ମନୋରଞ୍ଜନ

କେବେ ମା’ ହେବେ କରିନା

ମୁମ୍ବାଇ: ବଲିଉଡ୍ ବେବୋ କରିନା କପୁର ଖାଁ ଖୁବ୍ ଶୀଘ୍ର ଦ୍ୱିତୀୟ ଥର ପାଇଁ ମା’ ହେବାକୁ ଯାଉଛନ୍ତି । ହେଲେ ସେ କେବେ ମା’ ହେବେ ସେ ଖବର ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । କିଛିଦିନ ତଳେ ଶୁଣିବାକୁ ମିଳିଥିଲା…

ନିଜର ସୁରକ୍ଷାକର୍ମୀଙ୍କୁ ବିବାହ କଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ହଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ ତଥା ମଡେଲ ପାମେଲା ଏଣ୍ଡରସନ ପୁଣିଥରେ ବିବାହକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ୫୩ ବର୍ଷୀୟା ପାମେଲା ନିଜର ବଡିଗାର୍ଡ ଡାନ୍‌ ହେହଷ୍ଟଙ୍କୁ ବିବାହ କରିଛନ୍ତି। ଏହା ତାଙ୍କର ୬ ତମ ବିବାହ। ପାମେଲା ନିଜେ ଏହି ବିବାହ…

ଏଥର ସୁପାରିକିଲର

ଅଂଶୁମାନ୍‌ ସାମନ୍ତରାୟ ଯାହା ଚାହୁଁଥିଲେ ତାହା ତାଙ୍କୁ ମିଳିଯାଇଛି। ରିଲିଜ୍‌ ଅପେକ୍ଷାରେ ଥିବା ହରିଶ ଶର୍ମାଙ୍କ ହିନ୍ଦୀ ସିନେମା ‘ମାୟରା’ରେ ତାଙ୍କୁ ଏକ ସୁପାରିକିଲର ଭୂମିକାରେ ଦେଖିବାକୁ ମିଳିବ। ଏ ନେଇ ଅଂଶୁମାନ୍‌ କହନ୍ତି, ”ଏହି ଭୂମିକାରେ କେତେ ଦମ୍‌ ଅଛି…

ନୀଲଙ୍କୁ ବିବାହ କରିବେ ଐଶ୍ୱର୍ଯ୍ୟା

ବମ୍ବେ: ରିଲ୍‌ ନାୟିକାରୁ ରିଅଲ୍‌ ନାୟିକା। ଏପରି କିଛି ଘଟିଛି ଟେଲି ଧାରାବାହିକ ‘ଗୁମ୍‌ ହେ କିସି କେ ପ୍ୟାର୍‌ ମେ’ର ଅଭିନେତ୍ରୀ ଐଶ୍ୱର୍ଯ୍ୟା ଶର୍ମାଙ୍କ କ୍ଷେତ୍ରରେ। ଅଭିନେତା ନୀଲ ଭଟ୍ଟଙ୍କ ସହ ସେ ନିର୍ବନ୍ଧ କରି ନେଇଛନ୍ତି। ସୋସିଆଲ ମିଡିଆରେ…

ଦୁଇ ଝିଅର ବାପାଙ୍କୁ ହୃଦୟ ଦେଇ ବସିଥିଲେ ଏହି ଅଭିନେତ୍ରୀ: ଏବେ ସାଜିଛନ୍ତି ‘ଗୋରୀ ମେମ୍‌’

ବମ୍ବେ: ବଡ ପରଦାରେ ନାଁ କମାଇବା ପରେ ଏବେ ଛୋଟ ପରଦା ମୋହରେ ଅଭିନେତ୍ରୀ ନେହା ପେନ୍‌ଡସେ। ଲୋକପ୍ରିୟ ଧାରାବାହିକ ‘ଭାବିଜୀ ଘର ପେ ହେ’ରେ ସେ ଗୋରି ମେମ୍‌ ଭୂମିକାରେ ଆସୁଛନ୍ତି ନଜର। ପୂର୍ବରୁ ଏହି ଭୂମିକା ନିର୍ବାହ କରୁଥିଲେ…

ସ୍କୁଲରେ ପୂଜା ନାଁ ରଖି ପଢ଼ୁଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ, ମା’ଙ୍କୁ ନୁହେଁ ବରଂ ବାପାଙ୍କ ପ୍ରେମିକାଙ୍କୁ କରନ୍ତି ପସନ୍ଦ

ବମ୍ବେ: ହିନ୍ଦୀ, ତେଲୁଗୁ ତଥା ତାମିଲ ଭାଷାର ଫିଲ୍ମରେ ନିଜର ଅଭିନୟର ଯାଦୁ ବୁଣିଛନ୍ତି ଅଭିନେତ୍ରୀ ଶ୍ରୁତି ହସନ। ୧୯୮୬ ମସିହା ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ ଏହି ସୁନ୍ଦରୀ। ୧୯୯୯ରେ ମନୋରଞ୍ଜନ ଜଗତ ସହ ସେ ଯୋଡି ହୋଇଥିଲେ। ଏବେ…

ଯାହା ଚାହୁଁଥିଲେ ସମ୍ବିତ୍‌

ମଣିଷର ଆଶା ତ ଅସୁମାରି! ହେଲେ ବେଳେବେଳେ ଜଣେ ଯାହା ଚାହୁଁଥାଏ, ତାହା ହାତପାହାନ୍ତାରେ ମିଳିଯାଇଥାଏ। ଦେଖୁନାହାନ୍ତି, ନିଜ ମନ ପସନ୍ଦର ଭୂମିକାରେ ଅଭିନୟ କରିବା ପରେ ତାହା ଦର୍ଶକଙ୍କୁ ନିଶ୍ଚୟ ପ୍ରଭାବିତ କରିବ ବୋଲି କେମିତି ଆଶା ରଖିଛନ୍ତି ସମ୍ବିତ୍‌…

ଅନୁଶୋଚନାର ସମୟ ଆସିଛି

”ଦିନ ଥିଲା, ଓଡ଼ିଆ ଉପନ୍ୟାସ ହେଉ କି ନିଚ୍ଛକ ଓଡ଼ିଆ ବାସ୍ନା ଥିବା କାହାଣୀକୁ ଆଧାର କରି ଚଳଚ୍ଚିତ୍ରଟିଏ ନିର୍ମାଣ କରାଯାଉଥିଲା; ଆଉ ତାହାକୁ ଦର୍ଶକ ପସନ୍ଦ କରୁଥିଲେ। ଗୋଟିଏ ସିନେମାରୁ ମନଲାଖି ରିଟର୍ନ ପାଇବା ପରେ ଜଣେ ପ୍ରଯୋଜକ ଆଉ…

ଦୋଛକିରେ କ୍ରିତି

କ୍ରିତି ସାନନ ଏବେ ଦୋଛକିରେ ପଡ଼ିଯାଇଛନ୍ତି। କାରଣ ତାଙ୍କୁ ମିଳିଥିବା ଏକ ନୂଆ ଅଫରରେ ସେ ଦୁଇଟି ଭୂମିକାରେ ଅଭିନୟ କରିବେ। ସେଥିରେ ପୁଣି ଗୋଟିଏ ଭୂମିକା ଦିବ୍ୟାଙ୍ଗ। ତେଣୁ ଏଭଳି ଭୂମିକା ଦ୍ୱୟକୁ କିପରି ତୁଲାଇବେ ସେ ନେଇ ଅଡୁଆରେ…

ହଲିଉଡ୍‌ରେ ଜ୍ୟାକ୍‌ଲିନ୍‌

ଜ୍ୟାକ୍‌ଲିନ୍‌ ଫର୍ନାଡିସ୍‌ଙ୍କ ଖୁସି କହିଲେ ନ ସରେ। କାରଣ କ’ଣ ଜାଣନ୍ତି? ସେ ଏବେ ଆଉ ଏକ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ଅର୍ଥାତ୍‌, ବଲିଉଡ୍‌ ପରେ ସେ ହଲିଉଡ୍‌ରେ ପାଦ ଦେଇଛନ୍ତି। ଏକ ନାରୀକୈନ୍ଦ୍ରିକ ହଲିଉଡ୍‌ ଫିଲ୍ମରେ ଅଭିୟନ କରିବାକୁ…

କେବେ କରୁଥିଲେ ଡେଟ୍‌, ଏବେ ପରସ୍ପରର…

ବମ୍ବେ: ପ୍ରେମରେ ଭଟ୍ଟା ପଡ଼ିଲେ ସମ୍ପର୍କ ତୁଟିଯାଏ। ହେଲେ ବଲିଉଡ୍‌ରେ ଏଭଳି ଅନେକେ କଳାକାର ଅଛନ୍ତି ଯେଉଁମାନେ ପ୍ରେମ ସମ୍ପର୍କ ତୁଟିବା ପରେ ବି ଭଲ ବନ୍ଧୁ ହୋଇ ରହିଛନ୍ତି। ସେମାନେ ପରସ୍ପରର ସମ୍ମାନ କରିବା ସହ ଖୁସିରେ ଆଗକୁ ବଢ଼ି…

ବିବାହ ବନ୍ଧନରେ ଅଭି-ପ୍ରଜ୍ଞା

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହେଲେ ଅଭି-ପ୍ରଜ୍ଞା। ଟେଲିପରଦାର ଏହି ହିଟ୍‌ ଯୋଡ଼ି ରିଅଲ୍‌ରେ ନୁହେଁ ବରଂ ରିଲରେ ଏକାଠି ହୋଇଛନ୍ତି। ଦର୍ଶକମାନେ ଏହି ଦିନକୁ ଅପେକ୍ଷା କରି ରହିଥିବା ବେଳେ ଶେଷରେ ଧାରାବାହିକ ‘କୁମ୍‌କୁମ ଭାଗ୍ୟ’ର ଆଗାମୀ ଏପିସୋଡରେ ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?