ମନୋରଞ୍ଜନ

ବିରାଟ-ଅନୁଷ୍କାଙ୍କ ବଣ୍ଡିଂ ବିଷୟରେ ସ୍ପଷ୍ଟ ବାରିହୋଇ ପଡ଼ୁଛି ଏହି ଫଟୋରୁ: ହେଉଛି ଭାଇରାଲ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନଭେମ୍ବର ୫ରେ ନିଜର ଜନ୍ମଦିନ ପାଳନ କରିଥିଲେ। ଏହି ଉତ୍ସବରେ ସ୍ତ୍ରୀ ଅନୁଷ୍କା ଶର୍ମା ମଧ୍ୟ ତାଙ୍କ ସହ ନଜର ଆସିଥିଲେ। ବର୍ତ୍ତମାନ ଅନୁଷ୍କା ଇନ୍‌ଷ୍ଟାଗ୍ରାମ୍‌ରେ ବିରାଟଙ୍କ ସହ କିଛି ଫଟୋ ଶେୟାରକରି…

ଅନ୍ଧବିଶ୍ୱାସ ଯୋଗୁ ସାରା ଜୀବନ ଅବିବାହିତ ରହିଥିଲେ ଏହି ଅଭିନେତା

ବଲିଉଡ ଅଭିନେତା ସଞ୍ଜୀବ କୁମାର ଜଣେ ଅତୁଳନୀୟ ଅଭିନେତା ଥିଲେ। ୧୯୩୮ ମସିହା ଜୁଲାଇ ୯ରେ ଗୁଜୁରାଟର ସୁରଟରେ ଜନ୍ମଗ୍ରହଣ କରିଥିବା ସଞ୍ଜୀବ ଜଣେ ଚମତ୍କାର କଳାକାର ତଥା ଅତି ଭଦ୍ର ବ୍ୟକ୍ତି ମଧ୍ୟ ଥିଲେ। ଶୋଲେ ଫିଲ୍ମରେ ଠାକୁରଙ୍କ ଚରିତ୍ର…

ଦୀପିକାଙ୍କୁ ପଛରେ ପକାଇଲେ ଶ୍ରଦ୍ଧା

ଶ୍ରଦ୍ଧା କପୁର ଦୀପିକା ପାଦୁକୋନଙ୍କୁ ରିପ୍ଲେସ କରି ଇନଷ୍ଟାଗ୍ରାମରେ ସବୁଠୁ ଅଧିକ ଫଲୋ କରାଯାଇଥିବା ବଲିଉଡ ଅଭିନେତ୍ରୀ ହୋଇ ଯାଇଛନ୍ତି। ୫ କୋଟି ୫୬ଲକ୍ଷ ଫଲୋଅର୍ସ ସହ ଶ୍ରଦ୍ଧା କପୁର ଏବେ ପ୍ରିୟଙ୍କା ଚୋପ୍ରାଙ୍କଠୁ ଟିକେ ପଛରେ ଅଛନ୍ତି। ଇନଷ୍ଟାଗ୍ରାମରେ ପ୍ରିୟଙ୍କା…

ଖୁବ୍‌ଶୀଘ୍ର ବିବାହ କରିବେ ବଲିଉଡର ଏହି ଚର୍ଚ୍ଚିତ ଡ୍ୟାନସର

ଦମଦାର୍‌ ଡ୍ୟାନ୍ସ ପାଇଁ ବଲିଉଡରେ ନିଜର ସ୍ବତନ୍ତ୍ର ସ୍ଥାନ ବନାଇ ପାରିଛନ୍ତି ନୋରା ଫତେହି। ସୋସିଆଲ ମିଡିଆରେ ସବୁବେଳେ ନୋରା ବେଶ ସକ୍ରିୟ ରହୁଥିବା ଦେଖିବାକୁ ମିଳୁଛି। କିନ୍ତୁ ଏବେ ନୋରା ନିଜ ବିବାହକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ସେ ବିବାହ…

ଜନ୍ମଦିନରେ ନଗ୍ନ ଫଟୋ ଶେୟାର କରି ଚର୍ଚ୍ଚାରେ ଏହି ପ୍ରସିଦ୍ଧ ଅଭିନେତା

ଜନ୍ମଦିନରେ ନିଜର ନଗ୍ନ ଫଟୋ ଶେୟାର କରି ଚର୍ଚ୍ଚାରେ ରହିଛନ୍ତି ବଲିଉଡ ଅଭିନେତା ତଥା ମଡେଲ ମିଲିନ୍ଦ ସୋମନ। ନଭେମ୍ବର ୪ରେ ମିଲିନ୍ଦ ନିଜର ୫୫ତମ ଜନ୍ମଦିନ ପାଳନ କରିଥିଲେ। ଏହି ଅବସରରେ ସେ ନିଜର ଏକ ନଗ୍ନ ଫଟୋ ସୋସିଆଲ…

ସାମ୍ନାକୁ ଆସିଲା ସାଇନା ନେହଓ୍ବାଲଙ୍କ ବାୟୋପିକ୍‌ ଲୁକ୍‌

ବ୍ୟାଡମିଣ୍ଟନ ଖେଳାଳି ସାଇନା ନେହଓ୍ବାଲଙ୍କ ବାୟୋପିକ୍‌ରେ ଅଭିନେତ୍ରୀ ପରିଣୀତି ଚୋପ୍ରା ପ୍ରମୁଖ ଚରିତ୍ରରେ ଅଭିନୟ କରୁଛନ୍ତି। ଫିଲ୍ମରେ ସାଇନାଙ୍କ ଲୁକ୍‌ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପରିଣୀତିଙ୍କ ଏହି ଲୁକ୍‌କୁ ନିଜେ ସାଇନା ମଧ୍ୟ ସୋସିଆଲ ମିଡିଆରେ ଶେୟାର…

ପୋଲିସ ରିମାଣ୍ଡରେ ଏହି ଚର୍ଚ୍ଚିତ ଅଭିନେତ୍ରୀ

ବଲିଉଡ୍‌ର ଚର୍ଚ୍ଚିତ ଅଭିନେତ୍ରୀ ପୁନମ ପାଣ୍ଡେ ନିକଟରେ ଗୋଆ ଯାତ୍ରା ସମୟରେ ଅଶ୍ଳୀଳ ଭିଡିଓ ଶୁଟିଂ କରୁଥିବା ଅଭିଯୋଗ ହୋଇଥିଲା। ଏ ନେଇ ତାଙ୍କ ବିରୋଧରେ ଏଫ୍‌ଆଇଆର୍‌ ମଧ୍ୟ ଦାଖଲ କରାଯାଇଥିଲା। ଏଥିସହ କାନାକୋନା ପୋଲିସ ଷ୍ଟେଶନରେ ଜଣେ ଅଜଣା ବ୍ୟକ୍ତିଙ୍କ…

ଭାରତରେ ପୁଣିଥରେ ରିଲିଜ୍‌ ହେବ ବାହୁବଳୀ, ବାହୁବଳୀ-୨

ଇତିମଧ୍ୟରେ ଲକ୍‌ଡାଉନ୍‌ ଶେଷ ହୋଇଯାଇଛି। ଲୋକମାନେ ପୁଣିଥରେ ନିଜ ନିଜ କାମରେ ଯୋଗ ଦେଲେଣି। ଦେଶର ଅନେକ ସହରରେ ସିନେମା ହଲ୍‌ ମଧ୍ୟ ଖୋଲିଗଲାଣି। ବଲିଉଡ୍‌ କଳାକାରମାନେ ମଧ୍ୟ ସେମାନଙ୍କର ବାକି ରହିଯାଇଥିବା ଫିଲ୍ମର ଶୁଟିଂରେ ବ୍ୟସ୍ତ ହୋଇଯାଇଛନ୍ତି। ଫିଲ୍ମର ଶୁଟିଂ…

ଝିଅକୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁନୀଲ

ମୁମ୍ବାଇ: ବଲିଉଡ୍ ଷ୍ଟାରକିଡ୍ ଆଥିୟା ସେଟ୍ଟି ୨୮ ବର୍ଷରେ ପଦାର୍ପଣ କରିଛନ୍ତି । ଏହି ଅବସରରେ ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି । ସମସ୍ତଙ୍କଠାରୁ ଭିନ୍ନ ଢଙ୍ଗରେ ଝିଅକୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି ପିତା ତଥା…

ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା

କନ୍ନଡ ଫିଲ୍ମ ଇଣ୍ଡଷ୍ଟ୍ରିର ଏକ ବଡ଼ କ୍ଷତି ହୋଇଛି। କନ୍ନଡର ଭେଟେରାନ ଅଭିନେତା ଏଚ୍‌ ଜି ସୋମଶେଖର ରାଓ ଓରଫ୍‌ ସୋମନ୍ନାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୋମନ୍ନା…

୫୫ ହଜାରର ଲେହେଙ୍ଗା ପରେ ୩୭କୋଟି ଟଙ୍କାର ସୁନାର ପୋଷାକକୁ ନେଇ ଚର୍ଚ୍ଚାରେ ଉର୍ବଶୀ

ମୁମ୍ବାଇ: ବଲିଉଡ୍ ବିୟୁଟି ଉର୍ବଶୀ ରୌତେଲା ବେଳେ ବେଳେ ଏମିତି ଅନ୍ଦାଜରେ ଉଭା ହୋଇ ଥାଆନ୍ତି ଯେ ପ୍ରଶଂସକଙ୍କ ହୋସ୍ ଉଡାଇ ଦେଇଥାଆନ୍ତି । ନିକଟରେ ବଲିଉଡ୍ ଗାୟିକା ନେହା କକ୍କରଙ୍କ ବିବାହ ଉତ୍ସବରେ ୫୫ ହଜାର ଟଙ୍କିଆ ଲେହେଙ୍ଗା ପିନ୍ଧି…

ନିଜଠାରୁ ୮ ବର୍ଷ ସାନ ପ୍ରେମିକଙ୍କ ସହ ନିର୍ବନ୍ଧ କଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ଟିଭି ରିଆଲିଟି ଶୋ’ ‘ବିଗ୍‌ ବସ୍‌-୭’ର ବିଜେତା ତଥା ଟିଭି ଅଭିନେତ୍ରୀ ଗୌହର ଖାନ୍‌ ବିଗତ କିଛି ଦିନ ହେବ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ତେବେ ଗତ କିଛିଦିନ ହେବ ସେ ନିଜଠାରୁ ୮ ବର୍ଷ ସାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri