ମନୋରଞ୍ଜନ

ସୁନ୍ଦରତାରେ ଅଭିନେତ୍ରୀଙ୍କୁ ବି ପଛରେ ପକାଇଦେବେ କେନ୍ଦ୍ରମନ୍ତ୍ରୀଙ୍କ ଝିଅ: ଖୁବ୍‌ଶୀଘ୍ର ବଲିଉଡ୍‌ରେ କରିବେ ଡେବ୍ୟୁ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କଙ୍କ ଝିଅ ଆରୁଷୀ ନିଶଙ୍କ ଖୁବ୍‌ଶୀଘ୍ର ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ତେବେ ଏହା ଏକ ଯୁଦ୍ଧ ଭିତ୍ତିକ ଫିଲ୍ମ ହେବ। ଏହି ଫିଲ୍ମରେ ତାପସୀ ପନ୍ନୁ, ଭୂମି ପେଡନେକର, କିର୍ତ୍ତି କୁଲହରିଙ୍କ ସମେତ…

ରାମ ତେରୀ ଗଙ୍ଗା ମୈଲୀ ରୁ ହମ୍‌ ତୋ ଚଲେ ପରଦେଶ୍‌…

ମୁମ୍ବାଇ,୯।୨: ରାଜ କପୁରଙ୍କ ସାନ ପୁଅ ଅଭିନେତା ରାଜୀବ କପୁରଙ୍କର ୫୮ ବର୍ଷ ବୟସରେ ପରଲୋକ ଘଟିଛି। ବଲିଉଡ୍‌ରେ ସେ ୧୯୮୩ରେ ଏକ ଜାନ୍‌ ହୈ ହମ୍‌ ଫିଲ୍ମ ମାଧ୍ୟମରେ ଡେବ୍ୟୁ କରିଥିଲେ। ତେବେ ୧୯୮୫ରେ ରାଜ କପୁରଙ୍କ ଫିଲ୍ମ ରାମ…

ରାଗିଲେ ତାପସୀ

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତାପସୀ ପନ୍ନୁ ତାଙ୍କ ଅଭିନୟ ପାଇଁ ଖୁବ୍ ଚର୍ଚ୍ଚିତ । ସବୁବେଳେ ସେ ଭିନ୍ନ ଭିନ୍ନ ଚରିତ୍ରରେ ଅଭିନୟ କରିବାକୁ ପସନ୍ଦ କରିଥାଆନ୍ତି । ଆଉ ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ଏହି ନାୟିକା ବେଳେ ବେଳେ…

କପୁର ପରିବାର ପାଇଁ ଅଶୁଭ ଏହି ଦିନ: ହୃଦ୍‌ଘାତରେ ଆଖି ବୁଜିଲେ ରାଜ କୁପରଙ୍କ ପୁଅ

ରାଜ କପୁରଙ୍କ ସାନ ପୁଅ ରାଜୀବ କପୁରଙ୍କର ମଙ୍ଗଳବାର ମୁମ୍ବାଇରେ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ମୃତ୍ୟୁର କିଛି ସମୟ ପୂର୍ବରୁ ତାଙ୍କର ହୃଦ୍‌ଘାତ ହୋଇଥିଲା। ଡାକ୍ତରଖାନାରେ ଭର୍ତ୍ତି କରାଯିବା ପରେ ଡାକ୍ତର ତାଙ୍କୁ ମୃତ…

ଅଭିନୟ ଛାଡ଼ି ଯୋଗ ଶିଖାଉଛନ୍ତି ଏହି ପ୍ରସିଦ୍ଧ ଅଭିନେତା

ଏମିତି ଅନେକ କଳାକାର ରହିଛନ୍ତି ଯେଉଁମାନେ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରବେଶ କରି ସମସ୍ତଙ୍କୁ ଦାଓ୍ବାନା କରିଦେଇଥିଲେ। ଏମାନଙ୍କ ମଧ୍ୟରେ ଜଣେ ହେଲେ ଅଭିନେତା ନକୁଳ କପୁର। ‘ତୁମ୍‌ସେ ଅଚ୍ଛା କୌନ୍‌ ହୈ’ ଫିଲ୍ମ ସମସ୍ତଙ୍କର ମନେଥିବ ନିଶ୍ଚୟ। ଏଥିରେ ମୁଖ୍ୟ ଚରିତ୍ରରେ…

ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ସର୍ଜରୀ କରି ଶରୀରର ଗଠନ ବଦଳାଇବାକୁ କହିଥିଲେ ନିର୍ଦ୍ଦେଶକ

ଗ୍ଲୋବାଲ ଆଇକନ ପ୍ରିୟଙ୍କା ଚୋପ୍ରା ତାଙ୍କ ପୁସ୍ତକ ଅନ୍‌ଫିନିଶଡ୍‌ ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ପ୍ରିୟଙ୍କା ଚୋପ୍ରା ଏହି ପୁସ୍ତକରେ ତାଙ୍କ ଫିଲ୍ମ କ୍ୟାରିୟର୍‌ ବିଷୟରେ ଅନେକ ରହସ୍ୟ ପ୍ରକାଶ କରିଛନ୍ତି ଏବଂ ତାଙ୍କ ପ୍ରଶଂସକମାନଙ୍କୁ ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ…

ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଫଟୋଗ୍ରାଫର୍‌ କହିଲେ ଆଜି ପ୍ରପୋଜ ଡେ’, ଜବାବରେ ମିଳିଲା ଏମିତି ଉତ୍ତର

ବଲିଉଡ ଅଭିନେତ୍ରୀ ସାରା ଅଲି ଖାନ ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଛନ୍ତି। ସେ ପ୍ରାୟତଃ ପ୍ରଶଂସକଙ୍କ ସହ ତାଙ୍କର ଫଟୋ ଏବଂ ଭିଡିଓ ଶେୟାର କରୁଥିବା ଦେଖାଯାଏ। ସମ୍ପ୍ରତି ସାରା ଅଲି ଖାନଙ୍କ ଏକ ଭିଡିଓ ଇଣ୍ଟରନେଟରେ ଭାଇରାଲ ହେବାରେ…

ୟୁଟ୍ୟୁବ୍‌ରେ ହିଟ୍‌ ‘ଓ୍ବାଲର୍‌ଡ ଫେମସ୍‌ ଲଭର’

ମୁମ୍ବାଇ, ୯ା୨: ବକ୍ସ ଅଫିସ୍‌ରେ ଫ୍ଲପ୍‌ ହୋଇଥିବା ସାଉଥ ଫିଲ୍ମ ‘ଓ୍ବାଲର୍‌ଡ ଫେମସ୍‌ ଲଭର’ ୟୁଟ୍ୟୁବ୍‌ରେ ହିଟ୍‌ ହୋଇଛି। ସପ୍ତାହକ ପୂର୍ବରୁ ହିନ୍ଦୀ ଭାଷାରେ ଏହି ଚଳଚ୍ଚିତ୍ର ୟୁଟ୍ୟୁବ୍‌ରେ ରିଲିଜ ହେବାରେ ଏହାକୁ ସାଢ଼େ ୬ କୋଟିରୁ ଅଧିକ ଲୋକେ ଦେଖିସାରିଲେଣି।…

ରିଲ ଲାଇଫ୍‌ରେ ସଫଳ, ରିୟଲ ଲାଇଫ୍‌ରେ ବିଫଳ…

ମୁମ୍ବାଇ,୯।୨: ବଲିଉଡ ଅଭିନେତ୍ରୀ ଅମ୍ରିତା ସିଂଙ୍କୁ ମଙ୍ଗଳବାର ୬୩ ବର୍ଷ ପୂରଣ ହୋଇଛି। ୧୯୫୮ ଫେବୃୟାରୀ ୯ରେ ପାକିସ୍ତାନର ହଦାଳିଠାରେ ସେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ମାତାଙ୍କ ନାମ ରୁକ୍ସାନା ସୁଲତାନା ଜଣେ ପଞ୍ଜାବି ମୁସଲମାନ୍‌ ଥିବାବେଳେ ପିତା ଶାବିନ୍ଦର ସିଂ…

ମୋର ବିବାହ ବୟସ ହୋଇସାରିଛି କହି ଏହି ଅଭିନେତ୍ରୀଙ୍କୁ ପ୍ରପୋଜ୍‌ କରିଥିଲେ ସଲ୍‌ମାନ

ବଲିଉଡ୍‌ର ଜଣାଶୁଣା ଅଭିନେତା ସଲ୍‌ମାନ ଖାନ୍‌ ଏବଂ କାଟ୍ରିନା କୈଫଙ୍କ ସମ୍ପର୍କ ପାୟ ସବୁ ସମୟରେ ଚର୍ଚ୍ଚାରେ ରହିଆସିଛି। ଉଭୟ ଏକାଠି ଅନେକ ଫିଲ୍ମ ମଧ୍ୟ କରିଛନ୍ତି। ଲୋକମାନେ ଉଭୟଙ୍କ ଯୋଡିକୁ ପସନ୍ଦ ମଧ୍ୟ କରନ୍ତି। ଏପରିକି ସଲ୍‌ମାନ ଥରେ କାଟ୍ରିନାଙ୍କୁ…

ମାଳଦ୍ୱୀପରେ ଛୁଟିକାଟୁଛନ୍ତି ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ବର୍ତ୍ତମାନ ମାଳଦ୍ୱୀପରେ ତାଙ୍କ ସାଙ୍ଗମାନଙ୍କ ସହିତ ଛୁଟି କଟାଉଛନ୍ତି। ସେ ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ତାଙ୍କୁ ବିକିନି ପିନ୍ଧି ନୀଳ ବେଳାଭୂମିରେ ନାଚୁଥିବାର ଦେଖିବାକୁ ମିଳିଛି। ଆଲିଆ ଗୋଲାପୀ ରଙ୍ଗର ବିକିନି…

କଙ୍ଗନାଙ୍କ ସବୁଠାରୁ ଭୟଙ୍କର ଲୁକ୍‌!

ମୁମ୍ବାଇ:ନିଜର ଦମଦାର ଅଭିନୟ ପାଇଁ ବଲିଉଡ୍‌ରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା କଙ୍ଗନା ରାନାୱତ ଏବେ ତାଙ୍କ ଆଗାମୀ ଫିଲ୍ମ “ଧାକଡ୍‌’କୁ ନେଇ ଖୁବ୍ ଚର୍ଚ୍ଚାରେ । ଏବେ ଏହି ଫିଲ୍ମର ଶୁଟିଂ ମଧ୍ୟପ୍ରଦେଶରେ ଚାଲିଛି । ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?