ମନୋରଞ୍ଜନ

ଏକଦା ଦୁହେଁ ଦୁହିଁଙ୍କ ଥିଲେ ଜୀବନ, ଏବେ ମାମୁଁ ଗୋବିନ୍ଦା-କୃଷ୍ଣାଙ୍କ ସମ୍ପର୍କରେ ଫାଟ; କାରଣ ଜାଣିଲେ..

ବମ୍ବେ: ଟେଲିପରଦାର ଲୋକପ୍ରିୟ କମେଡି ଶୋ’ ‘କମେଡି ନାଇଟ୍ସ ଉଇଥ୍‌ କପିଲ’ରେ ନଜର ଆସିଥାନ୍ତି କୃଷ୍ଣା ଅଭିଷେକ। ସପନା ଭୂମିକାରେ କୃଷ୍ଣାଙ୍କ ଅଭିନୟ ଦର୍ଶକଙ୍କୁ ପସନ୍ଦ ଆସିଥାଏ। ହେଲେ ରବିବାର ପ୍ରସାରିତ ହୋଇଥିବା ଏପିସୋଡ୍‌ରେ ତାଙ୍କୁ ଦେଖିବାକୁ ମିଳି ନ ଥିଲା।…

ଟ୍ୱିଙ୍କଲ ଶେୟାର କଲେ ଟ୍ରକ ପଛରେ ଲାଗିଥିବା ‘ମେଲା’ ଫିଲ୍ମର ପୋଷ୍ଟର

ମୁମ୍ବାଇ: ବଲିଉଡ୍‌ର ବିଗତ ଦିନର ନାୟିକା ଟ୍ୱିଙ୍କଲ ଖାନ୍ନା ଏବେ ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରି ଆସିଛନ୍ତି ଚର୍ଚ୍ଚାକୁ । ତାଙ୍କ ଅଭିନୀତ ଫିଲ୍ମ ‘ମେଲା’କୁ ଟ୍ରିବ୍ୟୁଟ ଦେବା ଅବସରରେ ସେ ଏହି ଫଟୋ ଶେୟାର କରିଛନ୍ତି ।…

ହାଲୱା- ଲଡୁ ସହ ପ୍ରଶଂସକ ତୁଳନା କଲେ ଦୀପିକା-ରଣବୀରଙ୍କୁ

ମୁମ୍ବାଇ: ବଲିଉଡ୍‌ର ଚାର୍ମିଂ କପୁଲ ଦୀପିକା ପାଦୁକୋନ ଓ ରଣବୀର ସିଂଙ୍କର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହି ଫଟୋକୁ ଦୀପିକା ଦୀପାବଳି ଅବସରରେ ଶେୟାର କରିଥିଲେ । ଫଟୋରେ ଦୀପିକା ଏକ ଲାଲ…

ତିନିଜଣଙ୍କୁ ବିବାହ ସତ୍ତ୍ୱେ ଏକାକୀ ଜୀବନ ବିତାଉଛନ୍ତି ଏହି ପ୍ରସିଦ୍ଧ ଗାୟକ

ଲେଖକ, ଗାୟକ ତଥା ସଙ୍ଗୀତକାର ଲକି ଅଲ୍ଲୀ ଗତ କିଛି ଦିନ ହେବ ଚର୍ଚ୍ଚାରେ ରହି ଆସୁଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ସେ ‘ହେ ସନମ’ ଗୀତ ଗାଇଥିବା ନଜର ଆସିଛନ୍ତି। ହାସ୍ୟ ଅଭିନେତା…

ଏହି ପ୍ରସିଦ୍ଧ ଅଭିନେତାଙ୍କୁ ହତ୍ୟା

ତାମିଲ ଭାଷାର ଲୋକପ୍ରିୟ ଟିଭି ଧାରାବାହିକ ‘ଥେନମୋଝି ବିଏ’ରେ ଖଳନାୟ ଚରିତ୍ରରେ ଅଭିନୟ କରୁଥିବା ପ୍ରସିଦ୍ଧ ଅଭିନେତା ସେଲଭାରାଥିନମଙ୍କୁ ହତ୍ୟା କରାଯାଇଛି। ସିସିଟିଭି ଫୁଟେଜ ଆଧାରରେ ଘଟଣାସ୍ଥଳରେ ୪ଜଣ ସନ୍ଦିଗ୍ଧ ଥିବା ଦେଖିବାକୁ ମିଳୁଛି। ଏହାକୁ କେନ୍ଦ୍ରକରି ପୋଲିସ ଘଟଣାର ତଦନ୍ତ…

କର୍କଟ ରୋଗରେ ଆକ୍ରାନ୍ତ ଏହି ପ୍ରସିଦ୍ଧ ଅଭିନେତା ମାଗିଲେ ଆର୍ଥିକ ସହାୟତା

ତାମିଲ ସିନେମାର ପ୍ରସିଦ୍ଧ ଅଭିନେତା ଥଭାସି କର୍କଟ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କର ସ୍ବାସ୍ଥ୍ୟବସ୍ଥା ଅତ୍ୟନ୍ତ ଖରାପ ହୋଇପଡ଼ିଛି। ଏଭଳି ପରିସ୍ଥିତିରେ ସେ ତାଙ୍କର ଘନିଷ୍ଠ ବନ୍ଧୁ ଏବଂ ପ୍ରଶଂସକଙ୍କୁ ଆର୍ଥୀକ ସାହାଯ୍ୟ ପାଇଁ ଅନୁରୋଧ କରିଛନ୍ତି। ଥାଭାସି ଅନେକ ସୁପରହିଟ୍‌…

ସୋନୁ ସୁଦଙ୍କ ଜୀବନରେ ପ୍ରଥମ ଥର ଆସିଥିଲେ ଏହି ଝିଅ: ଜାଣନ୍ତୁ ସେ କିଏ…

ବଲିଉଡ୍‌ ଅଭିନେତା ସୋନୁ ସୁଦ ଏବେ ଖୁବ୍‌ ଚର୍ଚ୍ଚାରେ ରହିଛନ୍ତି। ଅସହାୟ ଲୋକଙ୍କୁ ସହାଯ୍ୟ କରିବା ସହ ସୋସିଆଲ ମିଡିଆରେ ପ୍ରଶଂସକଙ୍କ ସହ ସେ ସବୁବେଳେ ସମ୍ପର୍କରେ ରହିଥାନ୍ତି। ନିକଟରେ ଜଣେ ପ୍ରଶଂସକ ଭଗବାନଙ୍କ ଫଟୋ ନିକଟରେ ସୋନୁଙ୍କ ଫଟୋରଖି ପୂଜା…

ଭାଉଜଙ୍କ ସହ ନାଚୁଥିବା ନଜର ଆସିଲେ କଙ୍ଗନା

ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ଭାଇ ଅକ୍ଷତ ନିକଟରେ ବିବାହ କରିଥିଲେ। ତାଙ୍କ ଭାଇଙ୍କ ପ୍ରତ୍ୟେକ ବିବାହ ସମାରୋହ ବିଳାସପୂର୍ଣ୍ଣ ବାବେ କରାଯାଇଛି। ବର୍ତ୍ତମାନ କଙ୍ଗନା ରିସେପ୍ସନର ଏକ ଭିଡିଓ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି, ଯେଉଁଥିରେ ସେ ନାଚୁଥିବା ନଜର ଆସିଛନ୍ତି। ତାଙ୍କ…

ପରିବାର ସହ ଦୀପାବଳି ପାଳିଲେ ନୋରା: ଭିଡିଓ ଭାଇରାଲ

ମୁମ୍ବାଇ: ନୋରା ଫତେହି । ବର୍ତ୍ତମାନ ବଲିଉଡ୍ ଦୁନିଆର ଏକ ଚର୍ଚ୍ଚିତ ନାଁ । ନିଜର ଡ୍ୟାନ୍ସ ଓ ବୋଲ୍ଡ ଅନ୍ଦାଜ ପାଇଁ ସେ ଏବେ ଖୁବ୍ ଚର୍ଚ୍ଚିତ । ନିକଟରେ ପାଳନ କରାଯାଇଥିବା ଆଲୋକର ପର୍ବ ଦୀପାବଳି ପାଳନ କରିବାକୁ…

ବିବାହ ପାଇଁ ଧର୍ମ ପରିବର୍ତ୍ତନ କରିଥିଲେ ବଲିଉଡର ଏହି ୫ ଲୋକପ୍ରିୟ ଅଭିନେତ୍ରୀ

ବଲିଉଡ ତାରକାମାନେ ସର୍ବଦା ସେମାନଙ୍କର ମୁକ୍ତ ଚିନ୍ତାଧାରା ପାଇଁ ଜଣାଶୁଣା। ପ୍ରେମ ଏବଂ ବିବାହ ଭଳି ପ୍ରସଙ୍ଗରେ ସେମାନେ ବୟସ ଏବଂ ଧର୍ମକୁ ଅତିକ୍ରମ କରିଛନ୍ତି। ଅନେକ ବଲିଉଡ ଅଭିନେତ୍ରୀ ଅଛନ୍ତି ଯେଉଁମାନେ ଅନ୍ୟ ଧର୍ମର ବ୍ୟକ୍ତିଙ୍କୁ ସେମାନଙ୍କର ଜୀବନସାଥୀ ଭାବେ…

କରୋନା ଦୀପାବଳି ପାଳନ କଲେ ଅନୁଷ୍କା

ମୁମ୍ବାଇ: କରୋନା ମହାମାରୀ ପାଇଁ ଏବେବି ଲୋକଙ୍କ ମନରେ ଭୟ ଥିବା ବେଳେ ଏଥର ଆଲୋକର ପର୍ବ ଦୀପବଳି ବି ଫିକା ପଡି ଯାଇଛି । ବିଶେଷ ଭାବେ ବଲିଉଡ୍ ସେଲିବ୍ରିଟିମାନେ ନିଜ ନିଜ ଘରେ ହିଁ ଏହି ପର୍ବ ପାଳନ…

ଏହି ବ୍ୟକ୍ତିଙ୍କୁ ଡରି ଦେଶଛାଡି ଚାଲିଯାଇଥିଲେ ପ୍ରସିଦ୍ଧ ଅଭିନେତ୍ରୀ ମୀନାକ୍ଷୀ ଶେଷାଦ୍ରି

ବଲିଉଡ୍‌ ଅଭିନେତ୍ରୀ ମୀନାକ୍ଷୀ ଶେଷାଦ୍ରି ଇତିମଧ୍ୟରେ ୫୭ ବର୍ଷର ହୋଇଯାଇଛନ୍ତି। ୧୬ ନଭେମ୍ବର, ୧୯୬୩ରେ ସେ ଧନବାଦରେ ଜନ୍ମଗ୍ରହଣ କରିଥିଲେ। ଅନେକ ସଫଳ ଫିଲ୍ମରେ କାମ କରିଥିବା ମୀନାକ୍ଷୀ ଗତ ୨୪ ବର୍ଷ ହେବ ବଲିଉଡ୍‌ଠାରୁ ସମ୍ପୂର୍ଣ୍ଣ ଦୂରେଇ ଯାଇଛନ୍ତି। ୧୯୯୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?