ଫିଟ୍ନେସ୍ର ରାଜ୍ କହିଲେ ଆଲିଆ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଆଲିଆ ଭଟ୍ଟ ତାଙ୍କ ସୌନ୍ଦର୍ଯ୍ୟର ରାଜ୍ କହିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ତାଙ୍କୁ ଘରୋଇ ଖାଦ୍ୟ ଖାଇବାକୁ ଖୁବ୍ ଭଲ ଲାଗେ। ମାଆଙ୍କ ହାତରନ୍ଧା ଭାତ-ଡାଲି ତାଙ୍କର ବହୁ ପସନ୍ଦ। ତାଙ୍କୁ ଖେଚୁଡ଼ି ବହୁତ ଭଲ…
ପିତାଙ୍କୁ ଦିନରେ ଏତିକି ଥର ଖୋଜନ୍ତି କୁନି ତୈମୁର
ବଲିଉଡର ବେବୋ ଅର୍ଥାତ୍ ଅଭିନେତ୍ରୀ କରିନା କପୁର ଖୁବଶୀଘ୍ର ଦ୍ୱିତୀୟଥର ମା’ ହେବାକୁ ଯାଉଛନ୍ତି। ଆଜିକାଲି ସେ ଗର୍ଭଧାରଣ ସମୟକୁ ବେଶ୍ ଉପଭୋଗ କରୁଛନ୍ତି। କରିନା ସୋସିଆଲ ମିଡିଆରେ ମଧ୍ୟ ବହୁତ ସକ୍ରିୟ, ସେ ବେଳେବେଳେ ଆକର୍ଷଣୀୟ ପୋଷ୍ଟ ଶେୟାର କରନ୍ତିି।…
ଫିଲ୍ମ ଇଣ୍ଡଷ୍ଟ୍ରିକୁ ଆଉ ଏକ ଝଟ୍କା: ଆଖିବୁଜିଲେ ଏହି ଲୋକପ୍ରିୟ ନିର୍ଦ୍ଦେଶକ
ଗୁରୁରାଟୀ ଫିଲ୍ମର ଲୋକପ୍ରିୟ ନିର୍ଦ୍ଦେଶକ ଆଶିଷ କକ୍କଟଙ୍କର ପରଲୋକ ଘଟିଛି। ୪୯ ବର୍ଷ ବୟସରେ ହୃଦ୍ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅଶିଷ ନିଜ ପୁଅର ଜନ୍ମଦିନ ପାଳନ କରିବା ପାଇଁ ଅହମ୍ମଦାବାଦରୁ କୋଲକାତା ଯାଇଥିଲେ। ନଭେମ୍ବର ୬ରେ ତାଙ୍କର ଫେରିବାର…
ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା
ଅଭିନେତା ଫରାଜ ଖାନ୍ଙ୍କ ପରଲୋକ ଘଟିଛି। ସେ ବେଙ୍ଗାଲୁରୁର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ବେଳକୁ ତାଙ୍କ ୫୦ ବର୍ଷ ହୋଇଥିଲା। ପୂଜା ଭଟ୍ଟ ଫରାଜଙ୍କ ମୃତ୍ୟୁ ନେଇ ଟୁଇଟର୍ରେ ସୂଚନା ଦେଇଛନ୍ତି। ପୂଜା ଟୁଇଟ୍ କରି ଲେଖିଛନ୍ତି, କୋହ…
ଏହି ଅଭିନେତାଙ୍କ ପାଇଁ ଆଜି ପର୍ଯ୍ୟନ୍ତ ଅବିବାହିତ ଅଛନ୍ତି ତବ୍ବୁ
ବଲିଉଡ୍ର ସଫଳ ତଥା ଲୋକପ୍ରିୟ ଅଭିନେତ୍ରୀ ତବ୍ବୁଙ୍କର ଆଜି ଅର୍ଥାତ୍ ନଭେମ୍ବର ୫ ହେଉଛି ଜନ୍ମଦିନ। ଆଜି ସେ ୫୦ ବର୍ଷରେ ପାଦ ଦେଇଛନ୍ତି। ଇତିମଧ୍ୟରେ ତବ୍ବୁ ଅନେକ ସଫଳ ସିନେମାରେ କାମ କରିସାରିଛନ୍ତି। ଫିଲ୍ମ ବ୍ୟତୀତ ବ୍ୟକ୍ତିଗତ ଜୀବନକୁ ନେଇ…
କରଓ୍ବାଚୌଥରେ ସ୍ବାମୀଙ୍କ ପାଇଁ ଖାସ୍ ବାର୍ତ୍ତା ଦେଲେ ଏହି ଅଭିନେତ୍ରୀ
ବଲିଉଡ ଅଭିନେତ୍ରୀ କାଜଲ ସୋସିଆଲ ମିଡିଆରେ ବେଶ୍ ସକ୍ରିୟ। ପ୍ରାୟତଃ ସୋସିଆଲ ମିଡିଆରେ ଅନେକ ମଜାଦାର ବ୍ୟଙ୍ଗ ଶେୟାର କରିଥାନ୍ତି। କରଓ୍ବାଚୌଥ ପାଳନ ଅବସରରେ କାଜଲ ଏକ ପୋଷ୍ଟ ଶେୟାର କରିଛନ୍ତି, ଯାହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି…
ଶାହାରୁଖ୍ଙ୍କ ପରି ଜନ୍ମଦିନ ପାଳିବାକୁ ଚାହୁଥିବା କହିଲେ ଏହି ବ୍ୟକ୍ତି: ସୋନୁ ସୁଦଙ୍କ ଏପରି ଉତ୍ତର ଲୋକଙ୍କ ହୃଦୟ ଜିତିଲା
ଲୋକଙ୍କ ପାଇଁ ଏବେ ପ୍ରକୃତ ହିରୋ ପାଲଟିଛନ୍ତି ବଲିଉଡ୍ ଅଭିନେତା ସୋନୁ ସୁଦ। ମହାମାରୀ କରୋନା ସମୟରୁ ଆଜି ପର୍ଯ୍ୟନ୍ତ ସେ ଯେପରି ଭାବେ ଅସହାୟ ଲୋକଙ୍କ ସହାୟତା କରିଚାଲିଛନ୍ତି ତାହା ନିଶ୍ଚିନ୍ତଭାବେ ପ୍ରଶଂସନୀୟ। ପ୍ରବାସୀ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ନିଜ…
ଅମିତାଭ ବଚ୍ଚନଙ୍କ ନାଁରେ ଥାନାରେ ମାମଲା
ମୁମ୍ବାଇ,୩।୧୧- ବିବାଦରେ ଫସିଛି ଲୋକପ୍ରିୟ ଟେଲିଭିଜନ ଶୋ’ କୌନ ବନେଗା କରୋଡ ପତି ସିଜନ ୧୨। ଅକ୍ଟୋବର ୩୦ରେ ଶୋ’ର କରମବୀର ଏପିସୋଡରେ ଅଭିନେତା ଅମିତାଭ ବଚ୍ଚନ ମନୁସ୍ମୃତି ସମ୍ପର୍କିତ ଏକ ପ୍ରଶ ଜଣେ ସମାଜସେବୀଙ୍କୁ ପଚାରିଥିଲେ। ତେବେ ଏହି ପ୍ରଶ୍ନ…
ମହିଳା କଳାକାରଙ୍କୁ ଅସଦାଚରଣ କରି ଗିରଫ ହେଲେ ବଲିଉଡର ଏହି ଅଭିନେତା
ମୁମ୍ବାଇ, ୩।୧୧-ମହିଳା କଳାକାରଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବଲିଉଡ ଅଭିନେତା ବିଜୟ ରାଜଙ୍କୁ ମଙ୍ଗଳବାର ରାମନଗର ପୋଲିସ ଗିରଫ କରିଛି। ମହାରାଷ୍ଟ୍ରର ଗୋଣ୍ଡିଆ ଜିଲାରୁ ତାଙ୍କୁ ଗିରଫ କରାଯାଇଛି। ବିଜୟ ଫିଲ୍ମ ସେଟରେ ମହିଳା କଳାକାରଙ୍କୁ ଅସଦାଚରଣ କରିଥିବା ନେଇ ଗତ…
୧୪ ବର୍ଷ ବୟସରେ ଯୌନ ନିର୍ଯାତନାର ଶିକାର ହୋଇଥିଲେ ଇରା
ମୁମ୍ବାଇ: ବଲିଉଡ୍ର ମିଷ୍ଟର ଫରଫେକ୍ଟନିଷ୍ଟ ନିଜ ଅଭିନୟ ହେଉ ବା କାର୍ଯ୍ୟକଳାପକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। କିନ୍ତୁ ଏବେ ତାଙ୍କ ଝିଅ ଇରା ଖାଁ ଚକିତ କରିଦେବା ଭଳି ଏକ ଖୁଲାସା କରି ଚର୍ଚ୍ଚାର ପରିସରକୁ ଆସିଛନ୍ତି। ନିକଟରେ ଇରା…
ଝିଅ ଜନ୍ମଦିନ ଉପଲକ୍ଷେ ଅନ୍ଲାଇନ୍ରେ ସ୍ବତନ୍ତ୍ର ପୂଜା କରାଇଲେ ହେମା
ମୁମ୍ବାଇ: ବଲିଉଡ୍ ଅଭିନେତା ଧର୍ମେନ୍ଦ୍ର ଓ ଡ୍ରିମ୍ଗର୍ଲ ହେମା ମାଳିନୀଙ୍କ ଝିଅ ଇଶା ଦେଓଲ ସୋମବାର ନିଜର ୩୯ତମ ଜନ୍ମଦିନ ପାଳନ କରିଛନ୍ତି। ଇଶାଙ୍କ ଜନ୍ମଦିନ ଉପଲକ୍ଷେ ତାଙ୍କର ଖୁସି ଓ ମଙ୍ଗଳ କାମନା କରି ମା’ ହେମା ମାଳିନୀ ଅନ୍ଲାଇନ୍ରେ…
କରୋନା ସମୟରେ କାହିଁକି ବିବାହ କଲେ କାଜଲ
ମୁମ୍ବାଇ: ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରି କୁହନ୍ତୁ ଅବା ବଲିଉଡ୍ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି କାଜଲ ଅଗ୍ରୱାଲ । ନିକଟରେ ଅର୍ଥାତ୍ ଅକ୍ଟୋବର ୩୦ରେ ସେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ବିଜ୍ନେସମ୍ୟାନ ଗୌତମ କିଚଲୁଙ୍କୁ ବିବାହ…
Archives


