍ୟୁକୁ ଏପର୍ଯ୍ୟନ୍ତ ଭୁଲି ପାରିନାହାଁନ୍ତି। ସୁଶାନ୍ତଙ୍କ ରହସ୍ୟ ଜନକ ମୃତ୍ୟୁ ପରେ ତାଙ୍କ ପୂର୍ବତନ ପ୍ରେମିକା ଅଙ୍କିତା ଲୋଖଣ୍ଡେ ବେଶ୍‌ ଚର୍ଚ୍ଚାରେ ଥିଲେ। ସେ…

ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ

ଟଲିଉଡ୍‌ ଅଭିନେତ୍ରୀ ରିଚା ଗଙ୍ଗୋପାଧ୍ୟାୟ ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ସେ ଏନେଇ ସୂଚନା ଦେଇଛନ୍ତି। ଏହି ପୋଷ୍ଟରେ ସେ ବେବି ବମ୍ପ ସହ ନଜର ଆସିଛନ୍ତି। ରିଚା ୨୦୧୯ରେ ପିଲାଦିନର ବନ୍ଧୁ ଜୋ…

ବଲିଉଡ୍‌ ରାମ୍ବୋଙ୍କ ବିବାହ ନେଇ ଚର୍ଚ୍ଚା…

ମୁମ୍ବାଇ: ବଲିଉଡ୍‌ ରାମ୍ବୋ ଭାବେ ପରିଚିତ ହାସଲ କରିଥିବା ଅଭିନେତା ଟାଇଗର ଶ୍ରଫଙ୍କୁ ମଙ୍ଗଳବାର ୩୧ ବର୍ଷ ପୂରଣ ହୋଇଛି। ୧୯୯୦ ମାର୍ଚ୍ଚ ୨ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଜୟ ହେମନ୍ତ ଶ୍ରଫ। ୨୦୧୪ରେ ହିରୋପନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?