ଏକଦା ସଲମାନଙ୍କ ସହ ଫିଲ୍ମ କରିଥିଲେ ଏସବୁ ଅଭିନେତ୍ରୀ: ଆଜି ମିଳୁନି ଖୋଜ ଖବର
ବଲିଉଡର ‘ଦବଙ୍ଗ’ ଅଭିନେତା ସଲମାନ ଖାଁ ସହ କିଏ କାମ କରିବାକୁ ନ ଚାହିଁବ। ପ୍ରତ୍ୟେକ ଅଭିନେତ୍ରୀ ତାଙ୍କ ସହିତ ଫିଲ୍ମରେ କାମ କରିବାକୁ ଇଚ୍ଛା ରଖିଥାନ୍ତି। ତେବେ ଅନେକ ଅଭିନେତ୍ରୀଙ୍କ ସହିତ କାମ କରି ସଲମାନ ସେମାନଙ୍କ ଭାଗ୍ୟ ବଦଳାଇ…
ବଲିଉଡ ଚଳଚ୍ଚିତ୍ର ନିର୍ମାତା ସୁଦର୍ଶନ ରତନଙ୍କ କରୋନାରେ ପରଲୋକ
ମୁମ୍ବାଇ,୭।୧୧-ବଲିଉଡ ଚଳଚ୍ଚିତ୍ର ନିର୍ମାତା ସୁଦର୍ଶନ ରତନଙ୍କ କରୋନାରେ ପରଲୋକ ହୋଇଛି। ଏ ନେଇ ଅଭିନେତା ଶେଖର ସୁମନ ସୋସିଆଲ ମିଡିଆ ମାଧ୍ୟମରେ ସୂଚନା ଦେଇଛନ୍ତି। ଶେଖର ତାଙ୍କ ଅଫିସିଆଲ ଟୁଇଟର ଆକାଉଣ୍ଟ ଜରିଆରେ ଟୁଇଟ କରି ଲେଖିଛନ୍ତି, କରୋନା କାରଣରୁ ମୋର…
ଚାଷ ଜମିରେ ପିତାଙ୍କ ସହ ନଜର ଆସିଲେ ତୈମୁର
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଓ ଫଟୋ ଭାଇରାଲ ହେଉଛି। ଶନିବାର ବଲିଉଡ ଅଭିନେତା ଶୈଫ ଅଲ୍ଲି ଖାଁ ଓ ତାଙ୍କ ପୁଅ ତୈମୁର ଅଲ୍ଲି ଖାଁ ହରିୟାଣା ପାଟାଉଡିସ୍ଥିତ ଫାର୍ମ ହାଉସରେ ନଜର ଆସିଛନ୍ତି। ଏହି ଫଟୋ ସୋସିଆଲ…
ଫଟୋଗ୍ରାଫରଙ୍କ ଉପରେ ରାଗିଗଲେ ଦୀପିକା, କହିଲେ ପୋଲିସରେ ଦେଇଦେବି
ମୁମ୍ବାଇ: ବଲିଉଡ୍ ସେଲିବ୍ରିଟିଙ୍କୁ ସାଧାରଣତଃ ଫଟୋଗ୍ରାଫରଙ୍କ ସାମ୍ନା କରିବାକୁ ପଡ଼ିଥାଏ। ଯେଉଁଠି ଷ୍ଟାର ସେଠି ଫଟୋଗ୍ରାଫରଙ୍କ ଭିଡ଼। ସେଲିବ୍ରିଟିମାନେ ମଧ୍ୟ ଭିନ୍ନ ଭିନ୍ନ ପୋଜ୍ରେ ଫଟୋ ଉଠାଇଥାନ୍ତି। ବେଳେବେଳେ ସେଲିବ୍ରିଟିମାନେ ଫଟୋଗ୍ରାଫରଙ୍କ ଉପରେ ଚିଡ଼ି ଯା’ନ୍ତି। କାରଣ ଫଟୋଗ୍ରାଫରମାନେ ସେଲିବ୍ରିଟିଙ୍କ ବ୍ୟକ୍ତିଗତ…
ବିବାହ କରିବେ ଅର୍ଜୁନ
ଛୋଟ ପରଦାରେ ପ୍ରସାରିତ ଲୋକପ୍ରିୟ ଧାରାବାହିକ ‘ମହାଭାରତ’ରେ ଅର୍ଜୁନ ଭୂମିକାରେ ଅଭିନୟ କରି ଖୁବ୍ ଲୋକପ୍ରିୟ ହୋଇଥିଲେ ଅଭିନେତା ଶାହିର ଶେଖ୍। ଏବେ ତାଙ୍କ ବିଷୟରେ ଏମିତି ଏକ ଖବର ସାମ୍ନାକୁ ଆସିଛି, ଯାହାକୁ ଶୁଣିବା ପରେ ମହିଳା ପ୍ରଶଂସକଙ୍କ ମନ…
ଚର୍ଚ୍ଚାରେ ଗୌହରଙ୍କ ଲଭ୍ ଲାଇଫ୍: ୧୭ ବର୍ଷ ପୂର୍ବେ ସାଜିଦଙ୍କ ସହ କରିଥିଲେ ନିର୍ବନ୍ଧ, ହେଲେ..
ବମ୍ବେ: ଆଜିକାଲି ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଭିନେତ୍ରୀ ଗୌହର ଖାନ। ନିକଟରେ ସେ ପ୍ରେମିକ ଜୈଦ ଦରବାରଙ୍କ ସହ ନିର୍ବନ୍ଧ କରିନେଇଛନ୍ତି। ଆସନ୍ତା ଡିସେମ୍ବର ୨୫ରେ ସେ ବିବାହ କରିବା ନେଇ କୁହାଯାଉଛି। ଏସବୁ ଭିତରେ ଗୌହରଙ୍କ ପୂର୍ବ…
ଅସୁସ୍ଥ ଅଛନ୍ତି କ୍ରିତି
ମୁମ୍ବାଇ: ବଲିଉଡ୍ ନାୟିକା କ୍ରିତି ଖରବନ୍ଦା ଏବେ ଅସୁସ୍ଥ ଥିବା ଜଣାପଡିଛି । ଅବଶ୍ୟ ଏକଥା ସେ ନିଜେ ଜଣାଇଛନ୍ତି । ଏଥିପାଇଁ ସେ ସୋସିଆଲ ମିଡିଆର ସାହାରା ନେଇଛନ୍ତି । ନିକଟରେ ସେ ଏକ ଫଟୋ ପୋଷ୍ଟ କରି ଲେଖିଛନ୍ତି…
ବାପା ହେବାକୁ ଯାଉଛନ୍ତି ଏହି ଲୋକପ୍ରିୟ ଅଭିନେତା
ଟିଭି ଶୋ’ ‘ଇଶ୍କବାଜ’ର ଅଭିନେତା ନକୁଲ ମେହତା ବାପା ହେବାକୁ ଯାଉଛନ୍ତି। ନକୁଲଙ୍କ ସ୍ତ୍ରୀ ଜାନକୀ ଗର୍ଭବତୀ ଅଛନ୍ତି। ଏ ନେଇ ନକୁଲ ନିଜ ଇନ୍ଷ୍ଟାଗ୍ରାମ୍ରେ ଏକ ଫଟୋ ଶେୟାରକରି ସୂଚନା ଦେଇଛନ୍ତି। ଉକ୍ତ ଫଟୋରେ ନକୁଲ ଏବଂ ତାଙ୍କ ସ୍ତ୍ରୀ…
ଶାହାରୁଖ୍ଙ୍କୁ ଦେଖିବା ପାଇଁ ତାଙ୍କ ଘର ସମ୍ମୁଖରେ ଘଣ୍ଟା ଘଣ୍ଟା ଅପେକ୍ଷା କରୁଥିଲେ ଏହି ପ୍ରସିଦ୍ଧ ଅଭିନେତା
ବଲିଉଡ୍ ଅଭିନେତା ରାଜକୁମାର ରାଓ ନିଜର ପ୍ରତିଭା ମାଧ୍ୟମରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି। ପ୍ରତ୍ୟେକ ଫିଲ୍ମରେ ତାଙ୍କ କାମକୁ ପ୍ରଶଂସା କରାଯାଏ। ତେବେ ରାଜକୁମାର ଯଦି ଜଣେ ଅଭିନେତା ହୋଇପାରିଛନ୍ତି ତାହା କେବଳ ଶାହାରୁଖ୍ ଖାନ୍ଙ୍କ…
ସବୁ ନିର୍ମାତା, ନିର୍ଦ୍ଦେଶକଙ୍କ ପ୍ରଥମ ପସନ୍ଦ ଏହି ଅଭିନେତ୍ରୀ: ଫିଲ୍ମରେ ତାଙ୍କ ପାଇଁ ଲେଖାଯାଉଛି ସ୍ବତନ୍ତ୍ର ସଂଳାପ
ଫିଲ୍ମ ‘ବାହୁବଳୀ’ରେ ଦେବସେନା ଭୂମିକାରେ ଅଭିନୟ କରି ଲୋକପ୍ରିୟ ହୋଇଥିବା ଅଭିନେତ୍ରୀ ଅନୁଷ୍କା ଶେଟ୍ଟୀଙ୍କ ପାଇଁ ଆଉ କୌଣସି ପରିଚୟର ଆବଶ୍ୟକତା ନାହିଁ। ଏହି ଗୋଟିଏ ଫିଲ୍ମ ତାଙ୍କ କ୍ୟାରିୟରକୁ ସବୁଠାରୁ ଉପରେ ପହଞ୍ଚାଇ ପାରିଛି। ଏହା ପରଠାରୁ ସେ ଦକ୍ଷିଣ…
ଡ୍ରଗ୍ସ ମାମଲା: ଜାମିନ ପାଇଁ ଆବେଦନ କଲେ ରିଆଙ୍କ ଭାଇ
ମୁମ୍ବାଇ,୭ ।୧୧: ଡ୍ରଗ୍ସ ମାମଲାରେ ଜେଲ୍ରେ ବନ୍ଦୀ ଥିବା ଅଭିନେତ୍ରୀ ରିଆ ଚକ୍ରବର୍ତ୍ତିଙ୍କ ଭାଇ ଶୌଭିକ ଚକ୍ରବର୍ତ୍ତି ଶନିବାର ଜାମିନ ଆବେଦନ କରିଛନ୍ତି । ମୁମ୍ବାଇର ସ୍ୱତନ୍ତ୍ର ଏନ୍ଡିପିଏସ୍ କୋର୍ଟରେ ସେ ଏହା ଦାଖଲ କରିଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ,…
ଟ୍ୟୁସନଠାରୁ ଆରମ୍ଭ କରି ଯୋଗ ଶିକ୍ଷା ପର୍ଯ୍ୟନ୍ତ, ଅଭିନୟ ପୂର୍ବରୁ ଏହିସବୁ କାମ କରୁଥିଲେ ‘ବାହୁବଳୀ’ର ଦେବସେନା
ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିର ସବୁଠାରୁ ଚର୍ଚ୍ଚିତ ତଥା ଲୋକପ୍ରିୟ ଅଭିନେତ୍ରୀ ହେଉଛନ୍ତି ଅନୁଷ୍କା ଶେଟ୍ଟୀ । ଖୁବ୍ କମ୍ ସମୟ ମଧ୍ୟରେ ଅନୁଷ୍କା ନିଜର ସୌନ୍ଦର୍ଯ୍ୟ ଏବଂ ସୁନ୍ଦର ଅଭିନୟ ମାଧ୍ୟମରେ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି।…
Archives


