ମନୋରଞ୍ଜନ

ଇଣ୍ଡିଆନ୍‌ ଆଇଡଲ୍‌ର ପ୍ରତିଯୋଗୀଙ୍କୁ ସୁନା ଚେନ୍‌ ଦେଲେ ବାପି ଲାହିରୀ , ଜାଣନ୍ତୁ କାହିଁକି…

ସିଙ୍ଗିଂ ରିଆଲିଟି ଶୋ’ ଇଣ୍ଡିଆନ୍‌ ଆଇଡଲ’ ର ୧୨ତମ ସିଜିନ୍‌ରେ ଖୁବ୍‌ ଶୀଘ୍ର କିଶୋର କୁମାରଙ୍କ ପୁଅ ଅମିତ କୁମାର ଏବଂ ବାପ୍ପି ଲାହିରୀଙ୍କୁ ଗେଷ୍ଟ ଜଜ୍‌ ରୂପେ ଦେଖିବାକୁ ମିଳିବ। ଏହି ଏପିସୋଡ଼ରେ ବାପ୍ପି ଏକ ସର୍ତ୍ତ ରଖିଛନ୍ତି। ତାଙ୍କ…

ଅମିତାଭଙ୍କ ଝିଅ ଶ୍ୱେତାଙ୍କୁ ପ୍ରତିବର୍ଷ ଚିଠି ଲେଖନ୍ତି ଆମିର ଖାନ୍‌

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନଙ୍କ ଝିଅ ଶ୍ୱେତା ଏକ ଫିଲ୍ମ ପରିବାରରୁ ଆସିଛନ୍ତି। କିନ୍ତୁ ସେ ସଲମାନ୍‌ ଖାନ୍‌ ଏବଂ ଆମୀର ଖାନ୍‌ଙ୍କର ଜଣେ ବଡ଼ ପ୍ରଶଂସକ। ଏକଦା ସେ ଭାଇ ଅଭିଷେକ ବଚ୍ଚନଙ୍କ ସହ ’କଫି…

ପାର୍କରେ କଇଁଛ ସହ ରେସ୍‌ କଲେ ଏହି ଅଭିନେତ୍ରୀ

ବଲିଉଡ୍‌ର ଚର୍ଚ୍ଚିତ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ଅଦା ଶର୍ମା। ସେ ସବୁବେଳେ ସୋସିଆଲ ମିଡିଆରେ ସକ୍ରିୟ ରହିଥାନ୍ତି। ନିୟମିତ ବ୍ୟବଧାନରେ ସେ ପ୍ରଶଂସକଙ୍କ ସହ ନିଜର ଫଟୋ ଏବଂ ଭିଡିଓ ଶେୟାର କରିଥାନ୍ତି। ଏବେ ତାଙ୍କର ଏକ ଭିଡିଓ ସାମ୍ନାକୁ ଆସିଛି।…

ବିରାଟ-ଅନୁଷ୍କା ମା’ ବାପା ହେବାପରେ ଏହି ଲୋକଙ୍କୁ ଦେଲେ ଉପହାର

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ନିକଟରେ କନ୍ୟା ସନ୍ତାନର ବାପା-ମା’ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ ଶେୟାର କରି ବିରାଟ ଏହା ପ୍ରଶଂସକଙ୍କୁ ଜଣାଇଥିଲେ। ବ୍ୟକ୍ତିଗତ ଜୀବନରେ…

ବିବାହର ୬ ମାସ ପରେ ମା’ ହୋଇଥିଲେ ପାର୍ବତୀ

ଛୋଟ ପରଦାରେ ପ୍ରସାରିତ ଲୋକପ୍ରିୟ ଶୋ’ ‘ଦେବୋ କେ ଦେବ ମହାଦେବ’ରେ ପାର୍ବତୀ ଚରିତ୍ରରେ ଅଭିନୟ କରିଥିବା ଅଭିନେତ୍ରୀ ପୂଜା ବାନାର୍ଜୀ ଏବଂ ତାଙ୍କର ଅଭିନେତା ସ୍ବାମୀ କୁନାଲ ବର୍ମାଙ୍କ ଘରେ ଅକ୍ଟୋବର ୨୦୨୦ରେ ପୁଅ କୁଶିଭ ଜନ୍ମଗ୍ରହଣ କରିଥିଲେ। ଜନ୍ମ…

ଅଜୟ ଦେବଗନଙ୍କୁ ବିବାହ କରିବା ନିଷ୍ପତ୍ତିରେ ରାଗିଯାଇଥିଲେ କାଜୋଲଙ୍କ ପିତା

ବଲିଉଡର ଚୁଲ୍‌ବୁଲି ଅଭିନେତ୍ରୀ କାଜୋଲ ପରଦାରେ ନିଜର ଦୃଢ ଅଭିନୟ ପାଇଁ ଜଣାଶୁଣା। କାଜୋଲ ପରଦାରେ ଗମ୍ଭୀର ଚରିତ୍ରରେ ନଜର ଆସନ୍ତି, କିନ୍ତୁ ପରଦା ପଛରେ ସେ ସର୍ବଦା ମଜାଳିଆ ଅନ୍ଦାଜରେ ଥାନ୍ତି। ତାଙ୍କ ସ୍ବାମୀ ତଥା ଅଭିନେତା ଅଜୟ ଦେବଗନ…

ଇଚ୍ଛାଧାରୀ ନାଗୁଣୀଙ୍କ ବୋଲ୍ଡ ଅନ୍ଦାଜ୍‌

ଟେଲିଭିଜନ୍‌ ଶୋ’ ଇଚ୍ଛାଧାରୀ ନାଗୁଣୀ ଏବଂ ରାମମିଲାଇ ଯୋଡିରୁ ଘରେ ଘରେ ପରିଚିତି ହାସଲ କରିଥିବା ପ୍ରିୟଲ୍‌ ଘୋଷ ଏବେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏବେ ତାଙ୍କର ବୋଲ୍ଡ ଫଟୋ ଭାଇରାଲ ହୋଇଛି। ପ୍ରିୟଲ୍‌ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିଜ…

ମହିଳା କ୍ରିକେଟ୍‌ ଦଳ ଗଠନ କଲେ ଅମିତାଭ ବଚ୍ଚନ, ଦଳର ଅଧିନାୟକଙ୍କୁ ଦେଖିଲେ…

ନୂଆଦିଲ୍ଲୀ,୧୪।୧: ନିକଟରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା କନ୍ୟା ସନ୍ତାନର ଅଧିକାରୀ ହୋଇଛନ୍ତି। ବିରାଟ କୋହଲି ତାଙ୍କ ସୋସିଆଲ ମିଡିଆ ମାଧ୍ୟମରେ ଏହି ଖୁସି ଖବର ବିଷୟରେ ପ୍ରଶଂସକମାନଙ୍କୁ ଦେଇଥିଲେ। କ୍ରୀଡା…

ରିଲ୍‌ ଲାଇଫ୍‌ରେ ସଫଳତା ସାଉଁଟି ଥିବା ସୀମା ରିୟଲ ଲାଇଫ୍‌ରେ ବିଫଳ…

ମୁମ୍ବାଇ,୧୪।୧: ବଲିଉଡ୍‌ ଅଭିନେତ୍ରୀ ସୀମା ବିଶ୍ୱାସ ଗୁରୁବାର ୫୫ ବର୍ଷ ପୂରଣ କରିଛନ୍ତି। ସେ ୫୬ବର୍ଷରେ ପାଦ ଦେଇଛନ୍ତି। ୧୯୬୫ ଜାନୁୟାରୀ ୧୪ରେ ସେ ଆସାମର ନଳବାରିଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ରେ ଶେଖର କପୁରଙ୍କ ଫିଲ୍ମ ବ୍ୟାଣ୍ଡିଟ୍‌ କୁଇନ୍‌ରେ ସୀମା ଡାକୁରାଣୀ…

‘ଦ ଗର୍ଲ ଅନ୍ ଦ ଟ୍ରେନ୍‌’ର ଟିଜର ରିଲିଜ

ମୁମ୍ବାଇ: ବଲିଉଡ୍ ବିୟୁଟି ପରିଣିତି ଚୋପ୍ରା ନିଜ ଅଭିନୟ ମାଧ୍ୟମରେ ଲକ୍ଷେ ଲୋକଙ୍କ ହୃଦୟରେ ଘର କରି ସାରିଛନ୍ତି । ତାଙ୍କ ଅଭିନୟକୁ ଦର୍ଶକେ ପସନ୍ଦ କରୁଥିବା ବେଳେ ତାଙ୍କ ପ୍ରଶଂସକମାନେ ଅପେକ୍ଷା ରଖଇଥାଆନ୍ତି ପୁଣି କେବେ ଓ କେଉଁ ଚରିତ୍ରରେ…

ବିକିନି ପିନ୍ଧିବେନି ବୋଲି ଛାଡିଦେଲେ ହିଟ୍‌ ଫିଲ୍ମ…

୯୦ ଦଶକର ହିଟ ଅଭିନେତ୍ରୀମାନଙ୍କ ମଧ୍ୟରୁ ବଲିଉଡ ଅଭିନେତ୍ରୀ ଆୟେଶା ଜୁଲ୍କା ଅନ୍ୟତମ। ଆୟେଶା ଅକ୍ଷୟ କୁମାର-ଆମୀର ଖାନଙ୍କ ପରି ବଡ ସୁପରଷ୍ଟାରଙ୍କ ସହ କାମ କରିଛନ୍ତି। ଅନ୍ୟପକ୍ଷରେ ଆୟେଶା ଆମୀରଙ୍କ ସହ ‘ଜୋ ଜିତା ଓ୍ବହି ସିକନ୍ଦର’ ଭଳି ହିଟ…

୧୭ ବର୍ଷ ପୂର୍ବେ ଏମିତି ଦେଖାଯାଉଥିଲେ ଏହି ଅଭିନେତ୍ରୀ, ଏବେ ଭାଇରାଲ ହେଉଛି ଫଟୋ

ମୁମ୍ବାଇ : ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଆଜିକାଲି ବଲିଉଡ୍‌ଠାରୁ ହଲିଉଡ୍‌ ପର୍ଯ୍ୟନ୍ତ ଚର୍ଚ୍ଚାରେ। ତାଙ୍କ କଠିନ ପରିଶ୍ରମ ଯୋଗୁ ସେ ସଫଳତା ପରେ ସଫଳତା ହାସଲ କରି ଚାଲିଛନ୍ତି। ସୁନ୍ଦର ଚେହେରା ଏବଂ ଷ୍ଟାଇଲିସ ତାଙ୍କୁ ଆହୁରି ଆକର୍ଷଣୀୟା କରିଦିଏ। ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri