ମନୋରଞ୍ଜନ

ଆସୁଛି ‘ପ୍ରେମ ସାଥୀ-ଦ ଟ୍ରୁ ଲଭ୍‌ମେଟ୍‌’

ପ୍ରେମକୁ ଆଧାର କରି ଏକ ଭିନ୍ନ ଧରଣର ଓଡ଼ିଆ ସିନେମା ନିର୍ମିତ ହେବାକୁ ଯାଉଛି, ଯାହାର ଟାଇଟଲ ରହିଛି ‘ପ୍ରେମ ସାଥୀ-ଦ ଟ୍ରୁ ଲଭ୍‌ମେଟ୍‌’। ନବାଗତ ପ୍ରଯୋଜକ ସତ୍ୟବ୍ରତ ଜେନା ଏବଂ ଜଗନ୍ନାଥ ପାଣିଙ୍କ ପ୍ରଯୋଜନାରେ ଏହାର ପ୍ରାରମ୍ଭିକ କାମ ଶେଷ…

ଏହି ହ୍ୟାଣ୍ଡସମ୍‌ଙ୍କ ପ୍ରେମରେ ପଡ଼ିଛନ୍ତି ବୋଲ୍ଡ ନିଆ ଶର୍ମା, ଲୁଚାଛପାରେ ଚାଲିଛି…

ବମ୍ବେ: ପ୍ରେମରେ ପଡ଼ିଛନ୍ତି ଟେଲିପରଦାର ବୋଲ୍ଡ ଅଭିନେତ୍ରୀ ନିଆ ଶର୍ମା। ଅଭିନେତା ରାହୁଲ ସୁଧୀରଙ୍କୁ ସେ ଦୀର୍ଘଦିନରୁ ଡେଟ୍‌ କରୁଛନ୍ତି। ନିଆ ଉଭୟଙ୍କ ସମ୍ପର୍କକୁ ଲୁଚାଇ ରଖିବାକୁ ଚାହୁଁଛନ୍ତି। ଏଥିପାଇଁ ଏବେ ଲୁଚାଛପାରେ ସବୁକିଛି ଚାଲିଛି। ଖୁବ୍‌ଶୀଘ୍ର ସେମାନେ ଅଫିସିଆଲି ପ୍ରଶଂସକଙ୍କୁ…

ସିନେମା ଫ୍ଲପ୍‌ ନାୟିକା ହିଟ୍‌

ପରିଣିତି ଚୋପ୍ରା। ସ୍କୁଲ ହେଉ କି କଲେଜ କ୍ୟାରିୟରରେ ସେ ନିଜକୁ ଜଣେ ମେଧାବୀ ଛାତ୍ରୀ ଭାବରେ ପରିଚିତ କରାଇ ପାରିଥିଲେ। ତା’ ସହ ଶ୍ରେଷ୍ଠ ଛାତ୍ରୀ ଭାବରେ ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ପାଇଥିଲେ। ଏହାପରେ ଅଭିନୟ ନିଶା ତାଙ୍କୁ ପାଗଳ କରିଥିଲା।…

ବାୟୁସେନାରେ ଯୋଗଦେବେ କଙ୍ଗନା

କଙ୍ଗନା ଖୁବ୍‌ ଶୀଘ୍ର ଭାରତୀୟ ବାୟୁସେନା (ଇଣ୍ଡିଆନ୍‌ ଏୟାରଫୋର୍ସ)ରେ ଯୋଗ ଦେବାକୁ ଯାଉଛନ୍ତି। ପୁଣି ଜଣେ ଉପରିସ୍ଥ ଅଫିସର ଭାବରେ। ଏକଥା ଜାଣିବା ପରେ ଅନେକେ ଆଶ୍ଚର୍ଯ୍ୟ ପ୍ରକଟ କରିବା ସ୍ବାଭାବିକ। ଏମିତି କ’ଣ ହେଲା ଯେ ଅଭିନୟକୁ ଗୁଡ୍‌ବାୟ କରି…

ଜିମ୍‌ ଯାଇ ଝାଳ ବୁହାଉଛନ୍ତି ଏହି ଅଭିନେତ୍ରୀ, ସଲମାନଙ୍କ ସହ ଆସିବେ ନଜର

ମୁମ୍ବାଇ: ବଲିଉଡ୍‌ର ଜଣେ ଅଭିନେତ୍ରୀ ସବୁବେଳେ ନିଜର ଫିଟ୍‌ନେସକୁ ନେଇ ଚର୍ଚ୍ଚାରେ ଥାନ୍ତି। ଆଜିକାଲି ଆଉ ଟିକେ ବେଶି ଚର୍ଚ୍ଚାରେ ରହୁଛନ୍ତି। ସୋସିଆଲ ମିଡିଆରେ ସେ ଶେୟାର କରିଥିବା ଫଟୋକୁ ନେଇ ଏବେ ଖୁବ୍‌ ଚର୍ଚ୍ଚା। ସେ ଆଉ କେହି ନୁହନ୍ତି,…

ଆମ୍ବେଦକରଙ୍କ ଫଟୋ ଥିବା ଟି-ଶର୍ଟ ପିନ୍ଧି ଟ୍ରୋଲ ହେଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀଙ୍କ ଦୈନନ୍ଦିନ ଜୀବନଶୈଳୀକୁ ପ୍ରସଂଶକ ଫଲୋ କରନ୍ତି, ଏଥିରେ କିଛି ନୂଆ କଥା ନାହିଁ। କିନ୍ତୁ ଏମିତି କିଛି ପ୍ରଶଂସକ ଅଛନ୍ତି ଯେଉଁମାନେ ସୋସିଆଲ ମିଡିଆରେ ସେଲିବ୍ରିଟିଙ୍କ ପରିଧାନ ଶୈଳୀକୁ ଦେଖି ଟ୍ରୋଲ କରନ୍ତି। ନିକଟରେ ଏମିତି ଟ୍ରୋଲର ସାମ୍ନା…

ରାଗିଗଲେ ରିୟା: କହିଲେ, ଦୟାକରି ମୋ ପିଛା କରନ୍ତୁ ନାହିଁ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ସନ୍ଦେହଜନକ ଆତ୍ମହତ୍ୟା ପରେ ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ବେଶ୍‌ ଚର୍ଚ୍ଚାରେ ଥିଲେ। ସୁଶାନ୍ତଙ୍କ ପରିବାର ଦ୍ୱାରା ଦାଖଲ ହୋଇଥିବା ମାମଲାରେ ତାଙ୍କ ନାମ ଏବଂ ଡ୍ରଗ ମାମଲା ସାମ୍ନାକୁ ଆସିବା ପରେ ରିୟାଙ୍କୁ…

ନାହାନ୍ତି ସୁଶାନ୍ତ: ଜନ୍ମଦିନ ପାଳୁଛନ୍ତି ପ୍ରଶଂସକ…

ମୁମ୍ବାଇ,୨୧।୧: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ୩୫ତମ ଜୟନ୍ତୀ ଗୁରୁବାର ପାଳିତ ହେଉଛି। ୧୯୮୬ ଜାନୁୟାରୀ ୨୧ରେ ସେ ବିହାର ପାଟନାଠାରେ ଜନ୍ମଗ୍ରହଣ କରିଥିଲେ। ଇଞ୍ଜିନିୟରିଂ ପାଠ ଶେଷ ପରେ ସେ ଛୋଟ ପରଦାରେ ପବିତ୍ର ରିସ୍ତା ସିରିଏଲ୍‌ରେ ଅଙ୍କିତା…

୫ ଲକ୍ଷ କୃଷକଙ୍କ ଚାନ୍ଦାରେ ନିର୍ମାଣ ହୋଇଥିଲା ଏହି ଲୋକପ୍ରିୟ ଫିଲ୍ମ: କାରଣ ଜାଣିଲେ..

ବମ୍ବେ: ସତୁରୀରୁ ଅଶୀ ଦଶକରେ ନିର୍ମିତ ନିର୍ଦ୍ଦେଶକ ଶ୍ୟାମ ବେନେଗଲଙ୍କ ଫିଲ୍ମଗୁଡ଼ିକୁ ଆଜି ବି ପ୍ରଶଂସା କରାଯାଏ। ସେ ‘ଅଙ୍କୁର’ ହେଉ ଅବା ‘ନିଶାନ୍ତ’, ‘ମଣ୍ଡି’, ସବୁଥିରେ କିଛି ଅଲଗା କରିବାକୁ ଚେଷ୍ଟା କରିଥାନ୍ତି ଶ୍ୟାମ। ୧୯୭୬ରେ ତାଙ୍କର ଏକ ଫିଲ୍ମ…

ଶୁଟିଂସେଟ୍‌ରେ ଶ୍ରୀଦେବୀଙ୍କ ଏଭଳି ବ୍ୟବହାରକୁ ନେଇ ରାଗିଯାଉଥିଲେ ସନି

ବମ୍ବେ: ୧୯୮୩ରେ ସୁପରହିଟ୍‌ ଫିଲ୍ମ ‘ବେତାବ’ ସହ ବଲିଉଡ୍‌ରେ ପାଦ ରଖିଥିଲେ ଅଭିନେତା ସନି ଦେଓଲ। ପ୍ରାରମ୍ଭିକ ଅଭିନୟ କ୍ୟାରିୟରରେ ଅନେକ ହିଟ୍‌ ଫିଲ୍ମ ଦେବା ପରେ ସେ ନିଜର ଭିନ୍ନ ପରିଚୟ ସୃଷ୍ଟି କରିପାରିଥିଲେ। ଫିଲ୍ମଗୁଡ଼ିକରେ ଅନେକ ନାୟିକାଙ୍କ ସହ…

୧୯୭୯ର ଫଟୋ ଶେୟାର କଲେ ଅମିତାଭ, ଫଟୋରେ ଥିବା କୁନି ଶିଶୁଟି ଏବେ ସୁପରଷ୍ଟାର

ବଲିଉଡର ଅମିତାଭ ବଚ୍ଚନ ସୋସିଆଲ ନେଟୱାର୍କିଂ ସାଇଟ ଇନଷ୍ଟାଗ୍ରାମରେ ବହୁତ ସକ୍ରିୟ। ଅନେକ ସମୟରେ ସେ ପୁରୁଣା ସ୍ମୃତିକୁ ପ୍ରଶଂସକଙ୍କ ସହ ଶେୟାର କରନ୍ତି। ନିକଟରେ ସେ ୧୯୭୯ର ଏକ ପୁରୁଣା ଫଟୋ ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଯାହା ସୋସିଆଲ…

ବିବାହ ବନ୍ଧନରେ ଐଶ୍ୱର୍ଯ୍ୟା

ବମ୍ବେ: ବିବାହ ବନ୍ଧନରେ ଛନ୍ଦି ହୋଇଛନ୍ତି ଐଶ୍ୱର୍ଯ୍ୟା ରାୟଙ୍କ ଅବିକଳ କୁହାଯାଉଥିବା ମାନସୀ ନାଇକ। ବକ୍ସର ପ୍ରଦୀପ ଖରେରାଙ୍କ ହାତ ଧରିଛନ୍ତି ଏହି ମରାଠି ଅଭିନେତ୍ରୀ। ପୁଣେରେ ଆୟୋଜିତ ସମାରୋହରେ ବିବାହ ସମ୍ପର୍ଣ୍ଣ ହୋଇଛି। ଏହାର ଅନେକ ଫଟୋ ମାନସୀ ନିଜର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri