ମନୋରଞ୍ଜନ

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର ସୂଚନା ଦେଇଛନ୍ତି ଯେ, ଗୁରୁବାର ସକାଳ ୫ଟା୨୦ ସମୟରେ ନିଜ ବାସଭବନରେ ହୃଦଘାତ…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର କହିଛନ୍ତି ଯେ,…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ ବାସଭବନରେ ନାନା ପାଟେକର ଅଚେତ ଅବସ୍ଥାରେ ମିଳିଥିଲେ। ତାଙ୍କୁ ଡାକ୍ତରଖାନା ନିଆଯିବା ପରେ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ ସାଂସ୍କୃତିକ ବ୍ୟାପାର ବିଭାଗର ପରାମର୍ଶଦାତା ଭାବେ ନିଯୁକ୍ତ କରିଛନ୍ତି ଏବଂ ତାଙ୍କୁ କ୍ୟାବିନେଟ୍…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ ଚର୍ଚ୍ଚାରେ ରୁହନ୍ତି। ପୁଣିଥରେ କଶ୍ମୀରାଙ୍କ ଏକ ମନ୍ତବ୍ୟ ଆଲୋଚନାର ବିଷୟ ପାଲଟିଛି। ନିକଟରେ…

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର କେନ୍ଦ୍ରବିନ୍ଦୁ ପାଲଟିଛି। ଏହି ପରିପ୍ରେକ୍ଷୀରେ, ‘ଶ୍ରୀକୃଷ୍ଣ ଜନ୍ମଭୂମି ସଂଘର୍ଷ ନ୍ୟାସ’ର ସଭାପତି ଫଳାହାରୀ…

ଖୁସି ଖବର ଦେଲେ କିଆରା ଆଡଭାନୀ, ଦେଢ଼ ବର୍ଷ ପରେ ପୁଣି ଥରେ ଶେୟାର କଲେ ଏମିତି ଖବର

ମୁମ୍ବାଇ: ବଲିଉଡର ବିୟୁଟି ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମଲହୋତ୍ରାଙ୍କ ଜୀବନରେ ପୁଣିଥରେ ଖୁସିର ଆଗମନ ହୋଇଛି। ଏହି ଦମ୍ପତି ନିଜ ପ୍ରଶଂସକଙ୍କ ସହ ଏକ ଚମତ୍କାର ଖବର ଶେୟାର କରିଛନ୍ତି: କିଆରା ଏବଂ ସିଦ୍ଧାର୍ଥ ଦ୍ୱିତୀୟ ଥର ପାଇଁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର ଦୃଶ୍ୟ ବାରମ୍ବାର ଦେଖିବାକୁ ମିଳିଛି। ଉଭୟଙ୍କୁ ପ୍ରେମାନନ୍ଦ ମହାରାଜଙ୍କର ଜଣେ ନିଷ୍ଠାବାନ ଭକ୍ତ…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ ତାଙ୍କ ଶ୍ୱଶୁର ବାଶୁ ଭଗନାନୀଙ୍କ ସହ ଜଡ଼ିତ ୧୨ଟି ସ୍ଥାନରେ ଆୟକର ବିଭାଗ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ ସେ ପୂର୍ବରୁ ନିଜ ମତ ରଖିଛନ୍ତି। ଏବେ ‘ବାତେଁ ଦିଲ୍ ସେ ୱିଦ୍…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର ମାଧ୍ୟମରେ ରାତାରାତି ଖ୍ୟାତି ଅର୍ଜନ କରିଥିଲେ। ଆଜି ସେ ଭାରତ ତଥା ବିଦେଶରେ…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ ଚର୍ଚ୍ଚିତ ‘ମୁନ୍ନାଭାଇ’ ଅନ୍ଦାଜରେ ରାଜନୈତିକ ବ୍ୟଙ୍ଗ କରିଛନ୍ତି । ପ୍ରାୟ ୫ ମିନିଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?