ସଜେଇ ହେଇଛି ବରୁଣ-ନତାଶାଙ୍କ ବିବାହ ମଣ୍ଡପ, କିଛି ସମୟ ପରେ ନେବେ ସାତଫେରା
ମୁମ୍ବାଇ: ଅଭିନେତା ବରୁଣ ଧାଓ୍ବନ ଏବଂ ନତାତା ଦଲାଲଙ୍କ ବିବାହ ଆଜି ଅର୍ଥାତ୍ ରବିବାର ଅନୁଷ୍ଠିତ ହେବ। ଏନେଇ ସଜେଇ ହୋଇଛି ବିବାହ ମଣ୍ଡପ। ପଣ୍ଡିତ ମଧ୍ୟ ଆସି ପହଞ୍ଚିସାରିଲେଣି। ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହେବ ବିବାହ କାର୍ଯ୍ୟ।…
ରିୟା ସେନ୍ଙ୍କୁ ୪୦ ପୂରିଲା: ବିବାହ ପୂର୍ବରୁ ଥିଲେ ଗର୍ଭବତୀ !
ମୁମ୍ବାଇ,୨୪।୧: ବଲିଉଡ୍ର ସୁନ୍ଦରୀ ଅଭିନେତ୍ରୀ ରିୟା ସେନ୍ଙ୍କୁ ରବିବାର ୪୦ ବର୍ଷ ପୂରଣ ହୋଇଛି। ସେ ୪୧ ବର୍ଷରେ ପାଦ ଦେଇଛନ୍ତି। ୧୯୮୧ ଜାନୁୟାରୀ ୨୪ରେ ସେ କୋଲକାତାଠାରେ ଜନ୍ମଗ୍ରହଣ କରିଥିଲେ। ନିଜର ହଟ୍ ଅଭିନୟ ପାଇଁ ରିୟା ବଲିଉଡ୍ରେ ବେଶ୍…
ନୁସରତଙ୍କୁ ସାଙ୍ଗରେ ନ ନେଇ ଏକା ବୁଲିବାକୁ ଗଲେ ସ୍ବାମୀ, ଏମିତି ହେଉଛି ଚର୍ଚ୍ଚା
ମୁମ୍ବାଇ: ତୃଣମୂଳ କଂଗ୍ରେସ ଏମ୍ପି ତଥା ବେଙ୍ଗଲୀ ଅଭିନେତ୍ରୀ ନୁସରତ ଜହାଁ ଏବଂ ତାଙ୍କ ସ୍ବାମୀ ନିଖିଲ ଜୈନଙ୍କ ସମ୍ପର୍କକୁ ନେଇ ଏବେ ଚର୍ଚ୍ଚା ହେଉଛି। ନୁସରତ ଅଭିନେତା ଦାସଗୁପ୍ତାଙ୍କ ସହ ରାଜସ୍ଥାନ ଗସ୍ତରେ ଯାଇଛନ୍ତି। ଏହି ସମୟରେ ନିଖିଲ ତାଙ୍କ…
‘ବ୍ରହ୍ମାସ୍ତ୍ର’ ପୂର୍ବରୁ ଏହି ପ୍ରୋଜେକ୍ଟରେ ନଜର ଆସିବେ ଆଲିଆ-ରଣବୀର
ମୁମ୍ବାଇ : ବଲିଉଡ୍ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ଅଭିନେତା ରଣବୀର କପୁର ଫିଲ୍ମ ‘ବ୍ରହ୍ମାସ୍ତ୍ର’ରେ ନଜର ଆସିବେ। ମାତ୍ର ଏହି ଫିଲ୍ମ ପୂର୍ବରୁ ତାଙ୍କୁ ଏକ ଚିପ୍ସ କମ୍ପାନୀର ବିଜ୍ଞାପନରେ ଦେଖିବାକୁ ମିଳିଛି। ଦୁଇଜଣ ଏକ ଇ-ରିକ୍ସାରେ ସାମ୍ନାସାମ୍ନି ବସିଥିବା…
ସବୁଠାରୁ ବଡ ଏଜେନ୍ସି ସହ ସାଇନ୍ କଲେ ଦୀପିକା!
ମୁମ୍ବାଇ; ବଲିଉଡ୍ ନାୟିକା ଦୀପିକା ପାଦୁକୋନ ହଲିଉଡ୍ର ଟ୍ୟାଲେଣ୍ଟ ଏଜେନ୍ସି ଆଇସିଏମ୍ ସହ ହାତ ମିଳାଇଛନ୍ତି । ଆଇସିଏମ୍ ସୂଚିରେ ବଡ ବଡ ହଲିଉଡ କଳାକାରଙ୍କ ନାମ ସାମିଲ ରହିଛି । ଦୀପିକା ୨୦୧୭ରେ ଡିଜେ ଜେ କାରୁସୋଙ୍କ ନିର୍ଦ୍ଦେଶନାରେ ନିର୍ମାଣ…
ବରୁଣ-ନତାଶାଙ୍କ ବିବାହ ଉତ୍ସବରେ ବଚ୍ଚନ ପରିବାରକୁ ମିଳିଲାନି ନିମନ୍ତ୍ରଣ
ମୁମ୍ବାଇ: ବଲିଉଡ୍ ଅଭିନେତା ବରୁଣ ଧୱନ ଓ ଅଭିନେତ୍ରୀ ନତାଶା ଦଲାଲଙ୍କ ବିବାହ ପ୍ରସ୍ତୁତି ଯୋରସୋରରେ ଚାଲିଛି । ଶନିବାର ସେମାଙ୍କର ସଙ୍ଗିତ ସେରିମନି ଥିବା ବେଳେ ରବିବାର ଅର୍ଥାତ୍ ୨୪ ଜାନୁୟାରୀରେ ବିବାହ କାର୍ଯ୍ୟ ଅନୁଷ୍ଠିତ ହେବ । ଅଲିବାଗରେ…
ଫିଲ୍ମରେ ବଳାତ୍କାର ଦୃଶ୍ୟ ଦେଖି ଏହି ଅଭିନେତାଙ୍କୁ ଅପମାନିତ କରି ଘରୁ ବାହାର କରିଦେଇଥିଲେ ପରିବାରଲୋକେ
ବଲିଉଡ୍ର ପ୍ରସିଦ୍ଧ ଖଳନାୟକ ରଣଜୀତ୍ ନିକଟରେ କପିଲ ଶର୍ମାଙ୍କ ଶୋ’ରେ ପହଞ୍ଚିଥିଲେ। ତାଙ୍କ ସହ ଗୁଲଶନ ଗ୍ରୋଭର ଏବଂ ଅଭିନେତ୍ରୀ ବିନ୍ଦୁ ମଧ୍ୟ ଉପସ୍ଥିତ ଥିଲେ। ଏହି ଶୋ’ର ଏକ ପ୍ରମୋ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…
ଫଟୋଗ୍ରାଫରଙ୍କୁ ହାତଯୋଡି ଏମିତି କହିଲେ ରିୟା ଚକ୍ରବର୍ତ୍ତୀ
ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ପରଠାରୁ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଚର୍ଚ୍ଚାରେ ରହିଛନ୍ତି। ସୁଶାନ୍ତଙ୍କ ପ୍ରେମିକା ରିୟାଙ୍କୁ ଡ୍ରଗ୍ସ କାରବାରରେ ଜେଲ ମଧ୍ୟ ଯିବାକୁ ପଡ଼ିଥିଲା। ଅଭିନେତାଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ପକ୍ଷରୁ ରିୟାଙ୍କ ନାମରେ ଥାନାରେ…
ରଜନିକାନ୍ତଙ୍କୁ ପଛରେ ପକାଇଲେ ଥାଲାପଥି ବିଜୟ
ଚେନ୍ନାଇ,୨୨।୧: ତାମିଲ ଫିଲ୍ମ ‘ମାଷ୍ଟର’ ପ୍ରଥମ ସପ୍ତାହରେ ହିଁ ବକ୍ସ ଅଫିସରେ ରେକର୍ଡ ବ୍ରେକିଂ ଆୟ କରିଛି। ଥାଲାପଥି ବିଜୟଙ୍କ ଏହି ଫିଲ୍ମ ତାମିଲ ନାଡୁରେ ଆୟ କରିଛି ୧୦୦ କୋଟି ଟଙ୍କା। ଡ୍ରାମା, ଥ୍ରିଲର ଓ ଆକ୍ସନ ଭିତ୍ତିକ ଫିଲ୍ମ…
ସୁଶାନ୍ତଙ୍କ ନାମରେ ନାମିତ ହେବ ଦକ୍ଷିଣ ଦିଲ୍ଲୀର ରୋଡ୍
ନୂଆଦିଲ୍ଲୀ,୨୨।୧: ଦକ୍ଷିଣ ଦିଲ୍ଲୀର ଆଣ୍ଡ୍ରିୟୁ ଗଞ୍ଜର ଏକ ରୋଡ୍ର ନାମ ଦିବ୍ୟଙ୍ଗତ ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ନାମରେ ରଖାଯିବ। ଏ ନେଇ ଦିଆଯାଇଥିବା ପ୍ରସ୍ତାବକୁ ସୁଶାନ୍ତଙ୍କ ଜୟନ୍ତୀ ଅବସରରେ ଗୁରୁବାର ମଞ୍ଜୁରୀ ମିଳିଛି। ଗତବର୍ଷ ଜୁନ ୧୪ ତାରିଖରେ…
ଏହି ଫିଲ୍ମର ଶୁଟିଂ ସମୟରେ ଗର୍ଭବତୀ ହୋଇଥିଲେ ହେମା, ବେବି ବମ୍ପ୍ ଲୁଚାଇବାକୁ କରିବାକୁ ପଡ଼ିଥିଲା ଏମିତି…
ବଲିଉଡ୍ ଅଭିନେତ୍ରୀ ହେମା ମାଳିନୀ ଏବଂ ଅମିତାଭ ବଚ୍ଚନଙ୍କ ସୁପରହିଟ୍ ଫିଲ୍ମ ‘ସତେ ପେ ସତ୍ତା’ କୁ ରିଲିଜ୍ ହେବା ଇତିମଧ୍ୟରେ ୩୯ ବର୍ଷ ହୋଇଯାଇଛି। ଏହି ଫିଲ୍ମ ଜାନୁଆରୀ ୨୨, ୧୯୮୨ରେ ରିଲିଜ୍ ହୋଇଥିଲା। ରାଜ ସିପ୍ପିଙ୍କ ନିର୍ଦ୍ଦେଶିତ ଏହି…
ବଡ଼ ପରଦାରେ ଏଣ୍ଟ୍ରି କରିବେ ଅବିକା
ଛୋଟ ପରଦାରେ ପ୍ରସାରିତ ଧାରାବାହିକ ‘ବାଲିକା ବଧୂ’ରେ ଆନନ୍ଦୀ ଚରିତ୍ରରେ ଅଭିନୟ କରି ଘରେ ଘରେ ପରିଚିତ ହୋଇଥିବା ଅଭିନେତ୍ରୀ ଅବିକା ଗୌର ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ଚର୍ଚ୍ଚାରେ ରହିବାର କାରଣ ହେଉଛି ତାଙ୍କର ଆଗାମୀ ଫିଲ୍ମ। ନିକଟରେ ଅବିକା…
Archives


