ମନୋରଞ୍ଜନ

‘ତାଣ୍ଡବ’ ବିବାଦ : ନିର୍ଦ୍ଦେଶକଙ୍କ ଘରେ ୟୁପି ପୋଲିସ

ମୁମ୍ବାଇ,୨୧।୧: ନିକଟରେ ଆମାଜନ ପ୍ରାଇମରେ ରିଲିଜ ହୋଇଥିବା ଓ୍ବେବ ସିରିଜ୍‌ ‘ତାଣ୍ଡବ’କୁ ନେଇ ଦେଖାଦେଇଥିବା ବିବାଦ ଥମିବାର ନା ନେଉନାହିଁ। ଚାରି ଆଡ଼ୁ ସମାଲୋଚନା ସମ୍ମୁଖୀନ ହେବା ପରେ ନିର୍ଦ୍ଦେଶକ ଅଲି ଅବାସ ଜାଫର ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଥିଲେ। ଏହା…

ବିରଳ ସିଂହକୁ ଖାଦ୍ୟ ଖୁଆଇଲେ ଏହି ଅଭିନେତ୍ରୀ

ଛୋଟ ପରଦାର ଚର୍ଚ୍ଚିତ ଅଭିନେତ୍ରୀ ମୋନି ରୟ ଏବେ ଦୁବାଇରେ ଛୁଟି କାଟୁଛନ୍ତି। ଏହି ସମୟର ଫଟୋ ସେ ସୋସିଆଲ ମିଡିଆରେ ଶେୟାର ମଧ୍ୟ କରୁଛନ୍ତି। ନିକଟରେ ସେ ଏକ ଭିଡିଓ ଶେୟାର କରିଥିଲେ । ଏଥିରେ ମୋନି ସିଂହକୁ ନିଜ…

ବିବାହିତା ସତ୍ତ୍ୱେ ମା’ ନ ହେବାକୁ ନିଷ୍ପତ୍ତି ନେଇଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ: କାରଣ…

ବଲିଉଡ୍‌ ଅଭିନେତ୍ରୀ ଅରୁଣା ଇରାନୀ ତାଙ୍କ ସମୟର ସଫଳ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ। ତାଙ୍କର ଅଭିନୟଠାରୁ ଆରମ୍ଭ କରି ନୃତ୍ୟ ପାଇଁ ଲୋକେ ପାଗଳ ହୋଇଯାଉଥିଲେ। ଅଧିକାଂଶ ଫିଲ୍ମରେ ସେ ଖଳନାୟିକା ଚରିତ୍ରରେ ଅଭିନୟ କରିଛନ୍ତି। ତାଙ୍କର ଏହି ଚରିତ୍ରକୁ ଲୋକେ…

ଏହି ସୁପରଷ୍ଟାରଙ୍କ ସହ କାମ କରିବାକୁ ଚାହୁଁ ନ ଥିଲେ ଶ୍ରୀଦେବୀ, ଐଶ୍ୱର୍ଯ୍ୟା

ବଲିଉଡ୍‌ର ଆକ୍ସନ ହିରୋଙ୍କ ମଧ୍ୟରେ ଅନ୍ୟତମ ସନି ଦେଓଲ। ସନ୍ନିଙ୍କୁ ତାଙ୍କ ସମୟର ସବୁଠାରୁ ସଫଳ ଏବଂ ହିଟ୍‌ ହିରୋଙ୍କ ତାଲିକାରେ ଗଣନା କରାଯାଏ। ସେ ଅନେକ ସୁପରହିଟ୍‌ ଫିଲ୍ମ ଯେପରି, ଘାୟଲ, ଖାତକ, ଦାମିନୀ ଏବଂ ଗଦ୍ଦର ଆଦିରେ କାମ…

ନିର୍ମାଣ ହେବ ମାରାଥନ ଧାବକ ଫୌଜା ସିଂଙ୍କ ବାୟୋପିକ୍‌

ମୁମ୍ବାଇ: ‘ମେରି କମ’୍ ଓ ‘ସରବଜିତ’ ଭଳି ଲୋକପ୍ରିୟ ବାୟୋପିକ୍ ନିର୍ମାଣ କରିଥିବା ନିର୍ଦ୍ଦେଶକ ଓମଙ୍ଗ କୁମାର ଏବେ ଆଉ ଏକ ବାୟୋପିକ୍ ନିର୍ମାଣ କରିବାକୁ ଯାଉଛନ୍ତି । ଏହା ବିଶ୍ୱର ସବୁଠାରୁ ବୃଦ୍ଧ ମାରାଥନ ଧାମକ ଫୌଜା ସିଂଙ୍କ ଉପରେ…

ଝିଅ ହୋଇ ପୁଅ ଚରିତ୍ରରେ ନଜର ଆସୁଥିଲେ, ଏବେ ଛାଡ଼ିଲେ ଶୋ’

ବମ୍ବେ: ପରଦାରେ ପୁଅ ହେଲେ ବାସ୍ତବରେ ଝିଅ। ଆମେ କଥା ହେଉଛୁ ଟେଲି ଧାରାବାହିକ ‘ଛୋଟି ସରଦାରନୀ‘ରେ ପରମ ଭୂମିକାରେ ନଜର ଆସୁଥିବା ଶିଶୁ କଳାକାର କେଭିନା ଟାକଙ୍କ ବିଷୟରେ। ତାଙ୍କୁ ବୟସ ଏବେ ମାତ୍ର ଛଅ ବର୍ଷ। ଶୋ’ରେ ସରବଜୀତ…

ବଲିଉଡ୍‌ରେ ଡେବ୍ୟୁ କରିବେ ଇସାବେଲ

ମୁମ୍ବାଇ: ବଲିଉଡ୍‌ର ହିଟ୍ ନାୟିକା କ୍ୟାଟ୍ରିନା କୈଫ ଲକ୍ଷେ ଦିଲ୍‌କି ଧଡକନ । ଏବେ ତାଙ୍କ ଭଉଣୀ ଇସାବେଲ କୈଫ ବଲିଉଡ୍‌ରେ ଡେବ୍ୟୁ କରିବେ ବୋଲି ଶୁଣିବାକୁ ମିଳିଛି । ସେ ଫିଲ୍ମ ‘ସୁସ୍ୱାଗତମ ଖୁସାମଦିଦ’ ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ କରିବେ…

ଜେଲରୁ ମୁକୁଳିଲେ ଅଭିନେତ୍ରୀ

ସ୍ୟାଣ୍ଡେଲଉଡ୍‌ ଡ୍ରଗ୍ସ ମାମଲାରେ ପ୍ରାୟ ମାସେ ହେବ ଜେଲରେ ଥିବା କନ୍ନଡ ଅଭିନେତ୍ରୀ ରାଗିଣୀ ଦ୍ୱିବେଦୀ ଏଥିରୁ ମୁକ୍ତି ପାଇଛନ୍ତି। ଗୁରୁବାର ସୁପ୍ରିମକୋର୍ଟଙ୍କ ରାୟ ପରେ ତାଙ୍କୁ ଜାମିନ ମିଳିଛି। ଡ୍ରଗ୍ସ କାରବାର ମାମଲାରେ ରାଗିଣୀଙ୍କୁ ୪ ସେପ୍ଟେମ୍ବର ୨୦୨୦ରେ ଗିରଫ…

ଆସୁଛି ‘ପ୍ରେମ ସାଥୀ-ଦ ଟ୍ରୁ ଲଭ୍‌ମେଟ୍‌’

ପ୍ରେମକୁ ଆଧାର କରି ଏକ ଭିନ୍ନ ଧରଣର ଓଡ଼ିଆ ସିନେମା ନିର୍ମିତ ହେବାକୁ ଯାଉଛି, ଯାହାର ଟାଇଟଲ ରହିଛି ‘ପ୍ରେମ ସାଥୀ-ଦ ଟ୍ରୁ ଲଭ୍‌ମେଟ୍‌’। ନବାଗତ ପ୍ରଯୋଜକ ସତ୍ୟବ୍ରତ ଜେନା ଏବଂ ଜଗନ୍ନାଥ ପାଣିଙ୍କ ପ୍ରଯୋଜନାରେ ଏହାର ପ୍ରାରମ୍ଭିକ କାମ ଶେଷ…

ଏହି ହ୍ୟାଣ୍ଡସମ୍‌ଙ୍କ ପ୍ରେମରେ ପଡ଼ିଛନ୍ତି ବୋଲ୍ଡ ନିଆ ଶର୍ମା, ଲୁଚାଛପାରେ ଚାଲିଛି…

ବମ୍ବେ: ପ୍ରେମରେ ପଡ଼ିଛନ୍ତି ଟେଲିପରଦାର ବୋଲ୍ଡ ଅଭିନେତ୍ରୀ ନିଆ ଶର୍ମା। ଅଭିନେତା ରାହୁଲ ସୁଧୀରଙ୍କୁ ସେ ଦୀର୍ଘଦିନରୁ ଡେଟ୍‌ କରୁଛନ୍ତି। ନିଆ ଉଭୟଙ୍କ ସମ୍ପର୍କକୁ ଲୁଚାଇ ରଖିବାକୁ ଚାହୁଁଛନ୍ତି। ଏଥିପାଇଁ ଏବେ ଲୁଚାଛପାରେ ସବୁକିଛି ଚାଲିଛି। ଖୁବ୍‌ଶୀଘ୍ର ସେମାନେ ଅଫିସିଆଲି ପ୍ରଶଂସକଙ୍କୁ…

ସିନେମା ଫ୍ଲପ୍‌ ନାୟିକା ହିଟ୍‌

ପରିଣିତି ଚୋପ୍ରା। ସ୍କୁଲ ହେଉ କି କଲେଜ କ୍ୟାରିୟରରେ ସେ ନିଜକୁ ଜଣେ ମେଧାବୀ ଛାତ୍ରୀ ଭାବରେ ପରିଚିତ କରାଇ ପାରିଥିଲେ। ତା’ ସହ ଶ୍ରେଷ୍ଠ ଛାତ୍ରୀ ଭାବରେ ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ପାଇଥିଲେ। ଏହାପରେ ଅଭିନୟ ନିଶା ତାଙ୍କୁ ପାଗଳ କରିଥିଲା।…

ବାୟୁସେନାରେ ଯୋଗଦେବେ କଙ୍ଗନା

କଙ୍ଗନା ଖୁବ୍‌ ଶୀଘ୍ର ଭାରତୀୟ ବାୟୁସେନା (ଇଣ୍ଡିଆନ୍‌ ଏୟାରଫୋର୍ସ)ରେ ଯୋଗ ଦେବାକୁ ଯାଉଛନ୍ତି। ପୁଣି ଜଣେ ଉପରିସ୍ଥ ଅଫିସର ଭାବରେ। ଏକଥା ଜାଣିବା ପରେ ଅନେକେ ଆଶ୍ଚର୍ଯ୍ୟ ପ୍ରକଟ କରିବା ସ୍ବାଭାବିକ। ଏମିତି କ’ଣ ହେଲା ଯେ ଅଭିନୟକୁ ଗୁଡ୍‌ବାୟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?