ସୁସ୍ଥ ହେଲେ ରେମୋ
ମୁମ୍ବାଇ: ବଲିଉଡ୍ କୋରିଓଗ୍ରାଫର ରେମୋ ଡିସୁଜାଙ୍କୁ କୋକିଳାବେନ ହସ୍ପିଟାଲରୁ ଛୁଟି ମିଳିଯାଇଛି । ହାର୍ଟ ଆଟାକ କାରଣରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ପୂର୍ବାପେକ୍ଷା ତାଙ୍କ ସ୍ୱାସ୍ଥ୍ୟ ଭଲ ରହିଥିବା କୁହାଯାଉଛି । ରେମୋ ନିଜେ ସୋସିଆଲ ମିଡିଆରେ ଏକ…
ମାହିଙ୍କୁ କେବେ ମିଳିବ ବିଶ୍ୱାସୀ ଜୀବନ ସାଥୀ: ସଲମାନଙ୍କ ସହିତ ଅନ୍ତରଙ୍ଗ ସିନ୍ କରିବାକୁ ଆଗ୍ରହୀ
ମୁମ୍ବାଇ,୧୯।୧୨: ବଲିଉଡ୍ର ବୋଲ୍ଡ ଅଭିନେତ୍ରୀ ମାହି ଗିଲ୍ ଶନିବାର ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୫ ଡିସେମ୍ବର ୧୯ରେ ସେ ଚଣ୍ଡିଗଡ଼ଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ରିମ୍ପି କୌର ଗିଲ୍। ୧୮ ବର୍ଷ ବୟସରେ ତାଙ୍କର ବିବାହ ହୋଇଥିଲା।…
ଅଙ୍କିତାଙ୍କୁ ୩୬: ସୁଶାନ୍ତଙ୍କୁ ଏବେ ବି ପାରି ନାହାନ୍ତି ଭୁଲି
ମୁମ୍ବାଇ,୧୯।୧୨: ଛୋଟ ପରଦାର ପବିତ୍ର ରିସ୍ତାରୁ କ୍ୟାରିୟର ଆରମ୍ଭ କରିଥିବା ସୁନ୍ଦରୀ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଶନିବାର ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୪ ଡିସେମ୍ବର ୧୯ରେ ସେ ଇନ୍ଦୋରଠାରେ ଜନ୍ମଗ୍ରହଣ କରିଥିଲେ। ପବିତ୍ର ରିସ୍ତାରେ ଅଭିନୟ କରୁଥିବାବେଳେ ଅଭିନେତା ସୁଶାନ୍ତ…
ମୁମ୍ବାଇରେ ନିଜ ପିତାଙ୍କ ସହ ନଜର ଆସିଲେ ଅନୁଷ୍କା
ମୁମ୍ବାଇ,୧୮।୧୨-ମୁମ୍ବାଇରେ ଗୁରୁବାର ନିଜ ପିତାଙ୍କ ସହ ନଜର ଆସିଛନ୍ତି ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା। ଅନୁଷ୍କା ଏକ ଧଳା ରଙ୍ଗର ଡ୍ରେସ ପିନ୍ଧିଥିବା ବେଳେ ଏହା ଉପରେ ଏକ ଡେନିମ ଜ୍ୟାକେଟ ପିନ୍ଧିଥିବା ଦେଖାଯାଇଛି। ସୋସିଆଲ ମିଡିଆରେ ଏହି ଭିଡିଓ ବେଶ…
କୃଷକଙ୍କ ସହ ଧାରଣାରେ ବସି ଚର୍ଚ୍ଚାକୁ ଆସିଲେ ସ୍ୱରା
ମୁମ୍ବାଇ: ବଲିଉଡ୍ ନାୟିକା ସ୍ୱରା ଭାସ୍କର ଏବେ କିଛି ନା କିଛି କାରଣକୁ ନେଇ ଆସୁଛନ୍ତି ଚର୍ଚ୍ଚାକୁ । ସୋସିଆଲ ମିଡିଆରେ ଦେଶ ସହ ଜଡିତ ବିଷୟକୁ ନେଇ ନିଜର ବେକାବୁ ବୟାନ ଦେଇ ଏହି ନାୟିକା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ…
ଡ୍ରଗ୍ସ ମାମଲାରେ ନୋଟିସ୍ ପରେ ଟ୍ରୋଲ ହେଉଛନ୍ତି କରନ୍ ଜୋହର: ଲୋକେ କହୁଛନ୍ତି ଏବେ ‘କଫି ଉଇଥ୍ ଏନ୍ସିବି’ର ସମୟ
ବମ୍ବେ: ବଲିଉଡ୍ ପାଇଁ ଅଡ଼ୁଆ ପାଲଟିଲାଣି ଏନ୍ସିବି ଯାଞ୍ଚ। ଗୋଟିଏ ପରେ ଗୋଟିଏ ଅଭିନେତାଙ୍କୁ ଏନ୍ସିବିରୁ ଡାକରା ଆସୁଛି। ଡ୍ରଗ୍ସ ସେବନଠାରୁ ଆରମ୍ଭ କରି ବିଭିନ୍ନ ଦିଗକୁ ନେଇ ସେମାନଙ୍କୁ ପଚରାଉଚରା କରାଯାଉଛି। ନିକଟରେ କମେଡିଆନ ଭାରତୀ ସିଂହ, ଅଭିନେତ୍ରୀ ଦୀପିକା…
ଶୀଘ୍ର ମା’ ହେବାକୁ ଚାହୁଁଛି: ସନା
ବମ୍ବେ: ପ୍ରେମିକଙ୍କଠାରୁ ଅଲଗା ହେବା ପରେ ପ୍ରଥମେ ଅଭିନୟଜଗତ ଛାଡ଼ିଥିଲେ ଅଭିନେତ୍ରୀ ସନା ଖାନ। ଆଉ ଏବେ ବିବାହ କରି ସେ ଚର୍ଚ୍ଚାରେ। ମୁଫ୍ତି ଅନସଙ୍କ ହାତ ଧରିଥିବା ସନା ଶୀଘ୍ର ମା’ ହେବାକୁ ଚାହୁଁଛନ୍ତି। ୨୦୧୭ରେ ମକ୍କା ଯାଇଥିବା ବେଳେ…
ଡେଲିଭରି ବୟଙ୍କ ମୃତ୍ୟୁ ପରେ ସହଯୋଗର ହାତ ବଢାଇଲେ ସୋନୁ
ମୁମ୍ବାଇ: ବଲିଉଡ ଅଭିନେତା ସୋନୁ ସୁଦ ତାଙ୍କ ବଦାନ୍ୟତା ପାଇଁ ବେଶ ଚର୍ଚ୍ଚିତ । ଶୁକବାର ମୁମ୍ବାଇରେ ଜଣେ ଫୁଡ ଡେଲିଭରି ବୟଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହେବା ଜାଣିବା ପରେ ସେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ଦେବେ ବୋଲି…
ବଢିଲା କଙ୍ଗନାଙ୍କ ଅଡୁଆ: କୋର୍ଟରେ ମାମଲା
ପାଟନା,୧୮ ।୧୨: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ଆଜିକାଲି ନିଜ ଫିଲ୍ମ ଅପେକ୍ଷା ରାଜନୈତିକ ବୟାନ ବାଜିକୁ ନେଇ ରହୁଛନ୍ତି ଚର୍ଚ୍ଚାରେ । ଏମିତି କେତେଥର ଦେଖାଗଲାଣି ସେ ନିଜ ବୟାନକୁ ନେଇ ଆସିଯାଉଛନ୍ତି ବିବାଦ ଘେରକୁ । ନିକଟରେ ବିହାର…
ପିତାଙ୍କ ସହ ନଜର ଆସିଲେ ଅନୁଷ୍କା, ବେବି ବମ୍ପ୍ ଦେଖି ପ୍ରଶଂସକ କହିଲେ…
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଖୁବ୍ଶୀଘ୍ର ଦୁଇରୁ ତିନି ଜଣ ହେବାକୁ ଯାଉଛନ୍ତି। ଏହା କହିବାର ଅର୍ଥ ହେଲା ଅନୁଷ୍କାଙ୍କ ଘରକୁ ନୂଆ ଅତିଥି ଆସିବାକୁ ଯାଉଛନ୍ତି। ଏ ବିଷୟରେ…
ଚାରି ଥର ପ୍ରତ୍ୟାଖ୍ୟାନ ପରେ ବରୁଣଙ୍କୁ ହଁ କହିଥିଲେ ପ୍ରେମିକା
ବମ୍ବେ: ଦୀର୍ଘ ଦିନ ଧରି ନତାଶା ଦଲାଲଙ୍କୁ ଡେଟ୍ କରୁଛନ୍ତି ଅଭିନେତା ବରୁଣ ଧଓ୍ବନ। ଶୀଘ୍ର ଉଭୟ ବିବାହ କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏହା କେତେ ସତ କେତେ ମିଛ ଜଣାପଡ଼ି ନ ଥିଲେ ସୁଦ୍ଧା ଉଭୟଙ୍କ ସମ୍ପର୍କକୁ ନେଇ…
ଷଷ୍ଠ ଶ୍ରେଣୀରୁ ପ୍ରେମ, ଏବେ ଲିଭ୍ ଇନ୍ରେ ରହୁଛନ୍ତି ଏହି ପ୍ରସିଦ୍ଧ ଅଭିନେତା
ବଲିଉଡ ଅଭିନେତା ବରୁଣ ଧାୱନ ନିଜ ଅଭିନୟ ବ୍ୟତୀତ ବ୍ୟକ୍ତିଗତ ଜୀବନକୁ ନେଇ ସର୍ବଦା ଚର୍ଚ୍ଚାରେ ଥାନ୍ତି। ଦୀର୍ଘଦିନର ପ୍ରେମିକା ନତାଶା ଦଲାଲ ସହ ସେ ଏବେ ଲିଭ୍ଇନ୍ରେ ରହୁଛନ୍ତି। କୁଲି ନଂ -୨ ଫିଲ୍ମ ପ୍ରମୋଶନ ଅବସରରେ କରିନା କପୁର…
Archives


