ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କ ହାତରେ ଲାଗିଲା ମେହେନ୍ଦି
ବଲିଉଡ ଏବଂ ଦକ୍ଷିଣ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ଜଣାଶୁଣା ଅଭିନେତ୍ରୀ କାଜଲ ଅଗ୍ରୱାଲଙ୍କ ବିବାହ ଉତ୍ସବ ଆରମ୍ଭ ହୋଇଛି। ଅକ୍ଟୋବର ୩୦ରେ ସେ ତାଙ୍କ ପ୍ରେମିକ ଗୌତମ କିଚଲୁଙ୍କୁ ବିବାହ କରିବାକୁ ଯାଉଛନ୍ତି। ବିବାହ ପୂର୍ବରୁ ମେହେନ୍ଦି ସମାରୋହରେ ଆୟୋଜିତ ହୋଇଛି। କାଜଲ…
ଶ୍ରୀଦେବୀଙ୍କ ପରେ ନାଗିନ ଭୂମିକାରେ ନଜର ଆସିବେ ଶ୍ରଦ୍ଧା
ମୁମ୍ବାଇ: ବଲିଉଡ୍ ନାୟିକା ଶ୍ରଦ୍ଧା କପୁର ପୁଣିଥରେ ବଡ ପରଦାରେ ଖୁବ୍ ଶୀଘ୍ର ଦେଖାଯିବେ । ମିଳିଥିବା ସୂଚନା ଅନୁଯାୟୀ ଶ୍ରଦ୍ଧା ଏଥର ଏକ ନୂଆ ଅବତାରରେ ନଜର ଆସିବେ । ଶ୍ରୀଦେବୀଙ୍କ ପରେ ଏବେ ଶ୍ରଦ୍ଧା ନାଗିନ ଭୂମିକାରେ ନଜର…
ପ୍ରିୟଙ୍କାଙ୍କ ହାତରେ ଆଉ ଏକ ହଲିଉଡ୍ ଅଫର
ମୁମ୍ବାଇ: ବଲିଉଡ୍ ଦେଶୀଗର୍ଲ ପ୍ରିୟଙ୍କା ଚୋପ୍ରା ଖୁବ୍ଶୀଘ୍ର ହିନ୍ଦୀ ସିନେମାରେ ପୁଣିଥରେ ନଜର ଆସିବେ ବୋଲି ଶୁଣିବାକୁ ମିଳିଥିଲା । ଏବେ କିନ୍ତୁ ପ୍ରିୟଙ୍କା ନିଜେ ଜଣାଇଛନ୍ତି କି ଏବେ ତାଙ୍କ ହାତରେ ଲାଗିଛି ଆଉ ଏକ ହଲିଉଡ୍ ଅଫର୍ ।…
ଅକ୍ଷୟ କୁମାରଙ୍କୁ ଏମିତି ଉପହାର ଦେଲେ କପିଲ ଶର୍ମା, ଦର୍ଶକ ହେଲେ ଆଶ୍ଚର୍ଯ୍ୟ
ବଲିଉଡର ଖିଲାଡି ଅକ୍ଷୟ କୁମାର ବହୁ ପ୍ରତୀକ୍ଷିତ ‘ଲକ୍ଷ୍ମୀ ବମ୍’ର ପ୍ରମୋସନରେ ଏବେ ବ୍ୟସ୍ତ ଅଛନ୍ତି। ଚଳିତ ସପ୍ତାହରେ ଅକ୍ଷୟ ଟିଭି ଶୋ’ ‘ଦ କପିଲ ଶର୍ମା ଶୋ’ରେ ଫିଲ୍ମର ପ୍ରମୋଶନ କରିବେ। ଅକ୍ଷୟ କୁମାରଙ୍କ ସହ କିଆରା ଆଡଭାନୀ ଏବଂ…
ସୁଶାନ୍ତଙ୍କ ଭଉଣୀଙ୍କୁ ଗିରଫ ଭୟ
ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାର ତଦନ୍ତ ଚାଲିଛି। ସିବିଆଇ ଏବେ ମାମଲାର ତଦନ୍ତ କରୁଛି। ସୁଶାନ୍ତଙ୍କ ମୃତ୍ୟର କାରଣ ଜାଣିବା ପାଇଁ ତାଙ୍କ ଭଉଣୀମାନେ ମଧ୍ୟ ଦିନରାତି ଏକଜୁଟ ହୋଇଛନ୍ତି। କିନ୍ତୁ ସୁଶାନ୍ତଙ୍କ ଭଉଣୀ ପ୍ରିୟଙ୍କା ସିଂ ଏବଂ…
ଜାଭେଦ ଅଖତରଙ୍କୁ ମିଳିଲା ରିଚାର୍ଡ ଡକ୍ସିନ୍ସ ଟ୍ରଫି
ମୁମ୍ବାଇ: ରିଚାର୍ଡ ଡକ୍ସିନ୍ସ ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଜାଭେଦ ଅଖତରଙ୍କ ପାଖରେ ପହଞ୍ଚିଛି ଏହି ଟ୍ରଫି । ଏହାର ଏକ ଫଟୋ ନିକଟରେ ଦେଖିବାକୁ ମିଳିଛି । ଜାଭେଦଙ୍କ ପତ୍ନୀ ଶବାନା ଆଜମୀ ଟ୍ରଫି ସହ ଜାଭେଦ ସାହେବଙ୍କ ଏକ…
ଗଲ୍ଫ ଖେଳିଲେ ପ୍ରିୟଙ୍କା
ମୁମ୍ବାଇ; ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ଜର୍ମାନୀରେ ତାଙ୍କର କ୍ୱାଲିଟି ଟାଇମ୍ ସ୍ପେଣ୍ଡ କରୁଛନ୍ତି । କେବେ କେବେ ଜଙ୍ଗଲରେ ତ କେବେକେବେ ବର୍ଲିନ ରାସ୍ତାରେ ନିଜ କୁକୁର ଡାଏନା ସହ ବୁଲୁଥିବା ନଜର ଆସିଛନ୍ତି ପିସି ।…
ବୋହୂ ଐଶ୍ୱର୍ଯ୍ୟାଙ୍କ ଫିଲ୍ମରେ କମ୍ବ୍ୟାକ୍ କରି ବଦଳିଥିଲା ଅମିତାଭଙ୍କ ଭାଗ୍ୟ
ବଲିଉଡ୍ ଫିଲ୍ମ ‘ମହବତେ’ ରିଲିଜ୍ ହେବା ଇତିମଧ୍ୟରେ ୨୦ ବର୍ଷ ହୋଇଯାଇଛି। ୨୭ ଅକ୍ଟୋବର ୨୦୦୦ରେ ଏହା ରିଲିଜ୍ ହୋଇଥିଲା। ଫିଲ୍ମଟି ବକ୍ସଅଫିସରେ ସୁପରହିଟ୍ ମଧ୍ୟ ହୋଇଥିଲା। ଅମିତାଭ ବଚ୍ଚନ, ଶାହାରୁଖ୍ ଖାନ୍, ଐଶ୍ୱର଼୍ୟା ରାୟ ପ୍ରମୁଖ ଚରିତ୍ର ବିଶିଷ୍ଟ ଏହି…
ବଲିଉଡ୍ ଅଭିନେତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
ବଲିଉଡ୍ ତଥା ଟିଭି ଅଭିନେତ୍ରୀ ମାଲଭି ମଲହୋତ୍ରାଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାମୁତାବକ, ମଙ୍ଗଳବାର ରାତିରେ ମାଲଭିଙ୍କୁ ତାଙ୍କର ଜଣେ ପୁରୁଣା ବନ୍ଧୁ ଏକ ଛୁରୀରେ ହାଣି…
ଦ୍ୱିତୀୟ ବିବାହକୁ ନେଇ ଚର୍ଚ୍ଚାରେ ରହିଥିଲେ ପୂଜା: ୪୪ ବର୍ଷରେ ବି ଅଛନ୍ତି ଫିଟ୍
ବଲିଉଡ୍ର ଜଣେ ସଫଳ ତଥା ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ପୂଜା ବତ୍ରା। ଆଜି ଅର୍ଥାତ୍ ଅକ୍ଟୋବର ୨୭ ହେଉଛି ପୂଜାଙ୍କ ଜନ୍ମଦିନ। ୧୯୭୬ ମସିହାରେ ଉତ୍ତରପ୍ରଦେଶରେ ଜନ୍ମଗ୍ରହଣ କରିଥିବା ପୂଜା ଏବେ ବଡ଼ ପରଦାରୁ ଦୂରେଇ ଯାଇଛନ୍ତି ସତ, ହେଲେ…
ପ୍ରିୟଙ୍କା ମିସ୍ ଓ୍ବାର୍ଲ୍ଡ ଜିତିବା ପରେ ତାଙ୍କୁ କୋଳାଗ୍ରତ କରି ଏମିତି କହିଥିଲେ ମା’
ଅଭିନେତ୍ରୀ ତଥା ଗ୍ଲୋବାଲ ଆଇକନ ପ୍ରିୟଙ୍କା ଚୋପ୍ରା ୨୦୦୦ରେ ମିସ ୱାଲର୍ଡ ଟାଇଟଲ ହାସଲ କରିଥିଲେ। ଏହା କେବଳ ତାଙ୍କ ପାଇଁ ନୁହେଁ, ସମଗ୍ର ଭାରତ ପାଇଁ ସମ୍ମାନ ଓ ଗର୍ବର ବିଷୟ ଥିଲା। ମିସ ୱାଲର୍ଡ ମୁକୁଟ ପିନ୍ଧିବା ସମୟରେ…
ବର୍ଷର ସବୁଠାରୁ ବଡ଼ ଠକେଇ ସୋନୁ ସୁଦଙ୍କ ସହାୟତା!
ମହାମାରୀ କରୋନା ଯୋଗୁ ଦେଶରେ ଜାରି ରହିଥିବା ଲକ୍ଡାଉନ୍ ସମୟରେ ବଲିଉଡ୍ ଅଭିନେତା ସୋନୁ ସୁଦ ଗରିବ ତଥା ପ୍ରବାସୀ ଶ୍ରମିକଙ୍କୁ ସାହାଯ୍ୟ କରି ପ୍ରକୃତ ହିରୋ ପାଲଟିଯାଇଛନ୍ତି। ଲକ୍ଡାଉନ୍ ସମୟରେ ଜଣେ କି ଦୁଇ ଜଣଙ୍କୁ ନୁହେଁ ହଜାର ହଜାର…
Archives


