ସଲମାନଙ୍କୁ ପୁଣି ଧମକ
ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍ରେ ମୁମ୍ବାଇ ଟ୍ରାଫିକ୍ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି ଟଙ୍କା ଦାବି କରାଯାଇଛି। ମେସେଜରେ ଲେଖାଯାଇଛି ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ଠାରୁ ସୁରକ୍ଷିତ ରହିବାକୁ ଚାହୁଁଥିଲେ…
ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ କରିବା ମାମଲାରେ ଅଭିନେତ୍ରୀଙ୍କୁ ଇଡି ପକ୍ଷରୁ ପଚରାଉଚରା କରାଯାଉଛି। ଏହି ଆପରେ ଆଇପିଏଲ ମ୍ୟାଚ…
ସଲମାନଙ୍କ ହତ୍ୟା ଷଡଯନ୍ତ୍ର କରିଥିବା ଶାର୍ପ ସୁଟର ଗିରଫ, ବେଶ ବଦଳାଇ ହୋଟେଲରେ ଲୁଚିଥିଲେ
ମୁମ୍ବାଇ,୧୭।୧୦: ମହାରାଷ୍ଟ୍ରର ନାଭି ମୁମ୍ବାଇ ପୋଲିସ ସଲମାନ ଖାନଙ୍କ ଫାର୍ମ ହାଉସର ରେକି କରିଥିବା ଶୁଟରଙ୍କୁ ଗିରଫ କରିଛି। ହରିୟାଣାର ପାନିପତରୁ ଶୁଟର ସୁକ୍ଖାଙ୍କୁ ପୋଲିସ ଧରିଛି। ମୁମ୍ବାଇ ଅଣାଯିବା ପରେ ତାଙ୍କୁ କୋର୍ଟରେ ହାଜର କରାଯିବ। ତେବେ ସେ ଲରେନ୍ସ…
ହୋଟେଲ ବାଲକୋନିରୁ ଖସି ପଡ଼ି ଲୋକପ୍ରିୟ ହଲିଉଡ୍ ଷ୍ଟାରଙ୍କ ମୃତ୍ୟୁ, ପ୍ରଶଂସକ ସ୍ତବ୍ଧ !
ମୁମ୍ବାଇ: ‘ଓ୍ବାନ୍ ଡାଇରେକ୍ସନ’ ବ୍ୟାଣ୍ଡର ପୂର୍ବତନ ସଦସ୍ୟ ଲିଆମ୍ ପେନ୍ଙ୍କ ଦେହାନ୍ତ ହୋଇଛି। ବୁଧବାର ଆର୍ଜେଣ୍ଟିନାର ବୁଏନୋସ୍ ଆଇରେସ୍ରେ ଥିବା ନିଜ ହୋଟେଲର ବାଲକୋନି ଖସି ପଡ଼ିବା ପରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ସାମ୍ନାକୁ ଆସିବା ପରେ ପ୍ରଶଂସକ…
ପିସିଙ୍କ ସ୍ବାମୀ ନିକ୍ଙ୍କ ଜୀବନ ପ୍ରତି ବିପଦ! କନସର୍ଟ ଅଧାରୁ ଷ୍ଟେଜ୍ ଛାଡ଼ି ଦୌଡ଼ିଲେ…
ଲଣ୍ଡନ: ବଲିଉଡ୍ର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ସ୍ବାମୀ ତଥା ପପ୍ଷ୍ଟାର ନିକ୍ ଜୋନାସଙ୍କ ଜୀବନ ପ୍ରତି ବିପଦ। ନିକଟରେ ‘ଜୋନାସ୍ ବ୍ରଦର୍ସ’ଙ୍କର ଏକ କନ୍ସର୍ଟ ସମୟରେ ସେଭଳି କିଛି ଘଟଣା ପ୍ରଶଂସକଙ୍କୁ ଚିନ୍ତାରେ ପକାଇଛି। ଏହାର ଭିଡିଓ ଭାଇରାଲ ହେଉଛି।…
ଫେମିନା ମିସ ଇଣ୍ଡିଆ ୨୦୨୪ର ଟାଇଟଲ ଜିତିଲେ ନିକିତା ପୋରୱାଲ, ଏହି ଫିଲ୍ମରେ ଆସିବେ ନଜର
ନୂଆଦିଲ୍ଲୀ,୧୭।୧୦: ଫେମିନା ମିସ ଇଣ୍ଡିଆ ୨୦୨୪ର ଗ୍ରାଣ୍ଡ ଫାଇନାଲ ଅକ୍ଟୋବର ୧୬ରେ ଆୟୋଜିତ ହୋଇଯାଇଛି। ଭାରତର ଏହି ମୋଷ୍ଟ ଆଇକନିକ ବିୟୁଟି ପେଜେଣ୍ଟର ୬୦ ତମ ବାର୍ଷିକୀରେ, ମଧ୍ୟପ୍ରଦେଶର ନିକିତା ପୋରୱାଲଙ୍କୁ ଏହି ଆଖ୍ୟା ମିଳିଛି। ଏହି କାର୍ଯ୍ୟକ୍ରମ ମୁମ୍ବାଇର ୱର୍ଲିରେ…
ଅଭିଷେକଙ୍କ ସହ ନିର୍ବନ୍ଧ ରୋକିବାକୁ ଚାହୁଁଥିଲେ ଐଶ୍ୱର୍ଯ୍ୟା! ହେଲା ବଡ଼ ଖୁଲାସା…
ବମ୍ବେ: ଗତ କିଛିଦିନ ଧରି ବିଗ୍ ବି ଅମିତାଭ ବଚ୍ଚନଙ୍କ ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ ଏବଂ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ପରସ୍ପରଠାରୁ ଅଲଗା ହେବାକୁ ଯାଉଥିବା ଚର୍ଚ୍ଚାରେ ରହିଆସୁଛି। ଉଭୟ ଏନେଇ ମୁହଁ ଖୋଲି ନ ଥିଲେ ହେଁ…
ସୁପରଷ୍ଟାର ସଲମାନଙ୍କ ପଛରେ କାହିଁକି ପଡ଼ିଛି ବିଶ୍ନୋଇ ଗ୍ୟାଙ୍ଗ? ପୁରା ଘଟଣାକ୍ରମକୁ ଜାଣନ୍ତୁ…
ବମ୍ବେ: ଜଣେ ବଲିଉଡ୍ ସୁପରଷ୍ଟାର ତ ଅନ୍ୟଜଣେ ଅଣ୍ଡରଓ୍ବାଲ୍ଡର ବଡ଼ ଗ୍ୟାଙ୍ଗଷ୍ଟର। ଫିଲ୍ମ କାହାଣୀ ହୋଇଥିଲେ ଗ୍ୟାଙ୍ଗଷ୍ଟରଙ୍କ ମୃତ୍ୟୁ ହୋଇଥାନ୍ତା, ହିରୋ ଜିତି ହୋଇଥାନ୍ତା ହାପି ଏଣ୍ଡିଂ। ହେଲେ ଏଠି କାହାଣୀ ଫିଲ୍ମର ନୁହେଁ ବରଂ ଅସଲ ଜୀବନର। ଫଳରେ ଗ୍ୟାଙ୍ଗଷ୍ଟର…
ବାବା ସିଦ୍ଧକିଙ୍କ ପରେ ଏବେ ବିଶ୍ନୋଇ ଗ୍ୟାଙ୍ଗ ଟାର୍ଗେଟରେ ମୁନାଓ୍ବର ଫାରୁକି
ବମ୍ବେ: ପୁଣି ଚର୍ଚ୍ଚାରେ ରିଆଲିଟି ଶୋ’ ବିଗ୍ ବସ୍ ୧୭ ବିଜେତା ମୁନାଓ୍ବର ଫାରୁକି। ଏଥର କିନ୍ତୁ ବିଷୟ ବ୍ୟକ୍ତିଗତ କିମ୍ବା କର୍ମ ଜୀବନକୁ ନେଇ ନୁହେଁ ବରଂ ଗାଙ୍ଗଷ୍ଟର ଲରେନ୍ସ ବିଶ୍ନୋଇଙ୍କୁ ନେଇ। ବାବା ସିଦ୍ଧକିଙ୍କ ପରେ ମୁନାଓ୍ବର ବିଶ୍ନୋଇ…
‘ଦୋ ପତ୍ତି’ ଟ୍ରେଲର ଆଉଟ
ମୁମ୍ବାଇ: ଅଭିନେତ୍ରୀ କାଜୋଲ, କ୍ରିତି ସାନନ୍ ଓ ଅଭିନେତା ଶାହିର ଶେଖ୍ଙ୍କ ଅଭିନୀତ ‘ଦୋ ପତ୍ତି’ ଟ୍ରେଲରକୁ ସୋମବାର ଜାରି କରାଯାଇଛି। ୨ ମିନିଟ ୩୬ ସେକେଣ୍ଡ ବିଶିଷ୍ଟ ଏହି ଟ୍ରେଲରକୁ ଦେଖିବା ପରେ ଫିଲ୍ମକୁ ନେଇ ପ୍ରଶଂସକମାନଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି…
ଆଖିବୁଜିଲେ ପ୍ରସିଦ୍ଧ ଅଭିନେତା
ଜଣାଶୁଣା ଅଭିନେତା ଅତୁଲ ପାରଚୁରେଙ୍କ ୫୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ କ୍ୟାନସର୍ରେ ପୀଡିତ ଥିଲେ। ସେ ‘ଦି କପିଲ ଶର୍ମା ଶୋ’ ସମେତ ଅନେକ ଟିଭି ସିରିଏଲ ଏବଂ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ଅତୁଲ ଜଣେ ଦକ୍ଷ ଅଭିନେତା…
ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର କନଫର୍ମ! ବଡ଼ ସଙ୍କେତ ଦେଲେ ଅମିତାଭ ବଚ୍ଚନ, ଯାହାକୁ ନେଇ…
ମୁମ୍ବାଇ: ଦୀର୍ଘ ଦିନ ଧରି ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନଙ୍କ ମଧ୍ୟରେ ଛାଡପତ୍ର ଖବର ଚର୍ଚ୍ଚାରେ ରହିଛି। କୁହାଯାଉଛି ଯେ ଉଭୟ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ଏ ପର୍ଯ୍ୟନ୍ତ ଏହି ଖବର ଉପରେ ଦମ୍ପତି କିମ୍ବା ସେମାନଙ୍କ…
Archives


