ମନୋରଞ୍ଜନ

ନିଜକୁ ବିବାହ କରିଥିବା ସୋସିଆଲ ମିଡିଆ ଷ୍ଟାର କଲେ ଆତ୍ମହତ୍ୟା

ଅଙ୍କାରା,୩୦।୯: ତୁର୍କୀର ପ୍ରସିଦ୍ଧ ଟିକ ଟକ ଷ୍ଟାର କୁବ୍ରା ଆଇକୁଟ ଆତ୍ମହତ୍ୟା କରିଛନ୍ତି। ଖବର ଅନୁଯାୟୀ, ଏକ ଆପାର୍ଟମେଣ୍ଟର ପଞ୍ଚମ ମହଲାରୁ ଡେଇଁ କୁବ୍ରା ତାଙ୍କ ଜୀବନ ହାରିଛନ୍ତି। ପୋଲିସ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି। ତାଙ୍କ ଶେଷ…

ବଲିଉଡରୁ ଅବସର ନେବେ ଶାହାରୁଖ!

ମୁମ୍ବାଇ,୩୦।୯: ବଲିଉଡର କିଙ୍ଗ ଶାହାରୁଖ ଖାନ ଦୀର୍ଘ ଦିନ ଧରି ଦର୍ଶକଙ୍କୁ ମନୋରଞ୍ଜନ ଦେଇଆସୁଥିଲେ। ତାଙ୍କୁ ବଲିଉଡର ଶେଷ ସୁପରଷ୍ଟାର ଭାବେ ବିବେଚନା କରାଯାଏ। ପ୍ରଶଂସକମାନେ ଶାହାରୁଖଙ୍କୁ କିଙ୍ଗ ଖାନ ବୋଲି ମଧ୍ୟ ସମ୍ବୋଧନ କରନ୍ତି। ସମ୍ପ୍ରତି ଶାହାରୁଖ ଖାନ IIFA…

ମିଥୁନଙ୍କୁ ମିଳିବ ଦାଦା ସାହେବ ଫାଲକେ ଆଓ୍ବାର୍ଡ

ମୁମ୍ବାଇ,୩୦।୯: ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଭାରତୀୟ ସିନେମାର ଦିଗ୍‌ଜ ଓ ଲୋକପ୍ରିୟ କଳାକାର ଅଟନ୍ତି। ତାଙ୍କୁ ଦାଦା ସାହେବ ଫାଲକେ ସମ୍ମାନ ମିଳିବାକୁ ଯାଉଛି। ଏନେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ ଟ୍ବିଟ କରି ସୂଚନା ଦେଇଛନ୍ତି। ଅକ୍ଟୋବର ୮ ନ୍ୟାଶନାଲ ଫିଲ୍ମ…

ପ୍ରଥମେ ବିକିଲେ ଘର, ଏବେ କିଣିଲେ ବିଳାସପୂର୍ଣ୍ଣ ଗାଡ଼ି, ଦାମ ଶୁଣିଲେ

ମୁମ୍ବାଇ: ହିମାଚଳ ପ୍ରଦେଶ ମଣ୍ଡି ଆସନର ଭାଜପା ଏମପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ନିକଟରେ ଏକ ବିଳାସପୂର୍ଣ୍ଣ କାର କିଣିଛନ୍ତି। କଙ୍ଗନା ଲ୍ୟାଣ୍ଡ ରୋଭରର ରେଞ୍ଜ ରୋଭର ଅଟୋବାୟୋଗ୍ରାଫି LWB ମଡେଲକୁ ତାଙ୍କ ଘରକୁ ଆଣିଛନ୍ତି। ଏହାପୂର୍ବରୁ ଅଭିନେତ୍ରୀ…

‘ସ୍ତ୍ରୀ ୨’ର ରେକର୍ଡ ଭାଙ୍ଗିଲା ‘ଦେବରା ପାର୍ଟ ୧’

ହାଇଦ୍ରାବାଦ: ଜୁନିୟର ଏନ୍‌ଟିଆର୍‌ଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଦେବରା ପାର୍ଟ ୧’ ଶୁକ୍ରବାର ମୁକ୍ତିଲାଭ କରିଛି। ଆରମ୍ଭରୁ ହିଁ ଏହି ଚଳଚ୍ଚିତ୍ରକୁ ଦର୍ଶକ ବେଶ୍‌ ପସନ୍ଦ କରିବାରେ ଲାଗିଛନ୍ତି, ଯାହାଫଳରେ ଏହା ବକ୍ସ ଅଫିସ୍‌ରେ ମଧ୍ୟ ଧମାଲ୍‌ ମଚାଇବାରେ ଲାଗିଛି। କେବଳ ଘରୋଇ…

ଶାହରୁଖ୍‌ ଶ୍ରେଷ୍ଠ ଅଭିନେତା, ‘ଆନିମଲ୍‌’ ଶ୍ରେଷ୍ଠ ଚଳଚ୍ଚିତ୍ର

ଆବୁଧାବି, ୩୦।୯: ଭାରତୀୟ ଚଳଚ୍ଚିତ୍ର କ୍ଷେତ୍ରରେ ସର୍ବୋତ୍ତମ ପ୍ରତିଭାମାନଙ୍କୁ ସମ୍ମାନିତ କରିବା ପାଇଁ ଶନିବାର ରାତିରେ ଆବୁଧାବିର ୟସ୍‌ ଆଇଲାଣ୍ଡରେ ଇଣ୍ଟରନ୍ୟାଶ୍‌ନାଲ୍‌ ଇଣ୍ଡିଆନ୍‌ ଫିଲ୍ମ ଏକାଡେମୀ(ଆଇଆଇଏଫ୍‌ଏ) ୨୦୨୪ ଆୟୋଜିତ ହୋଇଯାଇଛି। ଏହି ପୁରସ୍କାର ବିତରଣ ଉତ୍ସବରେ ବିଭିନ୍ନ ବର୍ଗରେ ଅଭିନେତ୍ରୀ ଏବଂ…

‘ଗେମ ଚେଞ୍ଜର’ରେ ରାମ ଚରଣଙ୍କ ଧମାକେଦାର ଏଣ୍ଟ୍ରି, ୧୦୦୦ ଡ୍ୟାନ୍ସରଙ୍କ ସହ…

ଚେନ୍ନାଇ: ଆଗାମୀ ଫିଲ୍ମ ‘ଗେମ ଚେଞ୍ଜର’ରେ ସାଉଥ ସୁପରଷ୍ଟାର୍‌ ରାମ ଚରଣଙ୍କ ଏଣ୍ଟ୍ରି ଏକ ଭିନ୍ନ ଢଙ୍ଗରେ ପ୍ରଦର୍ଶିତ ହେବ। ଏହି ମୁଭିରେ ତାଙ୍କର ଏଣ୍ଟ୍ରି ରା ମାଚା ଗୀତ ସହିତ ହେବ। ଏଥିରେ ୧୦୦୦ ଡା୍ୟାନ୍ସର ନଜର ଆସିବେ। କୁହାଯାଉଛି…

ଅକ୍ଟୋବର ୯ରେ ଭିଲେନ୍: ଶୁଣନ୍ତୁ ଫିଲ୍ମକୁ ନେଇ କ’ଣ କହୁଛନ୍ତି …

ଅକ୍ଟୋବର ୯ରେ ରିଲିଜ ହେବ ଓଡ଼ିଆ ଚଳଚ୍ଚିତ୍ର ଭିଲେନ୍ । ଏହି ଚଳଚ୍ଚିିତ୍ରରେ ନଜର ଆସିବେ ଅଭିନେତା ଅଦେ୍ର୍ଧନ୍ଦୁ ଏବଂ ଅଭିନେତ୍ରୀ ତମ୍ମନା । ତେବେ ଶୁଣନ୍ତୁ ଫିଲ୍ମକୁ ନେଇ କ’ଣ କହୁଛନ୍ତି ଅଭିନେତା ଏବଂ ଅଭିନେତ୍ରୀ ।

ଦର୍ଶକଙ୍କୁ ଧନ୍ୟବାଦ ଦେଲେ ରାଣୀ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାନୀ ମୁଖାର୍ଜୀ ‘ମିସେସ ଚାଟାର୍ଜୀ ଭର୍ସେସ ନରୱେ’ରେ ତାଙ୍କର ଚମତ୍କାର ଅଭିନୟ ସହିତ ତାଙ୍କ ପ୍ରଶଂସକଙ୍କ ହୃଦୟ ଜିତିଥିଲେ। ପ୍ରଶଂସକମାନେ ତାଙ୍କ ଫିଲ୍ମକୁ ବହୁତ ପସନ୍ଦ କରିଥିଲେ। ଅଭିନେତ୍ରୀଙ୍କ ଏହି ଚମତ୍କାର ପ୍ରଦର୍ଶନ ଦେଖି ତାଙ୍କୁ ଆବୁଧାବିରେ…

ଓସ୍କାର ବିଜୟିନୀ ଅଭିନେତ୍ରୀ ମାଗି ସ୍ମିଥ୍‌ଙ୍କ ପରଲୋକ

ଲଣ୍ଡନ,୨୮ା୯: ଓସ୍କାର ବିଜୟିନୀ ଅଭିନେତ୍ରୀ ମାଗି ସ୍ମିଥ୍‌ଙ୍କର ଶୁକ୍ରବାର ସକାଳେ ଲଣ୍ଡନର ଏକ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ହାରି ପୋଟ୍ଟର ଫିଲ୍ମ ସିରିଜ୍‌ରେ ସେ ପ୍ରଫେସର ମାକ୍‌ଗୋନାଗାଲ ଭୂମିକାରେ ଅଭିନୟ କରିଥିଲେ। ‘ଦି ପ୍ରାଇମ୍‌ ଅଫ୍‌…

ରାହୁଲଙ୍କୁ ଡେଟ୍‌ କରିବାକୁ ଚାହାନ୍ତି କରୀନା କପୁର, ହେଲେ କଂଗ୍ରେସ ଏମପିଙ୍କୁ ନେଇ ଏ କ’ଣ କହିଦେଲେ ସୈଫ, ସମସ୍ତେ ତାଜୁବ

ନୂଆଦିଲ୍ଲୀ,୨୭।୯: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନ୍‌ ଏକ ଜାତୀୟ ଗଣମାଧ୍ୟମ କନକ୍ଲେଭରେ ଯୋଗଦେଇ ବଡ଼ ବୟାନ ଦେଇଛନ୍ତି। ଯେତେବେଳେ ଏହି କାର୍ଯ୍ୟକ୍ରମରେ ତାଙ୍କୁ ପଚରାଯାଇଥିଲା କି, ତାଙ୍କର ପ୍ରିୟ ରାଜନେତା କିଏ? ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିରୋଧୀ ଦଳ ନେତା…

‘ଏମର୍ଜେନ୍ସି’ରେ କଇଁଚି ଲଗାଇବ ସେନ୍ସର ବୋର୍ଡ

ମୁମ୍ବାଇ, ୨୭।୯:ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୀବନୀ ଉପରେ ଆଧାରିତ ତଥା କଙ୍ଗନା ରାଣାଓ୍ବତଙ୍କ ଅଭିନୀତ ‘ଏମର୍ଜେନ୍ସି’ ଫିଲ୍ମର ରିଲିଜ୍‌ ତାରିଖ ବିଳମ୍ବିତ ହୋଇପାରେ। ଗୁରୁବାର ବମ୍ବେ ହାଇକୋର୍ଟରେ ଶୁଣାଣି ସମୟରେ ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଫିଲ୍ମ ସାର୍ଟିଫିକେଶନ(ସିବିଏଫ୍‌ସି) କହିଛି, ଫିଲ୍ମର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri