ମନୋରଞ୍ଜନ

ଅନୁଷ୍କାଙ୍କ ଡେଲିଭରୀ ଡେଟ୍‌ ଜଣାଇଲେ ବିରାଟ!

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ଗର୍ଭବତୀ ଅଛନ୍ତି। ସେ ଏହି ସମୟକୁ ବେଶ୍‌ ଉପଭୋଗ କରୁଛନ୍ତି। ଗର୍ଭାବସ୍ଥାର ଅନୁଭବକୁ ନିଜ ପ୍ରଶଂସକଙ୍କ ସହ ବେଳେବେଳେ ଶେୟାର ମଧ୍ୟ କରୁଛନ୍ତି। ଅନୁଷ୍କାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ…

ଏଫ୍‌ଆଇଆରର ଜବାବ ଦେଲେ କଙ୍ଗନା!

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ନାୟିକା କଙ୍ଗନାଙ୍କ ସମୟ ଏବେ ଭଲ ଚାଲିନାହିଁ । ଶନିବାରଠାରୁ ନବରାତ୍ରୀ ଆରମ୍ଭ ହୋଇଥିଲା ବେଳେ କଙ୍ଗନାଙ୍କ ଆଇନ ଯୁଦ୍ଧ ବି ତାଙ୍କ ପଛରେ ପଡିଯାଇଛି । ବାନ୍ଦ୍ରା କୋର୍ଟ କାଷ୍ଟିଙ୍ଗ ଡାଇରେକ୍ଟର ସାହିଲ ଅଶରଫ ସୟଦଙ୍କ…

ରିଲିଜ ହେଲା ଲକ୍ଷ୍ମୀ ବମର ‘ବୁର୍ଜ ଖଲିଫା’ ଗୀତ

ମୁମ୍ବାଇ: ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାର ଓ କିୟାରା ଆଡଭାନିଙ୍କ ଅଭିନୀତ ‘ଲକ୍ଷ୍ମୀ ବମ’ ଫିଲ୍ମର ଯେଉଁ ଗୀତକୁ ଦର୍ଶକେ ଆଗ୍ରହର ସହ ଅପେକ୍ଷା କରିଥିଲେ ଶେଷରେ ତାହା ରିଲିଜ ହୋଇଛି । ‘ବୁର୍ଜ ଖଲଫା’ ଗୀତ ରିଲିଜ୍ ହେବାର…

‘ବଧାଇ ହୋ’ ପରେ ଆସୁଛି ‘ବଧାଇ ଦୋ’, ପ୍ରଥମଥର ନଜର ଆସିବେ ଏହି ଯୋଡ଼ି

ମୁମ୍ବାଇ: ବଲିଉଡ ଅଭିନେତା ଆୟୁଷ୍କାନ ଖୁରାନାଙ୍କ ଅଭିନୀତ ଫିଲ୍ମ ‘ବଧାଇ ହୋ’ର ସିକ୍ବେଲ ‘ବଧାଇ ଦୋ’ ଆସନ୍ତା ଜାନୁୟାରୀରେ ଶୁଟିଂ ହେବ। ‘ବଧାଇ ହୋ’ର ସଫଳତାକୁ ଦେଖି ଏହାର ସିକ୍ବେଲ ପ୍ରସ୍ତୁତ କରାଯାଇଛି। ‘ବଧାଇ ହୋ’ର ଦୁଇବର୍ଷ ପରେ ନିର୍ମାତା ଏହାର…

ଟୁଇଟ୍‌କୁ ନେଇ ଫସିଲେ କଙ୍ଗନା

ମୁମ୍ବାଇ, ୧୮ା୧୦: ସୋସିଆଲ ମିଡିଆରେ ଏକ ଟୁଇଟ୍‌କୁ ନେଇ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ଓ ତାଙ୍କ ଭଉଣୀ ରଙ୍ଗୋଲି ଚାଣ୍ଡେଲ ଫସିଯାଇଛନ୍ତି। ସେମାନଙ୍କ ଟୁଇଟ୍‌ ମାରାତ୍ମକ ଓ ଏହା ସ।ମ୍ପ୍ରଦାୟିକ ଭେଦଭାବ ସୃଷ୍ଟିକରିବ ବୋଲି ଅଭିଯୋଗ ହୋଇଥିଲା। ଏନେଇ କାଷ୍ଟିଂ ନିର୍ଦ୍ଦେଶକ…

୨୧ତମ ବିବାହ ବାର୍ଷିକୀରେ ସ୍ବାମୀଙ୍କୁ ଶୁଭକାମନା ଜଣାଇଲେ ମାଧୁରୀ

ମୁମ୍ବାଇ: ବଲିଉଡର ଧକ୍‌ଧକ୍‌ ଗର୍ଲ ମାଧୁରୀ ଦୀକ୍ଷିତ ଆଜିକାଲି ବ୍ୟକ୍ତିଗତ ଜୀବନକୁ ନେଇ ଖୁବ୍‌ ବ୍ୟସ୍ତ ରହୁଛନ୍ତି। ଆଜି ମାଧୁରୀ ତାଙ୍କର ୨୧ତମ ବିବାହ ବାର୍ଷିକୀ ପାଳନ କରୁଛନ୍ତି। ଏହି ଅବସରରେ ସେ ସ୍ବାମୀଙ୍କୁ ମଧ୍ୟ ଶୁଭକାମନା ଜଣାଇଛନ୍ତି। ଇନ୍‌ଷ୍ଟାଗ୍ରାମରେ ମାଧୁରୀ…

ମିଥୁନଙ୍କ ପତ୍ନୀ-ପୁଅଙ୍କ ବିରୋଧରେ ଆସିଲା ବଳାତ୍କାର-ଗର୍ଭପାତ ଅଭିଯୋଗ!

ମୁମ୍ବାଇ: ବଲିଉଡ୍ ନାୟକ ମିଥୁନ ଚକ୍ରବର୍ତ୍ତିଙ୍କ ପୁଅ ମହାଅକ୍ଷୟ ଚକ୍ରବର୍ତ୍ତି ଏବେ ଅଡୁଆରେ ପଡିଯାଇଛନ୍ତି । ତାଙ୍କ ବିରୋଧରେ ମୁମ୍ବାଇର ଓସିୱାରା ପୋଲିସ ଷ୍ଟେଶନରେ ବଳାତ୍କାର କରିବା ଓ ଗର୍ଭପାତ କରାଇବା ଅଭିଯୋଗ ଆସିଛି । ଏହି ମାମଲାରେ ମିଥୁନଙ୍କ ପତ୍ନୀ…

ମନ୍ଦିରରେ ବିବାହ କରିବେ ଆଦିତ୍ୟ

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଗାୟକ ଉଦିତ ନାରାୟଣଙ୍କ ପୁଅ ତଥା ଟେଲିଭିଜନ ହୋଷ୍ଟ ଆଦିତ୍ୟ ନାରାୟଣଙ୍କ ବିବାହକୁ ନେଇ ଏବେ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ହେଉଛି । ଆଦିତ୍ୟ କିଛିଦିନ ପୂର୍ବରୁ ଶ୍ୱେତା ଅଗ୍ରୱାଲଙ୍କୁ ବିବାହ କରିବା କଥା କହିଥିଲେ…

ଆଇପିଏଲ୍‌କୁ ଅଧିକ ରୋମାଞ୍ଚକର କଲା ସୁହାନାଙ୍କ ଏକ୍ସପ୍ରେଶନ: ଫଟୋ ଭାଇରାଲ

ମୁମ୍ବାଇ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସିଜିନରେ ଚାଲୁରହିଛି। ଶୁକ୍ରବାର ଶାହାରୁଖ୍‌ ଖାନ୍‌ଙ୍କ ଟିମ୍‌ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ମୁହାଁମୁହିଁ ହୋଇଥିଲା। ଏହି ସମୟରେ ଶାହାରୁଖ୍‌ ନିଜ ଦଳକୁ ଉତ୍ସାହିତ କରିବା ପାଇଁ ଷ୍ଟାଡିୟମ୍‌ରେ ପହଞ୍ଚିଥିଲେ।…

ବିବାହ କରିବେ ତାରା ସୁତରିୟା

ବଲିଉଡ୍‌ ଲଭ୍‌ବାର୍ଡ ତାରା ସୁତରିୟା ଏବଂ ଆଦର ଜୈନ୍‌ଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। ଏକ ରିପୋର୍ଟ ଅନୁସାରେ, ତାରା ଏବଂ ଆଦର ଖୁବ୍‌ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ପୂର୍ବରୁ ଏହି ଯୋଡି ନିଜର ରିଲେସନଶିପ୍‌ ବିଷୟରେ ଇନ୍‌ଷ୍ଟାଗ୍ରାମ୍‌ରେ ଜଣାଇ…

କରୋନାକୁ ହରାଇବା ପରେ ଫିଟ୍‌ ରହିବା ପାଇଁ ପ୍ରସ୍ତୁତି ଆରମ୍ଭ କଲେ ଏହି ଲୋକପ୍ରିୟ ଅଭିନେତ୍ରୀ

‘ବାହୁବଳୀ’ ଅଭିନେତ୍ରୀ ତମନ୍ନା ଭାଟିଆ ନିକଟରେ କରୋନାକୁ ହରାଇ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। କିନ୍ତୁ କରୋନା ତାଙ୍କୁ ସମ୍ପୂର୍ଣ୍ଣ ରୂପ ଭାଙ୍ଗଦେଇଛି। ନିଜକୁ ପୁଣିଥରେ ଫିଟ୍‌ ରଖିବା ପାଇଁ ତମନ୍ନା ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ନିଜର ଷ୍ଟାମିନା ବଢ଼ାଇବା ପାଇଁ…

କଙ୍ଗନାଙ୍କ ବିରୋଧରେ ମାମଲା ଦାଏର ପାଇଁ ଆଦେଶ ଦେଲେ ବାନ୍ଦ୍ରା କୋର୍ଟ

ମୁମ୍ବାଇ, ୧୭।୧୦: କକଙ୍ଗନାଙ୍କ ବିରୋଧରେ ମାମଲା ଦାଏର ପାଇଁ ବାନ୍ଦ୍ରା କୋର୍ଟ ଆଦେଶ ଦେଇଛନ୍ତି। ବଲିଉଡ୍‌ରେ ସାମ୍ପ୍ରଦାୟିକ ଭେଦଭାବ ସୃଷ୍ଟି କରିବା ଲାଗି କଙ୍ଗନା ଉଦ୍ୟମ କରୁଥିବା ଅଭିଯୋଗରେ ତୁରନ୍ତ ମାମଲା ଦାଏର କରିବାକୁ କୋର୍ଟ କହିଛନ୍ତି। ଟୁଇଟ୍‌ କରି ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri