ମନୋରଞ୍ଜନ

ରଜନୀକାନ୍ତଙ୍କ ଭବ୍ୟ ବଙ୍ଗଳା: ଦେଖିଲେ ଘଡ଼ିଏ ଚାହିଁବ

ହାଇଦ୍ରାବାଦ: ଦର୍ଶକଙ୍କୁ ଅନେକ ବ୍ଲକବଷ୍ଟର ହିଟ୍‌ ଭେଟିଦେଇଛନ୍ତି ଦକ୍ଷିଣ ଭାରତୀୟ ସିନେମାର ଲୋକପ୍ରିୟ କଳାକାର ରଜନୀକାନ୍ତ। ତାଙ୍କୁ ପ୍ରଶଂସକ ଭଗବାନଙ୍କ ଭଳି ପୂଜିଥାନ୍ତି। ବୟସାଧିକ ହୋଇଥିଲେ ସୁଦ୍ଧା ଆଜି ବି ତାଙ୍କ ଜଲଓ୍ବା ପୂର୍ବବତ୍‌ ରହିଛି। ଏକଦା ସରକାରୀ ବସ୍‌ରେ ହେଲପର୍‌…

ମା’ଙ୍କ ମୃତ୍ୟୁପରେ ଭାବପ୍ରବଣ ହେଲେ ଏହି ପ୍ରସିଦ୍ଧ ଗାୟକ

ବଲିଉଡ୍‌ର ପ୍ରସିଦ୍ଧ ଗାୟକ ତଥା ଭାଜପା ନେଥା ବାବୁଲ ସୁପ୍ରିୟୋଙ୍କ ମା’ଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ମା’ଙ୍କ ମୃତ୍ୟୁ ପରେ ସୁପ୍ରିୟୋ ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ଶେୟାର କରିଛନ୍ତି। ମା’ଙ୍କର…

ବର୍ଷାଙ୍କ ପରେ ଅନୁଭବଙ୍କ ମୁହଁରେ ହସ ଫୁଟାଇଲେ ଏହି ଯୁବତୀ

ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ଏହି ଫଟୋରେ ସେ ତାଙ୍କର ବାନ୍ଧବୀ ତଥା ରାଜ୍ୟସଭା ଟିଭିର ଉପସ୍ଥାପିକା ଜାଗୃତି ଶୁକ୍ଳାଙ୍କ ସହ ନଜର ଆସିଛନ୍ତି। ଏବେ…

ବିରାଟଙ୍କ ପାଇଁ ଲକି ଅନୁଷ୍କାଙ୍କ ଏହି ଜିନିଷ: ଦେଖିବାକୁ ମିଳେ ଖେଳପଡ଼ିଆରେ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଡିସେମ୍ବର ୧୧ରେ ତୃତୀୟ ବିବାହ ବାର୍ଷିକୀ ପାଳନ କରୁଛନ୍ତି। ଚଳିତ ବର୍ଷ ତାଙ୍କର ଏହି ବିବାହ ବାର୍ଷିକୀ ସବୁଠାରୁ ସ୍ବତନ୍ତ୍ର ହେବ। କାରଣ ଏଥର ଅନୁଷ୍କା ବିରାଟଙ୍କୁ ବାପା ହେବାର ଖୁସି ଖବର…

କରୋନା ସହ ଲଢ଼ିବାକୁ ଶାହାରୁଖ୍‌ଙ୍କ ବଡ଼ ସହାୟତା: ସ୍ବାସ୍ଥ୍ୟମନ୍ତ୍ରୀ ଜଣାଇଲେ ଧନ୍ୟବାଦ

ମହାମାରୀ କରୋନା ସମୟରେ ବଲିଉଡ୍‌ କଳାକାରମାନେ ସହଯୋଗର ହାତ ବଢ଼ାଇ ଦେଶକୁ ଏହି କଠିନ ପରିସ୍ଥିତିରେ ଲଢ଼ିବା ପାଇଁ ଶକ୍ତି ଦେଇଛନ୍ତି। ସୋନୁ ସୁଦ ପ୍ରବାସୀ ଶ୍ରମିକଙ୍କ ସମେତ ଅସହାୟ ଲୋକଙ୍କୁ ସାହାଯ୍ୟ କରିଚାଲିଛନ୍ତି। ସେହିପରି କିଙ୍ଗ୍‌ ଖାନ୍‌ ଶାହାରୁଖ୍‌ ମଧ୍ୟ…

ବର୍ଷକର ହେଲେ କମେଡି କିଙ୍ଗ୍‌ଙ୍କ ଅଲିଅଳି

ଛୋଟ ପରଦାର କମେଡି କିଙ୍ଗ୍‌ କପିଲ ଶର୍ମାଙ୍କ ଝିଅ ଗୁରୁବାର ଏକ ବର୍ଷର ହୋଇଯାଇଛନ୍ତି। କପିଲ ନିଜର ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଅନାୟରାଙ୍କର ଅନେକ ଫଟୋ ଶେୟାର କରିଛନ୍ତି। କିଛି ଫଟୋରେ ଅନାୟରା କପିଲଙ୍କ ମା’ଙ୍କ ସହ ଖେଳୁଥିବା ବେଳେ ଆଉ କିଛିରେ…

ଟିଆରପି ମାମଲାରେ ଅନୁପମାର ଜବାବ ନାହିଁ

ନୂଆଦିଲ୍ଲୀ,୧୦।୧୨- ଚଳିତ ବର୍ଷର ୪୮ତମ ସପ୍ତାହ ବହୁ ଟିଭି ଶୋ ପାଇଁ ଭଲ ରହିଛି। କିଛି ସିରିଏଲ ପୂର୍ବଭଳି ଟିଆରପି ଲିଷ୍ଟରେ ଜମି ରହିଥିବାlବେଳେ କିଛି ପୁରୁଣା ଶୋ ଜବରଦସ୍ତ ଏଣ୍ଟ୍ରି ମାରିଛନ୍ତି। ଚଳିତ ସପ୍ତାହର ଟିଆରପି ଲିଷ୍ଟରେ ଶୀର୍ଷରେ ରହିଛି…

ରଚନାଙ୍କୁ ଦ୍ୱିତୀୟ ବିବାହ କରିବା ବେଳେ ଅସୁବିଧାରେ ପଡ଼ିଥିଲେ ବାବୁଲ ସୁପ୍ରିଓ: ବିରୋଧୀ ସତ୍ତ୍ୱେ ସହାୟତା କରିଥିଲେ ମମତା

ବମ୍ବେ: ଅଭିନୟଜଗତରେ ନାମ କମାଇବା ପରେ ରାଜନୀତିକୁ ବାଛି ନିଅନ୍ତି ଅନେକ କଳାକାର। ସେ ଅଭିନେତା ହୁଅନ୍ତୁ ଅବା ଗାୟକ, ରାଜନୀତିରେ ନିଜର ପତିଆରା ବିସ୍ତାର ପାଇଁ ଲାଗିପଡ଼ନ୍ତି। ସେଭଳି ଜଣେ ହେଲେ ବାବୁଲ ସୁପ୍ରିଓ। ପେସାରେ ସେ ଜଣେ ଗାୟକ…

୯୮ ବର୍ଷରେ ଟ୍ରାଜେଡି କିଙ୍ଗ୍‌ ଦିଲ୍ଲୀପ କୁମାର

ମୁମ୍ବାଇ,୧୧।୧୨: ଟ୍ରାଜେଡି କିଙ୍ଗ୍‌ ଦିଲ୍ଲୀପ କୁମାର ଶୁକ୍ରବାର ୯୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୨୨ ଡିସେମ୍ବର ୧୧ରେ ସେ ପେଶଓ୍ବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ମହମ୍ମଦ୍‌ ୟୁସୁଫ ଖାଁ। ରାଜକପୁର, ଦେବାନନ୍ଦ ଏବଂ ଦିଲ୍ଲୀପ ବିଭାଜନ ସମୟରେ ପାକିସ୍ତାନରୁ…

ପୂର୍ବ ୨ ବିବାହ ବାର୍ଷିକୀରେ ଅନୁଷ୍କାଙ୍କୁ ଏହି ସ୍ବତନ୍ତ୍ର ଉପହାର ଦେଇଥିଲେ କୋହଲି: ଏଥର…

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କର ଆଜି ଅର୍ଥାତ୍‌ ଡିସେମ୍ବର ୧୧ ହେଉଛି ୩ୟ ବିବାହ ବାର୍ଷିକୀ। ଚଳିତ ବର୍ଷ ତାଙ୍କର ବିବାହ ବାର୍ଷିକୀ ସବୁଠାରୁ ସ୍ବତନ୍ତ୍ର ହେବ। କାରଣ ଏଥର ସ୍ତ୍ରୀ ଅନୁଷ୍କା ଶର୍ମା ତାଙ୍କୁ ସବୁଠାରୁ ବଡ଼…

କମ୍‌ ବୟସରେ କୋହଲିଙ୍କୁ ବିବାହ କରିଥିଲେ ଅନୁଷ୍କା: ଜାଣନ୍ତୁ କାହିଁକି…

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ଭାରତୀୟ କ୍ରିକେଟ ଦଳର ଅଧିନୟକ ବିରାଟ କୋହଲିଙ୍କର ଆଜି ହେଉଛି ୩ୟ ବିବାହ ବାର୍ଷିକୀ। ଏହି ଯୋଡି ୩ ବର୍ଷ ପୂର୍ବେ ଇଟାଲିରେ ବିବାହ କରିଥିଲେ। ବିରୁଷ୍କା ନାମରେ ଜଣାଶୁଣା ଏହି ଯୋଡି ନିଜ…

ମୁମ୍ବାଇର ବିଭିନ୍ନ ସ୍ଥାନରେ ଏନ୍‌ସିବି ପକ୍ଷରୁ ଚଢାଉ: ଅଢେଇ କୋଟି ଟଙ୍କାର ନିଶାଦ୍ରବ୍ୟ ଜବତ

ମୁମ୍ବାଇ,୧୦।୧୨-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ସହ ଜଡିତ ଡ୍ରଗ୍ସ କାରାବାର ମାମଲାରେ ନାର୍କୋଟିକ୍ସ କଣ୍ଟୋଲ ବ୍ୟୁରୋ(ଏନ୍‌ସିବି)ମୁମ୍ବାଇର ବିଭିନ୍ନ ସ୍ଥାନରେ ଚଢାଉ କରି ଅଢେଇ କୋଟି ଟଙ୍କାର ନିଷିଦ୍ଧ ନିଶାଦ୍ରବ୍ୟ ଜବତ କରିଛି। ଏଥିସହିତ ଡ୍ରଗ୍ସ କାରବାର କରୁଥିବା ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?