ଓସ୍କାର ଦୌଡ଼ରେ ବିଦ୍ୟା ବାଲନଙ୍କ ଫିଲ୍ମ
ନୂଆଦିଲ୍ଲୀ, ୪ା୨- ବଲିଉଡ୍ ଅଭିନେତ୍ରୀ ବିଦ୍ୟା ବାଲନଙ୍କ ଶର୍ଟ ଫିଲ୍ମ ‘ନଟଖଟ’ ଓସ୍କାର ୨୦୨୧ ବେଷ୍ଟ ଶର୍ଟ ଫିଲ୍ମ କ୍ୟାଟେଗୋରୀରେ ସାମିଲ ହୋଇଛି। ଏହି ଶର୍ଟ ଫିଲ୍ମରେ ବିଦ୍ୟା ପ୍ରଡ୍ୟୁସର ଭାବେ ପଦାର୍ପଣ କରିଛନ୍ତି। ନଟଖଟ ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ମସାନ…
ଏହି କ୍ରିକେଟରଙ୍କ ପ୍ରେମରେ ପାଗଳ ଥିଲେ ମାଧୁରୀ ଦୀକ୍ଷିତ
ବଲିଉଡ୍ ଅଭିନେତ୍ରୀ ଏବଂ କ୍ରିକେଟରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ କିଛି ନୂଆ କଥା ନୁହେଁ। ଅନେକ କ୍ରିକେଟର ବି-ଟାଉନ ଅଭିନେତ୍ରୀଙ୍କୁ ଡେଟ୍ କରିସାରିଛନ୍ତି। ସେମାନଙ୍କ ମଧ୍ୟରୁ କେତେକ ବିବାହ କରିିଥିବା ବେଳେ ଆଉ କେତେକଙ୍କ ବିବାହ ହୋଇପାରି ନାହିଁ। ତେବେ ବିବାହ…
ବଲିଉଡ୍ ହିରୋଙ୍କଠାରୁ ବି ଅଧିକ ପାଉଣା ନିଅନ୍ତି ଏସବୁ ତେଲୁଗୁ ସୁପରଷ୍ଟାର, ଆଗରେ ରଜନୀକାନ୍ତ…
ହାଇଦ୍ରାବାଦ: ବଲିଉଡ୍ ଫିଲ୍ମକୁ ଦର୍ଶକ ପସନ୍ଦ କରିଥାନ୍ତି। ହେଲେ ଯୁବପୀଢ଼ିଙ୍କ ମଧ୍ୟରେ ଦକ୍ଷିଣ ଭାରତୀୟ ସିନେମାକୁ ନେଇ କ୍ରେଜ୍ ଭିନ୍ନ ଥାଏ। ବଲିଉଡ୍ଠାରୁ ଟଲିଉଡ୍ ସିନେମାକୁ ଅଧିକ ପସନ୍ଦ କରାଯାଉଥିବାରୁ ଏହାର କାହାଣୀକୁ ନେଇ ଅନ୍ୟ ଭାଷାରେ ଫିଲ୍ମ ନିର୍ମାଣ ମଧ୍ୟ…
ସାରା ଜୀବନ ଅବିବାହିତ ଥିଲେ ବଲିଉଡ୍ର ଏହି ଅଭିନେତ୍ରୀ; ଲୋକେ ଭାବୁଥିଲେ ଅମିତାଭ ବଚ୍ଚନଙ୍କ ଶାଳି…
ବମ୍ବେ: ବଲିଉଡ୍ ଫିଲ୍ମରେ ମା’ ଚରିତ୍ରରେ ଅଭିନୟ କରି ପ୍ରଶଂସାର ପାତ୍ର ହୋଇଥିଲେ ଅଭିନେତ୍ରୀ ରୀତା ଭାଦୁଡ଼ି। ୧୯୫୦ ଜାନୁୟାରୀ ୧୧ରେ ମଧ୍ୟପ୍ରଦେଶର ଇନ୍ଦୋରରେ ତାଙ୍କ ଜନ୍ମ। ରୀତାଙ୍କ ବାପା ଇଂରେଜ ସରକାର ଅମଳରେ କମିଶନର ଥିବା ବେଳେ ମା’ ଚନ୍ଦ୍ରିମା…
ଡିଲିଟ୍ ହେଲା କଙ୍ଗନାଙ୍କ ଟୁଇଟ୍
ମୁମ୍ବାଇ: ପ୍ରାୟ ସମସ୍ତ ବିଷୟକୁ ନେଇ ନିଜର ଲାଗାମ ନ ଥିବା ରାୟ ଦେଉଥିବା ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତଙ୍କ କିଛି ଟୁଇଟ୍ସକୁ ଟୁଇଟର ତା’ର ପ୍ଲାଟଫର୍ମରୁ ଡିଲିଟ କରିଥିବା ଜଣାପଡିଛି । ଏହାକୁ ନେଇ ଟୁଇଟର କହିଛି କଙ୍ଗନା ତାଙ୍କ…
ପୁଣିଥରେ କଳାକାରଙ୍କୁ ପଛରେ ପକାଇଲେ ବିରାଟ
ନୂଆଦିଲ୍ଲୀ,୪ ।୧: ଭ୍ରାରତୀୟ କ୍ରିକେଟ ଦଳର କ୍ୟାପଟେନ ବିରାଟ କୋହଲି ୨୩.୭୭କୋଟି ଆମେରିକୀୟ ଡଲାର ବ୍ରାଣ୍ଡ ମୂଲ୍ୟ ସହ ଲଗାତାର ୪ର୍ଥ ଥର ଲାଗି ୨୦୨୦ରେ ସବୁଠାରୁ ମୂଲ୍ୟବାନ ଭାରତୀୟ ସେଲିବ୍ରଟି ପାଲଟି ଯାଇଛନ୍ତି । ଏହି ସୂଚୀରେ ଦ୍ୱିତୀୟ ଓ…
ଗର୍ଭାବସ୍ଥାରେ ବି ଫ୍ୟାଶନ ବଜାୟ ରଖିଛନ୍ତି କରୀନା, ଖୁବ୍ଶୀଘ୍ର ହେବେ ମା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କରୀନା କପୁର ଖାନ୍ ନିଜର ଫ୍ୟାଶନ ପାଇଁ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି। ସେ ଏବେ ଦ୍ୱିତୀୟ ଥର ମା ହେବାକୁ ଯାଉଛନ୍ତି। ଗର୍ଭାବସ୍ଥା ସମୟରେ ବି ସେ ନିଜର ଫ୍ୟାଶନ ବଜାୟ ରଖିଛନ୍ତି। କରୀନା ତାଙ୍କର ଖାସ୍…
କ୍ରିକେଟର୍ମାନେ କେଉଁ କୁଳର ନୁହନ୍ତି, କାହିଁକି ଏମିତି କହିଲେ କଙ୍ଗନା
ଆମେରିକୀୟ ପପ ତାରକା ରିହାନା କୃଷକ ଆନ୍ଦୋଳନକୁ ସମର୍ଥନ କରିବା ପରେ ଅନେକ ବିଶ୍ୱସ୍ତରୀୟ ସେଲିବ୍ରିଟି ଏହାକୁ ସମର୍ଥନ କରିଛନ୍ତି। ବିଶ୍ୱସ୍ତରୀୟ ସେଲିବ୍ରିଟିମାନେ କୃଷକ ଆନ୍ଦୋଳନକୁ ସମର୍ଥନ କରିବା ପରେ ଭାରତ ସରକାରଙ୍କ ପକ୍ଷରୁ ଦୃଢ ପ୍ରତିକ୍ରିୟା ଆସିଥିଲା। ସରକାରଙ୍କ ଏହି…
ଫିଲ୍ମ ଇଣ୍ଡଷ୍ଟ୍ରିରୁ ରାଜନୀତି…
ମୁମ୍ବାଇ, ୪।୨: ବଲିଉଡ୍ରେ ‘ରଙ୍ଗିଲା ଗର୍ଲ’ ଭାବେ ପରିଚିତି ହାସଲ କରିଥିବା ଉର୍ମିଳା ମାତୋଣ୍ଡକରଙ୍କୁ ଗୁରୁବାର ୪୭ ବର୍ଷ ପୂରଣ ହୋଇଛି। ସେ ୪୮ ବର୍ଷରେ ପାଦ ଥାପିଛନ୍ତିି। ସେ ୧୯୭୪ ଜାନୁୟାରୀ ୪ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ମା…
ତେଜିଲା ସେଲିବ୍ରିଟିଙ୍କ ସ୍ବର, ଭାରତକୁ ଭାଙ୍ଗିବାକୁ ଚେଷ୍ଟା କରନ୍ତୁ ନାହିଁ
ଅନ୍ତର୍ଜାତୀୟ ପପ ତାରକା ରିହାନା ଏବଂ ପରିବେଶ କାର୍ଯ୍ୟକର୍ତ୍ତା ଗ୍ରେଟା ଥେନବର୍ଗ ଭାରତରେ ଚାଲିଥିବା କୃଷକ ଆନ୍ଦୋଳନକୁ ସମର୍ଥନ କରିଛନ୍ତି। କୃଷକମାନେ ଅନ୍ତର୍ଜାତୀୟ ସମର୍ଥନ ପାଇବା ପରେ ଏହାକୁ ଭାରତ ଭାଙ୍ଗିବା ପାଇଁ ଏକ ପ୍ରୟାସ ବୋଲି କୁହାଯାଉଛି। ବଲିଉଡର ସୁପରଷ୍ଟାର…
ସ୍ବାମୀଙ୍କ ଜ୍ୟାକେଟ୍ଠାରୁ ସ୍ତ୍ରୀଙ୍କ ବ୍ୟାଗ୍ ଦାମ୍ ଅଧିକ, ମୂଲ୍ୟ ଜାଣିଲେ…
ବଲିଉଡର ଲଭ୍ ବାର୍ଡ ରଣବୀର ସିଂ ଏବଂ ଦୀପିକା ପାଦୁକୋନ ସବୁବେଳେ ସେମାନଙ୍କ ଷ୍ଟାଇଲ୍କୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ରଣବୀର ନିଜର ଫ୍ୟାଶନ ପାଇଁ ପରିଚିତ ଥିବାବେଳେ ଦୀପିକା ସର୍ବଦା ସୁନ୍ଦର ଲୁକରେ ନଜର ଆସିଥାନ୍ତି। ଦୁହେଁ ଯେଉଁଆଡ଼େ ଯାଆନ୍ତି, ସେମାନେ…
ଡାକ୍ତର ହେବାକୁ ଚାହୁଁଥିଲେ ଏହି ଅଭିନେତ୍ରୀ, କେବଳ ଏହି କାରଣ ପାଇଁ ବାଛିଲେ ଫିଲ୍ମ ଜଗତ
ନିଜ ଚମତ୍କାର ଅଭିନୟ ପାଇଁ ଲୋକଙ୍କ ହୃଦୟରେ ଏକ ଭିନ୍ନ ସ୍ଥାନ ସୃଷ୍ଟି କରିଥିବା ଭେଟେରାନ ଅଭିନେତ୍ରୀ ୱାହିଦା ରେହମାନଙ୍କ ଆଜି ଜନ୍ମଦିନ। ସେ ତେଲୁଗୁ ଫିଲ୍ମରୁ କ୍ୟାରିୟର ଆରମ୍ଭ କରିଥିଲେ। ଏହା ପରେ ସେ ହିନ୍ଦୀ, ତାମିଲ, ମାଲାୟାଲମ ଏବଂ…

