ମାର୍କେଟ ନେଉଛି ‘ଗର୍ଲଫ୍ରେଣ୍ଡ୍’
ହରିୟାଣାର ପ୍ରସିଦ୍ଧ ଗାୟକ ଅରବିନ୍ଦ ଜାଙ୍ଗିଡଙ୍କ ଏକ ନୂଆ ଗୀତକୁ ଏବେ ବହୁତ ପସନ୍ଦ କରାଯାଉଛି। ଏହି ଗୀତର ଟାଇଟଲ ହେଉଛି ‘ଗର୍ଲଫ୍ରେଣ୍ଡ’। ଅରବିନ୍ଦଙ୍କ ଦ୍ୱାରା ଗାନ କରାଯାଇଥିବା ଏହି ଗୀତ ରିଲିଜ୍ ହେବା ପରେ ତୀବ୍ର ବେଗରେ ଭାଇରାଲ ହେଉଛି।…
ବଲିଉଡ୍ର ଏହି ଅଭିନେତ୍ରୀଙ୍କ ଉପରେ ଶୁଟିଂ ହୋଇଥିଲା ସର୍ବାଧିକ ବଳାତ୍କାର ଦୃଶ୍ୟ; ମାତ୍ର ୨୭ ବର୍ଷରେ ବୁଜିଥିଲେ ଆଖି
ବମ୍ବେ: ସତୁରୀ ତଥା ଅଶୀ ଦଶକରେ ନିର୍ମାଣ ହେଉଥିବା ବଲିଉଡ୍ ଫିଲ୍ମ ବିଶେଷଭାବେ ନାରୀ ଉପରେ ପର୍ଯ୍ୟବଶିତ ଥିଲା। ମହିଳାମାନଙ୍କ ଶୋଷଣ, ସମାଜର ବିଧି ବ୍ୟବସ୍ଥା ଉପରେ ଫିଲ୍ମର କାହାଣୀ ଗତିଶୀଳ ହେଉଥିଲା। ବାସ୍ତବ ଜୀବନରେ ମହିଳାମାନେ ସହୁଥିବା ଅନ୍ୟାୟକୁ ବଡ଼…
ଲୁଚିଛପି ବିବାହ କଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ
ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ କୟାଲ ଆନନ୍ଦୀ। ପ୍ରଥମ ଫିଲ୍ମରୁ ସେ ଦର୍ଶକଙ୍କ ହୃଦୟ ଜିତିପରିଛନ୍ତି। ତେବେ ଏହି ଅଭିନେତ୍ରୀ ନୂଆ ବର୍ଷରେ ପ୍ରଶଂସକଙ୍କୁ ଏକ ବଡ଼ ସରପ୍ରାଇଜ୍ ଦେଇଛନ୍ତି। ସେ ଜାନୁଆରୀ ୭ରେ ଲୁଚିଛପି ବିବାହ…
‘ମ୍ୟାଡାମ୍ ଚିଫ୍ ମିନିଷ୍ଟର’ର ଟ୍ରେଲର୍କୁ ନେଇ ହଙ୍ଗାମା
ବଲିଉଡ୍ ଅଭିନେତ୍ରୀ ରିଚା ଚଢାଙ୍କ ଆଗାମୀ ଫିଲ୍ମ ‘ମ୍ୟାଡାମ୍ ଚିଫ୍ ମିନିଷ୍ଟର’ର ଟ୍ରେଲର ରିଲିଜ ହୋଇଛି। ଯାହାକୁ ନେଇ ହଙ୍ଗାମା ସୃଷ୍ଟି ହୋଇଛି। ରିଚାଙ୍କ ଅଭିନୟଠାରୁ ଆରମ୍ଭ କରି ଫିଲ୍ମର କାହାଣୀ ପର୍ଯ୍ୟନ୍ତ ପ୍ରତ୍ୟେକ ଦିଗ ଉପରେ ଅନେକ ଆଲୋଚନା ହେଉଛି।…
ଅଭିନେତ୍ରୀ ଭାବେ ପ୍ରଥମ କରୋନା ଟିକା ନେଲେ ଶିଳ୍ପା
ମହାମାରୀ କରୋନା ସହ ଲଢ଼ିବା ପାଇଁ ଟିକାକରଣ ଆରମ୍ଭ ହୋଇଛି। ନୂଆ ବର୍ଷରେ ଲୋକଙ୍କୁ ଏହି ଉପହାର ମିଳିଛି। ଇତିମଧ୍ୟରେ ଭାରତରେ ମଧ୍ୟ ଟିକାକରଣ ଆରମ୍ଭ ହୋଇଯାଇଛି। ତେବେ ହମ୍, ଗୋପୀ କିଶନ, ଆଖେଁ, ବଓ୍ବେଫା ସନମ, ଖୁଦା ଗବାହ ପରି…
ତୈମୁରଙ୍କୁ ବିବାହ କରିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ
ବି-ଟାଉନରେ ନିଜର ଆଇଟମ୍ ନୃତ୍ୟକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ଅଭିନେତ୍ରୀ ହେଉଛନ୍ତି ନୋରା ଫତେହି। ଏବେ ସେ ନିଜର ବିବାହକୁ ନେଇ ହେଡ୍ଲାଇନ୍ରେ ରହିଛନ୍ତି। ନୋରା ଲୋକପ୍ରିୟ ଷ୍ଟାରକିଡ୍ ତଥା ସୈଫ୍ ଅଲ୍ଲୀ ଖାନ୍ ଏବଂ କରିନା କପୁରଙ୍କ ପୁଅ…
ଲଣ୍ଡନରେ ନିୟମ ଭାଙ୍ଗିଲେ ପ୍ରିୟଙ୍କା ଚୋପ୍ରା
ବଲିଉଡ୍ ଏବଂ ହଲିଉଡ୍ ଫିଲ୍ମରେ ନିଜର ଅଭିନୟର ଯାଦୁ ଦେଖାଇସାରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ସ୍ବାମୀ ନିକ୍ ଜୋନାସ୍ଙ୍କ ସହ ଲକ୍ଡାଉନ୍ ପାଇଁ ଲଣ୍ଡନରେ ଫସିଯାଇଛନ୍ତି। ତେବେ ପ୍ରିୟଙ୍କା ଲଣ୍ଡନରେ ଲକ୍ଡାଉନ୍ ନିୟମ ଭାଙ୍ଗି ସେଲୁନ୍ ଯାଇଥିବା ଅଭିଯୋଗ ହୋଇଛି।…
ରଶ୍ ଫିଲ୍ମର କିସିଂ ସିନ୍ ସାଗରିକାଙ୍କୁ ରାତାରାତି କରିଥିଲା ଷ୍ଟାର…
ମୁମ୍ବାଇ,୮।୧: ବଲିଉଡ୍ର ସୁନ୍ଦରୀ ଅଭିନେତ୍ରୀ ତଥା ଭାରତୀୟ କ୍ରିକେଟର ଜାହିର ଖାଁଙ୍କ ସ୍ତ୍ରୀ ସାଗରିକା ଘାଟଗେଙ୍କୁ ଶୁକ୍ରବାର ୩୪ ବର୍ଷ ପୂରଣ ହୋଇଛି। ସେ ୩୫ ବର୍ଷରେ ପାଦ ଥାପିଛନ୍ତି। ୧୯୮୬ ଜାନୁୟାରୀ ୮ରେ କୋହ୍ଲାପୁରଠାରେ ସେ ଜନ୍ମଗ୍ରହଣ କରିଥିଲେ। ଜାତୀୟସ୍ତରୀୟ…
କପିଲ ଶର୍ମାଙ୍କ ବୟାନ ରେକର୍ଡ କଲା ସିଆଇୟୁ
ମୁମ୍ବାଇ,୭।୧- ମୁମ୍ବାଇର କ୍ରାଇମ ଇଣ୍ଟେଲିଜେନ୍ସ ୟୁନିଟ୍ (ସିଆଇୟୁ) ଗୁରୁବାର ଲୋକପ୍ରିୟ ହାସ୍ୟ ଅଭିନେତା କପିଲ ଶର୍ମାଙ୍କୁ ଡକାଇଥିଲା। ମୁମ୍ବାଇ ପୋଲିସ ଦ୍ୱାରା ଜବତ ହୋଇଥିବା ନକଲି ରେଜିଷ୍ଟ୍ରେଶନ କାର ସମ୍ପର୍କରେ ‘ଦ କପିଲ ଶର୍ମା ଶୋ’ ହୋଷ୍ଟଙ୍କୁ ଡକିଥିଲା ସିଆଇୟୁ। କପିଲ…
ସୋନାଲି ଶେୟାର କଲେ ଥ୍ରୋବ୍ୟାକ୍ ଫଟୋ: ଏମିତି ପ୍ରତିକ୍ରିୟା ରଖିଲେ ଆୟୁଷ୍ମାନଙ୍କ ସ୍ତ୍ରୀ
ବଲିଉଡ୍ ଫିଲ୍ମ ହମ୍ ସାଥ୍ ସାଥ୍ ହୈ, ଦିଲଜଲେ, ସରଫରୋଶ, ଡୁପ୍ଲିକେଟ ଆଦିରେ କାମ କରିସାରିଛନ୍ତି ଅଭିନେତ୍ରୀ ସୋନାଲି ବେନ୍ଦ୍ରେ ପ୍ରଶଂସକଙ୍କ ସହ ସବୁବେଳେ ନିଜର ପୁରୁଣା ସ୍ମୃତି ବାଣ୍ଟିଥାନ୍ତି। ନିକଟରେ ସେ ନିଜର ଏକ ପୁରୁଣା ଫଟୋ ସୋସିଆଲ ମିଡିଆରେ…
ଅପେକ୍ଷାରେ କରିନା
ବଲିଉଡ୍ର ଲୋକପ୍ରିୟ ଅଭିନେତ୍ରୀ କରିନା କପୁର ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହିଥାନ୍ତି। ସବୁ ସମୟରେ ସେ ନିଜର ଫଟୋ ଏବଂ ଭିଡିଓ ପ୍ରଶଂସକଙ୍କ ପାଇଁ ଶେୟାର କରିଥାନ୍ତି। ନିକଟରେ ତାଙ୍କର ଏକ ଫଟୋ ଖୁବ୍ ଭାଇରାଲ ହେବାରେ ଲାଗିଛି। ଏହି…
ଏକଦା ଗୋଟିଏ ବଖରା ଘରେ ସ୍ତ୍ରୀ,ପିଲାଙ୍କ ସହ ରହୁଥିଲେ ଏହି ଅଭିନେତା; ଏବେ ଆମିରଙ୍କ ଘର ନିକଟରେ କିଣିଲେ ବଙ୍ଗଳା
ବମ୍ବେ: ବଲିଉଡ୍ର ଏପରି କିଛି କଳାକାର ଅଛନ୍ତି , ଯେଉଁମାନେ ନିଜର ଅଭିନୟ ଚାତୁରୀରେ ଦର୍ଶକଙ୍କୁ ବାନ୍ଧି ରଖନ୍ତି। ସେମାନଙ୍କ ମଧ୍ୟରୁ ଅଭିନେତା ପଙ୍କଜ ତ୍ରିପାଠୀ ଜଣେ। ଖଳନାୟକଠାରୁ ଆରମ୍ଭ କରି ହାସ୍ୟ ଅଭିନେତା ତଥା ଅନ୍ୟ ଭୂମିକାରେ ସେ ମନ…
Archives


