କରୋନା ସହ ଲଢ଼ିବାକୁ ଶାହାରୁଖ୍ଙ୍କ ବଡ଼ ସହାୟତା: ସ୍ବାସ୍ଥ୍ୟମନ୍ତ୍ରୀ ଜଣାଇଲେ ଧନ୍ୟବାଦ
ମହାମାରୀ କରୋନା ସମୟରେ ବଲିଉଡ୍ କଳାକାରମାନେ ସହଯୋଗର ହାତ ବଢ଼ାଇ ଦେଶକୁ ଏହି କଠିନ ପରିସ୍ଥିତିରେ ଲଢ଼ିବା ପାଇଁ ଶକ୍ତି ଦେଇଛନ୍ତି। ସୋନୁ ସୁଦ ପ୍ରବାସୀ ଶ୍ରମିକଙ୍କ ସମେତ ଅସହାୟ ଲୋକଙ୍କୁ ସାହାଯ୍ୟ କରିଚାଲିଛନ୍ତି। ସେହିପରି କିଙ୍ଗ୍ ଖାନ୍ ଶାହାରୁଖ୍ ମଧ୍ୟ…
ବର୍ଷକର ହେଲେ କମେଡି କିଙ୍ଗ୍ଙ୍କ ଅଲିଅଳି
ଛୋଟ ପରଦାର କମେଡି କିଙ୍ଗ୍ କପିଲ ଶର୍ମାଙ୍କ ଝିଅ ଗୁରୁବାର ଏକ ବର୍ଷର ହୋଇଯାଇଛନ୍ତି। କପିଲ ନିଜର ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟରେ ଅନାୟରାଙ୍କର ଅନେକ ଫଟୋ ଶେୟାର କରିଛନ୍ତି। କିଛି ଫଟୋରେ ଅନାୟରା କପିଲଙ୍କ ମା’ଙ୍କ ସହ ଖେଳୁଥିବା ବେଳେ ଆଉ କିଛିରେ…
ଟିଆରପି ମାମଲାରେ ଅନୁପମାର ଜବାବ ନାହିଁ
ନୂଆଦିଲ୍ଲୀ,୧୦।୧୨- ଚଳିତ ବର୍ଷର ୪୮ତମ ସପ୍ତାହ ବହୁ ଟିଭି ଶୋ ପାଇଁ ଭଲ ରହିଛି। କିଛି ସିରିଏଲ ପୂର୍ବଭଳି ଟିଆରପି ଲିଷ୍ଟରେ ଜମି ରହିଥିବାlବେଳେ କିଛି ପୁରୁଣା ଶୋ ଜବରଦସ୍ତ ଏଣ୍ଟ୍ରି ମାରିଛନ୍ତି। ଚଳିତ ସପ୍ତାହର ଟିଆରପି ଲିଷ୍ଟରେ ଶୀର୍ଷରେ ରହିଛି…
ରଚନାଙ୍କୁ ଦ୍ୱିତୀୟ ବିବାହ କରିବା ବେଳେ ଅସୁବିଧାରେ ପଡ଼ିଥିଲେ ବାବୁଲ ସୁପ୍ରିଓ: ବିରୋଧୀ ସତ୍ତ୍ୱେ ସହାୟତା କରିଥିଲେ ମମତା
ବମ୍ବେ: ଅଭିନୟଜଗତରେ ନାମ କମାଇବା ପରେ ରାଜନୀତିକୁ ବାଛି ନିଅନ୍ତି ଅନେକ କଳାକାର। ସେ ଅଭିନେତା ହୁଅନ୍ତୁ ଅବା ଗାୟକ, ରାଜନୀତିରେ ନିଜର ପତିଆରା ବିସ୍ତାର ପାଇଁ ଲାଗିପଡ଼ନ୍ତି। ସେଭଳି ଜଣେ ହେଲେ ବାବୁଲ ସୁପ୍ରିଓ। ପେସାରେ ସେ ଜଣେ ଗାୟକ…
୯୮ ବର୍ଷରେ ଟ୍ରାଜେଡି କିଙ୍ଗ୍ ଦିଲ୍ଲୀପ କୁମାର
ମୁମ୍ବାଇ,୧୧।୧୨: ଟ୍ରାଜେଡି କିଙ୍ଗ୍ ଦିଲ୍ଲୀପ କୁମାର ଶୁକ୍ରବାର ୯୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୨୨ ଡିସେମ୍ବର ୧୧ରେ ସେ ପେଶଓ୍ବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ମହମ୍ମଦ୍ ୟୁସୁଫ ଖାଁ। ରାଜକପୁର, ଦେବାନନ୍ଦ ଏବଂ ଦିଲ୍ଲୀପ ବିଭାଜନ ସମୟରେ ପାକିସ୍ତାନରୁ…
ପୂର୍ବ ୨ ବିବାହ ବାର୍ଷିକୀରେ ଅନୁଷ୍କାଙ୍କୁ ଏହି ସ୍ବତନ୍ତ୍ର ଉପହାର ଦେଇଥିଲେ କୋହଲି: ଏଥର…
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କର ଆଜି ଅର୍ଥାତ୍ ଡିସେମ୍ବର ୧୧ ହେଉଛି ୩ୟ ବିବାହ ବାର୍ଷିକୀ। ଚଳିତ ବର୍ଷ ତାଙ୍କର ବିବାହ ବାର୍ଷିକୀ ସବୁଠାରୁ ସ୍ବତନ୍ତ୍ର ହେବ। କାରଣ ଏଥର ସ୍ତ୍ରୀ ଅନୁଷ୍କା ଶର୍ମା ତାଙ୍କୁ ସବୁଠାରୁ ବଡ଼…
କମ୍ ବୟସରେ କୋହଲିଙ୍କୁ ବିବାହ କରିଥିଲେ ଅନୁଷ୍କା: ଜାଣନ୍ତୁ କାହିଁକି…
ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ଭାରତୀୟ କ୍ରିକେଟ ଦଳର ଅଧିନୟକ ବିରାଟ କୋହଲିଙ୍କର ଆଜି ହେଉଛି ୩ୟ ବିବାହ ବାର୍ଷିକୀ। ଏହି ଯୋଡି ୩ ବର୍ଷ ପୂର୍ବେ ଇଟାଲିରେ ବିବାହ କରିଥିଲେ। ବିରୁଷ୍କା ନାମରେ ଜଣାଶୁଣା ଏହି ଯୋଡି ନିଜ…
ମୁମ୍ବାଇର ବିଭିନ୍ନ ସ୍ଥାନରେ ଏନ୍ସିବି ପକ୍ଷରୁ ଚଢାଉ: ଅଢେଇ କୋଟି ଟଙ୍କାର ନିଶାଦ୍ରବ୍ୟ ଜବତ
ମୁମ୍ବାଇ,୧୦।୧୨-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ସହ ଜଡିତ ଡ୍ରଗ୍ସ କାରାବାର ମାମଲାରେ ନାର୍କୋଟିକ୍ସ କଣ୍ଟୋଲ ବ୍ୟୁରୋ(ଏନ୍ସିବି)ମୁମ୍ବାଇର ବିଭିନ୍ନ ସ୍ଥାନରେ ଚଢାଉ କରି ଅଢେଇ କୋଟି ଟଙ୍କାର ନିଷିଦ୍ଧ ନିଶାଦ୍ରବ୍ୟ ଜବତ କରିଛି। ଏଥିସହିତ ଡ୍ରଗ୍ସ କାରବାର କରୁଥିବା ୨…
ପ୍ରିୟଙ୍କା ଶେୟାର କଲେ ନିଜ ପୁସ୍ତକ ‘ଅନଫିନିସ୍ଡ’ର ପ୍ରଥମ ଝଲକ
ମୁମ୍ବାଇ:ବଲିଉଡ୍ରୁ ନେଇ ହଲିଉଡ୍ ପର୍ଯ୍ୟନ୍ତ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା । ନିକଟରେ ତାଙ୍କର ପୁସ୍ତକ ଲଞ୍ଚ ହେବା କଥା ସେ ନିଜେ ସୂଚନା ଦେଇଛନ୍ତି । ନିକଟରେ ସେ ସୋସିଆଲ…
କରୋନା ନିୟମ ଭାଙ୍ଗି ଲୋକଙ୍କ ଆକ୍ରୋଶର ଶିକାର ହେଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ
ବଲିଉଡ୍ରେ କେତୋଟି ଫିଲ୍ମକୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଛି। ସେଥିମଧ୍ୟରୁ କିଛି ଫିଲ୍ମର ଶୁଟିଂ ଚାଲିଥିବା ବେଳେ ଆଉ କିଛିର ରିଲିଜ୍ ତାରିଖ ଘୋଷଣା ସରିଛି। ଏହାରି ମଧ୍ୟରେ ଅଭିନେତ୍ରୀ କିଆରା ଆଡଭାନୀଙ୍କ ଫିଲ୍ମ ‘ଇନ୍ଦୁ କି ଜଓ୍ବାନୀ’ ଏବେ…
କରିନାଙ୍କ ସହ ଫିଲ୍ମ କରୁ କରୁ ପ୍ରେମରେ ପଡ଼ିଥିଲେ ହ୍ରିତିକ: ବିବାହିତ ଥିବା ଯୋଗୁ…
ବମ୍ବେ: ବଲିଉଡ୍ର ଲୋକପ୍ରିୟ ଯୋଡ଼ି ମାନଙ୍କ ମଧ୍ୟରୁ କରିନା-ସୈଫ୍ ଅନ୍ୟତମ। ହେଲେ ଏଭଳି ଏକ ସମୟ ଥିଲା, ଯେତେବେଳେ ଅନେକ ଅଭିନେତାଙ୍କ ସହ କରିନାଙ୍କ ନାମକୁ ଯୋଡ଼ାଯାଇଛି। ସେମାନେ ପ୍ରେମ ସମ୍ପର୍କରେ ଥିବାକୁ ନେଇ ଚର୍ଚ୍ଚା ଜୋର ଧରିଛି। ହେଲେ ଧିରେ…
ବଲିଉଡର ପ୍ରସିଦ୍ଧ ହେୟାର ଷ୍ଟାଇଲିଷ୍ଟ୍ ସୂରଜ ଗୋଦାମ୍ବେ ଗିରଫ
ମୁମ୍ବାଇ,୧୦।୧୨-ଡ୍ରଗ୍ସ କାରବାର ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍ସିବି) ବଲିଉଡର ନାମିଦାମୀ ହେୟାର ଷ୍ଟାଇଲିଷ୍ଟଙ୍କୁ ଗିରଫ କରିଛି। ସେ ହେଲେ ସୂରଜ ଗୋଦାମ୍ବେ। ଏଥିସହିତ ଆଉ ଜଣେ ବ୍ୟକ୍ତିଙ୍କୁ ଏହି ମାମଲାରେ ଅଟକ ରଖାଯାଇଛି। ଏନସିବି ପକ୍ଷରୁ କୁହାଯାଇଛି, ୨ ଜଣଙ୍କୁ…
Archives


