ମନୋରଞ୍ଜନ

ଆମୀର-କିରଣଙ୍କ ଜୀବନ ବଦଳାଇ ଦେଇଥିଲା ଗୋଟିଏ ଫୋନ୍‌ କଲ୍‌

ବଲିଉଡ୍‌ର ମିଷ୍ଟର ପରଫେକ୍ସନିଷ୍ଟ ଆମୀର ଖାନ୍‌ଙ୍କ ସ୍ତ୍ରୀ ତଥା ନିର୍ଦ୍ଦେଶିକା, ପ୍ରଯୋଜିକା କିରଣ ରାଓ ନଭେମ୍ବର ୭ରେ ନିଜର ୪୭ତମ ଜନ୍ମଦିନ ପାଳନ କରୁଛନ୍ତି। ତେଲେଙ୍ଗାନାର ଗଦଓ୍ବାଲ ଜିଲାରେ କିରଣ ଜନ୍ମଗ୍ରହଣ କରିଥିଲେ। କିରଣଙ୍କ ପୁରା ନାମ କିରଣ ରାଓ ଜାନୁମାପାଲୀ।…

ଗୋଆ ବିଚ୍‌ର ଫଟୋ ଶୁଟ୍‌କୁ ନେଇ ମିଲିନ୍ଦ ସୋନମଙ୍କ ନାଁରେ ଅଭିଯୋଗ

ନୂଆଦିଲ୍ଲୀ,୭ ।୧୧: ବଲିଉଡ୍ ଅଭିନେତା ତଥା ମଡେଲ ମିଲିନ୍ଦ ସୋନମ ଏବେ ଅଡୁଆରେ । ନିକଟରେ ସେ ଗୋଆ ବୁଲିବାକୁ ଯାଇଥିବା ବେଳେ ସେଠାରେ ଉଠାଇଥିବା ଫଟୋକୁ ନେଇ ସେ ବିବାଦରେ ଫସି ଯାଇଛନ୍ତି । ଗୋଆ ବିଚ୍‌ରେ ସେ ନ୍ୟୁଡ…

ସ୍କୁଲ ସମୟର ଫଟୋ ଶେୟାର କଲେ ବଲିଉଡର ଏହି ଚର୍ଚ୍ଚିତ ଅଭିନେତ୍ରୀ

ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ବର୍ତ୍ତମାନ ନିଜ ସ୍କୁଲ ସମୟର ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋରେ ସେ ନିଜ ସାଙ୍ଗମାନଙ୍କ ସହ ନଜର ଆସିଛନ୍ତି। ପିଲାଦିନର ସ୍ମୃତି ଚାରଣ କରି…

ସନ୍ନିଙ୍କ ନୂଆ ରୂପ

ମୁମ୍ବାଇ: ବଲିଉଡ୍ ନାୟିକା ସନ୍ନି ଲିଓନ ଦୀର୍ଘ ୬ ମାସ ପରେ ଭାରତ ଫେରିଛନ୍ତି । କରୋନା ମହାମାରୀ ପରଠାରୁ ସେ ତାଙ୍କ ସ୍ୱାମୀ ଡାନିୟଲ ୱିବର ଓ ପିଲାମାନଙ୍କ ସହ ଆମେରିକା ଚାଲିଯାଇଥିଲେ । ଆଉ ଲକ୍‌ଡାଉନ ସମୟ ଅତିବାହିତ…

କଞ୍ଚନାରେ କିନ୍ନର ଚରିତ୍ରରେ ନଜର ଆସିଥିବା ଏହି ଅଭିନେତା ଏକଦା ବାଣ୍ଟୁଥିଲେ ଖବରକାଗଜ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାରଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ଲକ୍ଷ୍ମୀ ନଭେମ୍ବର ୯ରେ ଡିଜନି ହଟ୍‌ଷ୍ଟାରରେ ରିଲିଜ୍‌ ହେବ। ଏହି ଫିଲ୍ମରେ ପ୍ରଥମଥର ଅକ୍ଷୟ କିନ୍ନର ଚରିତ୍ରରେ ନଜର ଆସିବେ। ରିଲିଜ୍‌ ହେବା ପୂର୍ବରୁ ଅକ୍ଷୟଙ୍କ ଚରିତ୍ରକୁ ବେଶ୍‌…

ପୁଣିଥରେ ଏକାଠି ନଜର ଆସିବେ କରନ-ଅର୍ଜୁନ

ମୁମ୍ବାଇ: ବେଶ କିଛି ଦିନ ପରେ ପୁଣି ବଡ ପରଦାରେ ଶାହାରୁଖଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି ତାଙ୍କ ପ୍ରଶଂସକ । ଏହାରି ଭିତରେ ଶାହାରୁଖଙ୍କ ପ୍ରଶଂସକଙ୍କ ପାଇଁ ଆସିଛି ଏକ ଖୁସି ଖବର । ବଲିଉଡ୍ ବାଦଶାହା ଶାହାରୁଖ ଖାଁ…

ଏକଦା ମଇଁଷି ଭଳି ଦେଖାଯାଉଛ କହି ଚିଡାଉଥିଲେ ଲୋକେ: ଏବେ ତନୁପାତେଳୀ ଲୁକ୍‌ରେ ସମସ୍ତଙ୍କୁ ଚକିତ କରୁଛନ୍ତି ‘ଗଙ୍ଗୁବାଈ’

ବମ୍ବେ: ଟେଲିଭିଜନ ଜଗତରେ କମେଡିୟାନ୍‌ ସଲୋନୀ ‘ଗଙ୍ଗୁବାଇ’ ନାମରେ ଅଧିକ ଲୋକପ୍ରିୟ। ‘ଛୋଟେ ମିୟା’ ଶୋ’ ଜରିଆରେ ସଲୋନୀ ପ୍ରଶଂସକଙ୍କ ଭରପୂର ମନୋରଞ୍ଜନ କରିଥିଲେ। ଇତି ମଧ୍ୟରେ ଅନେକ ବର୍ଷ ବିତିଯାଇଥିବା ବେଳେ ସଲୋନୀଙ୍କୁ ଏବେ ଦେଖିଲେ ଚିହ୍ନିବା ମୁସ୍କିଲ ହେବ।…

ମହାରାଷ୍ଟ୍ରରେ ଖୋଲିଲା ସିନେମା ହଲ୍‌: ଦର୍ଶକେ ଦେଖିବେ ଡିଡିଏଲ୍‌

ମୁମ୍ବାଇ,୬ ।୧୧: କରୋନା ମହାମାରୀ କାରଣରୁ ପ୍ରାୟ ସାରା ଦେଶରେ ସିନେମା ହଲ୍ ବନ୍ଦ ଥିବା ବେଳେ ଏବେ କିଛି କିଛି ରାଜ୍ୟରେ ଏହା ଖୋଲୁଥିବା ଦେଖାଯାଇଛି । ତେବେ ମହାରାଷ୍ଟ୍ରରେ ଶୁକ୍ରବାରଠାରୁ ସିନେମା ହଲ୍ ଖୋଲିଛି । ପ୍ରଥମେ କିଛି…

ବିବାହିତ ସତ୍ତ୍ୱେ ଏହି ଅଭିନେତ୍ରୀଙ୍କୁ ଭଲପାଇ ବସିଥିଲେ ଶାହାରୁଖ୍‌

କିଙ୍ଗ୍‌ ଖାନ୍‌ ଶାହାରୁଖ୍‌ ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରିବା ପୂର୍ବରୁ ବିବାହିତ ଥିଲେ। ବର୍ତ୍ତମାନ ତାଙ୍କର ୩ ସନ୍ତାନ ରହିଛନ୍ତି। ହେଲେ ଖୁବ୍‌ କମ୍‌ ଲୋକ ଜାଣିଥିବେ ଯେ, ଅନ୍ୟ ଅଭିନେତାଙ୍କ ପରି ଶାହାରୁଖ୍‌ ମଧ୍ୟ ଜଣେ ଅଭିନେତ୍ରୀଙ୍କୁ ହୃଦୟ ଦେଇ…

ଏହି ଦୁଇ ଲୋକପ୍ରିୟ ଅଭିନେତ୍ରୀ ‘ହମ୍‌ ସାଥ୍‌ ସାଥ୍‌ ହେଁ’ ଫିଲ୍ମକୁ କରିଥିଲେ ପ୍ରତ୍ୟାଖ୍ୟାନ: କାରଣ ଜାଣି ହେବେ ଆଶ୍ଚର୍ଯ୍ୟ

ବଲିଉଡ ଇଣ୍ଡଷ୍ଟ୍ରିରେ ଅନେକ ଫିଲ୍ମ ଅଛି ଯାହାକୁ ଦର୍ଶକ ହୃଦୟରୁ ଗ୍ରହଣ କରିଛନ୍ତି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଉକ୍ତ ଫିଲ୍ମଗୁଡ଼ିକର ରିଲିଜ୍‌କୁ ବହୁ ଦଶନ୍ଧି ବିତିଯାଇଥିଲେ ସୁଦ୍ଧା ଦର୍ଶକ ଆଜି ବି ତାହାକୁ ଦେଖିବାକୁ ଚାହାନ୍ତି। ଏସବୁ ଫିଲ୍ମ ମଧ୍ୟରୁ…

ବିରୁଷ୍କାଙ୍କ ଫଟୋ ଦେଖି ଖୁସିର ଲୁହ ଗଡ଼ାଇଲେ ପ୍ରିୟଙ୍କା

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ନିକଟରେ ନିଜର ୩୨ତମ ଜନ୍ମଦିନ ପାଳନ କରିଛନ୍ତି। ବିରାଟ ଏବେ ଆଇପିଏଲ୍‌ ବ୍ୟସ୍ତ ଥିବାବେଳେ ସ୍ତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଷ୍ଟାଡିୟରେ ଉପସ୍ଥିତ ରହି ତାଙ୍କୁ ଚିୟର କରୁଛନ୍ତି। ଏମିତିରେ…

ଏହି ଲୋକପ୍ରିୟ ଅଭିନେତ୍ରୀ ବିବାହ ପ୍ରସ୍ତାବ କରିଥିଲେ ପ୍ରତ୍ୟାଖ୍ୟାନ: ପରେ ଭାଙ୍ଗି ପଡିଥିଲେ ସଞ୍ଜୀବ, ସାରା ଜୀବନ ରହିଗଲେ ଏକାକୀ

ବଲିଉଡ୍‌ ଅଭିନେତା ସଞ୍ଜୀବ କୁମାର ସର୍ବୋତ୍ତମ କଳାକାରଙ୍କ ମଧ୍ୟରେ ଅନ୍ୟତମ। ତେବେ ଖୁବ୍‌ କମ ଲୋକ ଜାଣିଥିବେ ଯେ ସଞ୍ଜୀବ କୁମାରଙ୍କ ପ୍ରକୃତ ନାମ ହରିଭାଇ ଜରିୱାଲା ଥିଲା। କେବଳ ଚଳଚ୍ଚିତ୍ରରେ ଅଭିନୟ କରିବା ଲାଗି ସେ ତାଙ୍କ ନାମ ପରିବର୍ତ୍ତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri