କଙ୍ଗନା ରାଣାୱତଙ୍କୁ ପୁଣି ସମନ
ମୁମ୍ବାଇ,୧୮।୧୧: ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଏବଂ ତାଙ୍କ ଭଉଣୀ ରଙ୍ଗୋଲି ଚାନ୍ଦେଲଙ୍କୁ ପୁଣି ସମନ କରିଛି ମୁମ୍ବାଇ ପୋଲିସ। ସୋଶିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଇ ଦୁଇ ଭଉଣୀ ଦୁଇ ଗୋଷ୍ଠୀ ମଧ୍ୟରେ ସାମ୍ପ୍ରଦାୟିକ ମତଭେଦ ସୃଷ୍ଟି କରିଥିବା ଅଭିଯୋଗ…
ପ୍ରେମ ପାଇଁ ଧର୍ମ ପରିବର୍ତ୍ତନ କରିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ: ହେଲେ ଆଜି ପର୍ଯ୍ୟନ୍ତ ଅଛନ୍ତି ଅବିବାହିତ
ଦକ୍ଷିଣ ଭାରତୀୟ ଫିଲ୍ମର ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ନୟନତାରା। ସବୁଠାରୁ ଅଧିକ ଫିସ୍ ନେଉଥିବା ଅଭିନେତ୍ରୀଙ୍କ ତାଲିକାରେ ରହିଛି ତାଙ୍କ ନାମ। ଆଜି ଅର୍ଥାତ୍ ୧୮ ନଭେମ୍ବର ହେଉଛି ଏହି ସୁନ୍ଦରୀ ଅଭିନେତ୍ରୀଙ୍କ ଜନ୍ମଦିନ। ୧୯୮୪ ମସିହାରେ ଏକ ମଲାୟାଲୀ…
ଇବ୍ରାହିମଙ୍କ ଫଟୋ ଦେଖି ବିବାହ କରିବାକୁ ପ୍ରସ୍ତାବ ଦେଲେଣି ମହିଳା ପ୍ରଶଂସକ, ଆଉ କେହି..
ବମ୍ବେ: ଦୀପାବଳି ସରିଯାଇଛି, ଏବେ ମୋତେ କ୍ୟାପଶନ୍ ମିଳୁନାହିଁ। ଏପରି କିଛି ଲେଖି ନିଜର କିଛି ଫଟୋ ଶେୟାର କରିଛନ୍ତି ଅଭିନେତା ସୈଫ ଅଲ୍ଲୀ ଖାନ୍ଙ୍କ ସୁପୁତ୍ର ଇବ୍ରାହିମ। ବାସ୍,ଫଟୋଗୁଡ଼ିକ ତାଙ୍କ ଫିମେଲ ଫ୍ୟାନ୍ ମାନଙ୍କୁ ବେଶ୍ ପସନ୍ଦ ଆସିଛି। କେହି…
ଓ୍ବେବ୍ସିରିଜ୍ରେ କପିଲ
ବମ୍ବେ: ଓଜନ କମାଇ ଚର୍ଚ୍ଚାରେ କମେଡିଆନ କପିଲ ଶର୍ମା। ପ୍ରଥମେ କମେଡି ଶୋ’ରେ ପ୍ରତିଯୋଗୀ ଭାବେ ଚମକିବା ପରେ ନିଜର ସ୍ବତନ୍ତ୍ର ଶୋ’ରେ ନଜର ଆସିଥିଲେ କପିଲ। ଏହାପରେ ଏକାଧିକ ଫିଲ୍ମରେ କାମ କରିଥିଲେ ସେ। ହେଲେ ଫିଲ୍ମଗୁଡ଼ିକ ସେତେଟା ସଫଳ…
ଅଭିନୟକୁ ଅଲବିଦା କହିଲେ ଏହି ଚର୍ଚ୍ଚିତ ଅଭିନେତା
ଅଭିନେତା ଅମିର ଖାନଙ୍କ ଭଣଜା ଏବଂ ଡେଲି ବେଲିଙ୍କ ଭଳି ଚଳଚ୍ଚିତ୍ରରେ କାମ କରିଥିବା ଇମ୍ରାନ ଖାନ ଅଭିନୟ ଛାଡିବାକୁ ନିଷ୍ପତ୍ତି ନେଇଛନ୍ତି। ଦୀର୍ଘ ସମୟ ଧରି ବଡ ପରଦାରୁ ଦୂରେଇ ରହୁୁଥିବା ଇମ୍ରାନ ଏବେ ଅଭିନୟକୁ ଅଲବିଦା କହିଛନ୍ତି। ଇମ୍ରାନଙ୍କ…
ଟପ୍ଲେସ୍ ହେଲେ ଏହି ଅଭିନେତ୍ରୀ
ବଲିଉଡରେ ଅଭିନେତ୍ରୀ ଆମି ଜ୍ୟାକସନ ବୋଲ୍ଡନେସ୍ର ସମସ୍ତ ସୀମାକୁ ଟପିଛନ୍ତି। ନିକଟରେ ପୁଣି ଥରେ ସେ ଚର୍ଚ୍ଚାକୁ ଆସିଛନ୍ତି। ସୋସିଆଲ ମିଡିଆରେ ଆମିର ଏକ ଫଟୋ ଦିନକୁ ଦିନ ଭାଇରାଲ ହେବାରେ ଲାଗିଛି। ଫଟୋରେ ଆମି ଟପଲେସ ନଜର ଆସିଛନ୍ତି। ନିକଟରେ…
୨ ଦିନ ପରେ ବିବାହ କରିବେ ଏହି ପ୍ରସିଦ୍ଧ ଅଭିନେତ୍ରୀ
ଛୋଟ ପରଦାରେ ପ୍ରସାରିତ ଧାରାବାହିକ ‘ଚିଡିୟାଘର’ ଏବଂ ‘ଉଡାନ’ରେ କାମ କରିସାରିଥିବା ଅଭିନେତ୍ରୀ ଶୀତଲ ପାଣ୍ଡ୍ୟା ଖୁବ୍ ଶୀଘ୍ର ବିବାହ କରିବାକୁ ଯାଛନ୍ତି। ଶୀତଲ ତାଙ୍କର ପିଲାଟି ଦିନର ବନ୍ଧୁ ଅଭିଷେକ ଭଟାଚାର୍ଯ୍ୟଙ୍କୁ ବିବାହ କରିବେ। ତେବେ ଏହି ଯୋଡି ଅନେକ…
ଏକଦା ଦୁହେଁ ଦୁହିଁଙ୍କ ଥିଲେ ଜୀବନ, ଏବେ ମାମୁଁ ଗୋବିନ୍ଦା-କୃଷ୍ଣାଙ୍କ ସମ୍ପର୍କରେ ଫାଟ; କାରଣ ଜାଣିଲେ..
ବମ୍ବେ: ଟେଲିପରଦାର ଲୋକପ୍ରିୟ କମେଡି ଶୋ’ ‘କମେଡି ନାଇଟ୍ସ ଉଇଥ୍ କପିଲ’ରେ ନଜର ଆସିଥାନ୍ତି କୃଷ୍ଣା ଅଭିଷେକ। ସପନା ଭୂମିକାରେ କୃଷ୍ଣାଙ୍କ ଅଭିନୟ ଦର୍ଶକଙ୍କୁ ପସନ୍ଦ ଆସିଥାଏ। ହେଲେ ରବିବାର ପ୍ରସାରିତ ହୋଇଥିବା ଏପିସୋଡ୍ରେ ତାଙ୍କୁ ଦେଖିବାକୁ ମିଳି ନ ଥିଲା।…
ଟ୍ୱିଙ୍କଲ ଶେୟାର କଲେ ଟ୍ରକ ପଛରେ ଲାଗିଥିବା ‘ମେଲା’ ଫିଲ୍ମର ପୋଷ୍ଟର
ମୁମ୍ବାଇ: ବଲିଉଡ୍ର ବିଗତ ଦିନର ନାୟିକା ଟ୍ୱିଙ୍କଲ ଖାନ୍ନା ଏବେ ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରି ଆସିଛନ୍ତି ଚର୍ଚ୍ଚାକୁ । ତାଙ୍କ ଅଭିନୀତ ଫିଲ୍ମ ‘ମେଲା’କୁ ଟ୍ରିବ୍ୟୁଟ ଦେବା ଅବସରରେ ସେ ଏହି ଫଟୋ ଶେୟାର କରିଛନ୍ତି ।…
ହାଲୱା- ଲଡୁ ସହ ପ୍ରଶଂସକ ତୁଳନା କଲେ ଦୀପିକା-ରଣବୀରଙ୍କୁ
ମୁମ୍ବାଇ: ବଲିଉଡ୍ର ଚାର୍ମିଂ କପୁଲ ଦୀପିକା ପାଦୁକୋନ ଓ ରଣବୀର ସିଂଙ୍କର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହି ଫଟୋକୁ ଦୀପିକା ଦୀପାବଳି ଅବସରରେ ଶେୟାର କରିଥିଲେ । ଫଟୋରେ ଦୀପିକା ଏକ ଲାଲ…
ତିନିଜଣଙ୍କୁ ବିବାହ ସତ୍ତ୍ୱେ ଏକାକୀ ଜୀବନ ବିତାଉଛନ୍ତି ଏହି ପ୍ରସିଦ୍ଧ ଗାୟକ
ଲେଖକ, ଗାୟକ ତଥା ସଙ୍ଗୀତକାର ଲକି ଅଲ୍ଲୀ ଗତ କିଛି ଦିନ ହେବ ଚର୍ଚ୍ଚାରେ ରହି ଆସୁଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ସେ ‘ହେ ସନମ’ ଗୀତ ଗାଇଥିବା ନଜର ଆସିଛନ୍ତି। ହାସ୍ୟ ଅଭିନେତା…
ଏହି ପ୍ରସିଦ୍ଧ ଅଭିନେତାଙ୍କୁ ହତ୍ୟା
ତାମିଲ ଭାଷାର ଲୋକପ୍ରିୟ ଟିଭି ଧାରାବାହିକ ‘ଥେନମୋଝି ବିଏ’ରେ ଖଳନାୟ ଚରିତ୍ରରେ ଅଭିନୟ କରୁଥିବା ପ୍ରସିଦ୍ଧ ଅଭିନେତା ସେଲଭାରାଥିନମଙ୍କୁ ହତ୍ୟା କରାଯାଇଛି। ସିସିଟିଭି ଫୁଟେଜ ଆଧାରରେ ଘଟଣାସ୍ଥଳରେ ୪ଜଣ ସନ୍ଦିଗ୍ଧ ଥିବା ଦେଖିବାକୁ ମିଳୁଛି। ଏହାକୁ କେନ୍ଦ୍ରକରି ପୋଲିସ ଘଟଣାର ତଦନ୍ତ…
Archives


