ଚଳିତ ବର୍ଷ ଜନ୍ମଦିନ ପାଳିବେନି ସଲମାନ
ମୁମ୍ବାଇ,୧୭।୧୨-ବଲିଉଡ ସୁପରଷ୍ଟାର ସଲମାନ ଖାନ ଚଳିତ ବର୍ଷ ନିଜର ଜନ୍ମଦିନ ପାଳନ କରିବେ ନାହିଁ। ପ୍ରତିବର୍ଷ ଡିସେମ୍ବର ୨୭ ରେ ସଲମାନ ଜନ୍ମଦିନ ପାଳନ କରନ୍ତି। ଏହି ଅବସରରେ ତାଙ୍କ ଫାର୍ମ ହାଉସରେ ପାର୍ଟି ଆୟୋଜିତ ହୋଇଥାଏ। ବହୁ ବଲିଉଡ କଳାକାରଙ୍କ…
କାର ପରିବର୍ତ୍ତେ ଭଡ଼ା ଗାଡ଼ିରେ ଯିବାଆସିବା କରନ୍ତି ଏହି ପ୍ରସିଦ୍ଧ ଅଭିନେତାଙ୍କ ମା’ବାପା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ବଲିଉଡ୍ ଅଭିନେତା ଜନ୍ ଅବ୍ରାହମ୍ ଇତିମଧ୍ୟରେ ୪୮ ବର୍ଷର ହୋଇଯାଇଛନ୍ତି। ଆଜି ହେଉଛି ତାଙ୍କ ଜନ୍ମଦିନ। ଡିସେମ୍ବର ୧୭, ୧୯୭୨ରେ କେରଳର କୋଚିରେ ସେ ଜନ୍ମଗ୍ରହଣ କରିଥିଲେ। ଜଣେ ମଡେଲ ଭାବେ କ୍ୟାରିୟର ଆରମ୍ଭ କରିଥିଲେ ଜନ୍। ପରେ ସେ ବିଜ୍ଞାପନରେ…
ମାଧୁରୀଙ୍କୁ ନିଜ ବେଡ୍ରୁମ୍କୁ ନେବାକୁ ଚାହୁଁଛନ୍ତି ୧୭ ବର୍ଷର ସାନ ଏହି ଅଭିନେତା
ବଲିଉଡ୍ର ଧକ୍ ଧକ୍ ଗର୍ଲ ମାଧୁରୀ ଦୀକ୍ଷିତ ସବୁଠୁ ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ। ତାଙ୍କର ସମଗ୍ର ବିଶ୍ୱରେ ଲକ୍ଷରେ ନୁହେଁ, କୋଟିରେ ପ୍ରଶଂସକ ରହିଛନ୍ତି। ଏପରିକି ବଲିଉଡ୍ର ଅନେକ କଳାକାର ମଧ୍ୟ ତାଙ୍କର ପ୍ରଶଂସକ। ଅଭିନୟ କ୍ୟାରିୟରରେ ମାଧୁରୀ ଅନେକ…
ସଲମାନ୍, ବିବେକ ନୁହନ୍ତି, ଏହି ପ୍ରେମିକଙ୍କ ପାଇଁ ମନୀଷାଙ୍କ ସହ ଝଗଡ଼ା କରିଥିଲେ ଐଶ୍ୱର୍ଯ୍ୟା
ବଲିଉଡ୍ର ସବୁଠାରୁ ସୁନ୍ଦରୀ ତଥା ସଫଳ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ଐଶ୍ୱର୍ଯ୍ୟା ରାୟ ବଚ୍ଚନ। ଐଶ୍ ବଚ୍ଚନ ପରିବାର ବୋହୂ ହୋଇଥିଲେ ମଧ୍ୟ ସେ ସବୁବେଳେ ବିବାଦରେ ରହିଆସିଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ, ଐଶ୍ଙ୍କ ନାମ ସଲମାନ୍ ଖାନ୍, ବିବେକ ଓବରୟ…
କଶ୍ମୀରରେ ହନିମୁନ ମନାଉଛନ୍ତି ଆଦିତ୍ୟ-ଶ୍ୱେତା
ମୁମ୍ବାଇ: ବଲିଉଡ୍ ସିଙ୍ଗର ତଥା ହୋଷ୍ଟ ଆଦିତ୍ୟ ନାରାୟଣ ବିବାହ ପରେ ଏବେ ହନିମୁନ ପାଳନ କରିବାକୁ ବାହାରି ପଡିଛନ୍ତି । ପତ୍ନୀ ଶ୍ୱେତାଙ୍କୁ ସାଙ୍ଗରେ ଧରି କଶ୍ମୀରର ମନଲୋଭା ପରିବେଶରେ ପବଳ ଥଣ୍ଡାରେ ଟ୍ରିପ୍ର ମଜା ନେଉଛନ୍ତି ଏହି ନବ…
ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ
ପାକିସ୍ତାନର ପ୍ରସିଦ୍ଧ ତଥା କିମ୍ବଦନ୍ତୀ ଅଭିନେତ୍ରୀ ଫରିଦା ବେଗମ ଆଉନାହାଁନ୍ତି। ଲାହୋରରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ୭୩ ବର୍ଷ ହୋଇଥିଲା। ସେ ଦୀର୍ଘ ସମୟ ଧରି ପାକିସ୍ତାନୀ ସିନେମାରେ ଅଭିନୟ କରିଥିଲେ ଏବଂ ବଡ ପରଦାରେ ଏକ ଅବିସ୍ମରଣୀୟ…
ଅମିତାଭ ବଚ୍ଚନଙ୍କ ସବୁଠୁ ପସନ୍ଦର କାର୍, ପଡୋଶୀଙ୍କ ଦେଖି କରୁଥିଲେ ଇର୍ଷା
ବଲିଉଡ୍ ସୁପର୍ଷ୍ଟାର ଅମିତାଭ ବଚ୍ଚନ ଏବେ କୌନ ବନେଗା କରୋଡପତି ଶୋ’ ହୋଷ୍ଟ ଭୂମିକାରେ ଅଛନ୍ତି। ଏହି ଶୋ’ ମାଧ୍ୟମରେ ଦେଶରୁ ବିଭିନ୍ନ ପ୍ରାନ୍ତରୁ ଆସିଥିବା ପ୍ରତିଯୋଗୀଙ୍କ ସହ ନିଜ ମନର କଥା ବାଣ୍ଟନ୍ତି। ନିକଟରେ ଅମିତାଭ ବଚ୍ଚନଙ୍କ ସାମ୍ନାରେ ଏକ…
ଉର୍ମିଳାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ
ମୁମ୍ବାଇ,୧୭ ।୧୨: ବଲିଉଡ୍ ନାୟିକା ତଥା ରାଜନେତା ଉର୍ମିଳା ମାତୋଣ୍ଡକରଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ ହୋଇଥିବା ଜଣାପଡିଛି । ଏହି ସୂଚନା ନିଜେ ଉର୍ମିଳା ଦେଇଛନ୍ତି । ଆକାଉଣ୍ଟ ହ୍ୟାକ ହେବା ପରେ ଏ ନେଇ ଅଭିନେତ୍ରୀ ମହାରାଷ୍ଟ୍ର ପୋଲିସର ସାଇବର…
ସନ୍ନି ଦେଓଲଙ୍କୁ ୱାଇ କାଟାଗୋରୀ ସୁରକ୍ଷା
ନୂଆଦିଲ୍ଲୀ,୧୭ ।୧୨: ଦେଶରେ ଜାରି ରହିଥିବା କୃଷକ ଆନ୍ଦୋଳନକୁ ଦେଖି ଭାରତୀୟ ଜନତା ପାର୍ଟି(ଭଜାପା) ଏମ୍ପି ତଥା ବଲିଉଡ୍ ଅଭିନେତା ସନ୍ନି ଦେଓଲଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଛି । ଏବେ ତାଙ୍କୁ ୱାଇ କାଟାଗୋରୀ ସୁରକ୍ଷା ଯୋଗାଇ ଦିଆଯାଇଛି । ସନ୍ନିଙ୍କ…
ବ୍ରେକ୍ଅପ୍କୁ ମାସେ ପୁରିନି, ନୂଆ ପ୍ରେମିକଙ୍କୁ ନେଇ ଚର୍ଚ୍ଚାରେ ଟାଇଗରଙ୍କ ଭଉଣୀ
ବମ୍ବେ: କେତେବେଳେ ପ୍ରେମ ତ କେତେବେଳେ ବିଚ୍ଛେଦକୁ ନେଇ ଚର୍ଚ୍ଚାରେ ରହି ଆସୁଛନ୍ତି ଅଭିନେତା ଟାଇଗର ଶ୍ରଫ୍ଙ୍କ ଭଉଣୀ କ୍ରିଷ୍ଣା। ନଭେମ୍ବରରେ ସେ ପ୍ରେମିକ ଏବନ ହାୟମ୍ସଙ୍କ ସହ ବ୍ରେକ୍ଅପ୍ କରିଥିଲେ। ହେଲେ ଏବେ ତାଙ୍କ ଜୀବନରେ ଆଉ ଜଣେ ମଣିଷ…
ନିଅଁ। ଲଗାଇଲେ ନିଆ
ମୁମ୍ବାଇ, ୧୭ା୧୨: ବ୍ଲାକ କଲରର ବୋଲ୍ଡ ଡ୍ରେସ୍ରେ ନେକ୍ଲେସ୍ ଓ ଓଠରେ ଲାଲ୍ ଲିପ୍ଷ୍ଟିକ୍। ଟେଲିଭିଜନ ଅଭିନେତ୍ରୀ ନିଆ ଶର୍ମାଙ୍କ ଏଭଳି ଫଟୋ ଇଣ୍ଟରନେଟ୍ରେ ନିଅଁ। ଲଗାଇ ଦେଇଛି। ହିନ୍ଦୀ ସିରିଏଲ ଜମାଇ, ନାଗିନ୍-୪ର ଏହି ଆକ୍ଟ୍ରେସ ଫଟୋକୁ ଇନ୍ଷ୍ଟାଗ୍ରାମରେ ପୋଷ୍ଟ…
ସଚିନ୍-ଜୁହିଙ୍କ ପ୍ରେମ ବିବାହ ରହିଥିଲା ଅସଫଳ
ମୁମ୍ବାଇ,୧୭।୧୨: ଛୋଟପରଦାର ଲୋକପ୍ରିୟ ଅଭିନେତା ସଚିନ୍ ଶ୍ରଫ୍ଙ୍କ ୪୧ ତମ ଜନ୍ମଦିନ ଗୁରୁବାର ପାଳିତ ହେଉଛି। ୧୯୭୯ ଡିସେମ୍ବର ୧୭ରେ ସେ ଜନ୍ମଗ୍ରହଣ କରିଥିଲେ। ଲଭ୍ ମ୍ୟାରେଜ୍ ପରେ ବି ତାଙ୍କ ସ୍ତ୍ରୀ ଛୋଟ ପରଦାର ସୁନ୍ଦରୀ ନାୟିକା ଜୁହି ପରମାର…

