ପଞ୍ଚତାରକା ହୋଟେଲରେ ହେବ ଆଦିତ୍ୟ-ଶ୍ୱେତାଙ୍କ ଗ୍ରାଣ୍ଡ ରିସେପଶନ: ମୋଦି-ବଚ୍ଚନ ନିମନ୍ତ୍ରିତ ଅତିଥି
ମୁମ୍ବାଇ: ବଲିଉଡ୍ ଗାୟକ ଉଦିତ ନାରାୟଙ୍କ ସୁପୁତ୍ର ତଥା ହୋଷ୍ଟ, ଆକ୍ଟର ଓ ସିଙ୍ଗର ଆଦିତ୍ୟ ନାରାୟଣ ଡିସେମ୍ବର ୧ରେ ବିବାହ କରିବାକୁ ଯାଉଛନ୍ତି । ସେ ତାଙ୍କ ଲଙ୍ଗ ଟାଇମ୍ ଗର୍ଲ ଫ୍ରେଣ୍ଡ ଶ୍ୱେତା ଅଗ୍ରୱାଲଙ୍କୁ ବିବାହ କରିବେ ।…
ସ୍ବାମୀ ନିକ୍ଙ୍କ ପ୍ରତି ଅଭିଯୋଗ ଆଣିଲେ ଏହି ମହିଳା, ମୁହଁ ଖୋଲିନାହାନ୍ତି ପ୍ରିୟଙ୍କା
ମୁମ୍ବାଇ: ବଲିଉଡ୍ରୁ ହଲିଉଡ୍ ପର୍ଯ୍ୟନ୍ତ ନିଜର ପରିଚୟ ସୃଷ୍ଟି କରିଥିବା ପ୍ରିୟଙ୍କା ଚୋପ୍ରା ଆଜିକାଲି ତାଙ୍କର ଅନେକ ହଲିଉଡ୍ ପ୍ରୋଜେକ୍ଟରେ ବ୍ୟସ୍ତ ଅଛନ୍ତି। ଏଥିସହ ତାଙ୍କୁ ଖୁବ୍ଶୀଘ୍ର ରାଜକୁମାର ରାଓଙ୍କ ସହ ବଲିଉଡ୍ ଫିଲ୍ମ ‘ ଦ ହ୍ବାଇଟ୍ ଟାଇଗର’ରେ ଦେଖିବାକୁ…
ବିବାହ ପୂର୍ବରୁ ପ୍ରେମିକଙ୍କ ପଡୋଶୀ ହେବାକୁ ଏତିକି କୋଟି ଖର୍ଚ୍ଚ କଲେ ଆଲିଆ ଭଟ୍ଟ
ବଲିଉଡ୍ କପଲ ଆଲିଆ ଭଟ୍ଟ ଏବଂ ରଣବୀର କପୁର ଅନେକ ଦିନ ହେବ ରିଲେସନଶିପ୍ରେ ଅଛନ୍ତି। ସେମାନଙ୍କ ବିବାହକୁ ନେଇ ଅନେକ ସମୟରେ ଖବର ସାମ୍ନାକୁ ଆସୁଛି। ଚଳିତବର୍ଷ ସେମାନେ ବିବାହ କରିବେ ବୋଲି କିଛିଦିନ ପୂର୍ବେ ଶୁଣିବାକୁ ମିଳୁଥିଲା। ତେବେ…
ବିବାହର ପ୍ରଥମ ରାତିରୁ ସ୍ତ୍ରୀ ଟ୍ବିଙ୍କଲଙ୍କ ବିଷୟରେ ଏହି କଥା ଜାଣିପାରିଥିଲେ ଅକ୍ଷୟ କୁମାର
ମହାମାରୀ କରୋନା ସମୟରେ ବଲିଉଡ୍ କଳାକାରଙ୍କ ଫଟୋ, ଭିଡିଓ ଏବଂ କାହାଣୀ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାରି ମଧ୍ୟରେ ଖିଲାଡି ହିରୋ ଅକ୍ଷୟ କୁମାରଙ୍କର ଏକ କାହାଣୀ ଖୁବ୍ ଭାଇରାଲ ହେଉଛି। କିଛି ଦିନ ପୂର୍ବେ ସେ କମେଡିଆନ୍…
ବଡ଼ ପରଦାରେ ପୁଣି ଥରେ ଏକାଠି ଦେଖିବାକୁ ମିଳିବ ଦେଓଲ ପରିବାରର ଅଭିନୟ: ଫିଲ୍ମ‘ଅପନେ-୨’ ସ୍ବିକେଲ୍ର ଘୋଷଣା କଲେ ଧର୍ମେନ୍ଦ୍ର
ମୁମ୍ବାଇ: ଦେଓଲ ପରିବାରର ପାରିବାରିକ ଡ୍ରାମା ଫିଲ୍ମ ‘ଅପନେ’ର ସ୍ବିକେଲ ନିର୍ମାଣ କରିବାକୁ ନିଷ୍ପତ୍ତି ନିଆଯାଇଛି। ବଲିଉଡ୍ର ଭେଟେରାନ ଅଭିନେତା ଧର୍ମେନ୍ଦ୍ର ରବିବାର ଏକ ଟୁଇଟ ଜରିଆରେ ଏନେଇ ଘୋଷଣା କରିଛନ୍ତି। ଏଥିସହ କ୍ୟାପସନ୍ରେ ଲେଖିଛନ୍ତି, ଭଗବାନଙ୍କ କୃପା ଓ ପ୍ରଶଂସକଙ୍କ…
ବଳାତ୍କାର ଅଭିଯୋଗ ଆଣିଲେ ଅଭିନେତ୍ରୀ
ବଲିଉଡ୍ର ଜଣେ କାଷ୍ଟିଂ ନିର୍ଦ୍ଦେଶକ ଛୋଟ ପରଦାର ଜନୈକା ଅଭିନେତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଓ୍ବେବ୍ ସିରିଜ୍ରେ କାମ କରୁଥିବା ଅଭିନେତ୍ରୀ କାଷ୍ଟିଂ ନିର୍ଦ୍ଦେଶକ ଆୟୁଷ ତିଓ୍ବାରୀଙ୍କ ଉପରେ ବଳାତ୍କାର ଅଭିଯୋଗ ଆଣିଛନ୍ତି। ଅଭିନେତ୍ରୀଙ୍କ ଅଭିଯୋଗକୁ ଭିତ୍ତିକରି ମୁମ୍ବାଇ ଭର୍ସୋଭା…
ବଡ ଘୋଷଣା କରିପାରନ୍ତି ରଜନୀକାନ୍ତ
ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରର ପ୍ରସିଦ୍ଧ ଅଭିନେତା ରଜନୀକାନ୍ତ ଅଭିନୟ ଛାଡି ରାଜନୀତିରେ ଯୋଗଦେବେ। ସୋମବାର ତାଙ୍କ କାର୍ଯ୍ୟାଳୟ ଅଧିକାରୀଙ୍କ ସହ ଏକ ବୈଠକ କରି ରାଜନୀତିରେ ପ୍ରବେଶ କରିବେ। ତେବେ କିଛି ଦିନ ପୂର୍ବରୁ ଡାକ୍ତରମାନେ ତାଙ୍କୁ ସ୍ବାସ୍ଥ୍ୟଗତ କାରଣରୁ ରାଜନୀତିରେ…
ଶୁଟିଂ ସମୟରେ ଏହି ପ୍ରସିଦ୍ଧ ଅଭିନେତାଙ୍କୁ ହୃଦ୍ଘାତ
ସୁପର୍ହିଟ ମ୍ୟୁଜିକାଲ ଡ୍ରାମା ଫିଲ୍ମ ‘ଆଶିକ୍’ର ପ୍ରସିଦ୍ଧ ଅଭିନେତା ରାହୁଲ ରାୟଙ୍କୁ ହୃଦ୍ଘାତ ହୋଇଛି। ତାଙ୍କୁ ମୁମ୍ବାଇର ନାନାବତୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରାହୁଲ ଶ୍ରୀନଗରରେ ଫିଲ୍ମ ‘କାରଗିଲ୍’ ପାଇଁ ଶୁଟିଂ କରୁଥିବା ସମୟରେ ଏହି ଘଟଣା ଘଟିଛି। ଏବେ ତାଙ୍କ…
କୃଷକଙ୍କ ପାଇଁ ଆଗେଇ ଆସିଲେ କପିଲ ଶର୍ମା
ନୂଆଦିଲ୍ଲୀ,୨୯।୧୧: ଦେଶରେ ଚାଷୀ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ପଞ୍ଜାବ ଏବଂ ହରିୟାଣାର ଲକ୍ଷ ଲକ୍ଷ ଚାଷୀ ନିଜ ହକ୍ ପାଇଁ କେନ୍ଦ୍ର ସରକାରଙ୍କ ବିରୋଧରେ ରାଜରାସ୍ଥାକୁ ଓହ୍ଲାଇଛନ୍ତି। ବହୁ ସେଲିବ୍ରିଟି ଚାଷୀ ଆନ୍ଦୋଳନକୁ ସମର୍ଥନ କରିଛନ୍ତି। ଏଥିରେ ସାମିଲ ଅଛନ୍ତି…
ବଲିଉଡର ପ୍ରସିଦ୍ଧ ଗାୟକଙ୍କ ମୃତ୍ୟୁ ପରେ ସ୍ତ୍ରୀ ଆଣିଲେ ଏମିତି ଅଭିଯୋଗ
ବଲିଉଡର ପ୍ରସିଦ୍ଧ ଗାୟକ ୱାଜିଦ ଖାନଙ୍କ ସ୍ତ୍ରୀ କମଲରୁଖ ଶାଶୁଘର ଲୋକଙ୍କ ନାଁରେ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ୱାଜିଦଙ୍କ ମୃତ୍ୟୁ ପରେ ଶାଶୁଘର ଲୋକେ ତାଙ୍କୁ ଧର୍ମ ପରିବର୍ତ୍ତନ କରି ଇସଲାମ ଧର୍ମ ଗ୍ରହଣ କରିବାକୁ ବାଧ୍ୟ କରୁଥିବା ସେ ଅଭିଯୋଗ…
ଘରୁ ପଳାଇଯାଇ ସୋହେଲଙ୍କ ହାତ ଧରିଥିଲେ ସୀମା, ଆର୍ଯ୍ୟ ସମାଜ ମନ୍ଦିରରେ..
ବମ୍ବେ: ଅଭିନେତା ସୋହେଲ ଖାନ୍ ଏବଂ ତାଙ୍କ ସ୍ତ୍ରୀ ସୀମାଙ୍କ ଲଭ୍ଷ୍ଟୋରୀ କୌଣସି ଫିଲ୍ମକାହାଣୀଠାରୁ କମ୍ ନୁହେଁ। ସୀମାଙ୍କ ପ୍ରକୃତ ନାମ ସୀମା ସଚଦେବ। ସେ ପଞ୍ଜାବୀ ହିନ୍ଦୁ ପରିବାରର। କ୍ୟାରିୟର ପାଇଁ ମୁମ୍ବାଇ ଆସିଥିବା ସମୟରେ ଶୋହେଲଙ୍କୁ ଭେଟିଥିଲେ ସେ।…
ଜୀବନମରଣ ସହ ସଂଘର୍ଷ କରୁଛନ୍ତି ଅଭିନେତ୍ରୀ ଦିବ୍ୟା
ବମ୍ବେ: କରୋନାରେ ପୀଡ଼ିତ ହୋଇ ଜୀବନମରଣ ସହ ସଂଘର୍ଷ କରୁଛନ୍ତି ଟେଲି ଅଭିନେତ୍ରୀ ଦିବ୍ୟା ଭଟ୍ଟନାଗର। ଦୀର୍ଘ ଛଅ ଦିନ ଧରି ଜ୍ୱରରେ ପଡ଼ିଥିଲେ। ପରେ ସେ କୋଭିଡରେ ସଂକ୍ରମିତ ହୋଇଥିବା ଜଣାପଡ଼ିଥିଲା। ସ୍ବାସ୍ଥାବସ୍ଥା ବିଗିଡ଼ିବା ଯୋଗୁ ତାଙ୍କ ମା’ ତାଙ୍କୁ…
Archives


