ମନୋରଞ୍ଜନ

ଆଦିପୁରୁଷରେ କ୍ରିତି

ମୁମ୍ବାଇ: ସୁପରଷ୍ଟାର ପ୍ରଭାସ ଖୁବ୍‌ଶୀଘ୍ର ତାଙ୍କ ନୂଆ ଫିଲ୍ମ ସହ ଦର୍ଶକଙ୍କ ନିକଟତର ହେବେ ବୋଲି ଜଣାପଡିଛି । ‘ଆଦିପୁରୁଷ’ ଫିଲ୍ମ ମାଧ୍ୟମରେ ପ୍ରଭାସ ପୁଣିଥରେ ଧମାଲ କରିବେ ବୋଲି କୁହାଯାଉଛି । ଏହି ଫିଲ୍ମର ପୋଷ୍ଟର ଲକ୍‌ଡାଉନ ସମୟରେ ଅଗଷ୍ଟ…

ପ୍ରକୃତିକୁ ଭଲ ପାଆନ୍ତି ୟାମି

ମୁମ୍ବାଇ: ବଲିଉଡ୍ ବିୟୁଟି ୟାମି ଗୌତମ ୩୨ ବର୍ଷରେ ପଦାର୍ପଣ କରିଛନ୍ତି । ଫେୟାର ଆଣ୍ଡ ଗ୍ଲୋର ବିଜ୍ଞାପନ ପାଇଁ ସେ ଏବେ ଘରେ ଘରେ ବେଶ୍ ପରିଚିତ । ତେବେ ବଲିଉଡ୍‌ରେ ବି ରହିଛି ୟାମିଙ୍କର ଏକ ସ୍ୱତନ୍ତ୍ର ପରିଚୟ…

ମୌଲାନାଙ୍କ ସହ ବିବାହକୁ ନେଇ ଚର୍ଚ୍ଚାରେ ସନା: ଭାଇରାଲ ହେଉଛି ରୋମାଣ୍ଟିକ ପୋଷ୍ଟ

ବମ୍ବେ: ନୃତ୍ୟଶିଳ୍ପୀ ତଥା କୋରିଓଗ୍ରାଫର ମେଲଭିନ ଲୁଇସଙ୍କଠାରୁ ଅଲଗା ହେବା ପରେ ଗ୍ଲାମର ଓ୍ବାଲ୍ଡ ଛାଡ଼ିଥିଲେ ସନା ଖାନ୍‌। ଏବେ ସେ ବିବାହ କରିନେଇଛନ୍ତି। ମୌଲାନା ମୁଫ୍‌ତି ଅନସ ଖାନଙ୍କ ହାତ ଧରିଛନ୍ତି ସେ। ଗୋଟିଏ ପଟେ ସନା ନିଜ ବିବାହର…

ଗାଁରେ ଘଷି ପାରିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଭୋଜପୁରୀର ହଟ୍‌ କେକ୍‌ କୁହାଯାଉଥିବା ପ୍ରସିଦ୍ଧ ଅଭିନେତ୍ରୀ ଅଞ୍ଜନା ସିଂହ ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହିଥାନ୍ତି। ନିକଟରେ ସେ ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଫଟୋ ଶେୟାର କରିଛନ୍ତି। ଏଥିରେ ତାଙ୍କୁ ୨ଟି ଚୁଟିକରି ସାଲଓ୍ବାର ସୁଟ୍‌ ପିନ୍ଧି ଜଣେ ଗାଉଁଲି ଝିଅ…

କପିଲଙ୍କ ଶୋ’ରୁ ଭାରତୀ ଆଉଟ୍‌ !

ବମ୍ବେ: ଡ୍ରଗ୍ସ ମାମଲାରେ ଛନ୍ଦି ହେବା ପରେ ବଢ଼ିବାରେ ଲାଗିଛି କମେଡିଆନ ଭାରତୀ ସିଂହଙ୍କ ଅଡ଼ୁଆ। ତାଙ୍କୁ ଏବେ ‘କମେଡି ନାଇଟ୍ସ ଉଇଥ୍‌ କପିଲ’ ଶୋ’ରୁ ବାହାର କରିଦିଆଯାଇପାରେ ବୋଲି ଚର୍ଚ୍ଚା ହେଉଛି। ଏହା ଏକ ପାରିବାରିକ ଶୋ’। ଏଣୁ ନିର୍ମାତାମାନେ…

ବଲିଉଡ୍‌ରେ ଡେବ୍ୟୁ କରିବେ ସାଉଥ୍‌ର ଏହି ସୁପରଷ୍ଟାର

ତେଲୁଗୁ ଫିଲ୍ମର ଲୋକପ୍ରିୟ ଅଭିନେତା ବେଲମକୋଣ୍ଡା ସାଈ ଶ୍ରୀନିବାସ ଏସ୍‌ ରାଜମୌଲୀଙ୍କ ନିର୍ଦ୍ଦେଶିତ ତଥା ପ୍ରଭାସଙ୍କ ଅଭିନୀତ ମେଗା ହିଟ୍‌ ଫିଲ୍ମ ‘ଛତ୍ରପତି’ର ରିମେକ୍‌ ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ପେନ୍‌ ଷ୍ଟୁଡିଓ ଦ୍ୱାରା ନିର୍ଦ୍ଦେଶିତ ଏହି ବଲିଉଡ୍‌ ଫିଲ୍ମର…

ବାଦଶାହାଙ୍କ ବୈବାହିକ ଜୀବନରେ ଝଡ଼

ବମ୍ବେ: ବଲିଉଡର ଅନ୍ୟତମ ଲୋକପ୍ରିୟ ଗାୟକ ତଥା ର଼୍ୟାପର ହେଲେ ବାଦଶାହା। ଏବେ ସେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ବାଦଶାହା ଏବଂ ସ୍ତ୍ରୀ ଜାସ୍ମିନଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହୋଇଛି। ଏପରିକି ଜାସ୍ମିନ ବାଦଶାହାଙ୍କଠାରୁ ଅଲଗା ରହୁଛନ୍ତି। ଲକ୍‌ଡାଉନ୍‌…

ପୁଣି ଥରେ ଆଈ ହେଲେ ହେମା

ବମ୍ବେ: ପୁଣି ଥରେ ଆଈ ହୋଇଛନ୍ତି ଅଭିନେତ୍ରୀ ହେମା ମାଳିନୀ। ହେମାଙ୍କ ସାନ ଝିଅ ଆହାନା ଦେଓଲ ବୋହରା ମା’ ହୋଇଛନ୍ତି। ନଭେମ୍ବର ୨୬ରେ ସେ ଜାଆଁଳା ଝିଅଙ୍କୁ ଜନ୍ମ ଦେଇଛନ୍ତି। ସେମାନଙ୍କ ନାମ ଏଷ୍ଟ୍ରା ଏବଂ ଏଡିୟା ରଖାଯାଇଛି। ଆହାନା…

ମା’ ହେବାର ତୁରନ୍ତ ପରେ ଏହି କାମ କରିବାକୁ ଚାହୁଁଛନ୍ତି ଅନୁଷ୍କା ଶର୍ମା: ଜାଣନ୍ତୁ ତାହା କ’ଣ…

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଏହାକୁ ନେଇ ସେ ବହୁତ ଉତ୍ସାହିତ ମଧ୍ୟ ଅଛନ୍ତି। ମା’ ହେବା ପରେ ତାଙ୍କ ଜୀବନରେ କ’ଣ ସବୁ ପରିବର୍ତ୍ତନ ହେବ ତାହା ସେ ନିକଟରେ ଏକ ସାକ୍ଷାତକାରରେ କହିଛନ୍ତି।…

ମାଳଦ୍ୱୀପରେ ବଲିଉଡ ଷ୍ଟାରଙ୍କ ଭିଡ

ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ସେଲେବ୍ରିଟି ଯାଏ ସମସ୍ତେ ଲକ୍‌ଡାଉନ ସମୟରେ ନିଜ ନିଜ ଘରେ ରହି ପରିବାର ସହ ସମୟ ଅତିବାହିତ କରୁଥିଲେ। ଏହି ସମୟରେ ସମସ୍ତେ ନିଜର ନିଜର ଡେଷ୍ଟିନେସନରେ ଛୁଟି ଅବସରକୁ ମିସ୍‌ କରିଥିଲେ। ଅନଲକ ପରେ…

ସଞ୍ଜୟଙ୍କୁ ଭେଟିଲେ କଙ୍ଗନା

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ଏବେ ତାଙ୍କ କାମ ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦେଉଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଏବେ ସେ ତାଙ୍କ ଅଭିନୀତ ଫିଲ୍ମ ‘ଥାଲାଇବି’ ଶୁଟିଂ ଶେଷ କରିବା ଳକ୍ଷ୍ୟରେ ରହିଛନ୍ତି । ଏଥିପାଇଁ ଏବେ…

ବାଲସୁବ୍ରମଣ୍ୟମଙ୍କୁ ଭିନ୍ନ ଢଙ୍ଗରେ ସମ୍ମାନ ଜଣାଇଲେ ଆନ୍ଧ୍ରପ୍ରଦେଶ ସରକାର

ଚେନ୍ନାଇ: ବଲିଉଡ୍ ତଥା ସାଉଥ୍ ଫିଲ୍ମ ଦୁନିଆର ବେଶ୍ ପରିଚିତ ଗାୟକ ଏସ୍ ପି ବାଲସୁବ୍ରମଣ୍ୟମଙ୍କର ସେପ୍ଟେମ୍ବର ୨୫ରେ ପରଲୋକ ହୋଇଛି । ତାଙ୍କ ବିୟୋଗରେ ମନୋରଞ୍ଜନ ଦୁନିଆରେ ଶୋକର ଛାୟା ଖେଳି ଯାଇଥିଲା । ଏବେ ବାଲସୁବ୍ରମଣ୍ୟମଙ୍କୁ ଆନ୍ଧ୍ରପ୍ରଦେଶ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?