ମନୋରଞ୍ଜନ

ବୁଢ଼ୀ ‘ଅନୁପମା’ଙ୍କୁ ଦେଖି ପ୍ରଶଂସକଙ୍କ ବଢ଼ିଲା ବିପି

ବମ୍ବେ: ଚର୍ଚ୍ଚାରେ ଟେଲିଭିଜନ ଦୁନିଆର ସବୁଠାରୁ ଲୋକପ୍ରିୟ ଧାରାବାହିକ ‘ଅନୁପମା’। ନିକଟରେ ନିର୍ମାତା ଏହାର ଲିପ୍‌ ନେଇ ଘୋଷଣା କରିଥିଲେ, ଯାହାର ପ୍ରମୋ ହୋଇଛି ରିଲିଜ। ଏହାପରେ ସୋସିଆଲ ମିଡିଆରେ ପ୍ରଶଂସକଙ୍କ ଆକ୍ରୋଶ ଦେଖିବାକୁ ମିଳୁଛି। ବିଶେଷକରି ରୂପାଲିଙ୍କ ଲୁକ୍‌ ପସନ୍ଦ…

‘ସିଂଘମ୍‌ ଏଗେନ୍‌’ ଟ୍ରେଲର ଆଉଟ୍

ମୁମ୍ବାଇ: ଅଜୟ ଦେବଗନଙ୍କ ‘ସିଂଘମ୍‌ ଏଗେନ୍‌’ ଫିଲ୍ମକୁ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି। ଫିଲ୍ମ ରିଲିଜ୍‌ ତାରିଖ ପାଖେଇ ଆସୁଥିବା ସହ ଲୋକଙ୍କ ଉତ୍ସାହ ବୃଦ୍ଧି ପାଇବାରେ ଲାଗିଛି। ଆସନ୍ତା ନଭେମ୍ବର ୧ରେ ଦୀପାବଳି ଉପଲକ୍ଷେ ରିଲିଜ୍‌ ହେବାକୁ ଯାଉଥିବା…

ପ୍ରଶଂସକଙ୍କୁ କ୍ଷମା ମାଗିଲେ ନିୟା

ମୁମ୍ବାଇ: ‘ବିଗ୍‌ବସ୍‌ ୧୮’ ରବିବାରଠାରୁ ଆରମ୍ଭ ହୋଇଛି। ଏହି ଶୋ’ରେ ଅଭିନେତ୍ରୀ ନିୟା ଶର୍ମା ଅଂଶଗ୍ରହଣ କରୁଥିବାନେଇ ବିଭିନ୍ନ ରିପୋର୍ଟ ପ୍ରକାଶ ପାଇଥିଲା। ନିୟା ମଧ୍ୟ ପୂର୍ବରୁ ଉକ୍ତ ରିପୋର୍ଟକୁ ସ୍ବୀକାର କରିଥିଲେ। ତେବେ ସେ ରବିବାର ଏହି ଶୋ’ରେ ଅଂଶଗ୍ରହଣ…

ଟ୍ରୋଲର୍ସଙ୍କୁ ଜବାବ ଦେଲେ କରନ୍‌

ମୁମ୍ବାଇ: ଆଲିଆ ଭଟ୍ଟଙ୍କ ଆଗାମୀ ଚଳଚ୍ଚିତ୍ର ‘ଜିଗ୍‌ରା’ ନିକଟରେ ଖୁବ୍‌ ଚର୍ଚ୍ଚାରେ ରହିଛି। ତେବେ ଫିଲ୍ମର ପ୍ରମୋଶନବେଳେ ଏକ ସାକ୍ଷାତ୍‌କାରରେ ଏହାର ନିର୍ଦ୍ଦେଶକ ଭାସନ୍‌ ବାଲାଙ୍କ ଏକ ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ‘ଜିଗ୍‌ରା’ ଫିଲ୍ମ ନିର୍ମାତା କରନ୍‌ ଜୋହର…

ସଲମାନଙ୍କୁ ଭେଟିଲେ ଆରଧ୍ୟା! ବି ଟାଉନ୍‌ରେ ହଲଚଲ, ଜାଣନ୍ତୁ ଭାଇରାଲ ଫଟୋ ପଛର ସତ୍ୟତା…

ମୁମ୍ବାଇ: ସଲମାନ ଖାନ ଏବେ ତାଙ୍କର ଆଗାମୀ ଫିଲ୍ମ ସିକନ୍ଦର ସୁଟିଂରେ ବ୍ୟସ୍ତ ଅଛନ୍ତି। ତେବେ ସୁଟିଂ ସେଟ୍‌ ଭିତରେ ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନଙ୍କ ଝିଅ ଆରାଧ୍ୟା ତାଙ୍କୁ ସାକ୍ଷାତ କରିଥିବା ଫଟୋ ଭାଇରାଲ ହୋଇଛି। ଯାହାକୁ ଦେଖି…

ଛାଡପତ୍ର ଗୁଜବ ଭିତରେ ଐଶ୍ୱର୍ଯ୍ୟାଙ୍କ ଡାଏରୀ ଫଟୋ ଭାଇରାଲ, ମୋର ଦୁଃଖ…

ମୁମ୍ବାଇ: ଅଭିଷେକ ବଚ୍ଚନ ଓ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡର ଅନ୍ୟତମ ଲୋକପ୍ରିୟ ଦମ୍ପତି । ତେବେ ଗତ କିଛି ଦିନ ହେବ ଏହି ଦମ୍ପତିଙ୍କ ଛାଡପତ୍ର ବିଷୟରେ ଗୁଜବ ଜାରି ରହିଛି। ତଥାପି, ସେମାନଙ୍କ ମଧ୍ୟରୁ କେହି ଏପର୍ଯ୍ୟନ୍ତ ଏହି…

ଆଜିଠୁ ବିଗ୍‌ବସ୍‌ ୧୮

ମୁମ୍ବାଇ: ରିୟଲିଟି ଶୋ’ ବିଗ୍‌ବସ୍‌ର ୧୮ତମ ସିଜନ୍‌ ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ରାତି ୯ଟାରେ କଲର୍ସ ଟିଭିରେ ପ୍ରିମିୟର୍‌ ହେବାସହ ଜିଓ ସିନେମାରେ ମଧ୍ୟ ଷ୍ଟ୍ରିମିଂ ହେବ। ଚଳିତ ସିଜନ୍‌ରେ ମଧ୍ୟ ଅଭିନେତା ସଲମାନ ଖାନ୍‌ ଏହି ଶୋ’କୁ…

ଆରତୀଙ୍କୁ ଛାଡ଼ପତ୍ର ଦେଇ ଏହି ତରୁଣୀଙ୍କ ହାତ ଧରିଲେ ଜୟମ ରବି? ଫଟୋ ଦେଖି ପ୍ରଶଂସକ ଚକିତ…

ହାଇଦ୍ରାବାଦ: ପୁଣି ଥରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଦକ୍ଷିଣ ଭାରତୀୟ ଅଭିନେତା ଜୟମ ରବି। ପ୍ରଥମ ପତ୍ନୀ ଆରତୀଙ୍କଠାରୁ ଛାଡ଼ପତ୍ର ନେବା ପରେ ସେ ଜଣେ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କରିଛନ୍ତି। କିଛି ଏଭଳି ଚର୍ଚ୍ଚା ଏବେ ସୋସିଆଲ ମିଡିଆରେ…

ନିଆଁ ଲଗାଇ କ୍ଷମା ମାଗିଲେ ମନ୍ତ୍ରୀ

ହାଇଦ୍ରାବାଦ: ତେଲଙ୍ଗାନାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ କୋଣ୍ଡା ସୁରେଖା ବୁଧବାର ଅଭିନେତ୍ରୀ ସାମନ୍ଥା ଓ ଅଭିନେତା ନାଗା ଚୈତନ୍ୟଙ୍କ ବିବାହ ବିଚ୍ଛେଦକୁ ନେଇ ଏକ ବିବାଦୀୟ ବୟାନ ଦେଇଥିଲେ। ଭାରତ ରାଷ୍ଟ୍ର ସମିତି(ବିଆର୍‌ଏସ୍‌)ର କାର୍ଯ୍ୟକାରୀ ସଭାପତି କେ.ଟି. ରାମାରାଓଙ୍କୁ ଟାର୍ଗେଟ କରି…

ଲଗେଜ୍‌ ହଜାଇ ଦେଲେ ଅନୁଷ୍କା ଶଙ୍କର: ସହାର୍ଯ୍ୟ ପାଇଁ କରିଥିଲେ…

ନୂଆଦିଲ୍ଲୀ,୪ା୧୦: ଖ୍ୟାତନାମା ସିତାର ବାଦକ ଅନୁଷ୍କା ଶଙ୍କର ଜର୍ମାନୀର ବର୍ଲିନ୍‌ରେ ତାଙ୍କ ଲଗେଜ୍‌ ହଜାଇ ସାହାଯ୍ୟ ପାଇଁ ଚିତ୍କାର କରୁଥିବା ଦେଖାଯାଇଥିଲା, ଯାହା ଅନେକ ସୋସିଆଲ ମିଡିଆ ୟୁଜରଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ବର୍ଲିନର ପିଲାର୍ମୋନିକ୍‌ରେ କନ୍‌ସର୍ଟ ପାଇଁ ସେମାନେ ତାଙ୍କୁ…

୫୧ ବର୍ଷ ପୁରୁଣା ବିବାହ କାର୍ଡରୁ ଅମିତାଭଙ୍କୁ ନେଇ ବଡ଼ ଖୁଲାସା! ମିଳିଲା ଏଭଳି ପ୍ରମାଣ…

ବମ୍ବେ: ୧୯୭୩ ମସିହା ଜୁନ୍‌ ୩ ତାରିଖରେ ଜୟା ବଚ୍ଚନଙ୍କ ହାତ ଧରିଥିଲେ ବିଗ୍‌ ବି ଅମିତାଭ ବଚ୍ଚନ। ଏହି ବିବାହକୁ ୫୦ ବର୍ଷରୁ ଅଧିକ ସମୟ ବିତି ସାରିଲାଣି। ହେଲେ ଏବେ ବିବାହର କାର୍ଡ ଭାଇରାଲ ହେବାରେ ଲାଗିଛି, ଯେଉଁଥିରୁ…

୧୬୦ କୋଟିର ଫିଲ୍ମ ରିଲିଜ ହେବା ପୂର୍ବରୁ ଡିସଚାର୍ଜ ହେଲେ ରଜନୀକାନ୍ତ

ମୁମ୍ବାଇ: ବହୁ ପ୍ରତୀକ୍ଷିତ ମୁଭି ‘ବୈତାୟାନ’ର ରିଲିଜ ପୂର୍ବରୁ ସୁପରଷ୍ଟାର ରଜନୀକାନ୍ତଙ୍କୁ ଅକ୍ଟୋବର ୩ତାରିଖ ରାତି ପ୍ରାୟ ୧୧ଟା ସମୟରେ ଚେନ୍ନାଇର ଆପୋଲୋ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା। ତାଙ୍କ ହୃଦୟର ମୁଖ୍ୟ ରକ୍ତବାହୀ (ଆର୍ଟା) ରେ ଫୁଲା ଦେଖାଗଲା, ଯାହା ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri